Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ସର୍ଫରାଜଙ୍କ ହେଲେମେଟ ପିନ୍ଧିବାକୁ କହି ଚର୍ଚ୍ଚାରେ ରୋହିତ

ରାଂଚୀ: ଭାରତ-ଇଂଲଣ୍ଡ ଚତୁର୍ଥ ଟେଷ୍ଟ ଅବସରରେ ସର୍ଫରାଜ ଖାଁଙ୍କ ଉପରେ ଅଧିନାୟକ ରୋହିତ ଶର୍ମା ବିରକ୍ତ ହେବା ଏବେ ଚର୍ଚ୍ଚାର କାରଣ ସାଜିଛି । ରୋହିତଙ୍କ ଏହି କାର୍ଯ୍ୟକୁ ସମସ୍ତେ ପ୍ରଶଂସା କରିଛନ୍ତି । ଏପରିକି ଦିଲ୍ଲୀ ପୋଲିସ ତାଙ୍କ ବୟାନକୁ ସଚେତନତା ପାଇଁ ବ୍ୟବହାର କରିଛି । ଇଂଲଣ୍ଡ…

ପାରା ବ୍ୟାଡମିଂଟନ ୱାର୍ଲ୍ଡ ଚାମ୍ପିୟନଶିପ: ରେକର୍ଡ ୫ମ ଥର ଟାଇଟଲ ହାସଲ କଲେ ଓଡିଶାର ପ୍ରମୋଦ

ଭୁବନେଶ୍ୱର: ଓଡିଶାର ପ୍ରମୋଦ ଭଗତ ବିଡବ୍ଲ୍ୟୁଏଫ ପାରା ବ୍ୟାଡମିଂଟନ ବିଶ୍ୱ ଚାମ୍ପିୟନଶିପରେ ନୂତନ କୀର୍ତିମାନ ସ୍ଥାପନ କରିଛନ୍ତି । ୩୫ ବର୍ଷୀୟ ପ୍ରମୋଦ ଓଭରାଲ ୫ମ ଏବଂ କ୍ରମାଗତ ତୃତୀୟ ଥର ପାଇଁ ଏସଏଲ ୩ ବିଭାଗରେ ଟାଇଟଲ ହାସଲ କରିଛନ୍ତି । ଫାଇନାଲରେ ପ୍ରମୋଦ ଇଂଲଣ୍ଡର ଡାନିଏଲ ବେଥେଲଙ୍କୁ…

ଭାରତୀୟ ମାଟିରେ ସର୍ବାଧିକ ୱିକେଟ ନେବାରେ ରେକର୍ଡ କଲେ ଅଶ୍ୱୀନ

ରାଂଚୀ: ଭାରତର ମହାନ ସ୍ପିନର ରବିଚନ୍ଦ୍ରନ ଅଶ୍ୱୀନ ଇଂଲଣ୍ଡ ବିପକ୍ଷ ଚତୁର୍ଥ କ୍ରିକେଟ ଟେଷ୍ଟରେ ନିଜ ନାମରେ ଆଉ ଏକ କୀର୍ତିମାନ ଯୋଡିଛନ୍ତି । ଟେଷ୍ଟରେ ୫୦୦ ୱିକେଟ ଲ୍ୟାଣ୍ଡମାର୍କ ଛୁଇଁଥିବା ଅଶ୍ୱୀନ ଭାରତ ମାଟିରେ ସର୍ବାଧିକ ୱିକେଟ ହାସଲ କରିଥିବା ବୋଲର ସାଜିଛନ୍ତି । ସେ ଅନୀଲ କୁମ୍ବଲେ ଓ…

ସିରିଜ ବିଜୟ ପାଇଁ ଭାରତକୁ ଆବଶ୍ୟକ ୧୫୨ ରନ

ରାଂଚୀ: ଇଂଲଣ୍ଡ ବିପକ୍ଷ ଚତୁର୍ଥ କ୍ରିକେଟ ଟେଷ୍ଟରେ ଭାରତ ଦୃଢ଼ ସ୍ଥିତିରେ ରହିଛି । ରବିବାର ତୃତୀୟ ଦିବସ ଷ୍ଟମ୍ପସ ଅପସାରଣ ବେଳକୁ ଭାରତ କୌଣସି ୱିକେଟ ନ ହରାଇ ୪୦ ରନ ସଂଗ୍ରହ କରି ନେଇଛି । ରୋହିତ ଶର୍ମା ୨୪ ଓ ଯଶସ୍ୱୀ ଜୈସୱାଲ ୧୬ ରନ କରି ଅପରାଜିତ ରହିଛନ୍ତି । ପୂର୍ବରୁ ଇଂଲଣ୍ଡର ପ୍ରଥମ…

