Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ଇରାନ-ଇସ୍ରାଏଲ ଯୁଦ୍ଧ: ସେୟାର ବଜାର ବଡ଼ କ୍ରାସ୍, ସେନସେକ୍ସ ୨୪୯୪ ପଏଣ୍ଟ ହ୍ରାସ

ନୂଆଦିଲ୍ଲୀ: ଦଲାଲ ଷ୍ଟ୍ରିଟର ରକ୍ତସ୍ନାନ। ଇରାନ-ଇସ୍ରାଏଲ ଯୁଦ୍ଧ ମଧ୍ୟରେ ଭାରତୀୟ ସେୟାର ବଜାର ବଡ଼ କ୍ରାସ୍ । ନିବେଶକଙ୍କ ୧୨ ଲକ୍ଷ କୋଟି ସ୍ବାହା। ବଜାର ଖୋଲିବା ମାତ୍ରେ ସେନସେକ୍ସ ୨୪୯୪ ପଏଣ୍ଟ ହ୍ରାସ। ନିଫଟି-୫୦ ସେୟାରଗୁଡିକରେ ୭୯୨ ପଏଣ୍ଟ ହ୍ରାସ ଘଟିଥିଲା। ବଜାର ଖୋଲିବା ବେଳକୁ ୧୨.୭୮…

ବିଶ୍ୱରେ ଯୁଦ୍ଧର ନିଆଁ: ଅଶୋଧିତ ତେଲ ୧୦୦ ଡଲାର ଅତିକ୍ରମ

ନୂଆଦିଲ୍ଲୀ: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁଁ ଜଳୁଛି ସାରା ବିଶ୍ୱ। ଆକାଶଛୁଆଁ ଅଶୋଧିତ ତୈଳ ଦର। ଇରାନ-ଇସ୍ରାଏଲ ଯୁଦ୍ଧ ଯୋଗୁଁ ମଧ୍ୟପ୍ରାଚ୍ୟରେ ଦେଖାଦେଇଥିବା ଉତ୍ତେଜନା ଅଶୋଧିତ ତେଲ ମୂଲ୍ୟକୁ ପ୍ରଭାବିତ କରୁଛି। ସୋମବାର ଦିନ ଅଶୋଧିତ ତେଲର ମୂଲ୍ୟ ପ୍ରତି ବ୍ୟାରେଲ ୧୦୦ ଡଲାର ଅତିକ୍ରମ କରିଛି।…

ବିଧାନସଭା ସଦସ୍ୟଙ୍କୁ ନଜଣାଇ ମୋଜତାବାଙ୍କୁ କିପରି କରାଗଲା ଇରାନର ନୂତନ ସର୍ବୋଚ୍ଚ ନେତା?

ତେହେରାନ: ଇରାନର ସୁପ୍ରିମ ଲିଡର ଭାବେ ଦାୟିତ୍ବ ନେଲେ ଖାମେନେଇଙ୍କ ପୁଅ ମୋଜତାବା। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡର ଟ୍ରମ୍ପଙ୍କ ଚେତାବନୀର କିଛି ଘଣ୍ଟା ପରେ ଖାମେନେଇଙ୍କ ପୁଅ ମୋଜତାବା ଇରାନର ନୂତନ ସର୍ବୋଚ୍ଚ ନେତା ଭାବରେ ନିଯୁକ୍ତ। କ୍ଷମତା ପରିବର୍ତ୍ତନକୁ ନେଇ ଇରାନରେ ଏକ ବଡ଼ ବିବାଦ…

ରାଜ୍ୟରେ ବୃଦ୍ଧି ପାଇବ ଗ୍ରୀଷ୍ମ ପ୍ରବାହ, ୪୦ ଡିଗ୍ରି ଛୁଇଁବ ପାରଦ

ଭୁବନେଶ୍ବର: କେବଳ ରାଜ୍ୟ କି ଦେଶରେ ନୁହେଁ ବରଂ ସାରା ବିଶ୍ୱରେ ତାପମାତ୍ରା ଦ୍ରୁତ ଗତିରେ ବୃଦ୍ଧି ପାଉଛି। ବର୍ଷ ବର୍ଷ ଧରି ସାଧାରଣ ତାପମାତ୍ରା ଅନୁଭବ କରୁଥିବା ସ୍ଥାନଗୁଡ଼ିକ ମଧ୍ୟ ଏବେ ସାଧାରଣଠାରୁ ଅନେକ ଡିଗ୍ରୀ ଅଧିକ ତାପମାତ୍ରା ଅନୁଭବ କରୁଛନ୍ତି। ଏହା ସମସ୍ତଙ୍କ ପାଇଁ ଚିନ୍ତାର କାରଣ…

+2 Evaluation: ଏପ୍ରିଲ୍‌ ୨ରୁ ଯୁକ୍ତ ଦୁଇ ଖାତା ଦେଖା

ଭୁବନେଶ୍ବର: ଏପ୍ରିଲ୍‌ ୨ରୁ ଯୁକ୍ତ ଦୁଇ ଖାତା ଦେଖା ଆରମ୍ଭ। ଏଥର ମଧ୍ୟ ଦୁଇଟି ପର୍ଯ୍ୟାୟରେ ଖାତା ମୂଲ୍ୟାୟନ କରାଯିବ। ପ୍ରଥମ ପର୍ଯ୍ୟାୟରେ ଏପ୍ରିଲ୍‌ ୨ରୁ ୧୩ ଓ ଦ୍ବିତୀୟ ପର୍ଯ୍ୟାୟରେ ଏପ୍ରିଲ ୧୫ରୁ ୨୬ ତାରିଖ ଯାଏଁ ଖାତାଦେଖା ଚାଲିବ। ବିଜ୍ଞାନ, ବାଣିଜ୍ୟ ଓ କଳା ବିଭାଗର କିଛି ବିଷୟର…

