Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

[ଶୁଣନ୍ତୁ] ଦିନର ଟପ୍ ହେଡଲାଇନ୍ସ

୧) ମୂଲ୍ୟବୃଦ୍ଧି ଓ ବେରୋଜଗାରୀ ବିରୋଧରେ କଂଗ୍ରେସ ସାରା ଦେଶରେ ବିକ୍ଷୋଭ ପ୍ରଦର୍ଶନ କରିଛି । ଜାତୀୟ ରାଜଧାନୀ ଦିଲ୍ଲୀରେ ବିକ୍ଷୋଭ ପ୍ରଦର୍ଶନ ବେଳେ ପୋଲିସ୍ ପ୍ରିୟଙ୍କା ଗାନ୍ଧୀ, ରାହୁଲ ଗାନ୍ଧୀଙ୍କ ସହ ଅନ୍ୟ କଂଗ୍ରେସ ନେତାଙ୍କୁ ଅଟକ ରଖିଛି । ପ୍ରିୟଙ୍କା ବାରିକେ୍ ଉପରେ ଚଢି ଆରପଟକୁ ଯାଇ…

[ଶୁଣନ୍ତୁ] ଦିନର ଟପ୍ ହେଡଲାଇନ୍ସ

୧) ସିବିଆଇ ସ୍କାନରରେ ବିଶିଷ୍ଟ ଶିଳ୍ପପତି ମହିମା ମିଶ୍ର । ଶିଳ୍ପପତି ମହିମା ମିଶ୍ରଙ୍କ ଘର ଓ ଅଫିସରେ ସିବିଆଇ ଚଢ଼ାଉ କରିଛି । କଟକ ଓ ପାରାଦୀପର ବିଭିନ୍ନ ସ୍ଥାନରେ ଏକକାଳୀନ ଛାନିଭିନ୍ କରୁଛି ସିବିଆଇ ଟିମ୍ । କଟକ ଓଡ଼ିଆ ବଜାର ସ୍ଥିତ ମହିମା ମିଶ୍ରଙ୍କ ଘର ସହ କଟକ ଲିଙ୍କ୍ ରୋଡ୍ ସ୍ଥିତ…

[ଶୁଣନ୍ତୁ] ଦିନର ଟପ୍ ହେଡଲାଇନ୍ସ

୧) ଶ୍ରୀମନ୍ଦିର ଗର୍ଭଗୃହରୁ କୌଣସି ପଥର ଖସିନାହିଁ । ଆଦ୍ରତା ପାଇଁ ରତ୍ନସିଂହାସନ ଶ୍ରୀବଳଭଦ୍ରଙ୍କ ପଛ ପଟ ପାର୍ଶ୍ଵରୁ ଲାଇମ୍ ପ୍ଲାଷ୍ଟର ଚୂନ ଖଣ୍ଡ ଖସିଛି ବୋଲି କହିଛନ୍ତି ଶ୍ରୀମନ୍ଦିର ଉନ୍ନୟନ ପ୍ରଶାସକ ଅଜୟ ଜେନା । ସେ ଆହୁରି ମଧ୍ୟ କହିଛନ୍ତି, ଶ୍ରୀମନ୍ଦିର କମାଣ୍ଡାରଙ୍କ ରିପୋର୍ଟ…

[ଶୁଣନ୍ତୁ] ଦିନର ଟପ୍ ହେଡଲାଇନ୍ସ

୧) ରାଜ୍ୟଗୋଷ୍ଠୀ କ୍ରୀଡାରେ ଭାରତକୁ ପଞ୍ଚମ ପଦକ ମିଳିଛି । ମୀରାବାଇ ଚାନୁଙ୍କ ପରେ ଜେରେମି ସ୍ୱର୍ଣ୍ଣ ପଦକ ଜିତିଛନ୍ତି । ଭାରତ୍ତୋଳକ ଜେରେମି ଲାଲରିନୁଙ୍ଗା ସ୍ୱର୍ଣ୍ଣ ପଦକ ଜିତିଛନ୍ତି । ୭୬ କେଜି ପୁରଷ ବର୍ଗରେ ସେ ଏହି ପଦକ ଜିତିଛନ୍ତି । ସ୍ନାଚ କ୍ୟାଟେଗୋରୀରେ ସେ ୧୪୦ କେଜି ଓଜନ…

[ଶୁଣନ୍ତୁ] ଦିନର ଟପ୍ ହେଡଲାଇନ୍ସ

୧) ରାୟଗଡ଼ା ପରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଝାଡ଼ାବାନ୍ତି ବ୍ୟାପୁଥିବା ବେଳେ ସରକାରୀ ସପ୍ଲାଇ ପାଣିରେ ଝାଡ଼ାବାନ୍ତି ସୃଷ୍ଟିକାରୀ କୋଲିଫର୍ମ ବ୍ୟାକ୍ଟେରିଆ ଠାବ ହୋଇଛି । ମୋହନା ବ୍ଲକ ଗୋବିନ୍ଦପୁର ଗାଁରେ ସପ୍ଲାଇ ପାଣିରେ ଝାଡ଼ାବାନ୍ତି ସୃଷ୍ଟିକାରୀ ଘାତକ କୋଲିଫର୍ମ ବ୍ୟାକ୍ଟେରିଆ…

