Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ଭାରତ ହେବ ଇଭି ଉତ୍ପାଦନର କେନ୍ଦ୍ରସ୍ଥଳୀ, ଇ – ଯାନ ନୀତିକୁ ମିଳିଲା ସରକାରଙ୍କ ଅନୁମତି

ନୂଆଦିଲ୍ଲୀ: ଅତ୍ୟାଧୁନିକ ଜ୍ଞାନକୌଶଳ ବ୍ୟବହାର କରି ଇ - ଯାନ (ଇଭି) ଯେପରି ଦେଶରେ ଉତ୍ପାଦନ ହୋଇ ପାରିବ, ସେଥିପାଇଁ ଭାରତକୁ କେନ୍ଦ୍ର ସରକାର ଏକ ଉତ୍ପାଦନ ସ୍ଥଳରେ ପରିଣତ କରିବା ପାଇଁ ଏକ ଯୋଜନାକୁ ଅନୁମୋଦନ କରିଛନ୍ତି । ବିଶ୍ୱର ପ୍ରତିଷ୍ଠିତ ଇଭି ଉତ୍ପାଦନକାରୀମାନଙ୍କ ଦ୍ୱାରା ଇ - ଯାନ…

ଶଙ୍ଖ ଛାଡ଼ିଲେ ପଦ୍ମ ଧରିଲେ ଅଭିନେତା ଅରିନ୍ଦମ

ଭୁବନେଶ୍ବର: କିଛି ସମୟ ପୂର୍ବରୁ ବିଜେଡିରୁ ଇସ୍ତଫା ଦେଲେ ଏବେ ବିଜେପିରେ ମିଶିଲେ ଅରିନ୍ଦମ ରାୟ । ଭୁବନେଶ୍ୱର ବିଜେପି ମୁଖ୍ୟାଳୟରେ ପଦ୍ମ ଧରିଛନ୍ତି ଅରିନ୍ଦମ । ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ଦଳରେ ହୋଇଛନ୍ତି ସାମିଲ । ପୂର୍ବରୁ ଯେଉଁ ଚର୍ଚ୍ଚା ହେଉଥିଲା ଆଜି ତାକୁ ସତ ପ୍ରମାଣିତ…

ଗ୍ରାମୀଣ ଡାକ ସେବକଙ୍କ ପାଇଁ ଆର୍ଥିକ ପଦୋନ୍ନତି ଯୋଜନାର ଶୁଭାରମ୍ଭ କଲେ କେନ୍ଦ୍ରମନ୍ତ୍ରୀ

ନୂଆଦିଲ୍ଲୀ: କେନ୍ଦ୍ର ଯୋଗାଯୋଗ, ରେଳ ଏବଂ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଆଜି ଡାକ ବିଭାଗରେ କାର୍ଯ୍ୟରତ ୨.୫୬ ଲକ୍ଷରୁ ଅଧିକ ଗ୍ରାମୀଣ ଡାକ ସେବକ (ଜିଡିଏସ)ଙ୍କ ସେବା ସ୍ଥିତିରେ ଉନ୍ନତି ଆଣିବା ଏବଂ ସେବାରେ ସ୍ଥାଣୁତା ଦୂର କରିବା ପାଇଁ ଏକ ଆର୍ଥିକ…

୧୦୬୧ ଗୋଟି ସ୍ନାତକୋତ୍ତର ଶିକ୍ଷକ ପଦବୀ ପୂରଣ ନିମନ୍ତେ ଆବେଦନ ପତ୍ର ଆହ୍ୱାନ

ଭୁବନେଶ୍ୱର: ୧୦୬୧ ଗୋଟି ସ୍ନାତକୋତ୍ତର ଶିକ୍ଷକ ପଦବୀ ପୂରଣ ନିମନ୍ତେ ଆବେଦନ ପତ୍ର ଆହ୍ୱାନ କରାଯାଉଛି । ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନରେ ପରିଚାଳିତ ପୂର୍ଣ୍ଣ ଅନୁଦାନପ୍ରାପ୍ତ ୪୮୮ ବର୍ଗ (୨) ଉଚ୍ଚ ମାଧ୍ୟମିକ ବିଦ୍ୟାଳୟଗୁଡିକ ପାଇଁ ୨୩ ଗୋଟି ବିଭିନ୍ନ ବିଷୟରେ ୧୦୬୧ ଗୋଟି…

ଦିଲ୍ଲୀ ମଦ ଦୁର୍ନୀତି ମାମଲା: କବିତାଙ୍କ ବାସଭବନରେ ଇଡି ରେଡ୍

ହାଇଦ୍ରାବାଦ: ଦିଲ୍ଲୀ ଅବକାରୀ ନୀତି ଦୁର୍ନୀତି ମାମଲାରେ ଆକ୍ସନମୋଡରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) । ତେଲଙ୍ଗାନାର ପୂର୍ବତନ ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓଙ୍କ ଝିଅ କେ.କବିତାଙ୍କ ହାଇଦ୍ରାବାଦର ବଞ୍ଜାରା ହିଲ୍ସ ସ୍ଥିତ ବାସଭବନରେ ଇଡି ଚଢାଉ କରିଛି । ଏହି ଚଢାଉରେ ଇଡିର ୧୦ ଜଣ…

