Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ଆଜିଠୁ ଆରମ୍ଭ ‘ସ୍ଵୟମ’ ଆବେଦନ

ଭୁବନେଶ୍ୱର:ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ବାରା ଘୋଷଣା କରାଯାଇଥିବା 'ସ୍ଵୟମ' ଯୋଜନା ପାଇଁ ଆଜିଠୁ ଆବେଦନ ଆରମ୍ଭ ହୋଇଛି। ଯୁବପୀଢିଙ୍କୁ ଯୁବ ଉଦ୍ୟୋଗୀରେ ପରିଣତ କରିବା ପାଇଁ ରାଜ୍ୟ ସରକାର ନୂଆ ଯୋଜନା ଆରମ୍ଭ କରିଛନ୍ତି । ଉଭୟ ଅନଲାଇନ ଓ ଅଫଲାଇନରେ ଆବେଦନକାରୀ ଆବେଦନ କରିପାରିବେ।…

ଦୁଇଟି ପୃଥକ ସ୍ଥାନରେ ଯୁକ୍ତ ଦୁଇ ଓ ମ୍ୟାଟ୍ରିକ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ବ୍ରହ୍ମପୁର/ଭଦ୍ରକ: ରାଜ୍ୟର ଏବେ ଯୁକ୍ତ ଦୁଇ ଓ ମ୍ୟାଟ୍ରିକ ପରୀକ୍ଷା ଚାଲିଛି । ଏହାରି ଭିତରେ ଦୁଇଟି ଜିଲ୍ଲା ଭଦ୍ରକ ଓ ଗଞ୍ଜାମରୁ ଦୁଃଖଦ ଖବର ସାମ୍ନାକୁ ଆସିଛି । ଜଣେ ଯୁକ୍ତ ଦୁଇ ଛାତ୍ର ଓ ଅନ୍ୟ ଜଣେ ମ୍ୟାଟ୍ରିକ ଛାତ୍ର ରସି ଲଗାଇ ଆତ୍ମହତ୍ୟା କରିଥିବା ଘଟଣା ଦେଖିବାକୁ ମିଳିଛି ।…

ମାଲକାନଗିରି ସୀମାନ୍ତରେ ମାଓବାଦୀଙ୍କ ବର୍ବର କାଣ୍ଡ, ପୋଲିସ ଇନଫର୍ମର ସନ୍ଦେହରେ ଦୁଇ ଜଣଙ୍କୁ ହତ୍ୟା

ମାଲକାନଗିରି: ମାଲକାନଗିରି ଛତିଶଗଡ ସୀମାନ୍ତ ସୁକମା ଜିଲ୍ଲାରେ ପୁଣି ମାଓତାଣ୍ଡବ । ପୋଲିସ ଇନଫର୍ମର ସନ୍ଦେହରେ ଦୁଇ ଜଣ ଗ୍ରାମବାସୀଙ୍କୁ ହତ୍ୟା କରିଛନ୍ତି ମାଓବାଦୀ । ମୃତକ ମାନେ ହେଲେ ପାମେଡ ଥାନା ଅନ୍ତର୍ଗତ କାୟର ଦୁଲେଡ ଗ୍ରାମର ସୋଡି ହୁଙ୍ଗା ଓ ମାଡଭି ନନ୍ଦା । ଉଭୟ ଗ୍ରାମବାସୀଙ୍କୁ…

ସ୍କୁଟିକୁ ପଛପଟୁ ଧକ୍କା ଦେଲା ଟ୍ରକ; ବାପା ପୁଅ ମୃତ, ସେପଟେ ଖବର ପାଇ ହୃଦଘାତରେ ଚାଲିଗଲେ ଦାଦା

କେନ୍ଦୁଝର: କେନ୍ଦୁଝର ଜିଲ୍ଲା ଘଟଗାଁ ଥାନା ପିପିଳିଆ ଛକ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ସ୍କୁଟିକୁ ପଛପଟୁ ଧକ୍କା ଦେଲା ଟ୍ରକ । ଘଟଣାସ୍ଥଳରେ ଚାଲିଗଲା ଦୁଇଟି ଜୀବନ । ମୃତକଙ୍କ ଘର ଘଟଗାଁ ଥାନା ଅଧୀନ ବାରିଗାଁରେ ବୋଲି ଜଣାପଡିଛି । ତେବେ ଉଭୟ ସମ୍ପର୍କରେ ବାପା ପୁଅ ହେବେ ବୋଲି…

ସିଭିଲ ସର୍ଭିସ ସ୍ୱପ୍ନକୁ ଏମିତି ପୂରଣ କରିଥିଲେ ଆଇଏଏସ୍ ସୋନାଲ ଗୋଏଲ: ‘ଏକ୍ସ’ରେ କଲେ ସେୟାର

ନୂଆଦିଲ୍ଲୀ: ଆଇଏଏସ୍ ଅଧିକାରୀ ସୋନାଲ ଗୋଏଲ ନିଜର ସିଭିଲ୍ ସର୍ଭିସରେ ଯୋଗଦେବା ସ୍ୱପ୍ନକୁ କିପରି ସାକାର କରିଛନ୍ତି ତାହା ସୋସିଆଲ ମିଡିଆ ଏକ୍ସରେ ଉଲ୍ଲେଖ କରିଛନ୍ତି । ସେ  ଫେବୃଆରୀ ୨୧ରେ ଏହି ପୋଷ୍ଟ କରିଛନ୍ତି । ୟୁପିଏସସି ସିଭିଲ ସର୍ଭିସେସ୍ ୨୦୦୭ ମେନ୍ ମାର୍କସିଟ୍ ର ଏକ ଫୋଟ…