[ଶୁଣନ୍ତୁ] ଦିନର ଟପ୍ ହେଡଲାଇନ୍ସ

ଦିନକୁ ଦିନ ବଢୁଛି ଷ୍ଟାର କଳି।  ଭୁବନେଶ୍ୱର ସତ୍ୟବିହାର ଘର ବାଲକୋନୀରୁ ଆଜି ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇଛନ୍ତି ପ୍ରକୃତି ।  ଘର ଛାତ ଉପରକୁ ଆସି  ଯେମିତି ବାବୁସାନ୍ କହିଥିଲେ ସେମିତି ପ୍ରକୃତି ମଧ୍ୟ କହିଲେ । ସମୟ ଆସିଲେ ସବୁ କିଛି କହିବି । କିଛି ଏଭଳି ଢଙ୍ଗରେ…

[ଶୁଣନ୍ତୁ] ଦିନର ଟପ୍ ହେଡଲାଇନ୍ସ

ଭୁବନେଶ୍ବର ଫେରିବା ପରେ ଆଜି ଗଣମାଧ୍ୟମ ସାମ୍ନାକୁ ଆସିଛନ୍ତି ଅଭିନେତା ବାବୁସାନ୍ । ମାଆ ଅପରାଜିତାଙ୍କ ସହ ଘର ବାଲକୋନିକୁ ଆସି ନିଜ ଫ୍ୟାନ୍ସ ଓ ଗଣମାଧ୍ୟମ ପ୍ରତିନିଧିମାନଙ୍କୁ ଧନ୍ୟବାଦ ଜଣାଇଛନ୍ତି ।  ସାଙ୍ଗରେ ମାଆ ଓ ପରିବାରର କିଛି ସଦସ୍ୟ ଥିବା ଦେଖିବାକୁ ମିଳିଛି । ସେ ପରିବାର…

[ଶୁଣନ୍ତୁ] ଦିନର ଟପ୍ ହେଡଲାଇନ୍ସ

ପ୍ରକାଶ ପାଇଲା ଯୁକ୍ତ ଦୁଇ ରେଜଲ୍ଟ । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ବିଭାଗର ପରୀକ୍ଷା ଫଳ ପ୍ରକାଶ ପାଇଛି ।  ବିଜ୍ଞାନରେ ପାସହାର୍ ୯୪.୧୨%, ବାଣିଜ୍ୟରେ ପାସହାର ୮୯.୨୦% । ଆଜି ପ୍ରଥମ ପର୍ଯ୍ୟାୟରେ କେବଳ ବିଜ୍ଞାନ ଓ ବାଣିଜ୍ୟ…

[ଶୁଣନ୍ତୁ] ଦିନର ଟପ୍ ହେଡଲାଇନ୍ସ

ମୌସୁମୀ ଅଧିବେସନରେ ବିଭିନ୍ନ ପ୍ରସଙ୍ଗକୁ ନେଇ ହଙ୍ଗାମା ।୧୧ଜଣ ରାଜ୍ୟସଭା ସାଂସଦଙ୍କୁ ନିଲମ୍ବନ କରାଯାଇଛି । ଦରଦାମ ବୃଦ୍ଧି, ବେରୋଜଗାରୀ, ଜିଏସଟି, ଓ ଯାଞ୍ଚ  ଏଜେନ୍ସି ଗୁଡିିକର କାର୍ଯ୍ୟପନ୍ଥାକୁ ନେଇ ସାଂସଦଙ୍କୁ  ୧ ସପ୍ତାହ ପାଇଁ ସଂସଦରୁ ନିଲମ୍ବନ କରିଦିଆଯାଇଛି । ଏହା ପୂର୍ବରୁ…

[ଶୁଣନ୍ତୁ] ଦିନର ଟପ୍ ହେଡଲାଇନ୍ସ

୧) ଭାରତୀୟ ଇତିହାସରେ ସବୁଠୁ ଯୁବ ରାଷ୍ଟ୍ରପତି । ଦେଶର ପ୍ରଥମ ଆଦିବାସୀ ମହିଳା ଭାବେ ରାଷ୍ଟ୍ରପତି ସ୍ୱାଧୀନ ଭାରତରେ ଜନ୍ମିତ ପ୍ରଥମ ରାଷ୍ଟ୍ରପତି ଭାବେ ଶପଥ ନେଇଛନ୍ତି ଦ୍ରୌପଦୀ ମୁର୍ମୁ । ଦେଶର ପଞ୍ଚଦଶତମ ରାଷ୍ଟ୍ରପତି ଭାବେ ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁ ଶପଥ ନେଇଛନ୍ତି । ସଂସଦ ଭବନର…