Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ବିଲ୍ ଗେଟସ୍‍ଙ୍କୁ କିସ୍ ହ୍ୟୁମାନିଟାରିଆନ୍ ସମ୍ମାନ

ଭୁବନେଶ୍ୱର: ମାଇକ୍ରୋସଫ୍ଟର ସହ ପ୍ରତିଷ୍ଠାତା ବିଲ୍‍ ଗେଟସ୍‍ଙ୍କୁ ସମ୍ମାନଜନକ କିସ୍‍ ହ୍ୟୁମାନିଟାରିଆନ୍‍ ସମ୍ମାନ ପ୍ରଦାନ କରାଯାଇଛି। ଆଜି ଭୁବନେଶ୍ୱରରେ ଆୟୋଜିତ ଏକ ସ୍ୱତନ୍ତ୍ର ଉତ୍ସବରେ କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ବିଲ୍‍ ଗେଟସ୍‍ଙ୍କୁ ଏହି ସମ୍ମାନ ପ୍ରଦାନ…

ଲକ୍ଷ୍ମୀ ବସ୍: ସରକାରଙ୍କ ଅର୍ଥ, ବସ୍‌ର ମାଲିକ ବାହାର ରାଜ୍ୟର କମ୍ପାନୀ

ଭୁବନେଶ୍ୱର: ଓଡିଶାରେ ଦୁର୍ନୀତି ଖୁଲମଖୋଲା ଚାଲିଛି । ଅଣଓଡ଼ିଆ ବ୍ୟବସାୟୀମାନଙ୍କୁ ଲୋଭ ଦେଖାଇ ସରକାରୀ ଅର୍ଥକୁ ସେମାନଙ୍କ ହାତରେ ଟେକି ଦିଆଯାଉଛି । ଯାହାର ଜ୍ୱଳନ୍ତ ଉଦାହରଣ ହେଉଛି ଓଡ଼ିଶାରେ ଆରମ୍ଭ ହୋଇଥିବା ଲକ୍ଷ୍ମୀ ବସ ଯୋଜନା ।  ଲକ୍ଷ୍ମୀ ବସ୍ ଯୋଜନାକୁ ନେଇ ରାଜ୍ୟ ସରକାର ବ୍ୟାପକ…

ହିମାଚଳ ପ୍ରଦେଶ ରାଜନୀତି: ଇସ୍ତଫା ଦେଇନାହାଁନ୍ତି ମୁଖ୍ୟମନ୍ତ୍ରୀ

ହିମାଚଳ: ଘଡ଼ିକେ ଘଡ଼ି ବଦଳୁଛି ହିମାଚଳ ପ୍ରଦେଶ ରାଜନୀତି । ସୁଖୁ ସରକାର ରାଜ୍ୟସଭା ନିର୍ବାଚନ ପରେ ନମ୍ବର ଗେମରେ ଫସିଯାଇଛନ୍ତି । କ୍ରସ ଭୋଟିଂ ଏବଂ ମନ୍ତ୍ରୀଙ୍କ ଇସ୍ତଫା ଭିତରେ ହିମାଚଳ ପ୍ରଦେଶ ମୁଖ୍ୟମନ୍ତ୍ରୀ ସୁଖବିନ୍ଦର ସିଂହ ସୁଖୁ ସ୍ପଷ୍ଟ କରିଛନ୍ତି ସେ ପଦରୁ ଇସ୍ତଫା ଦେଇନାହାଁନ୍ତି…

ମୟୂରଭଞ୍ଜରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଖିଚିଂ ଯାଇ ମା’ କିଚକେଶ୍ୱରୀଙ୍କୁ ଦର୍ଶନ କରିବେ

ଭୁବନେଶ୍ବର: ଓଡିଶା ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ପ୍ରଥମେ ନୂଆଦିଲ୍ଲୀ ରୁ ରାଞ୍ଚି ବିମାନ ବନ୍ଦରରେ ପହଁଚିବା ପରେ ବାୟୁସେନାର ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ଆସି ମୟୂରଭଞ୍ଜରେ ପହଁଚିଛନ୍ତି ରାଷ୍ଟପ୍ରତି । ସେଠାରୁ ସିଧାସଳଖ ଖିଚିଂ ଯିବେ ରାଷ୍ଟ୍ରପତି । ଖିଚିଂରେ ମହାମହିମ ଙ୍କୁ…

ଆଇଏଏସ୍ ସ୍ତରରେ ଅଦଳବଦଳ: ବଦଳିଲେ ୩ ଜିଲ୍ଲାର ଜିଲ୍ଲାପାଳ

ଭୁବନେଶ୍ବର: ସାଧାରଣ ନିର୍ବାଚନ ପୂର୍ବରୁ ବଦଳିଲେ ତିନି ଜିଲ୍ଲାର ଜିଲ୍ଲାପାଳ । ଆଜି ଜିଲ୍ଲାପାଳ ସ୍ତରରେ ଛୋଟ ଧରଣର ଅଦଳବଦଳ କଲେ ରାଜ୍ୟ ସରକାର । ବାଲେଶ୍ୱର, ମୟୁରଭଞ୍ଜ ଏବଂ ପୁରୀ ଜିଲ୍ଲାପାଳଙ୍କୁ ବଦଳି କରିଛନ୍ତି ରାଜ୍ୟ ସରକାର । ଏଥିସହ କଟକ ମହାନଗର ନିଗମକୁ ମିଳିଛି ନୂଆ କମିସନର ।…

