Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ଫେକ୍ ଚାକିରି ରାକେଟର ପର୍ଦ୍ଦାଫାସ, ଆନ୍ଧ୍ରପ୍ରଦେଶରୁ ୩ ଗିରଫ

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାରେ ନକଲି ଚାକିରି ରାକେଟ୍ ଚଳାଉଥିବା ଅଭିଯୋଗରେ ଆନ୍ଧ୍ରପ୍ରଦେଶର ୩ ଜଣଙ୍କୁ ପୁଲିସ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଚିନାପାଣି ମୋହନ ରେଡ୍ଡୀ (୪୮), ପୋଟାନାପଲ୍ଲୀ ସୀମାଞ୍ଚଳମ୍ (୪୦) ଓ ତାଡେଲା ଧିଲେଶ୍ୱର ରାଓ (୩୫)। ପୁଲିସ କହିଛି ଯେ ଅଭିଯୁକ୍ତମାନେ…

ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟର ଶିକ୍ଷକଙ୍କ ଧର୍ମଘଟ ପ୍ରତ୍ୟାହାର, ମାଟ୍ରିକ୍ ପରୀକ୍ଷାରେ ସହଯୋଗ କରିବାକୁ ରାଜି

ଭୁବନେଶ୍ୱର: ଦୀର୍ଘ ୧୩ ଦିନ ଧରି ଆନ୍ଦୋଳନ କରି ଆସୁଥିବା ମାଧ୍ୟମିକ ବିଦ୍ୟାଳୟର ଶିକ୍ଷକମାନେ ଧର୍ମଘଟ ପ୍ରତ୍ୟାହାର କରି ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ (ବିଏସ୍ଇ)କୁ ମଙ୍ଗଳବାରଠାରୁ ବାର୍ଷିକ ମାଟ୍ରିକ୍ ପରୀକ୍ଷା କରାଇବାରେ ସହାୟତା କରିବାକୁ ନିଷ୍ପତ୍ତି ନେଇଛନ୍ତି। ସୋମବାର ସରକାରୀ…

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ନବୀନ ଦାସ

ଭୁବନେଶ୍ୱର:ହାତ ଛାଡ଼ିଲେ ନବୀନ ଦାସ। ପୂର୍ବତନ ମନ୍ତ୍ରୀ ନବୀନ ଚନ୍ଦ୍ର ନାରାୟଣ ଦାସ କଂଗ୍ରେସରୁ ଇସ୍ତଫା ଦେଇଛନ୍ତି। ଏଆଇସିସି ସଭାପତି ମଲ୍ଲିକାର୍ଜୁନ ଖଡଗେ ଓ ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ ନିଜ ନିଜର ଇସ୍ତଫା ପତ୍ର ପଠାଇଥିବା ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି। କେବଳ ସେ…

କାଲି ମାଟ୍ରିକ ପରୀକ୍ଷା, ଆଜି ରାଜରାସ୍ତାରେ ଶିକ୍ଷକ

ଭୁବନେଶ୍ୱର:ରାତି ପାହିଲେ ମାଟ୍ରିକ୍ ପରୀକ୍ଷା । ଆରମ୍ଭ ହୋଇଯିବ ସ୍କୁଲ ଜୀବନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପରୀକ୍ଷା। ଛାତ୍ରଛାତ୍ରୀଙ୍କ ମଧ୍ୟରେ ପ୍ରସ୍ତୁତି ଚାଲିଥିବା ବେଳେ ରାଜରାସ୍ତାରେ ମାଧ୍ୟମିକ ସ୍କୁଲ ଶିକ୍ଷକ । ଦାବି ପୂରଣ ପାଇଁ ଦୀର୍ଘ ୧୨ ଦିନ ହେଲା ଭୁବନେଶ୍ବର ଗାନ୍ଧୀ ମାର୍ଗରେ…

ଓଡ଼ିଶା ସମେତ ୭ଟି ରାଜ୍ୟକୁ ଗୃହ ମନ୍ତ୍ରଣାଳୟର ଚିଠି; ଖାଲି ପଦବୀରେ ଡିଜିପିଙ୍କୁ ନିଯୁକ୍ତି ଦିଅ

ନୂଆଦିଲ୍ଲୀ: ରାଜ୍ୟର ଆଇଶୃଙ୍ଖଳାର ସୁରକ୍ଷା ପାଇଁ ଖାଲି ପଡିଛି ପୋଲିସ ଅଧିକାରୀଙ୍କ ପଦବୀ। ତାଙ୍କ ଜାଗାରେ ଅସ୍ଥାୟୀ ଡିଜିପିମାନେ ପୋଲିସ ମୁଖ୍ୟ ଭାବରେ କାର୍ଯ୍ୟ କରୁଛନ୍ତି। ଯୋଗ୍ୟ ଅଧିକାରୀଙ୍କ ଉପଲବ୍ଧତା ସତ୍ତ୍ୱେ ରାଜ୍ୟ ସରକାର ନିୟମିତ ପୋଲିସ ମୁଖ୍ୟ ନିଯୁକ୍ତ କରୁନାହାନ୍ତି। ଯାହାକୁ ନେଇ…

