Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ବିଜେଡି-ବିଜେପି ମେଣ୍ଟ: ଛିଣ୍ଡୁନି ଅଙ୍କ, ଏକାକୀ ଲଢ଼ିବା ନେଇ ଚର୍ଚ୍ଚା

ଭୁବନେଶ୍ବର: ରାଜ୍ୟ ରାଜନୀତି ବେଶ କିଛି ଦିନ ହେବ ସରଗରମ ଥିଲା । ଶୁଣିବାକୁ ମିଳୁଥିଲା ଉଭୟ କେନ୍ଦ୍ର ରାଜ୍ୟ ମିଶି ଚଳିତ ନିର୍ବାଚନ ଲଢ଼ିବେ । ଅର୍ଥାତ ବିଜେଡି-ବିଜେପି ମେଣ୍ଟ କରିବେ । ଭୁବନେଶ୍ବରରୁ ଆରମ୍ଭ କରି ଦିଲ୍ଲୀ ପର୍ଯ୍ୟନ୍ତ ଘନ ଘନ ବୈଠକ ମଧ୍ୟ ବସିଥିଲା । ଗତକାଲି ବିଜେଡି ନେତା…

ମହିଳା ଦିବସରେ ମହିଳାଙ୍କୁ ସମ୍ମାନ, ରାଜ୍ୟସଭା ପାଇଁ ମନୋନୀତ ହେଲେ ସୁଧା ମୁର୍ତ୍ତୀ

ନୂଆଦିଲ୍ଲୀ: ପ୍ରସିଦ୍ଧ ବ୍ୟବସାୟୀ ତଥା ଇନଫୋସିସ୍ ଚେୟାରମ୍ୟାନ୍ ନାରାୟଣ ମୁର୍ତ୍ତୀଙ୍କ ପତ୍ନୀ ସୁଧା ମୁର୍ତ୍ତୀଙ୍କୁ ରାଜ୍ୟସଭାକୁ ମନୋନୀତ କରାଯାଇଛି। ସୁଧା ମୁର୍ତ୍ତୀଙ୍କୁ ଅଭିନନ୍ଦନ ଜଣାଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଯେ, ଏହା ମହିଳା ଶକ୍ତିର ଏକ ଶକ୍ତିଶାଳୀ ପ୍ରମାଣ।…

କୋଟାରେ ପୁଣି ଜୀବନ ହାରିଲେ ଆଉ ଏକ ଛାତ୍ର, ଜେଇଇ ପରୀକ୍ଷାରେ ବିଫଳ ହେତୁ ନେଲେ ଏପରି ନିଷ୍ପତି

ଜୟପୁର: ଶିକ୍ଷା ନଗରୀ କୋଟାରେ କ୍ରମାଗତ ଭାବରେ ବଢୁଛି ଆତ୍ମହତ୍ୟା ମାମଲା । ବଢୁଥିବା ଆତ୍ମହତ୍ୟା ମାମଲାକୁ ରୋକିବା ପାଇଁ ପ୍ରଶାସନର ସମସ୍ତ ବ୍ୟବସ୍ଥା ଫେଲ୍ ମାରୁଛି । ଏହାରି ଭିତରେ କୋଟାରେ ଆଉ ଜଣେ ଛାତ୍ର ଆତ୍ମହତ୍ୟା କରିଛନ୍ତି । କୁହାଯାଉଛି ଯେ ସେ JEE କ୍ଲିୟର କରିନପାରିବାରୁ ଏପରି…

ଜୟା କିଶୋରୀ ଓ ମୈଥିଲି ଠାକୁରଙ୍କ ସମେତ ବହୁ ଯୁବ ସେଲିବ୍ରିଟିଙ୍କୁ ନ୍ୟାସନାଲ କ୍ରିଏଟର୍ସ ଆଓ୍ବାର୍ଡ ପ୍ରଦାନ କଲେ…

ନୂଆଦିଲ୍ଲୀ: ଆଜି ଅନ୍ତର୍ଜାତୀୟ ମହିଳା ଦିବସ । ଏହି ଅବସରରେ ଦିଲ୍ଲୀ ସ୍ଥିତ ଭାରତ ମଣ୍ଡପରେ ଅନୁଷ୍ଠିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ବିଭିନ୍ନ କ୍ଷେତ୍ରରେ ଯୋଗଦାନ ଦେଇଥିବା ବହୁ ଯୁବ ସେଲିବ୍ରିଟିଙ୍କୁ ନ୍ୟାସନାଲ କ୍ରିଏଟର୍ସ ପୁରସ୍କାର ପ୍ରଦାନ କଲେ ପ୍ରଧାନମନ୍ତ୍ରୀ ମୋଦି । ୨୦ଟି ବର୍ଗରେ ୨୩…

ମହାଶିବରାତ୍ରୀରେ ଭକ୍ତଙ୍କ ପାଇଁ ଖୁସି ଖବର, ଏହି ତାରିଖରେ ଖୋଲିବ ବାବା କେଦାରନାଥଙ୍କ ଦ୍ଵାର

ଡେରାଡୁନ: ମହାଶିବରାତ୍ରୀରେ ଭକ୍ତଙ୍କ ପାଇଁ ଆସିଲା ଖୁସି ଖବର । ମେ ୧୦ରୁ ଖୋଲିବ କେଦାରନାଥ ଧାମ । ମହାଶିବରାତ୍ରି ଅବସରରେ ଉଖୀମଠରେ ପରମ୍ପରାଗତ ପୂଜାର୍ଚ୍ଚନା ହେବା ପରେ ପଞ୍ଚାଙ୍ଗ ଗଣନା ହେବା ସହିତ ଓଁକାରେଶ୍ଵର ମନ୍ଦିରର ଆଚାର୍ଯ୍ୟଗଣଙ୍କ ସମ୍ମୁଖରେ କେଦାରନାଥ ମନ୍ଦିରର ଦ୍ୱାର କେବେ…

