Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

SI recruitment scam: ସିଲିକନ ଟେକ୍ ସହ ସମସ୍ତ ଚୁକ୍ତି ବାତିଲ କଲେ ରାଜ୍ୟ ସରକାର

ଭୁବନେଶ୍ୱର:ରାଜ୍ୟ ପୋଲିସ ଏସଆଇ ନିଯୁକ୍ତିରେ ଜାଲିଆତି ସାମ୍ନାକୁ ଆସିବା ପରେ ସରକାରଙ୍କ ପକ୍ଷରୁ ଏସଆଇ ଜାଲିଆତିର ତଦନ୍ତ ର ଭାର କ୍ରାଇମବ୍ରାଞ୍ଚକୁ ଦିଆଯାଇଥିଲା। ପରେ ଏହାର ତଦନ୍ତର ଭାର ସିବିଆଇକୁ ଦିଆଗଲା । ତେବେ ତଦନ୍ତରୁ ଜଣାପଡିଛି ଯେ ଏସଆଇ ଜାଲିଆତିରେ ସିଲିକନ ସଂସ୍ଥାର ଭୂମିକା ରହିଛି…

ଶାରୀରିକ କ୍ଷମତା ବା ଭିନ୍ନ-କ୍ଷମତା ପ୍ରତିଭାର ବିକାଶରେ କେବେ ବି ବାଧା ସୃଷ୍ଟି କରେ ନାହିଁ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ସୋଆ ଅଡିଟୋରୀଅମରେ ଆୟୋଜିତ ହୋଇଥିବା ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସର ତିନି ଦିନିଆ କାର୍ଯ୍ୟକ୍ରମର ଉଦଯାପନୀ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି ଯେ, ଭିନ୍ନକ୍ଷମମାନଙ୍କ ସମସ୍ୟା ଉପରେ ଆମ ସରକାର ସବୁବେଳେ ପ୍ରାଥମିକତା…

CM Air Health Service: ମାଓ ଅଧ୍ୟୁଷିତ ମାଲକାନଗିରିରେ ଆରମ୍ଭ ହେଲା ମୁଖ୍ୟମନ୍ତ୍ରୀ ବାୟୁ ସେବା…

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ଆରମ୍ଭ ହେଲା ମୁଖ୍ୟମନ୍ତ୍ରୀ ବାୟୁ ସେବା । ଆଜି ସକାଳେ ଏକ ସ୍ବତନ୍ତ୍ର ବିମାନ ଯୋଗେ ମାଲକାନଗିରି ପହଞ୍ଚିଛନ୍ତି ବିଶେଷଜ୍ଞ ଡ଼ାକ୍ତରୀ ଦଳ । ଆଜି ଠାରୁ ଆସନ୍ତା ୬ ତାରିଖ ପର୍ଯ୍ୟନ୍ତ ସୁପର ସ୍ପେଶାଲିଷ୍ଟ ଡାକ୍ତର ମୁଖ୍ୟମନ୍ତ୍ରୀ ବାୟୁ ସ୍ବାସ୍ଥ୍ୟ ସେବା…

‘୨୦୨୫-୨୬ରେ ଓଡ଼ିଶାକୁ ୧୩ ଗୁଣ ଅଧିକ ୧୦,୫୯୯ କୋଟିର ରେଳ ବଜେଟ୍ ଆବଣ୍ଟନ କରାଯାଇଛି’

ଭୁବନେଶ୍ବର: ଓଡ଼ିଶାରେ କାର୍ଯ୍ୟକାରୀ ପ୍ରମୁଖ ରେଳ ପ୍ରକଳ୍ପ ସମ୍ପର୍କରେ ସଂସଦରେ ସୂଚନା ଦେଲେ କେନ୍ଦ୍ର ରେଳ ମନ୍ତ୍ରୀ । କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ଓ ନବରଙ୍ଗପୁର ନୂଆ ରେଳ ଲାଇନ, ନବରଙ୍ଗପୁର-ଜୟପୁର ରେଳ ପ୍ରକଳ୍ପ, ଜୟପୁର-ମାଲକାନଗିରି ନୂଆ ରେଳ ଲାଇନ ପ୍ରକଳ୍ପ ସମେତ ଓଡ଼ିଶାର ବହୁ…

୧୮,୧୧୧ ଏକରରୁ ଅଧିକ ବେଆଇନ ଗଞ୍ଜେଇ ଚାଷ ନଷ୍ଟ, କେବଳ ଏହି ଜିଲ୍ଲାରେ ସର୍ବାଧିକ…

ଭୁବନେଶ୍ବର: ବେଆଇନ ଗଞ୍ଜେଇ ଚାଷ ରୋକିବାରେ ଓଡ଼ିଶା ପୋଲିସ ନିରନ୍ତର ଉଦ୍ୟମ କରିବା ସହିତ ଚଢାଉ ଅଭିଯାନ ଜାରି ରଖିଛି । ସ୍ଵତନ୍ତ୍ର ଯୋଜନା, ନୂତନ କୌଶଳ, ଡ୍ରୋନ ଏବଂ ସାଟେଲାଇଟ ଦ୍ଵାରା ଗଞ୍ଜେଇ ଚାଷ ଜମି ଠାବ କରିବା ସହ ଗୁଇନ୍ଦା ତଥ୍ୟ ଆଧାରରେ ବିଭିନ୍ନ ଜିଲ୍ଲାରେ ହଜାର ହଜାର ଏକର ଗଞ୍ଜେଇ…

