Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

Child Marriage: ଆମେ ପଢ଼ିବା ଆମ ଭାଷାରେ କାର୍ଯ୍ୟକ୍ରମର ଶୁଭାରମ୍ଭ, ବାଲ୍ୟ ବିବାହ ନିବାରଣ ପାଇଁ…

ଭୁବନେଶ୍ୱର: ମହିଳା ଓ ଶିଶୁ ବିକାଶ ବିଭାଗ ଅଧୀନରେ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଯୋଜନା, ଅଭିଯାନ, ପ୍ରକଳ୍ପର ଶୁଭ ଉଦଘାଟନ ହୋଇଛି । ଏହା ସହ ବୁଝାମଣା ପତ୍ର ସ୍ଵାକ୍ଷର କାର୍ଯ୍ୟକ୍ରମ ଲୋକସେବା ଭବନ ସ୍ଥିତ କନଭେନସନ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ…

Shaksgam Valley: ଦିଲ୍ଲୀଠାରୁ ତିନି ଗୁଣ ବଡ଼… କାହିଁକି ଶକ୍ସଗାମ ଭ୍ୟାଲିକୁ ଚୀନ୍‌କୁ ଉପହାର ଦେଇଥିଲା…

ନୂଆଦିଲ୍ଲୀ: ଭାରତର ଶାକ୍ସଗାମ୍ ଉପତ୍ୟକାରେ ନିର୍ମାଣ କାର୍ଯ୍ୟକୁ ନେଇ ବେଜିଂ ଏବଂ ନୂଆଦିଲ୍ଲୀ ମଧ୍ୟରେ ବିବାଦ ପୁଣି ମୁଣ୍ଡ ଟେକିଛି। ନୂଆଦିଲ୍ଲୀ କହିଛି ଯେ ଚୀନ୍-ପାକିସ୍ତାନ ଅର୍ଥନୈତିକ କରିଡର ପ୍ରକଳ୍ପ ଅଧୀନରେ ଶାକ୍ସଗାମରେ କରାଯାଉଥିବା ନିର୍ମାଣ କାର୍ଯ୍ୟ ବେଆଇନ। ଚୀନ୍ ୧୯୬୩ ମସିହାରୁ…

ବ୍ରିକ୍ସ ୨୦୨୬ର ନୂଆ ଲୋଗୋ ଓ ୱେବସାଇଟ୍ ଲଞ୍ଚ କଲେ ବୈଦେଶିକ ମନ୍ତ୍ରୀ ଜୟଶଙ୍କର 

ନୂଆଦିଲ୍ଲୀ: ଭାରତର ଅଧ୍ୟକ୍ଷତାରେ ବ୍ରିକ୍ସ ୨୦୨୬ ମଞ୍ଚକୁ ଏକ ପଦ୍ମ ଫୁଲରେ ସଜ୍ଜିତ କରାଯିବ। ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ମଙ୍ଗଳବାର ଦିନ ବ୍ରିକ୍ସ ୨୦୨୬ ପାଇଁ ସରକାରୀ ଲୋଗୋ ଏବଂ ୱେବସାଇଟ୍ ଲଞ୍ଚ କରିଛନ୍ତି। ଏହି ଲୋଗୋର ପଦ୍ମ ଚିହ୍ନ ଆକର୍ଷଣ ସାଜିଛି। ଲୋଗୋ ଲଞ୍ଚ ପରେ ବୈଦେଶିକ…

ହ୍ୟୁମାନ୍‌ ସାଗର ମୃତ୍ୟୁ ମାମଲା: ଅର୍ପିତାଙ୍କୁ ଅନ୍ତରୀଣ ସୁରକ୍ଷା ଦେଲେ ହାଇକୋର୍ଟ

ଭୁବନେଶ୍ୱର: ହ୍ୟୁମାନ ସାଗର ମୃତ୍ୟୁ ମାମଲାରେ ନୂଆ ମୋଡ଼। କଣ୍ଠଶିଳ୍ପୀ ଅର୍ପିତା ଚୌଧୁରୀଙ୍କୁ ଅନ୍ତରୀଣ ସୁରକ୍ଷା ଦେଲେ ହାଇକୋର୍ଟ। ଏଥି ସହିତ ସୋମେଶ ଶତପଥୀଙ୍କୁ ଅନ୍ତରୀଣ ସୁରକ୍ଷା ମିଳିଛି। ଅର୍ପିତା ଓ ସୋମେଶଙ୍କ ଆଗୁଆ ଜାମିନ୍ ଆବେଦନ ଶୁଣାଣି କରି ହାଇାକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।…

ହାଇକୋର୍ଟଙ୍କ ଗୁରୁତ୍ବପୂର୍ଣ୍ଣ ରାୟ: ବିବାହର ନିଷ୍ପତ୍ତିରେ ଝିଅର ସ୍ବୀକୃତି ନେବା ନିତ୍ୟାନ୍ତ ଆବଶ୍ୟକ..