ସ୍ତ୍ରୀ ସାମ୍ନାରେ ସ୍ବାମୀକୁ ଟାଣି ନେଲା କୁମ୍ଭୀର

କେନ୍ଦ୍ରାପଡ଼ା: ଶୌଚ ପାଇଁ ଯିବା ହେଲା କାଳ । ବ୍ୟକ୍ତିଙ୍କୁ ଟାଣିନେଲା କୁମ୍ଭୀର । କିଛି ସମୟ ଭିତରେ ଘଟିଗଲା ବଡ଼ ଅଘଟଣ । କେନ୍ଦ୍ରାପଡ଼ା ରାଜନଗର ଥାନା ଦକ୍ଷିଣଭେଡ଼ା ଗାଁରେ ଏହି ଅଭାବନୀୟ ଘଟଣା ଘଟିଛି । ହଂସୁଆ ନଦୀରେ ବାଇଧର ମଲ୍ଲିକ ଶୌଚ ହେବାକୁ ଯାଇଥିବା ବେଳେ କୁମ୍ଭୀର ଟାଣି…

କେନ୍ଦ୍ର କର୍ମଚାରୀଙ୍କ ପାଇଁ ଖୁସି ଖବର, ଆଉ ୪ ପ୍ରତିଶତ ବଢିଲା ମହଙ୍ଗା ଭତ୍ତା

ନୂଆଦିଲ୍ଲୀ: ଲକ୍ଷ ଲକ୍ଷ କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଖୁସି ଖବର । ଗତକାଲି ବସିଥିବା କ୍ୟାବିନେଟ ବୈଠକରେ DA ଏବଂ DR କୁ ୪୬ ପ୍ରତିଶତରୁ ୫୦ ପ୍ରତିଶତକୁ ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛନ୍ତି କେନ୍ଦ୍ର ସରକାର । ଏହା ସହିତ କର୍ମଚାରୀଙ୍କ ଘର ଭଡା ଭତ୍ତା ମଧ୍ୟ…

କପିଳାସରେ ଜାଗର ଯାତ୍ରା, ରାତି ୩ଟା ୫୫ରେ ଉଠିବ ମହାଦୀପ

ଢେଙ୍କାନାଳ: ଚଳଚଞ୍ଚଳ ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସ । ଶିବରାତ୍ରି ପାଇଁ କପିଳାସଙ୍କ ଦର୍ଶନ ପାଇଁ ଭକ୍ତଙ୍କ ଗହଳି ଲାଗିଛି । ମହା ଶିବରାତ୍ରି ଉପଲକ୍ଷେ ପ୍ରସିଦ୍ଧ ଜାଗର ଯାତ୍ରା ଅନୁଷ୍ଠିତ ହେବ। ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। କପିଳାସ ପୀଠର ମହାପ୍ରଭୁ ଶ୍ରୀଶ୍ରୀ…

ମହିଳା ଦିବସରେ ଗୃହିଣୀ ମାନଙ୍କୁ କେନ୍ଦ୍ର ସରକାରଙ୍କ ବଡ ଉପହାର, କମିଲା ରୋଷେଇ ଗ୍ୟାସ ଦର

ନୂଆଦିଲ୍ଲୀ: ଆନ୍ତର୍ଜାତୀୟ ମହିଳା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶର ମହିଳାମାନଙ୍କୁ ଏକ ବଡ ଉପହାର ଦେଇଛନ୍ତି । ଗୃହିଣୀ ମାନଙ୍କୁ ଚିନ୍ତାକୁ ହ୍ରାସ କରିଛନ୍ତି କେନ୍ଦ୍ର ସରକାର । ଏହି ଘୋଷଣା କରିବାବେଳେ ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି ଯେ ଭାରତୀୟ ଜନତା ପାର୍ଟି…

ଓଁ ନମଃ ଶିବାୟ ଧ୍ୱନିରେ କମ୍ପୁଛି ଶିବାଳୟ

ଭୁବନେଶ୍ବର: ଆଜି ଜାଗର,ଚଳଚଞ୍ଚଳ ପ୍ରମୁଖ ଶୈବପୀଠ । ରାଜ୍ୟର ତିନି ପ୍ରମୁଖ ଶୈବପୀଠ ଶ୍ରୀଲିଙ୍ଗରାଜ ମନ୍ଦିର, ଧବଳେଶ୍ୱର, ଲୋକନାଥ ମନ୍ଦିରରେ ସକାଳୁ ସକାଳୁ ଶ୍ରଦ୍ଧାଳୁଙ୍କ ଗହଳି ଦେଖିବାକୁ ମିଳିଛି । ଧାଡିରେ ଛିଡ଼ା ହୋଇ ଓମ୍ ନମଃ ଶିବାୟ କହୁଛନ୍ତି ଭକ୍ତ । ଓଁ ନମଃ ଶିବାୟ ଧ୍ୱନିରେ…