Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

Barabati Stadium: ବାରବାଟୀ ଷ୍ଟାଡିୟମକୁ ବିଶ୍ଵସ୍ତରୀୟ କରିବାକୁ ଦାବି କଲେ ବିଧାୟିକା

ଭୁବନେଶ୍ଵର: ବାରବାଟୀ ଷ୍ଟାଡିୟମକୁ ବିଶ୍ଵସ୍ତରୀୟ କରାଯାଉ । ଆଜି ବିଧାନସଭାରେ ଏଭଳି ଦାବି ଉଠାଇଛନ୍ତି ବିଧାୟିକା ସୋଫିଆ ଫିର୍ଦ୍ଦୋସ୍ । ସେ କହିଛନ୍ତି ଯେ, ପୂର୍ବତନ ସରକାରରେ ବିଶ୍ୱସ୍ତରୀୟ ଷ୍ଟାଡିୟମ୍ କରିବାକୁ ଘୋଷଣା କରାଯାଇଥିଲା । ହେଲେ ଏପର୍ଯ୍ୟନ୍ତ କାର୍ଯ୍ୟ ଆରମ୍ଭ ହୋଇ ପାରିନାହିଁ ।…

ବିଜେଡି ନେତା ମନ୍ମଥ ରାଉତରାୟଙ୍କ ପାଇଁ ବଢ଼ିଲା ଅଡୁଆ, ସାଇବର ଥାନାରେ ମାମଲା ରୁଜୁ

ଭୁବନେଶ୍ୱର: ବିଜେଡି ନେତା ମନ୍ମଥ ରାଉତରାୟଙ୍କ ପାଇଁ ବଢ଼ିଲା ଅଡୁଆ। ମନ୍ମଥଙ୍କ ବିରୋଧରେ ଭୁବନେଶ୍ବର ସାଇବର ଥାନାରେ ମାମଲା ରୁଜୁ। ବିଜେପି ଲିଗାଲ୍ ସେଲ୍ ଅଭିଯୋଗ ଆଧାରରେ ମାମଲା ରୁଜୁ ହୋଇଛି। ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଆପତ୍ତିଜନକ ମନ୍ତବ୍ୟ ଦେଇଥିବା ଅଭିଯୋଗ ଆସିଥିଲା। ମାମଲାରେ…

ଶ୍ରୀମନ୍ଦିର ଗଲେ ଭାଙ୍ଗିଯାଏ ପ୍ରେମ ସମ୍ପର୍କ; ଏମିତି କହି ବିବାଦରେ ୟୁଟ୍ୟୁବର ଶୁଭଙ୍କର ମିଶ୍ର…

ଭୁବନେଶ୍ୱର: କୋଟି ଓଡ଼ିଆଙ୍କ ମଉଡ଼ମଣୀ ଓ ଆରାଧ୍ୟ ଦେବତା ହେଉଛନ୍ତି ପ୍ରଭୁ ଶ୍ରୀ ଜଗନ୍ନାଥ । ବର୍ତ୍ତମାନ ମହାବାହୁଙ୍କ ଶ୍ରୀମନ୍ଦିରକୁ ନେଇ ସୋସିଆଲ୍ ମିଡିଆରେ ଭୁଲ୍ ତଥ୍ୟ ଉପସ୍ଥାପନ କରାଯାଇଛି । ଯାହା କୋଟି କୋଟି ଓଡ଼ିଆଙ୍କ ଭାବାବେଗକୁ ଆଘାତ ଦେଇଛି । କାରଣ କୁଆଡେ ପୁରୀ ଶ୍ରୀଜଗନ୍ନାଥ ମନ୍ଦିର…

