Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ଆଜି ସୃଷ୍ଟି ହେବ ଲଘୁଚାପ: ବଢୁଛି ବାତ୍ୟା ଭୟ

ଭୁବନେଶ୍ବର: ଆଜି ଲଘୁଚାପ। ଦିନକ ପରେ ଅବପାତ। ଓଡ଼ିଶାକୁ ପୁଣି ବାତ୍ୟା ଭୟ ଦେଖାଦେଇଛି। ମାସ ଶେଷ ଆଡକୁ ବାତ୍ୟା ଓ ବର୍ଷା ହେବା ନେଇ ବିଭିନ୍ନ ପାଣିପାଗ ମଡେଲ ସୂଚନା ଦେବା ପରେ ବିଶେଷକରି ରାଜ୍ୟର ଚାଷୀକୂଳ ଛାନିଆ ହୋଇପଡିଛନ୍ତି। ସମ୍ଭାବ୍ୟ ବାତ୍ୟା କେଉଁଠି ସ୍ଥଳ ଭାଗ ଛୁଇଁବ ? ବିଭିନ୍ନ…

Raid on Kashmir Times: ଖବରକାଗଜ ଅଫିସରେ କ’ଣ କରୁଛି ବନ୍ଧୁକ, AK-47 ଗୁଳି ? ତଦନ୍ତ ସଂସ୍ଥାର ଚଢାଉ…

ଶ୍ରୀନଗର: ଗୁରୁବାର ଦିନ ଜମ୍ମୁ ଏବଂ କାଶ୍ମୀର ପୋଲିସର ରାଜ୍ୟ ତଦନ୍ତ ସଂସ୍ଥା (SIA) କାଶ୍ମୀର ଟାଇମ୍ସ ଖବରକାଗଜର (Kashmir Times Office)ଜମ୍ମୁ କାର୍ଯ୍ୟାଳୟରେ ଚଢାଉ କରିଥିଲା। ଏହି ସମୟରେ ଖବରକାଗଜ କାର୍ଯ୍ୟାଳୟରୁ AK ରାଇଫଲ୍ କାର୍ଟ୍ରିଜ୍, ପିସ୍ତଲ ଗୁଳି ଏବଂ ହ୍ୟାଣ୍ଡ ଗ୍ରେନେଡ୍ ପିନ୍…

Konark Sun Temple: ସୂର୍ଯ୍ୟମନ୍ଦିରରେ ଉନ୍ନତ ଲାଇଟ ଆଣ୍ଡ ସାଉଣ୍ଡ ଶୋ ସିଷ୍ଟମର ଉଦଘାଟନ; ୪୦ମିନିଟର ପୂରା…

କୋଣାର୍କ: ପର୍ଯ୍ୟଟକମାନେ ଏଣିକି ନୂଆ ରୂପରେ ସୂର୍ଯ୍ୟମନ୍ଦିର ଲାଇଟ ଆଣ୍ଡ ସାଉଣ୍ଡ ଶୋ ଦେଖି ପାରିବେ। ଶୁକ୍ରବାର ସନ୍ଧ୍ୟାରେ ଉପମୁଖମନ୍ତ୍ରୀ ପ୍ରଭାତୀ ପରିଡ଼ା ଲାଇଟ୍ ଆଣ୍ଡ ସାଉଣ୍ଡ ସିଷ୍ଟମକୁ ଉଦଘାଟନ କରିଛନ୍ତି । ସନ୍ଧ୍ୟା ୬ଟା ୩୦ରୁ ୭ଟା ୧୦ ଏବଂ ୭ଟା ୩୦ରୁ ୮ଟା ୧୦ପର୍ଯ୍ୟନ୍ତ ଦୁଇଟି ଶୋ…

Dr. Harekrushna Mahatab:’ଆଧୁନିକ ଓଡ଼ିଶାର ଗୌରବମୟ କୀର୍ତ୍ତିରେ ରହିଛି ଡକ୍ଟର ମହତାବଙ୍କ ସ୍ପର୍ଶ’