ପୁଣି କମ୍ପିବ ବିଧାନସଭା, ମୁହାମୁହିଁ ହେବେ ଶାସକ-ବିରୋଧୀ

ଭୁବନେଶ୍ୱର: ସୋମବାରଠାରୁ ଆରମ୍ଭ ହେଉଛି ବଜେଟ ଅଧିବେଶନର ଦ୍ଵିତୀୟ ପର୍ଯ୍ୟାୟ। ପ୍ରଥମ ପର୍ଯ୍ୟାୟ ପରି ୨ୟ ପର୍ଯ୍ୟାୟରେ ମଧ୍ୟ ଗୃହ ହୁଲୁସ୍ତୁଲ ହୋଇପାରେ। ମଣ୍ଡି ଅବ୍ୟବସ୍ଥା, ଚାଷୀ ଆତ୍ମହତ୍ୟା, ମହାନଦୀ ଜଳ ବିବାଦ, ଆଇନ ଶୃଙ୍ଖଳା ଓ ପୂର୍ବ ବଜେଟ ଅର୍ଥ ଖର୍ଚ୍ଚ ନ ହେବାକୁ ପ୍ରସଙ୍ଗକୁ ଅସ୍ତ୍ର…

ରାଜ୍ୟରେ ଝଡ଼ବର୍ଷା ଭୟ, ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର: ଓଡ଼ିଶା ଓ ଏହାର ସଂଲଗ୍ନ ଅଞ୍ଚଳରେ ରହିଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ପାଗ ମେଘୁଆ ରହିଛି। ଏହି ଘୂର୍ଣ୍ଣିବଳୟ ଦେଇ ଏକ ଟ୍ରଫ୍‌ଲାଇନ୍‌ ଉତ୍ତର-ପଶ୍ଚିମ ଉତ୍ତରପ୍ରଦେଶ ଦେଇ ଉତ୍ତର ଛତିଶଗଡ଼ ଓ ଉତ୍ତରପୂର୍ବ ମଧ୍ୟପ୍ରଦେଶ ଦେଇ ଗତି କରୁଛି। ଏହାର ପ୍ରଭାବରେ କେନ୍ଦୁଝର,…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ଚାଲିଗଲା ୪ଜଣଙ୍କ ଜୀବନ, ଦୁଇ ଗୁରୁତର

ବରଗଡ଼: ବରଗଡ଼ ଜିଲ୍ଲା ଗୋଡଭଗାରୁ ସୋନପୁର ରାସ୍ତାର ଭେଡେନ ଥାନା ରୁଷୁଡା ଫାଣ୍ଡି ଅନ୍ତର୍ଗତ ମେହେନା ଛକ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଏକ ବୋଲେରୋ ଏବଂ ବିପରୀତ ଦିଗରୁ ଆସୁଥିବା ୨ଟି ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୪ଜଣ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ଘଟିଛି । ଅନ୍ୟ…

ଦୂର ହେଲା ଅନେକ ଭ୍ରମ: ଭାରତକୁ ତୃତୀୟ ଟି୨୦ ବିଶ୍ୱକପ ଟାଇଟଲ

ଅହମ୍ମଦାବାଦ: ସଞ୍ଜୁ ସାମସନ, ଅଭିଷେକ ଶର୍ମା ଓ ଈଶାନ କିଶାନଙ୍କ ବିସ୍ଫୋରକ ବ୍ୟାଟିଂ ଏବଂ ଯଶପ୍ରୀତ ବୁମରାହ ଓ ଅକ୍ଷର ପଟେଲଙ୍କ ଆକର୍ଷଣୀୟ ବୋଲିଂ ସହାୟତାରେ ନ୍ୟୂଜିଲାଣ୍ଡକୁ ୯୬ ରନରେ ପରାସ୍ତ କରି ଭାରତ ତୃତୀୟ ଥର ପାଇଁ ଟି୨୦ ବିଶ୍ୱକପ ଟାଇଟଲ ହାସଲ କରିଛି । ଏହି ବିଜୟ ସହ ଭାରତ ଅନେକ ଭ୍ରମ…

ଗିରଫ ହେଲେ ଜଳସେଚନ ବିଭାଗର ସହକାରୀ ନିର୍ବାହୀ ଯନ୍ତ୍ରୀ ପ୍ରମୋଦ କୁମାର ରାୟ

କଟକ: ଗିରଫ ହେଲେ କୋଟିପତି ସହକାରୀ ଯନ୍ତ୍ରୀ ପ୍ରମୋଦ ରାୟ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କୁ ଗିରଫ କରିଛି ଭିଜିଲାନ୍ସ । ଗିରଫ ପରେ ଆଜି ତାଙ୍କୁ କଟକ ସ୍ଥିତ ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟରେ ହାଜର କରାଯାଇଛି । ତଦନ୍ତ ସମୟରେ ପ୍ରମୋଦ ରାୟଙ୍କ ପାଖରୁ କୋଟି କୋଟି ଟଙ୍କାର…