Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

DGCA refund rules: ୪୮ ଘଣ୍ଟା ମଧ୍ୟରେ ବିମାନ ଟିକେଟ୍ ବାତିଲ କଲେ କୌଣସି ଟଙ୍କା କଟିବ ନାହିଁ

ନୂଆଦିଲ୍ଲୀ: ବେସାମରିକ ବିମାନ ଚଳାଚଳ ନିର୍ଦ୍ଦେଶାଳୟ (DGCA) ଲକ୍ଷ ଲକ୍ଷ ଯାତ୍ରୀଙ୍କୁ ଆଶ୍ୱସ୍ତି ପ୍ରଦାନ କରିଛି। ଏବେ ଯଦି ଆପଣ ଏକ ବିମାନ ବୁକ୍ କରନ୍ତି ଏବଂ ୪୮ ଘଣ୍ଟା ମଧ୍ୟରେ ଏହାକୁ ବାତିଲ କରନ୍ତି, ତେବେ ଆପଣଙ୍କୁ କୌଣସି ଅତିରିକ୍ତ ଶୁଳ୍କ ଦେବାକୁ ପଡ଼ିବ ନାହିଁ । ଯାତ୍ରୀଙ୍କ…

Multi-Specialty Hospital: କୋଇଡାରେ ଜେଏସଡବ୍ଲୁ ମଲ୍ଟି-ସ୍ପେଶାଲିଟି ହସ୍ପିଟାଲ ପାଇଁ ଭୂମିପୂଜନ ସମାରୋହ

ବଡବିଲ: ଓଡ଼ିଶାର ଖଣି କ୍ଷେତ୍ରରେ ସ୍ୱାସ୍ଥ୍ୟସେବା ସେବାକୁ ସୁଦୃଢ଼ ​​କରିବାରେ ପାଇଁ, ଜେଏସଡବ୍ଲୁ ଫାଉଣ୍ଡେସନ ମଙ୍ଗଳବାର ଦିନ କୋଇଡାରେ ଏକ ୧୦୦ ଶଯ୍ୟା ବିଶିଷ୍ଟ ମଲ୍ଟି-ସ୍ପେଶାଲିଟି ହସ୍ପିଟାଲ ପାଇଁ ଭୂମିପୂଜନ ସମାରୋହ ଆୟୋଜନ କରିଥିଲା। ଏହି ହସ୍ପିଟାଲ ହେଉଛି ଜେଏସଡବ୍ଲୁ ଗ୍ରୁପ୍…

ଟିପିଏସ୍ଓଡିଏଲ୍ ପକ୍ଷରୁ ଜୟପୁରଠାରେ ହ୍ୟାଣ୍ଡସ-ଅନ୍ ଟେକ୍ନିକାଲ ଟ୍ରେନିଂ ସେଣ୍ଟର ଉଦଘାଟିତ

ବ୍ରହ୍ମପୁର: ଟିପି ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ ଲିମିଟେଡ(ଟିପିଏସ୍ଓଡିଏଲ୍) କୋରାପୁଟ ଜିଲ୍ଲାର ଜୟପୁରଠାରେ ଅତ୍ୟାଧୁନିକ ଜ୍ଞାନକୌଶଳରେ ପରିପୂର୍ଣ୍ଣ ହ୍ୟାଣ୍ଡସ-ଅନ୍ ଟେକ୍ନିକାଲ ଟ୍ରେନିଂ ସେଣ୍ଟର (ଏଚଓଟିଟି) ଉଦଘାଟନ କରିଛି । କମ୍ପାନୀର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଅମିତ…

ଆଇଏନଏକ୍ସ ମନିଲଣ୍ଡ୍ରିଂ ମାମଲା: ପି.ଚିଦାମ୍ବରମଙ୍କ ବିରୋଧରେ ଚାଲିବ ମୁକଦ୍ଦମା

ନୂଆଦିଲ୍ଲୀ: ଆଇଏନଏକ୍ସ ମିଡିଆ ମନି ଲଣ୍ଡରିଂ ମାମଲାରେ ପୂର୍ବତନ ଅର୍ଥମନ୍ତ୍ରୀ ପି. ଚିଦାମ୍ବରମଙ୍କ ବିରୋଧରେ ମାମଲା ରୁଜୁ କରିବା ପାଇଁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟକୁ ଏବେ ସରକାରୀ ଅନୁମତି ମିଳିଛି । ସରକାରଙ୍କ ଅନୁମୋଦନ ପରେ, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଆଇନଗତ କାର୍ଯ୍ୟାନୁଷ୍ଠାନ…

Woman Maoist Surrender: ୨୦ ଲକ୍ଷ ପୁରସ୍କାର ରାଶି ଥିବା ଦୁର୍ଦ୍ଦାନ୍ତ ମହିଳା ମାଓବାଦୀର ଆତ୍ମସମର୍ପଣ

ମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡର କାଙ୍କେର ଜିଲ୍ଲା ପୋଲିସ ନିକଟରେ ଆତ୍ମସମର୍ପଣ କଲା ଦୁର୍ଦ୍ଦାନ୍ତ ମହିଳା ମାଓବାଦୀ । ମହିଳା ମାଓବାଦୀର ପରିଚୟ ମାସେ ବାରସେ ବୋଲି ଜଣାପଡିଛି । ସେ ଜିଲ୍ଲା ପୋଲିସ କାର୍ଯ୍ୟାଳୟରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ବସ୍ତର ଆଇଜି…