ମହାବିଦ୍ୟାଳୟଗୁଡିକୁ ଜବରଦଖଲମୁକ୍ତ କରିବା ଲାଗି ସବୁ ଜିଲ୍ଲାପାଳଙ୍କୁ କଡା ନିର୍ଦ୍ଦେଶ

ଭୁବନେଶ୍ବର: ରାଜ୍ୟର ସମସ୍ତ କଲେଜରୁ ହଟିବ ଜବରଦଖଲ । ସବୁ ଜିଲ୍ଲାପାଳଙ୍କୁ ମହାବିଦ୍ୟାଳୟକୁ ଜବରଦଖଲମୁକ୍ତ କରିବା ଲାଗି କଡ଼ା ନିର୍ଦ୍ଦେଶ ଦିଆଯାଇଛି । ଏନେଇ ଆଜି ବିଧାନସଭାରେ ସୂଚନା ଦେଇଛନ୍ତି ଉଚ୍ଚ ଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ । ରାଜ୍ୟର କଲେଜ ଗୁଡିକରେ ଜବର ଦଖଲ ନେଇ…

Aadhaar as birth proof: ଆଧାରକାର୍ଡକୁ ନେଇ ବଡ ଘୋଷଣା କଲେ ଯୋଗୀ ସରକାର, କହିଦେଲେ, ହୋଇପାରିବନି ଜନ୍ମ ପ୍ରମାଣ…

ଲକ୍ଷ୍ନୌ: ଆଧାର କାର୍ଡ ସମ୍ପର୍କରେ ଏକ ନୂତନ ଅପଡେଟ୍ ଆସିଛି। ଉତ୍ତର ପ୍ରଦେଶରେ, ଆଧାର କାର୍ଡକୁ ଆଉ ଜନ୍ମ ପ୍ରମାଣପତ୍ର କିମ୍ବା ଜନ୍ମ ତାରିଖର ପ୍ରମାଣ ଭାବରେ ଗ୍ରହଣ କରାଯିବ ନାହିଁ। ଯୋଜନା ବିଭାଗ ଏ ସମ୍ପର୍କରେ ସମସ୍ତ ବିଭାଗକୁ ନିର୍ଦ୍ଦେଶ ଜାରି କରିଛି। ଯୋଜନା ବିଭାଗର ନିର୍ଦ୍ଦେଶରେ…

୮କଲେଜରୁ ଆସିଛି ଛାତ୍ରୀ ଯୌନ ନିର୍ଯାତନା ଅଭିଯୋଗ; ଅଧ୍ୟାପକଙ୍କ ବିରୋଧରେ ସର୍ବାଧିକ

ଭୁବନେଶ୍ବର: ୮ଟି କଲେଜରୁ ଆସିଛି ଛାତ୍ରୀ ଯୌନ ନିର୍ଯାତନା ଓ ଶୋଷଣ ଅଭିଯୋଗ । ଏନେଇ ବିଧାୟକ ଅରବିନ୍ଦ ମହାପାତ୍ରଙ୍କ ପ୍ରଶ୍ନରେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂରଜ ସୂର୍ଯ୍ୟବଂଶୀ ଗୃହରେ ଉତ୍ତର ରଖିଛନ୍ତି । ମନ୍ତ୍ରୀଙ୍କ ଉତ୍ତର ଅନୁଯାୟୀ, ରାଜ୍ୟର ୮ଟି କଲେଜରୁ ଛାତ୍ରୀ ଯୌନ ନିର୍ଯାତନା ଓ ଶୋଷଣ…