ପ୍ରାର୍ଥୀଙ୍କୁ ଆଗୁଆ ଟିକେଟ ଦେବା ନେଇ ରାଜ୍ଯ କଂଗ୍ରେସର ବୈଠକ

ଭୁବନେଶ୍ୱର:ଅନଲାଇନ ଆବେଦନରେ ହଜାର ହଜାର ପ୍ରାର୍ଥୀ ଆବେଦନ କରିବା ପରେ କଂଗ୍ରେସ ଏବେ କେଉଁ ଯୋଗ୍ୟ ପ୍ରାର୍ଥୀ ବାଛିବା ସେ ନେଇ ଚାଳିଛି ତନାଘନା। ରାଜ୍ୟ କଂଗ୍ରେସର ଟିକେଟ କସରତ ଆଗୁଆ ଟିକେଟ ଦେବା ପାଇଁ ସୋମବାର କଂଗ୍ରେସର ବୈଠକ ବସିଛି। ଓଡ଼ିଶା ପ୍ରଦେଶ ନିର୍ବାଚନ କମିଟି(ପିଇସି) ବୈଠକରେ…

ବିବାହ ପାଇଁ ନିଜ ଅଟୋରେ ହୋର୍ଡିଂ ଲଗାଇଲେ ଚାଳକ

ଭୋପାଳ: ମଧ୍ୟପ୍ରଦେଶର ଦମୋହ ଜିଲ୍ଲାରେ ଜଣେ ୨୯ ବର୍ଷୀୟ ଇ-ରିକ୍ସା ଚାଳକ ନିଜର ବୈବାହିକ ସ୍ଥିତି ଓ ଯୋଗ୍ୟତାର ବିଜ୍ଞାପନ ପାଇଁ ଏକ ଅଭିନବ ଉପାୟ ଆପଣାଇଛନ୍ତି। ଦୀପେନ୍ଦ୍ର ରାଠୋର ତାଙ୍କ ଗାଡିରେ ଏକ ବଡ଼ ହୋର୍ଡିଂ ଲଗାଇଛନ୍ତି, ଯେଉଁଥିରେ ଇଚ୍ଛୁକ ଯୁବତୀଙ୍କୁ ବିବାହ ପାଇଁ ତାଙ୍କ ସହ…

ବିଜେପିର ରାଷ୍ଟ୍ରୀୟ ଅଧିବେଶନରେ ନେତାଙ୍କୁ ମିଳିଲା ଗୁରୁମନ୍ତ୍ର

ନୂଆଦିଲ୍ଲୀ:ନିର୍ବାଚନକୁ ଦୃଷ୍ଟିରେ ରଖି ଆକ୍ସନ ମୋଡରେ ଭାରତୀୟ ଜନତା ପାର୍ଟି। ନିର୍ବାଚନ ପୂର୍ବରୁ ଦିଲ୍ଲୀରେ ବିଜେପିର ରାଷ୍ଟ୍ରୀୟ ଅଧିବେଶନ ଅନୁଷ୍ଠିତ ହୋଇଛି। ରବିବାର ବୈଠକରେ ଦ୍ବିତୀୟ ତଥା ଶେଷ ଦିନରେ ଦଳର ସମସ୍ତ ପଦାଧିକାରୀ ଓ ନେତା ମାନଙ୍କୁ ଗୁରୁମନ୍ତ୍ର ଦେଇଛନ୍ତି ପ୍ରଧାନମନ୍ତ୍ରୀ…

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା, ଜନଜାତି ଛାତ୍ରୀ ନିବାସ ମାଟ୍ରନଙ୍କ ପାରିଶ୍ରମିକ ୧୫ ହଜାରକୁ ବୃଦ୍ଧି

ଭୁବନେଶ୍ୱର: ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ସଂଖ୍ୟା ଲଘୁ ତଥା ପଛୁଆ ବର୍ଗ କଲ୍ୟାଣ ବିଭାଗ ଦ୍ଵାରା ପରିଚାଳିତ ଛାତ୍ରୀ ନିବାସ ଗୁଡ଼ିକ ରେ କର୍ଯ୍ୟ ରତ ମହିଳା ମାଟ୍ରନ ମାନଙ୍କର ମାସିକ ପାରିଶ୍ରମିକ ୧୦୦୦୦ ଟଙ୍କା ରୁ ୧୫୦୦୦ ଟଙ୍କା କୁ ବୃଦ୍ଧି କରିବାକୁ ମୁଖ୍ୟମନ୍ତ୍ରୀ ଶ୍ରୀ…

ହଜାରେ କୋଟି ଟଙ୍କା ସହ ରେକର୍ଡ କଲା ବିଏମ୍‌ସି ବଜେଟ୍‌

ଭୁବନେଶ୍ୱର: ଇତିହାସ ରଚିଲା ବିଏମସି। ହଜାରେ ଟପିଲା ବିଏମ୍‌ସି ବଜେଟ୍‌। ଶନିବାର ସ୍ୱତନ୍ତ୍ର ଅଧିବେଶନରେ ୧୦୨୭ କୋଟି ଟଙ୍କାର ବିଏମ୍‌ସି ବଜେଟ୍‌ ପାରିତ ହୋଇଛି। ଯାହା ବିଏମ୍‌ସି ଇତିହାସର ସର୍ବକାଳୀନ ରେକର୍ଡ। ତେବେ ଏହା ଏକ ଲୋକାଭିମୂଖୀ ବଜେଟ୍‌ ଏବଂ ନାଗରିକଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି…