Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ନିର୍ବାଚନ ପୂର୍ବରୁ ଓଡ଼ିଶା ପହଞ୍ଚିବେ ୧୫ କମ୍ପାନୀ ଫୋର୍ସ

ଭୁବନେଶ୍ବର: ଲୋକସଭା ନିର୍ବାଚନକୁ ନେଇ ରାଜନୀତି ସରଗରମ । ନିର୍ବାଚନ ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ଯାହା ପାଇଁ ଦେଶରେ ସେଣ୍ଟ୍ରାଲ ଆର୍ମଡ ଫୋର୍ସ ମୁତୟନ କରାଯାଉଛି । ପ୍ରଥମ ପର୍ଯ୍ୟାୟରେ ଓଡ଼ିଶାକୁ ୭୫ କମ୍ପାନୀ ଫୋର୍ସ ଯୋଗାଇ ଦିଆଯାଇଛି । ଆଜି ଓଡ଼ିଶାରେ ୧୫…

ପୁରୀ ବୁଲିବାକୁ ଆସିଥିବା ବିଦେଶୀ ପର୍ଯ୍ୟଟକ ଲୁଟ୍ ର ଶିକାର, ନିଜ ଦେଶକୁ ପଠାଇବା ନେଇ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି…

ପୁରୀ: ପୁରୀ ବୁଲିବାକୁ ଆସିଥିବା ଜଣେ ବିଦେଶୀ ପର୍ଯ୍ୟଟକ ଲୁଟ୍ ର ଶିକାର ହୋଇ ଅସହାୟ ଅବସ୍ଥାରେ ଜୀବନ କାଟୁଥିବା ବେଳେ, ଜିଲ୍ଲା ପ୍ରଶାସନ ତାଙ୍କୁ ଉଦ୍ଧାର କରିଛି । ଉଦ୍ଧାର ପରେ ଆନ୍ଥୋନିଙ୍କୁ ତାଙ୍କ ଦେଶ ନେଦରଲ୍ୟାଣ୍ଡ କୁ ପଠାଇବା ନେଇ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଆରମ୍ଭ ହୋଇଛି ।…

ବଢ଼ିଲା କଳା ଓ କ୍ରୀଡ଼ା ଶିକ୍ଷକଙ୍କ ପାରିଶ୍ରମିକ, ଭିନ୍ନକ୍ଷମ ଶିକ୍ଷା ସ୍ୱେଚ୍ଛାସେବୀଙ୍କ ମଧ୍ୟ ବଢ଼ିଲା ଦରମା

ଭୁବନେଶ୍ବର: ବଢ଼ିଲା ସାମୟିକ କଳା ଓ କ୍ରୀଡା ଶିକ୍ଷକଙ୍କ ଦରମା । ୭ ହଜାର ଟଙ୍କାରୁ  ୧୦ ହଜାର ଟଙ୍କାକୁ ପାରିଶ୍ରମିକ ବଢ଼ାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜ୍ୟ ସରକାରଙ୍କ ଏହି ନିଷ୍ପତ୍ତି ଦ୍ବାରା ୪୬୦୫ ଜଣ କଳା ଶିକ୍ଷକ-ଶିକ୍ଷୟିତ୍ରୀ ଉପକୃତ ହେବେ । ଏଣିକି ସେମାନଙ୍କ ମାସିକ…

ଲାଂଚ ନେଇ ଧରାପଡ଼ିଲେ ଏଏସଆଇ

କଟକ: ଲାଂଚ ନେବା ପଡ଼ିଲା ମହଙ୍ଗା । ଭିଜିଲାନ୍ସ ହାତରେ ଧରାପଡ଼ିଲେ କଟକ  ଭଦ୍ରେଶ୍ବର ଥାନା ଏଏସଆଇ ଆଲୋକ ଷଡ଼ଙ୍ଗୀ । ଥାନା ପରିସରରେ ୮ ହଜାର ଟଙ୍କା ଲାଞ୍ଚ ନେବା ବେଳେ ମାଡ଼ି ବସିଲା ଭିଜିଲାନ୍ସ । ଏକ ମାମଲାର ଦଫା କୋହଳ ପାଇଁ  ଏଏସଆଇ ଆଲୋକ ଲାଞ୍ଚ ଲାଂଚ ନେଉଥିବା ବେଳେ ଭିଜିଲାନ୍ସ…

ଟିମ ଇଣ୍ଡିଆକୁ ପ୍ରତ୍ୟାବର୍ତନ କରିବା ପାଇଁ ଏହି ୫ ଖେଳାଳିଙ୍କ ପାଇଁ ଆଇପିଏଲ ଶେଷ ସୁଯୋଗ

ନୂଆଦିଲ୍ଲୀ: ମାର୍ଚ୍ଚ ୨୨ରୁ ଆଇପିଏଲ ୨୦୨୪ ସଂସ୍କରଣ ଆରମ୍ଭ ହେବ । ଟିମ ଇଣ୍ଡିଆରୁ ବାଦ ପଡିଥିବା କେତେକ ଖେଳାଳିଙ୍କ ପାଇଁ ଏହି ଆଇପିଏଲ ବେଶ ଗୁରୁତ୍ୱପୂର୍ଣ୍ଣ ହୋଇ ପଡିଛି । ଏଥିରେ ଭଲ ପ୍ରଦର୍ଶନ କରି ସେମାନେ ଟିମ ଇଣ୍ଡିଆକୁ ଫେରିବା ପାଇଁ ଉଦ୍ୟମ କରିବେ । ବିସ୍ଫୋଟକ ବ୍ୟାଟ୍ସମ୍ୟାନ ରାହୁଲ…

