Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ଡାକ୍ତରଖାନାରୁ ନିଖୋଜ ହେଲା ନବଜାତ ଶିଶୁ, ସିସିଟିଭି ଫୁଟେଜରେ ଜଣେ ବ୍ୟକ୍ତି ଶିଶୁକୁ ନେଇଥିବା ସ୍ପଷ୍ଟ

ବଲାଙ୍ଗୀର: ବଲାଙ୍ଗୀର ଜିଲ୍ଲା ଭୀମ ଭୋଇ ମେଡିକାଲ କଲେଜ ଓ ହସ୍ପିଟାଲର ସ୍ବତନ୍ତ୍ର ନବଜାତ ଚାଇଲ୍ଡ କେୟାର ୟୁନିଟରୁ ଜଣେ ନବଜାତ ଶିଶୁ ନିଖୋଜ ହେବା ଘଟଣା ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ଶିଶୁକନ୍ୟାକୁ ଡାକ୍ତରଖାନା କର୍ମଚାରୀମାନେ ହସ୍ତାନ୍ତର କରିନଥିବା ନେଇ ପରିବାର ଲୋକେ ଶୁକ୍ରବାର…

ବିଜେଡିରେ ମିଶିଲେ ପୂର୍ବତନ କଂଗ୍ରେସ ବିଧାୟକ ଅଂଶୁମାନ ମହାନ୍ତି

ଭୁବନେଶ୍ୱର: କଂଗ୍ରେସର ପୂର୍ବତନ ବିଧାୟକ ତଥା ଯୁବନେତା ଅଂଶୁମାନ ମହାନ୍ତି ଆଜି ଶାସକ ବିଜୁ ଜନତା ଦଳରେ ଯୋଗ ଦେଇଛନ୍ତି। ଭୁବନେଶ୍ୱରସ୍ଥିତ ଦଳୀୟ ମୁଖ୍ୟାଳୟରେ ତାଙ୍କୁ ବରିଷ୍ଠ ବିଜେଡି ନେତାମାନେ ସ୍ୱାଗତ କରିଛନ୍ତି। କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର ନିର୍ବାଚନ ମଣ୍ଡଳୀରୁ ପ୍ରତିନିଧିତ୍ୱ…

[ଶୁଣନ୍ତୁ] ଦିନର ଟପ୍ ହେଡଲାଇନ୍ସ

୧) ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆକାଶ ମାର୍ଗରୁ ବନ୍ୟାଞ୍ଚଳ ପରିଦର୍ଶନ କରି ରିଲିଫ୍ ଘୋଷଣା କରିଛନ୍ତି । ଖୋର୍ଦ୍ଧା, ପୁରୀ, କଟକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାର ପାଣି ପସିଥିବା ଗାଁରେ ବିପନ୍ନଙ୍କୁ ୧୫ ଦିନ ଲାଗି ରିଲିଫ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।…

[ଶୁଣନ୍ତୁ] ଦିନର ଟପ୍ ହେଡଲାଇନ୍ସ

୧) ରାଜ୍ୟରେ ଆହୁରି ୪ ଦିନ ଏମିତି ବନ୍ୟା ସ୍ଥିତି ଲାଗି ରହିବ । ଆଗାମୀ ୨୪ ଘଣ୍ଟା ରାଜ୍ୟ ପାଇଁ ବେଶ୍ ଗୁରୁତ୍ୱପୂର୍ଣ୍ଣ ବୋଲି କହିଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା । ସେ ଆହୁରି କହିଛନ୍ତି ଯେ, ଏହି ବନ୍ୟା ଦ୍ୱାରା ମହାନଦୀ ସିଷ୍ଟମରେ ମଙ୍ଗଳବାର ଦୁଇଟି ଘାଇ ହୋଇଥିଲା ।…

