Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ଲୋକସଭା ନିର୍ବାଚନ ପାଇଁ ବିଜେପିର ପ୍ରଥମ ପ୍ରାର୍ଥୀ ତାଲିକା ଘୋଷଣା, ବାରାଣାସୀରୁ ଲଢ଼ିବେ ମୋଦୀ

ନୂଆଦିଲ୍ଲୀ: ଲୋକସଭା ନିର୍ବାଚନ ପାଇଁ ବିଜେପି ପକ୍ଷରୁ ପ୍ରଥମ ପ୍ରାର୍ଥୀ ତାଲିକା ଘୋଷଣା । ବାରଣାସୀରୁ ପୁଣିଥରେ ପ୍ରଧାନମନ୍ତ୍ରୀ ମୋଦୀ ନିର୍ବାଚନ ଲଢିବେ । ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକାରେ ୧୯୫ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଛି । ଏହି ପ୍ରାର୍ଥୀ ତାଲିକାରେ ୩୪ ଜଣ…

ପରିବାର ସହ ଥାଇଲାଣ୍ଡରେ ମଜା ଉଠାଉଛନ୍ତି ଫେଡେରର, ଭାଇରାଲ ହେଲା ପତ୍ନୀଙ୍କ ପାଦ ଫଟୋ

ବ୍ୟାଙ୍କକ: ସୁଇଜରଲାଣ୍ଡର ମହାନ ଟେନିସ ଖେଳାଳି ରୋଜର ଫେଡେରର ତାଙ୍କ ପରିବାର ସହ ଥାଇଲାଣ୍ଡରେ ମଜା ଉଠାଉଛନ୍ତି । ୨୦୨୨ରେ ଅବସର ଘୋଷଣା କରିଥିବା ଫେଡେରର ଏହି ଅବସରରେ ଅନେକଗୁଡିଏ ଫଟୋ ସୋସିଆଲ ମିଡିଆରେ ଶେୟାର କରିଛନ୍ତି । ତେବେ ଏହା ମଧ୍ୟରେ ତାଙ୍କ ପତ୍ନୀ ମିର୍କାଙ୍କ ପାଦ ଫଟୋ ସୋସିଆଲ…

ଆସିବେ ପ୍ରଧାନମନ୍ତ୍ରୀ, ଚାଲିଛି ପ୍ରସ୍ତୁତି

ଯାଜପୁର: ଆସନ୍ତା ୫ତାରିଖରେ ଓଡିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ପ୍ରଧାନମନ୍ତ୍ରୀ ଯାଜପୁର ଜିଲ୍ଲା ବଡଚଣା ନିର୍ବାଚନ ମଣ୍ଡଳୀର ଚଣ୍ଡିଖୋଲ ଥିବା କାର୍ଯ୍ୟକ୍ରମରେ ଯୋଗଦେବେ । ଏହି ଅବସରରେ ପ୍ରଧାନମନ୍ତ୍ରୀ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରିବା ସହ ବେଣାପୁର ଠାରେ…

ମୋଦୀଙ୍କ ସାମ୍ନାରେ ନୀତିଶ କହିଲେ ଆଉ ‘ଏପଟ ସେପଟ ହେବୁନୁ’

ପାଟଣା: ବିହାର ଗସ୍ତରେ ପ୍ରଧାନମନ୍ତ୍ରୀ । ଆଜି ଔରଙ୍ଗାବାଦରେ ପ୍ରଧାନମନ୍ତ୍ରୀ ମୋଦୀ ଅନେକ ପ୍ରକଳ୍ପର ଉଦଘାଟନ୍ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ସହ ଏହି ସଭାରେ ଉପସ୍ଥିତ ଥିଲେ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନୀତିଶ କୁମାର ତାଙ୍କ ଭାଷଣରେ ଏମିତି କିଛି…

ବିଶ୍ଵପ୍ରସିଦ୍ଧ କଟକର ରୂପା ତାରକସି କାମକୁ ମିଳିଲା ଜିଆଇ ମାନ୍ୟତା

କଟକ: କଟକବାସୀଙ୍କ ପାଇଁ ଖୁସି ଖବର । ବିଶ୍ଵପ୍ରସିଦ୍ଧ କଟକର ରୂପା ତାରକସି କାମକୁ ମିଳିଲା ଜିଆଇ ମାନ୍ୟତା । ଚେନ୍ନାଇ ଭିତ୍ତିକ ଜିଓଗ୍ରାଫିକାଲ ଇଣ୍ଡିକେସନ ରେଜିଷ୍ଟ୍ରିରୁ ଏହି ସୂଚନା ମିଳିଛି । ଏହାକୁ ମିଶାଇ ବର୍ତ୍ତମାନ ଓଡିଶାର ଜିଆଇ ତାଲିକା ୨୬କୁ ବୃଦ୍ଧି ପାଇଛି । ୨୦୨୧ ମସିହା…

ବନ୍ଧୁକର ଗୁଳି ପରି ପ୍ରଚଣ୍ଡ ଶବ୍ଦ କରେ ଏହି ମାଛ, ବାହାରୁ ସ୍ପଷ୍ଟ ଦେଖାଯାଏ ଶରୀରର ଅଙ୍ଗପ୍ରତ୍ୟଙ୍ଗ