ବେଙ୍ଗଲରେ ଦୋଷୀ କେବେ ଆତ୍ମସମର୍ପଣ କରିବ ତାହା ପୋଲିସ ନୁହେଁ ବରଂ ଅପରାଧୀ ନିଷ୍ପତ୍ତି ନିଅନ୍ତି: ମୋଦୀ

କୋଲକାତା: ପଶ୍ଚିମବଙ୍ଗ ଗସ୍ତରେ ଅଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ । ଏହି ଅବସରରେ ପଶ୍ଚିମବଙ୍ଗକୁ ୧୫ ହଜାର କୋଟି ଟଙ୍କା ମୂଲ୍ୟର ଉନ୍ନୟନମୂଳକ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି ମୋଦୀ । ଏହି ସମୟରେ ସେ କୃଷ୍ଣନଗରରେ ଏକ ରୋଡ୍ ସୋ ମଧ୍ୟ କରିଥିଲେ । ସେଠାରେ ଆୟୋଜିତ ଏକ ସାଧାରଣ ସଭାରେ ସମ୍ବୋଧିତ…

ଲୋକସଭା ନିର୍ବାଚନ ଲଢ଼ିବେନି ଗୌତମ ଗମ୍ଭୀର

ନୂଆଦିଲ୍ଲୀ: ରାଜନୀତିରୁ ସନ୍ନ୍ୟାସ ନେବେ ବିଜେପି ସାଂସଦ ତଥା ପୂର୍ବତନ କ୍ରିକେଟର ଗୌତମ ଗମ୍ଭୀର । ନିଜେ ଟ୍ବିଟ କରି ଏହି ସୂଚନା ଦେଇଛନ୍ତି । ଟ୍ବିଟରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କୁ ଅନୁରୋଧ କରିଛନ୍ତି ତାଙ୍କୁ ରାଜନୀତି ଦାୟିତ୍ବରୁ ମୁକ୍ତ କରନ୍ତୁ । କାରଣ ସେ କ୍ରିକେଟ…

ମୁମ୍ବାଇ ଆତଙ୍କବାଦୀ ଆକ୍ରମଣର ମାଷ୍ଟର ମାଇଣ୍ଡ ଆଜମ ଚୀମା ମୃତ: ରିପୋର୍ଟ

କରାଚୀ: ୨୦୦୮ ମୁମ୍ବାଇ ଆତଙ୍କବାଦୀ ଆକ୍ରମଣର ମାଷ୍ଟର ମାଇଣ୍ଡ ତଥା ଲଶ୍ମର ଇ ତୋଇବାର ବରିଷ୍ଠ କମାଣ୍ଡର ଆଜମ ଚୀମାର ମୃତ୍ୟୁ ଘଟିଛି । ପାକିସ୍ତାନର ଫୈସଲାବାଦରେ ହୃଦଘାତରେ ଚୀମାର ମୃତ୍ୟୁ ଘଟିଛି ବୋଲି ଗୋଇନ୍ଦା ବିଭାଗ ପକ୍ଷରୁ ସୂଚନା ମିଳିଛି । ୨୦୦୬ ମୁମ୍ବାଇ ଟ୍ରେନ ବିସ୍ଫୋରଣରେ ମଧ୍ୟ ସେ…

ମହାମହିମଙ୍କ ଓଡିଶା ଗସ୍ତର ଶେଷ ଦିନ: ସନ୍ଥକବି ଭୀମଭୋଇଙ୍କ ପ୍ରତିମୂର୍ତ୍ତିରେ ଦେଲେ ଶ୍ରଦ୍ଧାଞ୍ଜଳି

ସମ୍ବଲପୁର: ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡି଼ଶା ଗସ୍ତର ଶେଷ ଦିନ। ଆଜି ମହାମହିମ ସମ୍ବଲପୁର ଜିଲ୍ଲା ରେଢାଖୋଲ ଗସ୍ତ କରିଛନ୍ତି । ଆଜି ସକାଳ ୧୦ଟାରେ ଝାରସୁଗୁଡା ବିମାନ ବନ୍ଦରରେ ପହଞ୍ଚିବା ପରେ ସେଠାରୁ ବାୟୁସେନାର ହେଲିକପ୍ଟର ଯୋଗେ ଯାଇ ରେଢାଖୋଲ ବ୍ଲକର କଦଳିଗଡ଼ ହାଇସ୍କୁଲ…

ଏନଏସି ଦାବି ନେଇ ରାଜ୍ୟର ବିଭିନ୍ନ ସ୍ଥାନରେ ବନ୍ଦ ପାଳନ

ସୁବର୍ଣ୍ଣପୁର/ଜଗତସିଂହପୁର: ଆଜି ବିଭିନ୍ନ ଦାବି ନେଇ ଉଲୁଣ୍ଡା ବନ୍ଦ ରହିଛି । ଉଲୁଣ୍ଡାକୁ ଏନଏସି ଘୋଷଣା, ଯେଏମଏଫସି କୋର୍ଟ ଏବଂ ସୈନିକ ସ୍କୁଲ ଦାବିରେ ଆଜି ସଚେତନ ନାଗରିକ ଏବଂ ଅଞ୍ଚଳବାସୀ ତରଫରୁ ୬ ଘଣ୍ଟିଆ ବନ୍ଦ ପାଳନ କରାଯାଇଛି l ଅତ୍ୟାବଶ୍ୟକ ସାମଗ୍ରୀ ତଥା ଜରୁରୀକାଳୀନ ସେବାକୁ…