ଭୁବନେଶ୍ୱର: ବିଶିଷ୍ଟ ରାଷ୍ଟ୍ରନୀତିଜ୍ଞ ତଥା ଜନନାୟକ ଉତ୍କଳ କେଶରୀ ଡଃ ହରେକୃଷ୍ଣ ମହତାବଙ୍କ ୧୨୬ ତମ ରାଜ୍ୟ ସ୍ତରୀୟ ଜୟନ୍ତୀ ଆଜି ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ସ୍ଥାନୀୟ ରବୀନ୍ଦ୍ର ମଣ୍ଡପ ଠାରେ ଆୟୋଜିତ ହୋଇ ଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ…

Rath Wood: ରଥଯାତ୍ରା-୨୦୨୬: ରଥକାଠ ଅନୁକୂଳ ପୂଜା ପାଇଁ ଶୁଭଦିନ ନିର୍ଘଣ୍ଟ

ପୁରୀ: ବିଶ୍ବ ପ୍ରସିଦ୍ଧ ରଥଯାତ୍ରା-୨୦୨୬ ପାଇଁ ହେବାକୁ ଥିବା ରଥକାଠ ଅନୁକୂଳ ପୂଜା ପାଇଁ ଆଜି ଶୁଭଦିନ ନିର୍ଘଣ୍ଟ ହେଇଛି । ବନଖଣ୍ତ ଅଧିକାରୀ ଦେବାର୍ଚ୍ଚନ ବେହେରାଙ୍କ ନିର୍ଦ୍ଦେଶ କ୍ରମେ ଦଶପଲ୍ଲା ବନାଞ୍ଚଳ ଅଧିକାରୀ ଶ୍ରୀନିବାସ ଦାଶ ଏବଂ ଅବସରପ୍ରାପ୍ତ ବନପାଳ ତଥା ‘ଗଣକ’ ପ୍ରଫୁଲ୍ଲ କୁମାର…

ଭେଣ୍ଟିଲେଟରରୁ ବାହାରିଲେ ଅଭିଜିତ ମଜୁମଦାର, ମୃତ୍ୟୁକୁ ନେଇ ଗୁଜବ ନକରିବାକୁ ନିବେଦନ କଲେ ପରିବାର…

ଭୁବନେଶ୍ବର: ଧିରେ ଧିରେ ସୁଧୁରୁଛି ସଂଗୀତ ନିର୍ଦ୍ଦେଶକ ତଥା ଗାୟକ ଅଭିଜିତ ମଜୁମଦାରଙ୍କ ସ୍ୱାସ୍ଥ୍ୟ । ଆଜି ତାଙ୍କୁ ଭେଣ୍ଟିଲେଟର ସପୋର୍ଟରୁ ବାହାର କରାଯାଇ ମେଡ଼ିସିନ ୱାର୍ଡ଼କୁ ସ୍ଥାନାନ୍ତର କରାଯାଇଛି ଏବଂ ତାଙ୍କର ଭାଇଟାଲସ୍ଥିର ରହିଛି । ଏନେଇ ଭୁବନେଶ୍ୱର ଏମ୍ସ ସ୍ୱାସ୍ଥ୍ୟ ବୁଲେଟିନରେ…

Terror plot Foiled:ଆତଙ୍କବାଦୀ ଆଡ୍ଡା ଧ୍ୱଂସ; ବିପୁଳ ସଂଖ୍ୟକ ରାଇଫଲ୍ ଏବଂ ଗ୍ରେନେଡ୍ ଉଦ୍ଧାର