ଘନ କୁହୁଡ଼ିରେ ସୁରକ୍ଷିତ ଟ୍ରେନ୍ ପରିଚାଳନା ନେଇ ପୂର୍ବତଟ ରେଳପଥର ବିଶେଷ ପଦକ୍ଷେପ

ଭୁବନେଶ୍ୱର: ଉତ୍ତର ଭାରତର କିଛି ଅଞ୍ଚଳ ସହିତ ପୂର୍ବତଟ ରେଳପଥ ଏହାର କ୍ଷେତ୍ରାଧିକାରରେ ସ୍ୱତନ୍ତ୍ର କୁହୁଡ଼ି ସୁରକ୍ଷା ଅଭିଯାନ ଆରମ୍ଭ କରିଛି । ପୂର୍ବତଟ ରେଳପଥ ଶୀତ ଋତୁରେ ନିରାପଦ ଏବଂ ସୁଗମ ଟ୍ରେନ୍ ଚଳାଚଳ ସୁନିଶ୍ଚିତ କରିବା ପାଇଁ ଏକ ବ୍ୟାପକ ପ୍ରସ୍ତୁତି ଅଭିଯାନ ଆରମ୍ଭ କରିଛି ।…

Fake News Threat To Democracy: ଫେକ୍ ନ୍ୟୁଜ ଗଣତନ୍ତ୍ର ପାଇଁ ବିପଦ: ସୂଚନା ଏବଂ ପ୍ରସାରଣ ମନ୍ତ୍ରୀ ଅଶ୍ୱିନୀ…

ନୂଆଦିଲ୍ଲୀ: ସୋସିଆଲ ମିଡିଆ ଏବଂ ଫେକ୍ ନ୍ୟୁଜ୍ ସମସ୍ୟା ଅତ୍ୟନ୍ତ ଗମ୍ଭୀର। ଫେକ୍ ନ୍ୟୁଜ୍ ଗଣତନ୍ତ୍ର ପାଇଁ ବିପଦ ସୃଷ୍ଟି କରୁଛି। ସୋସିଆଲ ମିଡିଆ ପ୍ଲାଟଫର୍ମଗୁଡ଼ିକୁ ଭୁଲ ସୂଚନା ଏବଂ ଏଆଇ-ଜେନେରେଟେଡ୍ ଡିପ୍ ଫେକ୍ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ପଡିବ। କେନ୍ଦ୍ର ସୂଚନା…

ଏହି ଲୋକମାନେ ପରମାଣୁ ବୋମାକୁ ସେତିକି ଭୟ କରନ୍ତିନି, ଯେତିକି ଇସଲାମକୁ କରନ୍ତି…

ନୂଆଦିଲ୍ଲୀ: ଜମିୟତ ଉଲେମା-ଏ-ହିନ୍ଦର ଅଧ୍ୟକ୍ଷ ଅରଶଦ ମଦାନୀ କହିଛନ୍ତି ଯେ କିଛି ସାମ୍ପ୍ରଦାୟିକ ଲୋକମାନେ ଇସଲାମକୁ ଭୟ କରନ୍ତି ଏବଂ ଏହାକୁ ବଦନାମ କରିବା ପାଇଁ ମିଥ୍ୟା ପ୍ରଚାର ପ୍ରସାର କରନ୍ତି। ସେ କହିଛନ୍ତି ଯେ ଇସଲାମକୁ ଆତଙ୍କବାଦ ସହିତ ଯୋଡିବା ଭୁଲ, କାରଣ ଇସଲାମ ଶାନ୍ତି, ପ୍ରେମ ଏବଂ…

E-Kyc: ସାଢେ ୬ ଲକ୍ଷରୁ ଅଧିକ ମୃତ ବ୍ୟକ୍ତିଙ୍କ ନାଁରେ ରହିଛି ରାସନ କାର୍ଡ….

ଭୁବନେଶ୍ବର: ଡିସେମ୍ବର ୩୧ ତାରିଖ ପର୍ଯ୍ୟନ୍ତ ଜାରି ରହିବ E-KYC ପ୍ରକ୍ରିୟା । E-KYC ତର୍ଜମା ସମୟରେ ୬ ଲକ୍ଷ ୮୩ ହଜାର ୯୯୫ ମୃତ ବ୍ୟକ୍ତି ଚିହ୍ନଟ ହୋଇଛନ୍ତି । ଏନେଇ ଆଜି ବିଧାନସଭାରେ ଲିଖିତ ଉତ୍ତର ରଖିଲେ ଯୋଗାଣ ମନ୍ତ୍ରୀ କୃଷ୍ଣ ପାତ୍ର । ସେହିପରି ୩୩ ହଜାର ୧୨୮ ଅଯୋଗ୍ୟ ରାସନ…

ବଙ୍ଗଳାର ୩୨ ହଜାର ଶିକ୍ଷକଙ୍କୁ ହାଇକୋର୍ଟରୁ ମିଳିଲା ଆଶ୍ୱସ୍ତି: ବିରୋଧ କରୁଛି ବିଜେପି

କୋଲକାତା:  ପ୍ରାଥମିକ ବିଦ୍ୟାଳୟ ଶିକ୍ଷକମାନଙ୍କ ପାଇଁ ଖୁସି ଖବର। ଏଣିକି ପଶ୍ଚିମବଙ୍ଗର ପ୍ରାଥମିକ ବିଦ୍ୟାଳୟରେ ୩୨ ହଜାର ଶିକ୍ଷକଙ୍କ ଚାକିରି ବଜାୟ ରହିବ। କଲିକତା ହାଇକୋର୍ଟର ଏକ ଡିଭିଜନ ବେଞ୍ଚ ଏକକ ବେଞ୍ଚ ନିଷ୍ପତ୍ତିକୁ ପ୍ରତ୍ୟାହାର କରିଛି। କିନ୍ତୁ ଏବେ ବି ଚିନ୍ତା ଟିଳିନି। କାରଣ…