Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ନଦୀ ଜଳ ଦୂଷିତ ହେଲେ ଦାୟୀ ରହିବେ ଅଧିକାରୀ: ଜଙ୍ଗଲ ଓ ପରିବେଶ ମନ୍ତ୍ରୀ

ଭୁବନେଶ୍ବର: ବିଧାନସଭାର ଶୀତକାଳୀନ ଅଧିବେଶନର ପ୍ରଶ୍ନକାଳରେ ନଦୀ ଜଳ ପ୍ରସଙ୍ଗକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ରାଜ୍ୟ ଜଙ୍ଗଲ ପରିବେଶ ଏବଂ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ। ମନ୍ତ୍ରୀ କହିଛନ୍ତି, ବିଭାଗ ପକ୍ଷରୁ ନଦୀ ଜଳକୁ ତିନି ମାସରେ ଥରେ ପରୀକ୍ଷା କରାଯାଉଛି। ଆମେ…

Bangladeshis Detained: ବାଂଲାଦେଶୀ ସନ୍ଦେହରେ ୮ ଅଟକ, ଯାଞ୍ଚ କରୁଛି ପୋଲିସ

ଭଦ୍ରକ: ବାଂଲାଦେଶୀ ସନ୍ଦେହରେ ବାସୁଦେବପୁର ଥାନାରେ ୮ ଜଣ ଅଟକ ଅଛନ୍ତି। ଦୀର୍ଘ ଦିନ ଧରି ଏମାନେ ଫେରି କରିବା ନାଁରେ ବାସୁଦେବପୁର ଅଞ୍ଚଳରେ ରହି ବିଭିନ୍ନ ଗାଁରେ ବୁଲି କପଡ଼ା ବିକ୍ରି କରୁଥିଲେ। ଆଜି ଭଦ୍ରକ ଏସପି ମନୋଜ ରାଉତଙ୍କ ନିର୍ଦ୍ଦେଶରେ ଚଢ଼ାଉ କରାଯାଇଛି। ବାସୁଦେବପୁର ଅଂଚଳର…

Puri Temple Closed: ଶ୍ରୀବିଗ୍ରହଙ୍କ ବନକଲାଗି ନୀତି: ୫ ଘଣ୍ଟା ପାଇଁ ଶ୍ରୀମନ୍ଦିରରେ ବନ୍ଦ ରହିବ ସାଧାରଣ ଦର୍ଶନ

ପୁରୀ: ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ବନକଲାଗି ନୀତି। ୫ ଘଣ୍ଟା ପାଇଁ ଶ୍ରୀମନ୍ଦିରରେ ବନ୍ଦ ରହିବ ସାଧାରଣ ଦର୍ଶନ। ଅପରାହ୍ନ ୫ଟାରୁ ରାତି ୧୦ଟା ଯାଏଁ ବନ୍ଦ ରହିବ ଦର୍ଶନ। ବୁଧବାର ମାର୍ଗଶିର ଶୁକ୍ଳ ତ୍ରୟୋଦଶୀ ତିଥିରେ ଶ୍ରୀବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ୱିତୀୟ…

ଆଜିଠୁ ନବମ ଶ୍ରେଣୀ ବିଦ୍ୟାର୍ଥୀଙ୍କ ନାମ ପଞ୍ଜୀକରଣ: ଅନଲାଇନ କରିବେ ନା ଅଫଲାଇନ ଜାଣନ୍ତୁ…

କଟକ: ଆଜିଠୁ ନବମ ଶ୍ରେଣୀ ବିଦ୍ୟାର୍ଥୀଙ୍କ ନାମ ପଞ୍ଜିକରଣ। ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ୨୦୨୬-୨୭ ଶିକ୍ଷାବର୍ଷ ନିମନ୍ତେ ହାଇସ୍କୁଲ ସାର୍ଟିଫିକେଟ (ମାଟ୍ରିକ) ପରୀକ୍ଷା ଦେବା ପାଇଁ ଚଳିତ ବର୍ଷ ନବମ ଶ୍ରେଣୀରେ ଅଧ୍ୟୟନ କରୁଥିବା ଛାତ୍ରୀଛାତ୍ରଙ୍କ ପଞ୍ଜୀକରଣ…

୩୯ ପରିବାରକୁ ୨ ଲକ୍ଷ ଟଙ୍କା ଘୋଷଣା… ବଙ୍ଗଳାରେ SIR ଯୋଗୁଁ କେତେ ଲୋକଙ୍କ ମୃତ୍ୟୁ ହୋଇଛି, କେତେ BLO ପ୍ରଭାବିତ…

କୋଲକାତା: ବର୍ତ୍ତମାନ ଦେଶର ୧୨ଟି ରାଜ୍ୟରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (SIR) ଚାଲିଛି। ବିରୋଧୀ ଦଳ ଏହାର ବିରୋଧ କରି ବାରମ୍ବାର ପ୍ରତିବାଦ କରୁଛନ୍ତି। ଏପରିକି ସଂସଦରେ ମଧ୍ୟ ଏସଆଇଆରକୁ ନେଇ ହଙ୍ଗାମା କରିଛନ୍ତି। SIRରେ ନିୟୋଜିତ କର୍ମଚାରୀଙ୍କ ମୃତ୍ୟୁ ମାମଲା ମଧ୍ୟ ରିପୋର୍ଟ…