ଶ୍ରୀନଗର: ଜମ୍ମୁ-କାଶ୍ମୀରର କୁପୱାଡା ଜିଲ୍ଲାର ନୌଗାମ ଘାଟିରେ ସୁରକ୍ଷା ବାହିନୀକୁ ଏକ ବଡ଼ ସଫଳତା ମିଳିଛି। ନିୟନ୍ତ୍ରଣ ରେଖା ନିକଟରେ ହନ୍ଦୱାଡା-ନୌଗାମ ସେକ୍ଟରରେ ଏକ ମିଳିତ ଅପରେସନ ସମୟରେ ସୁରକ୍ଷା ଏଜେନ୍ସିଗୁଡ଼ିକ ଏକ ବଡ଼ ଆତଙ୍କବାଦୀ ଆଡ୍ଡାକୁ ଠାବ କରିଛନ୍ତି । ଏହି ଅପରେସନରେ…

ବିଡିଏର ୧୫୧ତମ ବୈଠକରେ ଏକାମ୍ର ରେସିଡେନ୍ସି ଆବାସ ପ୍ରକଳ୍ପର ଘୋଷଣା

ଭୁବନେଶ୍ୱର: ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ)ର ୧୫୧ତମ କର୍ତ୍ତୃପକ୍ଷ ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି । ବିଡିଏ ଅଧ୍ୟକ୍ଷ ତଥା ଗୃହ ଓ ନଗର ଉନ୍ନୟନ ସାଧାରଣ ଉଦ୍ୟୋଗ ମନ୍ତ୍ରୀ ଡା. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଆଜି ବସିଥିବା ବିଡିଏର ୧୫୧ତମ ବୈଠକରେ…

Danda Dance: ଗଞ୍ଜାମର ପ୍ରସିଦ୍ଧ ଦଣ୍ଡନାଚ ପାଇଁ ଏସଓପି ଜାରି, ଅଶ୍ଳୀଳ ଡ୍ୟାନ୍ସ ହେଲେ ନିଆଯିବ…

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାରେ ପାଳିତ ହେଉଥିବା ଏକ ପ୍ରସିଦ୍ଧ ଯାତ୍ରା ହେଉଛି ଦଣ୍ଡଯାତ୍ରା । ଦଣ୍ଡନାଚ ଓଡ଼ିଶାର ଏକ ପ୍ରାଚୀନ ଓ ପାରମ୍ପରିକ ନାଚ । ଏହା ଗଞ୍ଜାମ ଜିଲ୍ଲାର ଏକ ଲୋକ ପର୍ବ । ମୀନ ମାସର ୧୭ ଦିନ ପରେ ଓ ମେଷର ତ୍ରୟୋଦଶ ଦିନରୁ ଆରମ୍ଭ ହୋଇଥିବା ଦଣ୍ଡକାଳୀଙ୍କ ପ୍ରସିଦ୍ଧ ଦଣ୍ଡନାଚ…

ଅମାନିଆଙ୍କ ବିରୋଧରେ ପରିବହନ ବିଭାଗର କଠୋର ଆଭିମୁଖ୍ୟ: ୪ ଦିନରେ କଟିଲା ୧୨,୧୫୫ ଇ-ଚାଲାଣ

ଭୁବନେଶ୍ୱର: ସଡ଼କ ଦୁର୍ଘଟଣା ଜନିତ ମୃତ୍ୟୁ ହ୍ରାସ ଲକ୍ଷ୍ୟରେ ବାଣିଜ୍ୟ ପରିବହନ ବିଭାଗ ଦ୍ୱାରା ‘ଶୂନ ମୃତାହତ ପକ୍ଷ’ ପାଳନ କରାଯାଉଛି । ସଡ଼କ ସୁରକ୍ଷା ନିୟମ ଉଲ୍ଲଙ୍ଘନ କରୁଥିବା ବେପରୁଆ ଗାଡ଼ି ଚାଳକଙ୍କୁ ନିୟନ୍ତ୍ରଣ କରିବାକୁ ରାଜ୍ୟବ୍ୟାପୀ ଏନଫୋର୍ସମେଣ୍ଟକୁ ଜୋରଦାର କରାଯାଇଛି ।…