କଟକ: ବିବାହ କ୍ଷେତ୍ରରେ ଝିଅର ନିଷ୍ପତ୍ତି ସବୁଠୁ ଗୁରୁତ୍ବପୂର୍ଣ୍ଣ । ଏପରି କୌଣସି ନିଷ୍ପତ୍ତି ଅଭିଭାବକଙ୍କ ଦ୍ବାରା ନିଆଯିବା ପୂର୍ବରୁ ଝିଅର ଅନୁମତି ନିଆଯିବା ଉଚିତ । ଜୋର୍ ଜବରଦସ୍ତି କନ୍ୟାର ବିବାହ କରି ପାରିବେ ନାହିଁ ଅଭିଭାବକ । ଝିଅ ନିଖୋଜ ଅଭିଯୋଗରେ ଦାୟର ହୋଇଥିବା ଏକ ‘ହେବିୟସ…

Rashami Desai: ୮ ବର୍ଷ ଧରି ଡିପ୍ରେସନରେ ଥିଲେ ରଶ୍ମୀ ଦେଶାଇ.. ନିଜ କଥା କଲେ ଖୁଲାସା

ମୁମ୍ବାଇ: ଫେମସ୍ ଅଭିନେତ୍ରୀ ରଶ୍ମୀ ଦେଶାଇ ଟିଭିର ସବୁଠାରୁ ଲୋକପ୍ରିୟ ଅଭିନେତ୍ରୀମାନଙ୍କ ମଧ୍ୟରୁ ଜଣେ। ସେ ଅନେକ ହିଟ୍ ଟିଭି ଶୋ’ରେ ଅଭିନୟ କରିଛନ୍ତି ଏବଂ ଘରେ ଘରେ ପରିଚିତ ହୋଇଛନ୍ତି। ଏକ ସାମ୍ପ୍ରତିକ ସାକ୍ଷାତକାରରେ, ଅଭିନେତ୍ରୀ ତାଙ୍କ ଜୀବନର ସବୁଠାରୁ ଚ୍ୟାଲେଞ୍ଜିଂ ପର୍ଯ୍ୟାୟ…

ବାପା-ମାଙ୍କୁ ହଇରାଣ କଲେ ୧୦ ପ୍ରତିଶତ ଦରମା କଟାଯିବ

ହାଇଦ୍ରାବାଦ: ବୃଦ୍ଧ ପିତାମାତାଙ୍କ ପାଇଁ ଆଶ୍ୱସ୍ତିକର ଖବର । ଯଦି ସେମାନଙ୍କୁ ସେମାନଙ୍କ ପିଲାମାନେ ହଇରାଣ କରନ୍ତି ତେବେ ସରକାର ପ୍ରତିପୋଷଣ ପାଇଁ ଟଙ୍କା ଦେବେ । ସେମାନଙ୍କ ପିଲା ପାଉଥିବା ଟଙ୍କାର ୧୦ ପ୍ରତିଶତ ଟଙ୍କା କାଟି ଦେଇ ପିତା-ମାତାଙ୍କ ଆକାଉଣ୍ଟକୁ ସିଧାସଳଖ ସ୍ଥାନାନ୍ତର କରାଯିବ।…

Ganja Smuggled: ପାଣି ବୋତଲଗାଡିରୁ ୧ କ୍ଵିଣ୍ଟାଲ ୬୦ କେଜି ଗଞ୍ଜେଇ ଜବତ, ୨ ଗିରଫ

ଯାଜପୁର: ଉପରେ ପାଣି ବୋତଲ ରଖି ଭିତରେ ହେଉଥିଲା ଗଞ୍ଜେଇ ଚାଲାଣ । ପିକଅପ୍ ଗାଡ଼ି ସହ ବିପୁଳ ପରିମାଣର ଗଞ୍ଜେଇ ଜବତ କଲା ଯାଜପୁର ଅବକାରୀ ବିଭାଗ । ୧ କ୍ଵିଣ୍ଟାଲ ୬୦ କେଜି ଗଞ୍ଜେଇ ଜବତ ହୋଇଛି । ଏହାର ଆନୁମାନିକ ମୂଲ୍ୟ ୧୬ ଲକ୍ଷ ଟଙ୍କା ବୋଲି କୁହାଯାଉଛି । ଜିଲ୍ଲା ଅବକାରୀ…

Subhadra Money: ଜାନୁଆରୀ ୧୮ ସୁଦ୍ଧା ମିଳିବ ସୁଭଦ୍ରା ଟଙ୍କା, ଏତିକି ଜଣ ପାଇବେ ପ୍ରଥମ କିସ୍ତି..

ଭୁବନେଶ୍ବର: ସୁଭଦ୍ରା କିସ୍ତି ନେଇ ଉପମୁଖ୍ୟମନ୍ତ୍ରୀ ଦେଲେ ବଡ଼ ଅପଡେଟ୍‌ । ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା । ମୋଟ ୪ ଲକ୍ଷ ୫୭ ହଜାର ୬୮୧ ଜଣ ମହିଳା ହିତାଧିକାରୀଙ୍କୁ ସୁଭଦ୍ରା ଟଙ୍କା ମିଳିବ ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ସେ ଆହୁରି ମଧ୍ୟ…

Plus Two Exam: ଏଥର ଅନ୍‌ଲାଇନ୍‌ରେ ହେବ ଯୁକ୍ତ ଦୁଇ ଖାତା ଦେଖା, AI ଜଗିବ ପରୀକ୍ଷା ପ୍ରଶ୍ନପତ୍ର

ଭୁବନେଶ୍ବର: ଚଳିତ ବର୍ଷ ଅନ୍‌ଲାଇନ୍‌ ହୋଇପାରେ ଯୁକ୍ତ ୨ ପରୀକ୍ଷା ଖାତା ଦେଖା। ଏଥିପାଇଁ କଳା ବିଭାଗ ପକ୍ଷରୁ ପ୍ରସ୍ତୁତି କରାଯାଉଛି। ଚୂଡାନ୍ତ ପାଇଁ ବଜେଟ ଫାଇନାଲ ହୋଇନାହିଁ। ବଜେଟ ମଞ୍ଜୁର ହେଲେ ସେ ଦିଗରେ ନିଷ୍ପତ୍ତି ନିଆଯାଇପାରେ ବୋଲି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା…