Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ମହାଶିବରାତ୍ରୀ ପାଇଁ ନୀତି ନିର୍ଘଣ୍ଟ; ରାତି ୧୦ ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ ମହାଦୀପ

ଭୁବନେଶ୍ବର: ମାର୍ଚ୍ଚ ୮ ତାରିଖରେ ପାଳିତ ହେବ ମହାଶିବରାତ୍ରୀ ଅର୍ଥାତ୍ ଜାଗର । ଏନେଇ ଶ୍ରୀଲିଙ୍ଗରାଜ ମହାପ୍ରଭୁଙ୍କ ମହାଶିବରାତ୍ରୀ ପାଇଁ ନୀତି ନିର୍ଘଣ୍ଟ ହୋଇଛି । ଚଳିତଥର ରାତି ୧୦ ଟାରେ ଉଠିବ ଶ୍ରୀଲିଙ୍ଗରାଜ ମହାପ୍ରଭୁଙ୍କର ମହାଦୀପ । ଭୋର୍ ୩ ଟାରୁ ମନ୍ଦିର ଖୋଲାଯାଇ ମହାପ୍ରଭୁଙ୍କ…

ସୁର ରାଉତରାୟଙ୍କ ପୁଅ ସିଦ୍ଧାର୍ଥଙ୍କ ଅଫିସରେ ପଶି ଭଙ୍ଗାରୁଜା କଲେ ଦୁର୍ବୃତ୍ତ

ନିମାପଡ଼ା: ଜଟଣୀ ବିଧାୟକ ସୁରେଶ ରାଉତରାୟଙ୍କ ପୁଅ ତଥା କଂଗ୍ରେସ ନେତା ସିଦ୍ଧାର୍ଥ ରାଉତରାୟଙ୍କ ନିମାପଡ଼ା ସ୍ଥିତ ଅଫିସରେ ପଶି ଭଙ୍ଗାରୁଜା କରିଛନ୍ତି ଦୁର୍ବୃତ୍ତ । ଅଫିସ ଗେଟ୍‌ ସାମ୍ନାରେ ମଦ ବୋତଲ ଭାଙ୍ଗିବା ସହିତ ଅଫିସକୁ ଢେଲା ପଥର ମାଡ଼ କରିଛନ୍ତି । ଏହା ସହ ସିଦ୍ଧାର୍ଥ ରାଉତରାୟଙ୍କ…

ଛତିଶଗଡରେ ବିଜେପି ନେତା ତିରୁପତି କଟଲାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ମାଓବାଦୀ

ବିଜାପୁର: ଛତିଶଗଡ ବିଜାପୁର ଜିଲ୍ଲାରେ ପୁଣି ଲାଲ ଆତଙ୍କ । ବିଜାପୁରରେ ବିଜେପି ନେତାଙ୍କୁ ନିର୍ମମ ଭାବେ ହତ୍ୟା କରିଛନ୍ତି ମାଓବାଦୀ । ଶୁକ୍ରବାର ଏକ ବାହାଘର କାର୍ଯ୍ୟରେ ତୋଏନାର ଗାଁକୁ ଯୋଗ ଦେବା ଲାଗି ଯାଉଥିବା ସମୟରେ ବିଜେପି ନେତା ତଥା ଜିଲ୍ଲା ପରିଷଦ ସଦସ୍ୟ ତିରୁପତି କଟଲାଙ୍କୁ ନକ୍ସଲ…

ବିଜେଡି ଛାଡ଼ିଲେ ବିଧାୟକ ଅରବିନ୍ଦ ଢାଲି

ଭୁବନେଶ୍ବର: ବିଜେଡିକୁ ଆଉ ଏକ ଝଟକା । ଦଳ ଛାଡ଼ିଲେ ଜୟଦେବ ବିଧାୟକ ଅରବିନ୍ଦ ଢ଼ାଲି । ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି ଅରବିନ୍ଦ । ଆଉ ତାଙ୍କ ଇସ୍ତଫା ପତ୍ର ମୁଖ୍ୟମନ୍ତ୍ରୀଙ୍କ ନିକଟକୁ ପଠାଇଛନ୍ତି । ଆସନ୍ତାକାଲି ବିଜେପିରେ ଯୋଗ ଦେବା ନେଇ ସୂଚନା ରହିଛି । କେଉଁଥି…

‘ଓଡ଼ିଶାରେ ବିଜେପି ଓ ବିଜେଡି ମଧ୍ୟରେ କୌଣସି ମେଣ୍ଟ ହେବନି’

ଭୁବନେଶ୍ୱର: ସବୁ କଳ୍ପନାଜଳ୍ପନାର ଅନ୍ତ ଘଟିଲା । ରାଜ୍ୟରେ ବିଜେଡି ଓ ବିଜେପି ମେଣ୍ଟକୁ ନେଇ ବଡ ବୟାନ ଦେଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । ସେ କହିଛନ୍ତି, ଓଡ଼ିଶାରେ ମେଣ୍ଟ ହେବ ନାହିଁ । କୌଣସି ଦଳ ସହିତ ମେଣ୍ଟ କରିବ ନାହିଁ ଭାରତୀୟ ଜନନା ପାର୍ଟି ବୋଲି କହିଛନ୍ତି…