ପରଲୋକରେ ଜାତୀୟ ପୁରଷ୍କାର ବିଜେତା ନିର୍ଦ୍ଦେଶକ କୁମାର ସାହାନୀ

ମୁମ୍ବାଇ: ପରଲୋକରେ ଜାତୀୟ ପୁରଷ୍କାର ବିଜେତା ନିର୍ଦ୍ଦେଶକ କୁମାର ସାହାନୀ । ଚଳଚ୍ଚିତ୍ର ନିର୍ମାତା କୁମାର ସାହାନୀଙ୍କ ୮୩ ବର୍ଷ ବୟସରେ ଦେହାନ୍ତ ହୋଇଛି । ସାହନୀଙ୍କ ଘନିଷ୍ଠ ବନ୍ଧୁ ତଥା ଅଭିନେତ୍ରୀ ମୀତା ବଶିଷ୍ଠ କହିଛନ୍ତି ଯେ, ଗତକାଲି ରାତିରେ କୋଲକାତାର ଏକ ଡାକ୍ତରଖାନାରେ…

ବିଜେପିରେ ମିଶିଲେ ବିଏସପି ସାଂସଦ ରିତେଶ୍ ପାଣ୍ଡେ

ନୂଆଦିଲ୍ଲୀ: ବିଜେପିରେ ମିଶିଲେ ବିଏସପି ସାଂସଦ ରିତେଶ୍ ପାଣ୍ଡେ । ୟୁପିର ଆମ୍ବେଦକର ନଗର ଆସନରୁ ଇସ୍ତଫା ଦେଇଛନ୍ତି ବିଏସପି ଲୋକସଭା ସାଂସଦ ରିତେଶ ପାଣ୍ଡେ । ନିକଟରେ ସେ ସଂସଦ କ୍ୟାଣ୍ଟିନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ମଧ୍ୟାହ୍ନ ଭୋଜନ କରୁଥିବା ଦେଖିବାକୁ ମିଳିଥିଲା । …

କେମିତି ଇଂରାଜୀ ପ୍ରଶ୍ନପତ୍ର ଲିକ୍ ହେଲା, ମନ୍ତ୍ରୀଙ୍କଠୁ ଜବାବ ମାଗିଲା ଏବିଭିପି

ଭୁବନେଶ୍ୱର: ମାଟ୍ରିକ ପରୀକ୍ଷା ପରିଚାଳନାରେ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ବିଫଳ ହୋଇଥିବା ଅଭିଯୋଗ କରି ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ (ଏବିଭିପି) କର୍ମୀ ରବିବାର ଭୁବନେଶ୍ୱରରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାର୍ଣ୍ଡିଙ୍କ ସରକାରୀ…

ସାଂସଦ ଓ ବିଧାୟକଙ୍କ ଅପରାଧିକ ମାମଲାର ରିପୋର୍ଟ ଦାଖଲ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ: ଓଡ଼ିଶା ହାଇକୋର୍ଟ କଠୋର ଆଭିମୁଖ୍ୟ ଗ୍ରହଣ କରି ରାଜ୍ୟ ସରକାରଙ୍କୁ ନୂଆ ସମୟ ସୀମା ଜାରି କରିଛନ୍ତି। ପୂର୍ବରୁ ନିର୍ଦ୍ଦେଶ ସତ୍ତ୍ୱେ ଓଡ଼ିଶାର ବିଭିନ୍ନ ଅଦାଲତରେ ସାଂସଦ ଓ ବିଧାୟକଙ୍କ ବିରୋଧରେ ବିଚାରାଧୀନ ଥିବା ଅପରାଧିକ ମାମଲାର ତ୍ୱରିତ ସମାଧାନ ପାଇଁ କ'ଣ ପଦକ୍ଷେପ ନିଆଯାଇଛି ସେ…

ଛତିଶଗଡ ପୁଣି ମୁହାଁମୁହିଁ ହେଲେ ସୁରକ୍ଷାକର୍ମୀ-ମାଓବାଦୀ, ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୩ ମାଓବାଦୀ

ମାଲକାନଗିରି: ଛତିଶଗଡ ପୁଣି ମୁହାଁମୁହିଁ ହେଲେ ସୁରକ୍ଷାକର୍ମୀ-ମାଓବାଦୀ । ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୩ ମାଓବାଦୀ । ସେପଟେ ମାଓବାଦୀଙ୍କ ଗୁଳିରେ ଆହତ ହୋଇଛନ୍ତି ଜଣେ ଯବାନ । ଯବାନଙ୍କୁ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ସୂଚନା ରହିଛି । ସୂଚନା ଅନୁସାରେ,…