ଉପମୁଖ୍ୟମନ୍ତ୍ରୀ ଓ କଣ୍ଟାବାଞ୍ଜି ବିଧାୟକଙ୍କ ନାଁରେ ଚାଲିବ ନିର୍ବାଚନୀ ମାମଲା

କଟକ: ପାଟଣାଗଡ଼ ଓ କଣ୍ଟାବାଞ୍ଜି ବିଧାନସଭା ନିର୍ବାଚନୀ ଅନିୟମିତତା ମାମଲା। ଉପମୁଖ୍ୟମନ୍ତ୍ରୀ କେଭି ସିଂଦେଓଙ୍କ ଏବଂ କଣ୍ଟାବାଞ୍ଜି ବିଧାୟକଙ୍କ ନାଁରେ ଚାଲିବ ନିର୍ବାଚନୀ ମାମଲା। ଏହି ନିର୍ବାଚନୀ ମାମଲାକୁ ରଦ୍ଦ ପାଇଁ ପ୍ରାର୍ଥନା କରି ସେ ହାଇକୋର୍ଟରେ ଏକ ଅନ୍ତରୀଣ ପିଟିସନ ରୁଜୁ କରିଥିଲେ।…

୫୫ ଜାତୀୟ ରାଜପଥରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ୩ ଯୁବକ ମୃତ

ଢେଙ୍କାନାଳ: ଗୋବିନ୍ଦପୁର ଫାଣ୍ଡି ଅନ୍ତର୍ଗତ ୫୫ ନମ୍ବର ଏନଏଚ ଗୋବିନ୍ଦପୁର ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଏହି ଦୁର୍ଘଟଣାରେ ତିନି ଜଣ ଯୁବକଙ୍କର ମୃତ୍ୟୁ ହୋଇଛି। ତିନି ଯୁବକ ଏକ ସ୍କୁଟିରେ ଯାଉଥିବା ସମୟରେ ଏକ ଅଜଣା ଗାଡ଼ି ସେମାନଙ୍କୁ ଧକ୍କା ଦେଇ ଘଟଣାସ୍ଥଳରୁ ଫେରାର ହୋଇଯାଇଛି।…

ଭୁବନେଶ୍ୱରରେ ବୋମା ମାଡ, ଅଳ୍ପକେ ବର୍ତ୍ତିଲେ ଛାତ୍ରଛାତ୍ରୀ

ଭୁବନେଶ୍ୱର: ଭୁବନେଶ୍ୱରର ଗଡକଣା ଅଞ୍ଚଳରେ ଥିବା କେନ୍ଦ୍ରୀୟ ବିଦ୍ୟାଳୟ ନମ୍ବର ୩ ନିକଟରେ ଶୁକ୍ରବାର ସକାଳେ ଏକ ବୋମା ମାଡ ହୋଇଛି। ସୂଚନା ଅନୁଯାୟୀ, ଘଟଣାଟି ସକାଳ ପ୍ରାୟ ୮ଟା ସମୟରେ ଘଟିଥିଲା। ଯେତେବେଳେ ଦୁର୍ବୃତ୍ତମାନେ ବାଇକରେ ଆସି  ସ୍କୁଲର ଗେଟ୍ ପାଖରେ କିଛି ଫିଙ୍ଗି ଦେଇଥିଲେ।…

Maoists surrender: ମାଓବାଦୀଙ୍କ ଆତ୍ମସମର୍ପଣ ରାଶି ବୃଦ୍ଧି; ଲାଇଟ୍ ମେସିନ୍ ଗନ୍ ସହ ଫେରିଲେ…

ଭୁବନେଶ୍ବର:ମାଓବାଦୀଙ୍କ ଆତ୍ମସମର୍ପଣ ରାଶି ବୃଦ୍ଧି କଲେ ରାଜ୍ୟ ସରକାର । ଅସ୍ତ୍ରଶସ୍ତ୍ର ଛାଡି ମାଓବାଦୀଙ୍କୁ ସମାଜର ମୁଖ୍ୟ ସ୍ରୋତକୁ ଫେରାଇ ଆଣିବା ପାଇଁ ଲକ୍ଷ୍ୟ ରଖିଛନ୍ତି ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର । ଏନେଇ ଲାଇଟ୍ ମେସିନ୍ ଗନ୍ ସହ ଆତ୍ମସମର୍ପଣ କଲେ ମିଳିବ ୪ ଲକ୍ଷ ୯୫ ହଜାର ଟଙ୍କା…