Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

Budget: ଅତିରିକ୍ତ ବଜେଟ୍ ଉପସ୍ଥାପନ, ଆହାର ଯୋଜନା ପାଇଁ ୧୫ କୋଟି ଆବଣ୍ଟନ

ଭୁବନେଶ୍ୱର: ବିଧାନସଭାରେ ଅତିରିକ୍ତ ବଜେଟ ଆଗତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଶୁକ୍ରବାର ଅପରାହ୍ନରେ ୨୦୨୫-୨୬ ଆର୍ଥିକ ବର୍ଷ ଲାଗି ମୁଖ୍ୟମନ୍ତ୍ରୀ ୧୭ ହଜାର ୪୪୦ କୋଟି ଟଙ୍କାର ଏହି ଅତିରିକ୍ତ ବଜେଟ ଆଗତ କରିଥିଲେ । ବିଭିନ୍ନ ଯୋଜନା ପାଇଁ ଭିନ୍ନ ଭିନ୍ନ ବ୍ୟୟବରାଦ ହୋଇଥିବା…

ଭାରତୀୟ ନୌସେନାର ନୂତନ ଶକ୍ତି: ଚୀନ୍ ବୁଡ଼ାଜାହାଜକୁ ସହଜରେ ଚିହ୍ନଟ କରିପାରିବ MH-60R ହେଲିକପ୍ଟର

ନୂଆଦିଲ୍ଲୀ: ଏଣିକି ସହଜରେ ଚିହ୍ନଟ କରାଯାଇପାରିବ ଚୀନ୍ ବୁଡ଼ାଜାହାଜ। MH-60R ହେଲିକପ୍ଟର ଦ୍ୱାରା ଭାରତୀୟ ନୌସେନାକୁ ସୁଦୃଢ଼ ​​କରାଯିବ। ପ୍ରତିରକ୍ଷା ମନ୍ତ୍ରଣାଳୟ ଭାରତୀୟ ନୌସେନାର MH-60R ହେଲିକପ୍ଟର ଫ୍ଲିଟ୍ ପାଇଁ ଏକ ପ୍ରମୁଖ ସହାୟତା ଚୁକ୍ତିକୁ ଅନୁମୋଦନ କରିଛି। ମନ୍ତ୍ରଣାଳୟ ପ୍ରାୟ…

ଆଧୁନିକ ଅଡିଟିଂ ବ୍ୟବସ୍ଥା ସୁଶାସନର ଚାବିକାଠି: ରାଜ୍ୟପାଳ

ଭୁବନେଶ୍ୱର: ଆଜି ଜୟଦେବ ଭବନରେ ପଞ୍ଚମ ଅଡିଟ୍ ସପ୍ତାହ ପାଳନର ଉଦଯାପନୀ ସମାରୋହ ଅନୁଷ୍ଠିତ ହୋଇଯାଇଛି । ଉଦଯାପନୀ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ରାଜ୍ୟପାଳ କହିଛନ୍ତି ଯେ, ଆଧୁନିକ ଅଡିଟିଂ ଅଭ୍ୟାସ ସୁଶାସନର ଚାବିକାଠି । ଶାସନର ସଠିକ୍ କାର୍ଯ୍ୟାନ୍ୱୟନ ପାଇଁ ଅଡିଟିଂ ଅଭ୍ୟାସକୁ…

ଓସୱାସରେ କାମ ନକରିବା ପଡ଼ିଲା ମହଙ୍ଗା: ଜିଲ୍ଲା ପ୍ରଶାସନର ୪୨ ଅଧିକାରୀଙ୍କ ଦରମା ବନ୍ଦ

କେନ୍ଦ୍ରାପଡ଼ା: ଓଡ଼ିଶା ଷ୍ଟେଟ୍ ଓ୍ବାର୍କଫ୍ଲୋ ଅଟୋମେସନ ସିଷ୍ଟମ (OSWAS)ରେ କାମ ନକରିବା ପଡ଼ିଲା ମହଙ୍ଗା । କେନ୍ଦ୍ରାପଡ଼ା ଜିଲ୍ଲା ପ୍ରଶାସନର ୪୨ ବିଭାଗରେ ଦରମା ବନ୍ଦ କରାଯାଇଛି । ଦରମା ବନ୍ଦ କଲେ ଜିଲ୍ଲାପାଳ । ସରକାରୀ ନିର୍ଦ୍ଦେଶନାମାର ୩ ମାସ ପରେ ବି ଓସଓ୍ବାସରେ କାମ କରୁନଥିଲେ ।…

ହଂକଂ ଅଗ୍ନିକାଣ୍ଡରେ ୧୨୮ଜଣଙ୍କ ଗଲାଣି ଜୀବନ…ଏଥିପାଇଁ କିଏ ଦାୟୀ?