[ଶୁଣନ୍ତୁ] ଦିନର ଟପ୍ ହେଡଲାଇନ୍ସ

୧) ହୀରାକୁଦ ଡ୍ୟାମର ଜଳସ୍ତର ବଢ଼ିବା ପରେ ୩୧ଟି ଗେଟ୍ ଦେଇ ବନ୍ୟା ଜଳ ନିଷ୍କାସନ କରାଯାଉଛି । ପୂର୍ବରୁ ୨୬ଟି ଗେଟ୍ ଖୋଲିଥିବା ବେଳେ ଏବେ ଆଉ ୫ଟି ଗେଟ୍ ଖୋଲା ଯାଇଛ । ମୋଟ ୪୦ଟି ଗେଟ୍ ଖୋଲାଯିବ ବୋଲି ସୂଚନା ଦେଇଛନ୍ତି ସର୍ବୋଚ୍ଚ ଯନ୍ତ୍ରୀ । ହୀରାକୁଦରୁ ପାଣି ଛଡ଼ା ଯାଉଥିବା ବେଳେ ମହାନଦୀ…

[ଶୁଣନ୍ତୁ] ଦିନର ଟପ୍ ହେଡଲାଇନ୍ସ

୧) ପୁଣି ଆସୁଛି ଆଉ ଏକ ଲଘୁଚାପ । ଏହାର ପ୍ରଭାବରେ ଆସନ୍ତା ୫ ଦିନ ଯାଏ ବର୍ଷା ହେବାର ସମ୍ଭାବନା ରହିଛି । ଏବେ ଲଘୁଚାପ ପ୍ରଭାବରେ ରାଜ୍ୟରେ ଏବେ ବର୍ଷା ଲାଗି ରହିଛି । ୧୩ରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆଜି ଓ କାଲି ପ୍ରବଳ ବର୍ଷା…

[ଶୁଣନ୍ତୁ] ଦିନର ଟପ୍ ହେଡଲାଇନ୍ସ

୧) ପୁଣି ଭିଜିବ ଓଡ଼ିଶା । ୧୩ରୁ ବଢ଼ିବ ବର୍ଷା । ଲଘୁଚାପ ପ୍ରଭାବରେ ଏବେ ରାଜ୍ୟରେ ବର୍ଷା ଲାଗି ରହିଛି । ଅବପାତ ଦୁର୍ବଳ ହୋଇ ସ୍ପଷ୍ଟ ଚିହ୍ନିତ ଲଘୁଚାପରେ ପରିଣତ ହୋଇଛି । ପ୍ରଭାବରେ ଆଜି ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ । ଅଗଷ୍ଟ ୧୩ ବେଳକୁ ଉତ୍ତର…

[ଶୁଣନ୍ତୁ] ଦିନର ଟପ୍ ହେଡଲାଇନ୍ସ

୧) ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ କଟକ ଇନଡୋର ଷ୍ଟାଡିୟମରେ ଆୟୋଜିତ ପ୍ରଜାତନ୍ତ୍ରର ୭୫ତମ ପ୍ରତିଷ୍ଠା ଦିବସ ଉତ୍ସବରେ ଯୋଗ ଦେଇଛନ୍ତି । ଜୟ ଜଗନ୍ନାଥରୁ ଭାଷଣ ଆରମ୍ଭ କରି ଶାହ କହିଛନ୍ତି, ଓଡ଼ିଶାର ଅଚ୍ଛେଦିନ୍ ଆସିଗଲା । ଓଡ଼ିଶା ଭିତରେ ବିକାଶର ଅପାର…

[ଶୁଣନ୍ତୁ] ଦିନର ଟପ୍ ହେଡଲାଇନ୍ସ

୧) ବର୍ଷାରେ ବେହାଲ୍ ଓଡ଼ିଶା । ଉତ୍ତରପଶ୍ଚିମ ବଙ୍ଗୋପସାଗର ଏବଂ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ତୁହାକୁ ତୁହା ବର୍ଷା ଲାଗିରହିଛି । ଆଗାମୀ ୨୪ ଘଣ୍ଟା ମଧ୍ୟରେ ଘୂର୍ଣ୍ଣିବଳୟ ଘନୀଭୂତ ହୋଇ ଏକ ଲଘୁଚାପ କ୍ଷେତ୍ରରେ ପରିଣତ…