ସରକାରୀ ଟଙ୍କାରେ ବାବରୀ ମସଜିଦ ନିର୍ମାଣ କରିବାକୁ ଚାହୁଁଥିଲେ ନେହେରୁ, କିନ୍ତୁ ଏହି ନେତା ବାଧା ଦେଇଥିଲେ

ଗାନ୍ଧୀନଗର: ଏବେ ଇତିହାସକୁ ନେଇ ଚାଲିଛି ରାଜନୀତି। ଗତ କିଛି ଦିନ ହେବ ମନ୍ଦିର-ମସଜିଦ ରାଜନୀତି ଉଷ୍ମ ହେବାରେ ଲାଗିଛି। ଗୁଜୁରାଟର ବଡୋଦାରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ବାବରୀ ମସଜିଦ ଏବଂ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁଙ୍କ ଭୂମିକା ବିଷୟରେ ଅନେକ…

ଲଘୁ ଖଣିଜରୁ ସଂଗୃହୀତ DMF ପାଣ୍ଠିକୁ ସେହି ଜିଲ୍ଲାରେ ଖର୍ଚ୍ଚ କରାଯିବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନ ଠାରେ ଜିଲ୍ଲା ଖଣିଜ ପ୍ରତିଷ୍ଠାନ ମାନଙ୍କ ସମ୍ବନ୍ଧରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ଅଧ୍ୟକ୍ଷତା କରିଛନ୍ତି । ଚଳିତ ବର୍ଷ ଅକ୍ଟୋବର ମାସ ଶେଷ ସୁଦ୍ଧା ରାଜ୍ୟର ୧୧ ଟି ଡ଼ି.ଏମ.ଏଫ (DMF) ଜିଲ୍ଲା ମାନଙ୍କରୁ ସମୁଦାୟ ୩୪,୦୫୨ କୋଟି…

ଫାଇରିଂ କରିଦେବି କହି ଅଡୁଆରେ ବିଜେଡି ନେତା ପ୍ରଦୀପ ମାଝୀ…ଥାନାରେ ଏତଲା

ନବରଙ୍ଗପୁର:ବିଜେଡି ନେତା ପ୍ରଦୀପ ମାଝୀଙ୍କ ବିରୋଧରେ ଥାନାରେ ଏତଲା । ଜିଲ୍ଲା ମଙ୍ଗଳ ଅଧିକାରୀଙ୍କୁ ନବରଙ୍ଗପୁର ଜିଲ୍ଲାପାଳଙ୍କ ସମ୍ମୁଖରେ ଫାୟରିଂ କରିବା ଧମକ ଦେବା ଘଟଣାରେ ପ୍ରଦୀପ ମାଝୀଙ୍କ ବିରୋଧରେ ଥାନାରେ ମାମଲା ଦାୟର କରିଛନ୍ତି ନବରଙ୍ଗପୁର ଜିଲ୍ଲା ମଙ୍ଗଳ ଅଧିକାରୀ ରବୀନ୍ଦ୍ର ପାଲକା…

Illegal Bangladeshi: ବିଳମ୍ବିତ ରାତିରେ ବାଂଲାଦେଶୀ ସନ୍ଦେହରେ ପୋଲିସର ଚଢ଼ାଉ;୨୧ ସନ୍ଦିଗ୍ଧ ଅଟକ

ଜଗତସିଂହପୁର: ଜଗତସିଂହପୁର ପୋଲିସ ପକ୍ଷରୁ ବିଳମ୍ବିତ ରାତିରେ ଜୋର୍‌ଦାର ଚଢ଼ଉ । ରାତିରେ ତରିକୁନ୍ଦ ହାଇସ୍କୁଲ ପଛପାଖ ଦରିଆପୁର ବସ୍ତିରେ ପୋଲିସ ଚଢ଼ଉ କରି ୨୧ ଜଣ ସନ୍ଦିଗ୍ଧଙ୍କୁ ଅଟକ ରଖାଯାଇଛି । ଏହି ବସ୍ତିରେ ଥିବା ମଦ୍ରାସାରେ କିଛି ବାଂଲାଦେଶୀ ରହୁଥିବା ଖବର ମିଳିବା ପରେ ପୋଲିସ ଚଢାଉ…

ଆସନ୍ତାକାଲି ଘୋଷଣା ହେବ +୨ ପରୀକ୍ଷା ତାରିଖ

ଭୁବନେଶ୍ୱର: ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚଏସଇ) ବୁଧବାର ଅପରାହ୍ନ ୩.୩୦ରେ ବାର୍ଷିକ ଯୁକ୍ତ ୨ ପରୀକ୍ଷା ୨୦୨୬ ପାଇଁ କାର୍ଯ୍ୟସୂଚୀ ପ୍ରକାଶ କରିବାକୁ ଯାଉଛି। ଫେବୃଆରୀ ୧୫ ରୁ ୨୫ ମଧ୍ୟରେ କଳା, ବାଣିଜ୍ୟ, ବିଜ୍ଞାନ ଏବଂ ଧନ୍ଦାମୂଳକ ଚାରୋଟି ଷ୍ଟ୍ରିମର ଛାତ୍ରଛାତ୍ରୀଙ୍କ…