Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

Mohammed Mokim: ରାଜ୍ୟରେ ଖୁବଶୀଘ୍ର ଗଠନ ହେବ ନୂଆ ଆଞ୍ଚଳିକ ଦଳ: ମୋକିମ

କଟକ: ଗଣମାଧ୍ୟମକୁ ଆଜି ବଡ ସୂଚନା ଦେଇଛନ୍ତି ବରିଷ୍ଠ ରାଜନେତା ମହମ୍ମଦ ମୋକିମ । ସେ କହିଛନ୍ତି ଖୁବଶୀଘ୍ର ଗଠନ ହେବ ନୂଆ ଆଞ୍ଚଳିକ ଦଳ । ରାଜ୍ୟରେ ଅନେକ ଉଦୟମାନ ଯୁବକ ଅଛନ୍ତି ତାଙ୍କୁ କେବଳ ଏକ ସୁଯୋଗର ଆବଶ୍ୟକତା ରହିଛି । ରାଜ୍ୟରେ ଏବେ ବିଜେପି ସରକାର ଏବଂ ବିଜେଡି ଯେଉଁଭଳି ସ୍ଥିତି ଦେଇ…

Men’s Hockey India League:କମ୍ପିବ ଷ୍ଟାଡିୟମ…ଆଜିଠୁ ପୁରୁଷ ହକି ଇଣ୍ଡିଆ ଲିଗ୍‌ ଆରମ୍ଭ;ଭୁବନେଶ୍ବରରେ…

ଚେନ୍ନାଇ:ରାଞ୍ଚିରେ ମହିଳା ହକି ଇଣ୍ଡିଆ ଲିଗ୍‌ ଚାଲିଥିବାବେଳେ ଏପଟେ ପୁରୁଷଙ୍କ ଲିଗ୍‌ ଆଜିଠୁ (ଶନିବାର-୩ ଜାନୁଆରୀ) ଚେନ୍ନାଇରେ ଆରମ୍ଭ ହେବ। ଚେନ୍ନାଇର ମେୟର ରାଧାକ୍ରିଷ୍ଣନ୍‌ ହକି ଷ୍ଟାଡିୟମ୍‌ରେ ୯ ତାରିଖ ପର୍ଯ୍ୟନ୍ତ ଏହି ଲିଗ୍‌ର ପ୍ରଥମ ୧୦ ମ୍ୟାଚ୍‌ ଖେଳାଯିବ। ଗୋଟିଏ ଦିନର ବିଶ୍ରାମ…

ଓଡିଶା ସିଭିଲ୍ ସର୍ଭିସେସ୍ ପରୀକ୍ଷା ବିଜ୍ଞପ୍ତି; ହସ୍ତକ୍ଷେପ କଲେ ମୁଖ୍ୟମନ୍ତ୍ରୀ, ସାମିଲ ହେଲା OAS, ORS

ଭୁବନେଶ୍ୱର: ଓଡିଶା ସିଭିଲ୍ ସର୍ଭିସେସ୍ ପରୀକ୍ଷା ବିଜ୍ଞପ୍ତି ବାହାରିବା ପରେ ଅସନ୍ତୋଷ ପ୍ରକାଶ କରିଥିଲେ ଆଶାୟୀ। ଯାହାକୁ ନେଇ ବଡ଼ ଖବର ଆସିଛି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ପରେ ଏବେ OPSC ରେ ସାମିଲ ହୋଇଛି OAS, ORS। ୧୪ OAS ଓ ୧୧୩ଟି ORS ପଦବୀକୁ ସାମିଲ କରି ସାନି ବିଜ୍ଞପ୍ତି ଜାରି…

କଂଗ୍ରେସକୁ ଚକମା ଦେବ ବିଜେପି, ‘G RAM G’ ଗ୍ରାମୀଣ ଚାକିରି ନେଇ ଦେଶବ୍ୟାପୀ କରିବ ସଚେତନତା ଅଭିଯାନ

ନୂଆଦିଲ୍ଲୀ: ଗ୍ରାମୀଣ ନିଯୁକ୍ତି ଗ୍ୟାରେଣ୍ଟି ଯୋଜନା (REGG) ବିରୋଧରେ କଂଗ୍ରେସର ଅଭିଯାନକୁ ମୁକାବିଲା କରିବା ପାଇଁ ବିଜେପି ଦେଶବ୍ୟାପୀ ଏକ ପ୍ରମୁଖ ଅଭିଯାନ ଆରମ୍ଭ କରିବ। ବିଜେପି ସଭାପତି ଜେପି ନଡ୍ଡା ଆଜି GEGG ଆଇନ ସମ୍ପର୍କରେ ଏକ ପ୍ରମୁଖ ବୈଠକ ଡାକିଛନ୍ତି। ବିଜେପି ଜାତୀୟ…

US attack on Venezuela: ବର୍ଷ ଆରମ୍ଭରୁ ଲଢେଇ, ଭେନେଜୁଏଲା ପ୍ରତିରକ୍ଷା ମନ୍ତ୍ରୀଙ୍କ ଘର ଉପରେ ଆଟାକ୍

