Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ମାହାଙ୍ଗା: ନେତା, କର୍ମୀ ଏବେ କଂଗ୍ରେସ ମୁହାଁ, ଅସନ୍ତୁଷ୍ଟ ବିଜେଡି-ବିଜେପି ନେତା!

ମାହାଙ୍ଗା: ଆସନ୍ତା ନିର୍ବାଚନ ପାଇଁ ରାଜନୀତି ବେଶ୍ ସରଗରମ୍ । ଭୋଟରଙ୍କୁ ମନାଇବାକୁ ପ୍ରସ୍ତୁତ ହୋଇଗଲେଣି ନେତା । କିଏ ପଦ୍ମ ଛାଡ଼ି ହାତ ଧରୁଛି, ଆଉ କିଏ ହାତ ଛାଡ଼ି ପଦ୍ମ ଆଉ ଶଙ୍ଖକୁ ବାଛି ନେଉଛନ୍ତି । ସବୁବେଳେ ରାଜନୀତିକୁ ନେଇ ଚର୍ଚ୍ଚାରେ ରହିଛି ମାହାଙ୍ଗା । ଏବେ ମାହାଙ୍ଗା…

ଆସନ୍ତା ୫ ବର୍ଷରେ ଖୋଲିବ ୫ ହଜାର ମିଶନ ଶକ୍ତି ବଜାର, ମହିଳାଙ୍କୁ ମିଳିବ ବିନା ସୁଧରେ ୧୦ ଲକ୍ଷ ଟଙ୍କା ଋଣ

ଭୁବନେଶ୍ଵର: ନିର୍ବାଚନ ପୂର୍ବରୁ ମିଶନ ଶକ୍ତି ମାଆଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଉପହାର । ମିଶନ ଶକ୍ତି ମହିଳା ମାନଙ୍କୁ ଏଣିକି ବିନା ସୁଧରେ ମିଳିବ ୧୦ ଲକ୍ଷ ଟଙ୍କା ଯାଏଁ ଋଣ। ଯେଉଁମାନେ ପୂର୍ବରୁ ଋଣ ବାବଦ ସୁଧ ଭରିଥିବେ, ସେମାନଙ୍କ ସୁଧ ଟଙ୍କା ପେରସ୍ତ ହେବ । ମୋଟ ୧୪୫କୋଟି ଟଙ୍କା ଫେରସ୍ତ…

ନାଲକୋ ସମ୍ପ୍ରସାରଣ କାମ ବେଳେ ଅଘଟଣ, ଲୁହା ରଡ୍ ପଡ଼ି ୨ ଶ୍ରମିକ ମୃତ

କୋରାପୁଟ: ନାଲ୍‌କୋ ସମ୍ପ୍ରସାରଣ କାମ ବେଳେ ଅଘଟଣ । ରଡ୍‌ ବାଇଣ୍ଡିଂ ଚାଲିଥିବା ବେଳେ ରଡ୍‌ ପଡ଼ି ୨ ଜଣ ଶ୍ରମିକଙ୍କର ମୃତ୍ୟୁ ହୋଇଛି । ତିନି ଜଣ ଠିକା ଶ୍ରମିକ ଝାଡଖଣ୍ଡର ବୋଲି ସୂଚନା ମିଳିଛି । ମୃତକ ମଧ୍ୟରୁ ଜଣଙ୍କର ପରିଚୟ ମିଳିଥିବା ବେଳେ ଅନ୍ୟ ଜଣେ ମୃତକ ଓ ଗୁରତରଙ୍କ ପରିଚୟ…

ପୁଣି ମୁହାଁମୁହିଁ ହେଲେ ସୁରକ୍ଷାକର୍ମୀ-ମାଓବାଦୀ, ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୪ ମାଓବାଦୀ

ମାଲକାନଗିରି: ଛତିଶଗଡ଼ ବିଜାପୁରରେ ପୁଣି ମୁହାଁ ମୁହିଁ ହେଲେ ସୁରକ୍ଷାକର୍ମୀ ଓ ମାଓବାଦୀ । ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୪ ମାଓବାଦୀ । କୁମ୍ବିଂ ଅପରେଶନ ଚାଲିଥିବା ବେଳେ ଉଭୟ ପଟରୁ ହୋଇଥିଲା ଗୁଳିଚାଳନା । ମୃତ ମାଓବାଦୀଙ୍କ ଶବ ଉଦ୍ଧାର ସହ ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ…

ତ୍ରୁଟି ମାନିଲେ ପରୀକ୍ଷା ନିୟନ୍ତ୍ରକ; ‘ସମସ୍ତଙ୍କୁ ମିଳିବ ନାହିଁ ଗ୍ରେସ୍‌ ମାର୍କ’

ଭୁବନେଶ୍ୱର: ଯୁକ୍ତ ଦୁଇ ଫିଜିକ୍ସ ପରୀକ୍ଷାରେ ତ୍ରୁଟି ହୋଇଥିବା ସ୍ୱୀକାର କଲା ସିଏଚଏସଇ । ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ପରୀକ୍ଷା ନିୟନ୍ତ୍ରକ ଆଶୋକ ନାୟକ କହିଛନ୍ତି, ଆଉଟ ଅଫ୍ ସିଲାବସ୍ ନୁହେଁ, ଚଏସ୍ ଡେଫିସିଟ୍ ରହିଛି । ରେଗୁଲାର ଓ ଏକ୍ସ ରେଗୁଲାର ସିଲାବସକୁ ନେଇ ପ୍ରଶ୍ନ ପ୍ରସ୍ତୁତ…