ସଡ଼କ ଦୁର୍ଘଟଣାରେ ବିଧାୟିକାଙ୍କ ମୃତ୍ୟୁ

ନୂଆଦିଲ୍ଲୀ: ବିଆରଏସ୍ ବିଧାୟିକା ଜି.ଲସ୍ୟା ନନ୍ଦିତାଙ୍କ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି । ଆଜି ସକାଳେ ହାଇଦ୍ରାବାଦର ନେହେରୁ ଆଉଟ୍ ରିଙ୍ଗ ରୋଡରେ ତାଙ୍କ କାର୍ ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲା। ବିଧାୟିକାଙ୍କ କାର୍ ଭାରସାମ୍ୟ ହରାଇ ଡିଭାଇଡରରେ ପିଟି ହୋଇଥିଲା । ବିଧାୟିକାଙ୍କୁ…

ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ମନୋହର ଯୋଶୀଙ୍କ  ଦେହାନ୍ତ

ନୂଆଦିଲ୍ଲୀ: ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଶିବସେନା ନେତା ମନୋହର ଯୋଶୀଙ୍କ  ଦେହାନ୍ତ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୮୬ ବର୍ଷ ହୋଇଥିଲା । ଗତ ବୁଧବାର ସେ ହୃଦଘାତର ଶିକାର ହୋଇଥିଲେ । ଏହାପରେ ତାଙ୍କୁ ହିନ୍ଦୁଜା ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ସେ ଆଇସିୟୁରେ…

ସ୍ୱାମୀଙ୍କୁ ଭରଣପୋଷଣ ଦେବାକୁ ମହିଳାଙ୍କୁ ନିର୍ଦ୍ଦେଶ ଦେଲେ କୋର୍ଟ

ଭୋପାଳ: ଇନ୍ଦୋରର ଏକ ପାରିବାରିକ ଅଦାଲତ ଏକ ବିରଳ ରାୟ ଶୁଣାଇ ଜଣେ ମହିଳାଙ୍କୁ ତାଙ୍କ ସ୍ୱାମୀଙ୍କୁ ମାସିକ ୫,୦୦୦ ଟଙ୍କା ଭରଣପୋଷଣ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଯୌତୁକ ପାଇଁ ସ୍ୱାମୀଙ୍କୁ ଶାରୀରିକ ଓ ମାନସିକ ନିର୍ଯାତନା ଦିଆଯାଉଥିବା ଅଭିଯୋଗ କରି ମହିଳା ଜଣକ ସ୍ୱାମୀଙ୍କୁ ସମର୍ଥନ…

ନିର୍ବାଚନ ବେଳେ ‘ନାଗ ଭୟ’, ନେତା ଓ ପ୍ରଶାସନିକ ଅଧିକାରୀଙ୍କ ବଢ଼ିଲାଣି କି ହୃଦସ୍ପନ୍ଦନ?

ଭୁବନେଶ୍ୱର: ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଅର୍ଚ୍ଚନା ନାଗ ମାମଲା ରାଜନୈତିକ ଝଡ ସୃଷ୍ଟିକରିପାରେ ବୋଲି ଚର୍ଚ୍ଚା ହେଉଛି। କାରଣ ଏହି ମାମଲାରେ ରାଜନୈତିକ ଓ ପ୍ରଶାସନିକ ବଡ଼ ବଡ଼ ବ୍ୟକ୍ତିଙ୍କ ବ୍ଲାକମେଲିଂ କାହାଣୀ ଲୁଚି ରହିଛି। ଅନେକ ରାଜନୈତିକ ନେତା ଓ ପ୍ରଶାସନିକ…

ସ୍ୱୟମ ଯୋଜନା: ସିଜିଟିଏମଏସଇ ସହ ରାଜ୍ୟ ସରକାରଙ୍କ ବୁଝାମଣା ପତ୍ର ସ୍ୱାକ୍ଷର

ଭୁବନେଶ୍ୱର: ଓଡ଼ିଶା ସରକାର କ୍ରେଡିଟ୍ ଗ୍ୟାରେଣ୍ଟି ଫଣ୍ଡ ଟ୍ରଷ୍ଟ ଫର୍ ମାଇକ୍ରୋ ଆଣ୍ଡ୍ ସ୍ମଲ ଏଣ୍ଟରପ୍ରାଇଜେସ୍ (ସିଜିଟିଏମ୍ଏସ୍ଇ) ସହ 'ସ୍ୱୟମ୍' ଯୋଜନା କାର୍ଯ୍ୟକାରୀ କରିବା ପାଇଁ ଏକ ବୁଝାମଣାପତ୍ର ସ୍ୱାକ୍ଷର କରିଛନ୍ତି। ଗୁରୁବାର ଭୁବନେଶ୍ୱରରେ ସିଜିଟିଏମଏସଇର ମୁଖ୍ୟ କାର୍ଯ୍ୟନିର୍ବାହୀ…