ମାର୍ଚ୍ଚ ୨ ତାରିଖ ସୋମବାର ଶ୍ରୀମନ୍ଦିର ପରିଚାଳନା କମିଟିର ଗୁରୁତ୍ୱପୂର୍ଣ୍ଣ ବୈଠକ, ରତ୍ନ ଅଳଙ୍କାର ଗଣତି ମଣତି…

ପୁରୀ: ଆସନ୍ତା ୨ ତାରିଖରେ ବସିବ ଶ୍ରୀମନ୍ଦିର ପରିଚାଳନା କମିଟିର ଗୁରୁତ୍ୱପୂର୍ଣ୍ଣ ବୈଠକ । ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ । ଏହି ବୈଠକରେ ମୁଖ୍ୟ ପ୍ରଶାସକ, ଜିଲ୍ଲାପାଳ, ଏସପି ଙ୍କ ସହିତ ପରିଚାଳନା କମିଟି ସଦସ୍ୟ ମାନେ ବୈଠକରେ ଭାଗ ନେବେ । ତେବେ…

Lingaraja temple: ଗ୍ରହଣରେ ଶ୍ରୀଲିଙ୍ଗରାଜଙ୍କ ସ୍ୱତନ୍ତ୍ର ନୀତି ନିର୍ଘଣ୍ଟ;ଏହି ସମୟରେ ଦୋଳ ବେଦୀକୁ ବିଜେ…

ଭୁବନେଶ୍ବର:ଗ୍ରହଣ ପାଇଁ ଶ୍ରୀଲିଙ୍ଗରାଜଙ୍କ ସ୍ୱତନ୍ତ୍ର ନୀତି ନିର୍ଘଣ୍ଟ ହୋଇଛି । ବୁଧବାର କାର୍ଯ୍ୟ ନିର୍ବାହୀ ଅଧିକାରୀ ତଥା ଅତିରିକ୍ତ ଜିଲ୍ଲାପାଳ ରମେଶ ଚନ୍ଦ୍ର ଜେନାଙ୍କ ଅଧ୍ୟକ୍ଷତାରେ ଏହା ଚୂଡ଼ାନ୍ତ ହୋଇଛି । ଚେବେ ନୀତି ନିର୍ଘଣ୍ଟ ଅନୁସାରେ ରାତି ୮ଟାରେ ଦୋଳ ବେଦୀକୁ ବିଜେ କରିବେ…

Maoist Killed: ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିହତ, ସର୍ଚ୍ଚ ଅପରେସନ ଜାରି

ମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲ୍ଲାର ଇନ୍ଦ୍ରାବତୀ ନଦୀ ଅଞ୍ଚଳରେ ସୁରକ୍ଷାକର୍ମୀ ଓ ମାଓବାଦୀ ମଧ୍ୟରେ ଗୁଳିବିନିମୟ । ସୁରକ୍ଷାକର୍ମୀଙ୍କ ଗୁଳିରେ ଦୁଇ ହାର୍ଡକୋର ମାଓବାଦୀ ନିହତ । ଘଟଣାସ୍ଥଳରୁ SLR, INSAS ଏବଂ ବାର ବୋର ବନ୍ଧୁକ ସହ ବିପୁଳ…

Special OTET PaperLeak: ସ୍ପେଶାଲ୍ OTET ପ୍ରଶ୍ନପତ୍ର ଜାଲିଆତି ଘଟଣା, ଆସନ୍ତା ୫ରେ ଶୁଣାଣି…

କଟକ: ବୋର୍ଡ ସ୍ପେଶାଲ ଓଟିଇଟି ପରୀକ୍ଷା ପ୍ରଶ୍ନପତ୍ର ଜାଲିଆତି ଘଟଣା । ହାଇକୋର୍ଟରେ ୮ ଅଭିଯୁକ୍ତଙ୍କ ଜାମିନ ଆବେଦନ ଉପରେ ଶୁଣାଣି ଶେଷ ହୋଇଛି । ଆସନ୍ତାକାଲି ସୁଦ୍ଧା ଲିଖିତ ଯୁକ୍ତି ଦାଖଲ କରିବାକୁ କୋର୍ଟଙ୍କ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ଆସନ୍ତା ୫ ତାରିଖରେ ଶୁଣାଣି ହୋଇପାରେ।…

ନୂଆଦିଲ୍ଲୀରେ ଓଡ଼ିଶା ଭବନର ନୂତନ ବିଲ୍‍ଡିଂ ପାଇଁ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ନୂଆଦିଲ୍ଲୀଠାରେ ନୂତନ ଓଡ଼ିଶା ଭବନର ନିର୍ମାଣ ପାଇଁ ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଏହି ନୂତନ ଭବନର ନିର୍ମାଣ ଶୈଳୀରେ ଓଡିଶାର ସମୃଦ୍ଧ ଐତିହ୍ୟ, କଳା ଓ ସଂସ୍କୃତିର ପ୍ରତିଫଳନ ଦେଖିବାକୁ ମିଳିବ ।…