ରୋଗୀର ଶରୀର ଭିତରୁ ମିଳିଲା ଅସରପା, ଡାକ୍ତର ଚକିତ

କୋଚ୍ଚି: ଏଠାରେ ଜଣେ ୫୫ ବର୍ଷୀୟ ବ୍ୟକ୍ତି ନିଶ୍ୱାସ ନେବାରେ କଷ୍ଟ ଅନୁଭବ କରିବାରୁ ତାଙ୍କୁ ଡାକ୍ତରଖାନାରେ ଭର୍ତି କରାଯାଇଥିଲା । ଆବଶ୍ୟକ ପରୀକ୍ଷଣ ପରେ ରୋଗୀର ଫୁସଫୁସରେ ଅସରପା ରହିଥିବା ଜଣା ପଡିଥିଲା । ଯାହାକି ଚିକିତ୍ସା କରୁଥିବା ଡାକ୍ତରଙ୍କୁ ଆଶ୍ଚର୍ଯ୍ୟଚକିତ କରି ଦେଇଥିଲା । ବହୁ…

ଏହି ଦିନ ଟି୨୦ ବିଶ୍ୱକପ ପାଇଁ ଘୋଷଣା ହେବା ଭାରତୀୟ ଟିମ

ନୂଆଦିଲ୍ଲୀ: ଆଗାମୀ ଟି୨୦ ବିଶ୍ୱକପ କ୍ରିକେଟ ଜୁନ ୨ରୁ ଆରମ୍ଭ ହେବାକୁ ଯାଉଛି । ଏଥିନେଇ କ୍ରୀଡାସୂଚୀ ମଧ୍ୟ ପୂର୍ବରୁ ଜାରୀ ହୋଇ ସାରିଛି । ରିପୋର୍ଟ ମୁତାବକ ଭାରତ ଏଥିପାଇଁ ଚୂଡାନ୍ତ ଦଳ ମେ ୧ ତାରିଖ ସୁଦ୍ଧା ଘୋଷଣା କରିବ । ଅବଶ୍ୟ ବିଧିବଦ୍ଧ ଭାବେ ଏ ନେଇ ବିସିସିଆଇ ପକ୍ଷରୁ କୌଣସି ଘୋଷଣା…

୪୮ ବର୍ଷରେ ତୃତୀୟ ସନ୍ତାନର ବାପା ହେଲେ ସୋଏବ ଅଖତାର

ଲାହୋର: ପାକିସ୍ତାନର ପୂର୍ବତନ ପେସ ବୋଲର ସୋଏବ ଅଖତାର ୪୮ ବର୍ଷ ବୟସରେ ତୃତୀୟ ଥର ପାଇଁ ବାପା ହେବାର ସୌଭାଗ୍ୟ ଅର୍ଜନ କରିଛନ୍ତି । ମାର୍ଚ୍ଚ ୧ରେ ତାଙ୍କ ପତ୍ନୀ ରୁବାବ ଖାଁ ଏକ କନ୍ୟା ସନ୍ତାନର ମାଆ ହୋଇଥିଲେ । ସୋଏବ ସୋସିଆଲ ମିଡିଆରେ ଏହି ଖୁସି ଖବର ପ୍ରଶଂସକଙ୍କ ସହ ଶେୟାର କରିଛନ୍ତି ।…

ଟେଷ୍ଟ କ୍ରିକେଟ: ଏହି ରେକର୍ଡରେ ଭାରତ, ଦକ୍ଷିଣ ଆଫ୍ରିକାକୁ ପଛରେ ପକାଇଲା ଆୟର୍ଲାଣ୍ଡ

ନୂଆଦିଲ୍ଲୀ: ଆଫଗାନିସ୍ତାନକୁ ପରାସ୍ତ କରି ଆୟର୍ଲାଣ୍ଡ ଆନ୍ତର୍ଜାତୀୟ ଟେଷ୍ଟ କ୍ରିକେଟରେ ନିଜର ପ୍ରଥମ ବିଜୟ ହାସଲ କରିଛି । ୮ଟି ମ୍ୟାଚ ପରେ ଦଳ ଏହି ସଫଳତା ପାଇଛି । ତେବେ ଆୟର୍ଲାଣ୍ଡ ଅନେକ ବଡ ଟିମକୁ କମ ମ୍ୟାଚରେ ବିଜୟ ହାସଲ କରି ପଛରେ ପକାଇ ଦେଇଛନ୍ତି । ନ୍ୟୁଜିଲାଣ୍ଡକୁ ୪୫,…

ଈଶାନ, ଶ୍ରେୟାଶଙ୍କ ଉପରେ ବିସିସିଆଇ କାର୍ଯ୍ୟାନୁଷ୍ଠାନକୁ ପ୍ରଶଂସା କଲେ କପିଳ ଦେବ

ନୂଆଦିଲ୍ଲୀ: ଈଶାନ କିଶାନ ଓ ଶ୍ରେୟାଶ ଆୟାରଙ୍କ ଉପରେ ବିସିସିଆକୁ କାର୍ଯ୍ୟାନୁଷ୍ଠାନ ଭାରତର ପୂର୍ବତନ ବିଶ୍ୱବିଜେତା ଅଧିନାୟକ କପିଳ ଦେବ ପ୍ରଶଂସା କରିଛନ୍ତି । ଏହି ପଦକ୍ଷେପ ନିଶ୍ଚିତ ଭାବେ ଖେଳାଳିଙ୍କୁ କଷ୍ଟ ଦେବ ଏହା ସତ୍ୟ । ମାତ୍ର ଦେଶଠାରୁ ବଡ କିଛି ନାହିଁ ଏହା ଖେଳାଳିମାନେ ବୁଝିବା…