ନୂଆଦିଲ୍ଲୀ: ତାତିକି ଅଛି ଆମେରିକା । ନୂଆବର୍ଷ ଆରମ୍ଭରୁ ହିଁ କିରିଛି ବଡ଼ ଆକ୍ରମଣ । ଆମେରିକା, ଭେନେଜୁଏଲା ଉପରେ ଏକ ବଡ଼ ଆକ୍ରମଣ କରିଛି। ପ୍ରତିରକ୍ଷା ମନ୍ତ୍ରୀଙ୍କ ଘର ଏବଂ ସାମରିକ ଘାଟିକୁ ଟାର୍ଗେଟ କରି କରାଯାଇଛି ଆଟାକ୍ । ଆମେରିକା ଭେନେଜୁଏଲାର ରାଜଧାନୀ କାରାକାସରେ ଥିବା ଏକ ପ୍ରମୁଖ…

ପୁଣି ଶ୍ରୀମନ୍ଦିର ସୁରକ୍ଷାରେ ପୁଣି ଏକ ବଡ ତ୍ରୁଟି, ସୁରକ୍ଷା ବ୍ୟବସ୍ଥାକୁ ନେଇ ଉଠିଲା ପ୍ରଶ୍ନ…

ପୁରୀ: ପୁଣି ଅସୁରକ୍ଷିତ ହୋଇ ପଡିଛି ଶ୍ରୀମନ୍ଦିର । ଆଜି ଶ୍ରୀମନ୍ଦିର ସୁରକ୍ଷାରେ ପୁଣି ଏକ ବଡ ତ୍ରୁଟି ପରିଲିକ୍ଷିତ ହୋଇଥିବା ଦେଖିବାକୁ ମିଳିଛି । କେହି ଜଣେ ବ୍ୟକ୍ତି ଶ୍ରୀମନ୍ଦିର ଭିତରକୁ ଜୋତା ପିନ୍ଧି ପ୍ରବେଶ କରିଥିବା ଦେଖିବାକୁ ମିଳିଛି । କାର୍ଯ୍ୟରେ ଥିବା କର୍ମଚାରୀଙ୍କ ବିରୋଧରେ…

Bus Accident: ରୁପାଲି ଛକରେ ଛାତିଥରା ଦୁର୍ଘଟଣା, ‘ଆମ ବସ୍‌’ ଧକ୍କାରେ ୨ ମୃତ

ଭୁବନେଶ୍ୱର: ରୁପାଲି ଟ୍ରାଫିକ୍‌ ଉପରେ ‘ଆମ ବସ୍‌’ ଧକ୍କାରେ ୨ ମୃତ। ନୂଆବର୍ଷରେ ପୁଣି ଜୀବନ ନେଇ ବଦନାମ ମୁଣ୍ଡାଇଲା। ଭୁବନେଶ୍ଵର ରୁପାଲି ଟ୍ରାଫିକ୍ ରେ ଛାତିଥରା ଦୁର୍ଘଟଣା ଘଟିଛି। ଦ୍ରୁତ ଗତିରେ ଆସି ଅଟୋ ଉପରେ ଚଢିଗଲା ଆମ ବସ୍। ଫଳରେ ଚାଲିଗଲା ୨ ଜୀବନ। ଘଟଣାସ୍ଥଳରେ ପ୍ରବଳ…

ମହିଳା ବିଡିଓଙ୍କୁ ଆକ୍ରମଣ ଉଦ୍ୟମ, ବିଲ୍ ପାସ୍ କରିବାକୁ କହି ଘେରିଗଲେ ୩୦ରୁ ଉର୍ଦ୍ଧ୍ଵ ନେତା

କେନ୍ଦ୍ରାପଡ଼ା: ବିଡିଓଙ୍କ ଚାମ୍ଵରରେ ଦବଙ୍ଗଗିରି। ମହିଳା ବିଡିଓଙ୍କୁ ଘେରିଗଲେ, ଲାପଟପ୍ ଉଠାଇ ମାରିବାକୁ ଉଦ୍ୟମ କଲେ। ଶୁକ୍ରବାର ଦିନ ୧୨ଟା ବେଳେ କେନ୍ଦ୍ରାପଡ଼ା ରାଜନଗର ବ୍ଲକର ବିଡିଓଙ୍କ ଉପରକୁ ଆକ୍ରମଣ ହୋଇଛି। ଜଣେ ସ୍ଥାନୀୟ ନେତାଙ୍କ ସହିତ ୩୦ ରୁ ଉର୍ଦ୍ଧ୍ଵ ସମର୍ଥକ ବିଡିଓ ତିଳୋତମା…

ବଡ଼ ଧରଣର ଏନ୍ କାଉଣ୍ଟର, ୧୪ ମାଓବାଦୀ ନିପାତ

ବିଜାପୁର: ଭୁଷୁଡ଼ୁଛି ଲାଲଗଡ଼। ୧୪ ମାଓବାଦୀ ନିପାତ। ଛତିଶଗଡ଼ ବିଜାପୁରରେ ବଡ଼ ଧରଣର ଏନ୍ କାଉଣ୍ଟର ହୋଇଛି। କୋଣ୍ଟା କିସ୍ତରାମ ଜଙ୍ଗଲରେ ସୁରକ୍ଷାକର୍ମୀ-ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିଲା। ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିପଡ଼ିଲେ ୧୪ ମାଓବାଦୀ। ଘଟଣାସ୍ଥଳରୁ ଏକେ ୪୭ ଓ ଇନସାସ୍ ବନ୍ଧୁକ…