ବିଲ ଗେଟସ୍ ଙ୍କ ପରାମର୍ଶ: କୃଷି କ୍ଷେତ୍ରରେ ବ୍ୟବହାର ହେଉ ରିମୋଟ ସେନସିଂ ଓ ସ୍ପେସ ଆପ୍ଲିକେସନ

ଭୁବନେଶ୍ଵର: ରାଜ୍ୟର କୃଷି କ୍ଷେତ୍ର ଉନ୍ନତି ପାଇଁ ରିମୋଟ ସେନ୍ସିଂ ଓ ସ୍ପେସ ଆପ୍ଲିକେସନ ବ୍ୟବହାର କର । ଆଜି କୃଷି ଭବନରେ କୃଷି ସମୀକ୍ଷା କେନ୍ଦ୍ର ପରିଦର୍ଶନ ସମୟରେ ରାଜ୍ୟ କୃଷି ବିଭାଗକୁ ଏଭଳି ପରାମର୍ଶ ଦେଇଛନ୍ତି ଅରବପତି ବିଲ ଗେଟସ୍ । କୃଷି ସମୀକ୍ଷା କେନ୍ଦ୍ରକୁ ବିଲ ଗେଟସଙ୍କ…

ଖୁବ ଶୀଘ୍ର ବିବାହ କରିବେ ତାପସୀ-ମାଥିଏସ ବୋଏ

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ତାପସୀ ପନ୍ନୁ ଖୁବ ଶୀଘ୍ର ବିବାହ ବନ୍ଧନରେ ବାନ୍ଧି ହେବାକୁ ଯାଉଛନ୍ତି । ତାପସୀ ତାଙ୍କର ଦୀର୍ଘଦିନର ବନ୍ଧୁ ତଥା ବ୍ୟାଡମିଂଟନ ଖେଳାଳି ମାଥିଏସ ବୋଏଙ୍କୁ ମାର୍ଚ୍ଚ ମାସରେ ବିବାହ କରିବେ ବୋଲି ରିପୋର୍ଟ ପ୍ରକାଶ ପାଇଛି । ବୋଏ ଓ ତାପସୀ ୧୦ ବର୍ଷ ହେବ ପରସ୍ପରକୁ…

କାହାର ସତ୍ୟବାଦୀ: ତେଜିଲା ଦୁଇ ବିଜେଡି ନେତାଙ୍କ କଳି

ଭୁବନେଶ୍ୱର: ପାଖେଇ ଆସୁଛି ସାଧାରଣ ନିର୍ବାଚନ । ରାଜ୍ୟ ରାଜନୀତି ଏନେଇ ବେଶ ସରଗରମ । ଏହାରି ଭିତରେ ପୁରୀ ସତ୍ୟବାଦୀର ରାଜନୀତି ଉଷ୍ମ ହେବାର ଲାଗିଛି  । କାହାର ସତ୍ୟବାଦୀ ନିର୍ବାଚନ ମଣ୍ଡଳୀ ଉମା ସାମନ୍ତରାୟ ନା ସଞ୍ଜୟ ଦାସବର୍ମା ତାକୁ ନେଇ ତେଜିଛି କଳି । ସଂଞ୍ଜୟ ଦାସବର୍ମାଙ୍କ ଭିଡିଓ…

୫ମ ଟେଷ୍ଟ ଖେଳି ନ ପାରନ୍ତି ରାହୁଲ

ନୂଆଦିଲ୍ଲୀ: ଭାରତର ବ୍ୟାଟ୍ସମ୍ୟାନ କେଏଲ ରାହୁଲ ଇଂଲଣ୍ଡ ବିପକ୍ଷ ୫ମ କ୍ରିକେଟ ଟେଷ୍ଟରେ ଖେଳି ନ ପାରନ୍ତି । କ୍ରିକବିଜ ରିପୋର୍ଟ ଅନୁସାରେ ହାଇଦ୍ରାବାଦ ଟେଷ୍ଟ ଅବସରରେ ସେ ଆଘାତପ୍ରାପ୍ତ ହୋଇଥିଲା । ଏହା ପରେ ସେ ବାକି ୩ଟି ଟେଷ୍ଟ ଖେଳି ପାରି ନ ଥିଲେ । ରାହୁଲ ଏବେ ତାଙ୍କ ଅପରେଶନ ପାଇଁ…

ଇଡିରେ ପ୍ରଫୁଲ୍ଲ ସାମଲ

ଭୁବନେଶ୍ବର: ଇଡିରେ ହାଜର ହେଲେ ବିଜେଡି ବିଧାୟକ ପ୍ରଫୁଲ୍ଲ ସାମଲ । ବାରିପଦା ଇଂଜିନିୟରିଂ ଜମି ମାମଲାରେ ହାଜର ହୋଇଛନ୍ତି ବିଜେଡି ବିଧାୟକ ପ୍ରଫୁଲ୍ଲ ସାମଲ । ପ୍ରଫୁଲ୍ଲ ଏବଂ ତାଙ୍କ ପୁଅକୁ ହାଜର ହେବାକୁ ଇଡି ନୋଟିସ କରିଥିଲା । ଭଦ୍ରକ ଭଣ୍ଡାରିପୋଖରୀ ବିଧାୟକଙ୍କ ଘରେ କିଛି ଦିନ ତଳେ…