ନୂଆଦିଲ୍ଲୀ: ମିଳିଲା ଦୁନିଆର ସବୁଠାରୁ ଛୋଟ ମାଛ । ବନ୍ଧୁକର ଗୁଳି ପରି ପ୍ରଚଣ୍ଡ ଶବ୍ଦ ବାହାର କରୁଥିବା ଏହି ଛୋଟ ମାଛ ଦୁନିଆର ସବୁଠାରୁ ଛୋଟ ମାଛ ମଧ୍ୟରୁ ଗୋଟିଏ । ଏହାକୁ ବାହାର କରିବାକୁ ବୈଜ୍ଞାନିକମାନଙ୍କୁ ଅନେକ ଅନୁସନ୍ଧାନ କରିବାକୁ ପଡିଛି । ଶେଷରେ ବୈଜ୍ଞାନିକଙ୍କ ଅନୁସନ୍ଧାନ ସଫଳ…

‘କେବଳ ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନାରେ ପିସି ପରିମାଣ ହେଉଛି ୧ ହଜାର ୧୯ କୋଟି’

ଭୁବନେଶ୍ୱର: ବିଜେଡି ସରକାର ହେଉଛି ୩୦% ର ପିସି ସରକାର । ପଞ୍ଚାୟତ ଠାରୁ ଆରମ୍ଭ କରି ଲୋକସେବା ଭବନ ପର୍ଯ୍ୟନ୍ତ ଚାଲିଛି ପିସି କାରବାର । ବିଜେଡିର ମନ୍ତ୍ରୀ, ନେତା, ଯନ୍ତ୍ରୀ, ଅଫିସର ମାନେ ଏଥିରେ ସଂପୃକ୍ତ । ପିସି ରୁ ଆଦାୟ ଅର୍ଥ ବିଜେଡି ଦଳର ନିର୍ବାଚନ ଖର୍ଚ୍ଚରେ ବ୍ୟବହୃତ ହେଉଛି ।…

ପୁଣି ଭିଜିଲାନ୍ସ ଜାଲରେ ଆଉ ଜଣେ ଥାନା ବାବୁ, ୮ହଜାର ଟଙ୍କା ଲାଞ୍ଚ ନେବା ବେଳେ ବାନ୍ଧିଲା ଭିଜିଲାନ୍ସ

ନବରଙ୍ଗପୁର: ଥାନା ଏଏସଆଇଙ୍କୁ ବାନ୍ଧିଲା ଭିଜିଲାନ୍ସ । ନବରଙ୍ଗପୁର ଡାବୁଗାଁ ଥାନା ଏଏସଆଇ ଶ୍ରୀ ସୀମାଞ୍ଚଳ ମହାରଣାଙ୍କୁ ଗିରଫ କରିଛି ଭିଜିଲାନ୍ସ । ୫ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ କୋରାପୁଟ ଭିଜିଲାନ୍ସ ହାତରେ ଧରାପଡିଥିଲେ ଏଏସଆଇ ସୀମାଞ୍ଚଳ । ସୂଚନା ଅନୁସାରେ, ପୂର୍ବରୁ ଥାନାରେ…

ସ୍ୱାସ୍ଥ୍ୟସେବା ଭିତ୍ତିଭୂମି ହେବ ଆହୁରି ସୁଦୃଢ; ୫ଟି ମେଡିକାଲ କଲେଜର ଟିଚିଂ ହସ୍ପିଟାଲର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଓଡିଶାର ସ୍ୱାସ୍ଥ୍ୟ ଶିକ୍ଷା ଓ ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଯୋଡି ହେଲା ଆଉ ଏକ ନୂଆ ଫର୍ଦ୍ଦ । ରାଜ୍ୟର ସ୍ୱାସ୍ଥ୍ୟସେବା ଭିତ୍ତିଭୂମି ହେବ ଆହୁରି ସୁଦୃଢ । ରାଜ୍ୟର ବିଭିନ୍ନ ସରକାରୀ ମେଡିକାଲ କଲେଜ ଗୁଡିକରେ ଟିଚିଂ ହସ୍ପିଟାଲର ଶୁଭ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ…

ନିର୍ବାଚନ ପୂର୍ବରୁ ଓଡ଼ିଶା ପହଞ୍ଚିବେ ୧୫ କମ୍ପାନୀ ଫୋର୍ସ

ଭୁବନେଶ୍ବର: ଲୋକସଭା ନିର୍ବାଚନକୁ ନେଇ ରାଜନୀତି ସରଗରମ । ନିର୍ବାଚନ ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ଯାହା ପାଇଁ ଦେଶରେ ସେଣ୍ଟ୍ରାଲ ଆର୍ମଡ ଫୋର୍ସ ମୁତୟନ କରାଯାଉଛି । ପ୍ରଥମ ପର୍ଯ୍ୟାୟରେ ଓଡ଼ିଶାକୁ ୭୫ କମ୍ପାନୀ ଫୋର୍ସ ଯୋଗାଇ ଦିଆଯାଇଛି । ଆଜି ଓଡ଼ିଶାରେ ୧୫…