ପଦ୍ମ ଧରିଲେ ପୂର୍ବତନ ଗୁଣୁପୁର ବିଧାୟକ ତ୍ରୀନାଥ ଗମାଙ୍ଗୋ

ଭୁବନେଶ୍ବର: ପଦ୍ମ ଧରିଲେ ତ୍ରୀନାଥ ଗମାଙ୍ଗୋ । ଆଜି ଭାରତୀୟ ଜନତା ପାର୍ଟି (ବିଜେପି)ରେ ଯୋଗଦେଲେ ପୂର୍ବତନ ଗୁଣୁପୁରୁ ବିଧାୟକ ତ୍ରୀନାଥ ଗମାଙ୍ଗୋ । ସେ ଆଜି ଦଳୀୟ ପାର୍ଟି ଅଫିସରେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଓ ବରିଷ୍ଠ ନେତା ପ୍ରଦୀପ ପାଣିଗ୍ରାହୀଙ୍କ ଉପସ୍ଥିତିରେ ଯୋଗଦେଇଛନ୍ତି…

ଶ୍ରଦ୍ଧା ୱାକର ହତ୍ୟା ମାମଲା: ଦିଲ୍ଲୀ ହାଇକୋର୍ଟଙ୍କ ନିର୍ଦ୍ଦେଶ, ଅଭିଯୁକ୍ତକୁ ଦିନକୁ ୮ଘଣ୍ଟା କରାଯିବ ଅନଲକ୍

ନୂଆଦିଲ୍ଲୀ: ବହୁଚର୍ଚ୍ଚିତ ଦିଲ୍ଲୀର ହାଇପ୍ରୋଫାଇଲ ଶ୍ରଦ୍ଧା ୱାକର ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ଅଫତାବ ପୁନାୱାଲାକୁ ଅନ୍ୟ କଏଦିଙ୍କ ପରି ଅନଲକ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ମାନ୍ୟବର ଦିଲ୍ଲୀ ହାଇକୋର୍ଟ । ଅନ୍ୟ କଏଦୀମାନଙ୍କ ପରି ଅଫତାବ ପୁନାୱାଲାକୁ ଦିନକୁ ୮ ଘଣ୍ଟା ଅନଲକ୍ କରିବାକୁ…

ଅମିତାଭ ବଚ୍ଚନ ମୁମ୍ବାଇର ଏକ ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ: ବଲିଉଡର ଜଣାଶୁଣା ଅଭିନେତା ଅମିତାଭ ବଚ୍ଚନଙ୍କୁ ମୁମ୍ବାଇର ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସମ୍ପର୍କରେ କିଛି ସ୍ପଷ୍ଟ ହୋଇନାହିଁ। ୮୧ ବର୍ଷୀୟ ଅଭିନେତାଙ୍କୁ ଶୁକ୍ରବାର ସକାଳେ କୋକିଲାବେନ୍ ହସ୍ପିଟାଲ ନିଆଯାଇଥିଲା ଯେଉଁଠାରେ ନିକଟରେ ତାଙ୍କ…

ଅଜଣା ଦୁର୍ବୃତ୍ତଙ୍କ ଗୁଳିମାଡରେ ୨ ଯୁବକ ଗୁରୁତର

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲା କୁତ୍ରା ନିକଟରେ ଫୁଟିଲା ଗୁଳି । ଅଜଣା ଦୁର୍ବୃତ୍ତଙ୍କ ଗୁଳିମାଡରେ ୨ ଯୁବକ ଗୁରୁତର ହୋଇଛନ୍ତି । ସେମାନଙ୍କୁ ସୁନ୍ଦରଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଗୁରୁତର ହୋଇଥିବା ଦୁଇ ଯୁବକଙ୍କ ପରିଚୟ ଛତିଶଗଡ଼ ରାୟଗଡ଼ ଅଞ୍ଚଳର ସୁନୀଲ…

ନିର୍ବାଚନୀ ବଣ୍ଡ: ଆଞ୍ଚଳିକ ଦଳ ଭାବେ ବିଜେଡି ପାଇଛି ସର୍ବାଧିକ ଅନୁଦାନ

ଭୁବନେଶ୍ୱର: ନବୀନ ପଟ୍ଟନାୟକଙ୍କ ନେତୃତ୍ବାଧୀନ ବିଜୁ ଜନତା ଦଳ ୨୦୧୬-୧୭ରୁ ୨୦୨୨-୨୩ ମଧ୍ୟରେ ନିର୍ବାଚନୀ ବଣ୍ଡ ଜରିଆରେ ୭୭୪ କୋଟି ଟଙ୍କା ପାଇ ଭାରତର ସବୁଠାରୁ ଧନୀ ଆଞ୍ଚଳିକ ରାଜନୈତିକ ଦଳ ଭାବେ ଉଭା ହୋଇଛି। ଏହି ସାତ ବର୍ଷ ମଧ୍ୟରେ ଦଳ ମୋଟ ୮୪୪.୬ କୋଟି ଟଙ୍କା ଚାନ୍ଦା ସଂଗ୍ରହ କରିଛି,…