ସାମ୍ନାକୁ ଆସିଲା ଗଗନଯାନରେ ଯିବାକୁ ଥିବା ୪ ମହାକାଶଚାରୀଙ୍କ ନାମ, ଜାଣନ୍ତୁ ସେମାନଙ୍କ ବିଷୟରେ…

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗଗନଯାନରେ ମହାକାଶକୁ ଯିବାକୁ ଥିବା ୪ଜଣ ମହାକାସଚାରୀଙ୍କ ନାମ ଆଜି ଘୋଷଣା କରିଛନ୍ତି । ଏହି ୪ ମହାକାଶଚାରୀଙ୍କୁ ୱିଙ୍ଗ ଲଗାଇ ସମ୍ମାନିତ କରିଛନ୍ତି ପ୍ରଧାନମନ୍ତ୍ରୀ । ଏହି ୪ଜଣ ହେଉଛନ୍ତି ଭାରତୀୟ ବାୟୁସେନାର ଟେଷ୍ଟ ପାଇଲଟ୍ । ଏହି ୪…

୬ ଦଫା ଦାବି ନେଇ ରାଜଧାନୀର ଲୋୟର ପିଏମଜିରେ ଗର୍ଜିଲେ ମତ୍ସ୍ୟଜୀବୀ

ଭୁବନେଶ୍ବର: ୬ ଦଫା ଦାବି ନେଇ ରାଜଧାନୀରେ ଗର୍ଜିଲେ ମତ୍ସ୍ୟଜୀବୀ । ଭୁବନେଶ୍ୱର ଲୋୟର ପିଏମଜିରେ ଏକାଠି ହୋଇଛନ୍ତି ହଜାର ହଜାର ମତ୍ସ୍ୟଜୀବୀ । ରାଜ୍ୟ ମତ୍ସ୍ୟଜୀବୀ ମହାସଂଘ ପକ୍ଷରୁ ଏହି ଆନ୍ଦୋଳନ କରାଯାଉଛି । ବାଲେଶ୍ୱର, ଭଦ୍ରକ, ପାରଦୀପ ସହ ରାଜ୍ୟର ବିଭିନ୍ନ ସ୍ଥାନରୁ ମତ୍ସ୍ୟଜୀବୀ ଆସି…

ଯୁକ୍ତ ୨ ପରୀକ୍ଷା: ମାର୍ଚ୍ଚ ୨୨ରୁ ଖାତା ଦେଖା, ୧୫ରେ ଫଳ

କଟକ: ମେ’ ୧୫ ଭିତରେ ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ । ଗୋଟିଏ ଦିନରେ କଳା, ବିଜ୍ଞାନ, ବାଣିଜ୍ୟ ଧନ୍ଦାମୂଳକ ଶିକ୍ଷା ରେଜଲ୍ଟ ବାହାରିବ । ଚଳିତ ବର୍ଷ ଗୋଟିଏ ଦିନରେ ସବୁ ରେଜଲ୍ଟ ପ୍ରକାଶ ପାଇବ । ଏନେଇ ସୂଚନା ଦେଇଛନ୍ତି ସିଏଚଏସଇ ପରୀକ୍ଷା ନିୟନ୍ତ୍ରକ ଅଶୋକ ନାୟକ । ନିର୍ବାଚନ…

ବରପଦା ଇଂଜିନିୟରିଂ କଲେଜରୁ ବିଧାୟକ ପ୍ରଫୁଲ୍ଲ ସାମଲଙ୍କ ପରିବାରକୁ ହଟେଇବା ଦାବିରେ ୧୨ ଘଣ୍ଟିଆ ବରପଦା ବନ୍ଦ

ଭଦ୍ରକ: ଆଜି ୧୨ ଘଣ୍ଟିଆ ବରପଦା ବନ୍ଦ ଡାକରା । ବରପଦା ଇଂଜିନିୟରିଂ କଲେଜରୁ ପ୍ରଫୁଲ୍ଲ ସାମଲ ପରିବାରଙ୍କୁ ବହିଷ୍କାର ଏବଂ ସରକାର ଏହାର ଦାୟିତ୍ତ୍ବ ନେବାକୁ ଦାବିକରି ୧୨ ଘଣ୍ଟିଆ ବରପଦା ଡାକରା ଦେଇଛନ୍ତି କଲେଜର କର୍ମଚାରୀ ଓ ବରପଦା ବିକାଶ ମଞ୍ଚ । ଏହି ବନ୍ଦ ଫଳରେ ଭଦ୍ରକ-ଆନନ୍ଦପୁର ଓ…

ସସପେନ୍ସରୁ ଉଠିଲା ପରଦା, ୪ ମହାକାଶଚାରୀଙ୍କ ନାମ ଘୋଷଣା କଲେ ପ୍ରଧାନମନ୍ତ୍ରୀ

ଥିରୁଅନନ୍ତପୁରମ: ଗତ ୨୦୧୮ ମସିହାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭାରତର ପ୍ରଥମ ମାନବ ମହାକାଶ ମିଶନ ଗଗନଯାନର ଘୋଷଣା କରିଥିଲେ । ସେବେଠାରୁ ସମ୍ଭାବ୍ୟ ମହାକାଶଚାରୀଙ୍କ ନାମ ଗୋପନ ରଖାଯାଇଥିଲା । ଗଗନଯାନ ମିଶନ ପାଇଁ ପ୍ରଧାନମନ୍ତ୍ରୀ ମୋଦୀ ଆଜି ୪ ଜଣ ପାଇଲଟଙ୍କ ନାମ ଘୋଷଣା କରିଛନ୍ତି ।…