ନୂଆଦିଲ୍ଲୀ: ହଂକଂର ତାଇପୋ ଜିଲ୍ଲାରେ ଏକ ହାଉସିଂ କମ୍ପ୍ଲେକ୍ସରେ ଅଗ୍ନିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨୮ରେ ପହଞ୍ଚିଛି। ୨୮୦ ରୁ ଅଧିକ ଲୋକ ନିଖୋଜ ଅଛନ୍ତି। ଅଧିକାରୀମାନେ କହିଛନ୍ତି ଯେ ଅନେକ ଲୋକ ଏବେ ବି କୋଠାଘରେ ଫସି ରହିଥିବାରୁ ମୃତକଙ୍କ ସଂଖ୍ୟା ଆହୁରି ବଢ଼ିପାରେ। ମୋଟ ୭୬ ଜଣ ଆହତ…

ରାଜ୍ୟ ବିଧାନସଭାରେ ୧୭ ହଜାର ୪୪୦ କୋଟିର ଅତିରିକ୍ତ ବଜେଟ୍‌ ଆଗତ

ଭୁବନେଶ୍ୱର: ଅର୍ଥ ବିଭାଗ ସମ୍ଭାଳିଥିବା ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଶୁକ୍ରବାର ଦିନ ଓଡ଼ିଶା ବିଧାନସଭାରେ ଚଳିତ ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ୧୭,୪୪୦ କୋଟି ଟଙ୍କାର ଅତିରିକ୍ତ ବଜେଟ୍ ଉପସ୍ଥାପନ କରିଛନ୍ତି। ୨୦୨୫-୨୬ ପାଇଁ ମୁଖ୍ୟ ବଜେଟରେ ୨.୯୦ ଲକ୍ଷ କୋଟି ଟଙ୍କା ବ୍ୟୟବରାଦ ହୋଇଥିବା…

Humanoid robot: ଚୀନ୍ ସୀମା ଜଗିବ ମାନବୀୟ ରୋବୋଟ୍, ୨୪ଘଣ୍ଟା କରିବେ କାମ

ନୂଆଦିଲ୍ଲୀ: ଚୀନ୍ ଏହାର ପ୍ରଯୁକ୍ତିବିଦ୍ୟା ଦକ୍ଷତା ପ୍ରଦର୍ଶନ କରି ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। UBTech Robotics ନାମକ ଏକ କମ୍ପାନୀକୁ ୨୬୪ମିଲିୟନ ୟୁଆନ ଅର୍ଥାତ୍ ପ୍ରାୟ ୩୭ନିୟୁତ ଡଲାର ମୂଲ୍ୟର ଏକ ଚୁକ୍ତିନାମା ଦିଆଯାଇଛି। ଏହି ପଦକ୍ଷେପ ଅଧୀନରେ, କମ୍ପାନୀ ଗୁଆଙ୍ଗସିର…

Karnataka Power Tussle: କର୍ଣ୍ଣାଟକ ଶାସନ କଳି ଭିତରେ, ଗୋଟିଏ ମଞ୍ଚରେ ଏକାଠି ନଜର ଆସିଲେ ସିଦ୍ଧରମୈୟା ଏବଂ ଡିକେ…

ବେଙ୍ଗାଲୁରୁ: କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ଆସନ ନେଇ କଳି ତୀବ୍ର ହୋଇଛି । ବର୍ତ୍ତମାନ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟା ଏବଂ ଉପମୁଖ୍ୟମନ୍ତ୍ରୀ ଡିକେ ଶିବକୁମାରଙ୍କ ମଧ୍ୟରେ କଳି ଲାଗିରହିଛି । ଏହାରି ଭିତରେ ଗୋଟିଏ ମଞ୍ଚରେ ଏକାଠି ନଜର ଆସିଛନ୍ତି ଏହି ଦୁଇ ଚେହେରା । କର୍ଣ୍ଣାଟକରେ ଅଙ୍ଗନୱାଡି…

Putin India Visit: ଆସୁଛନ୍ତି ଭାରତର ବନ୍ଧୁ ପୁଟିନ୍, S-400 ଏବଂ Su-57 ନେଇ ବଡ ଡିଲ୍ କରିପାରନ୍ତି ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ: ଭାରତ ଆସୁଛନ୍ତି ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିମନ୍ତ୍ରଣରେ ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ସରକାରୀ ଗସ୍ତରେ ଭାରତ ଆସୁଛନ୍ତି। ସେ ଡିସେମ୍ବର ୪ ତାରିଖରେ ନୂଆଦିଲ୍ଲୀରେ ପହଞ୍ଚିବେ ଏବଂ ପରଦିନ ଅର୍ଥାତ୍ ଡିସେମ୍ବର ୫…

ଓଡିଶା ବିଧାନସଭାରେ ବଙ୍ଗାଳୀ ଯୁକ୍ତି…

ଭୁବନେଶ୍ୱର: ଓଡିଶା ବିଧାନସଭାରେ ଫୁର୍ ହେଲା ଓଡିଆ ଅସ୍ମିତା। ଶୁଭିଲା ବଙ୍ଗାଳୀ ଭାଷା। ବଙ୍ଗାଳୀରେ ଯୁକ୍ତି କଲେ ବିଧାୟକ। ରଣେନ୍ଦ୍ରଙ୍କୁ କଡା ଜବାବ ଦେଲେ ସିଦ୍ଧାନ୍ତ। ଆଜି ବିଧାନସଭାରେ ରୋଚକ ଦୃଶ୍ୟ। ବଙ୍ଗଳା ଭାଷାରେ ମୁହାଁମୁହିଁ ହେଲେ ବିଧାୟକ। ବଙ୍ଗାଳୀ ଭାଷାରେ ଢଗ ଶୁଣାଇ ସରକାରଙ୍କୁ…