Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

LandScam: ଜମି ଠକେଇ ମାମଲାରେ SSB ଯବାନ ଗିରଫ

ଭୁବନେଶ୍ବର:୪୦ ଲକ୍ଷ ଟଙ୍କା ଠକେଇ ଅଭିଯୋଗରେ ବନ୍ଧା ହେଲେ SSB ଯବାନ । ଅବସରପ୍ରାପ୍ତ ପୋଲିସ ଅଧିକାରୀଙ୍କୁ ଜମି ଦେବା ନାଁରେ ଠକେଇ ଅଭିଯୋଗ ହୋଇଥିଲା । ଅଭିଯୁକ୍ତ ଜଣକ ହେଲେ ଏସ୍‌ଏସ୍‌ବି ଯବାନ ସଚିତ୍ର ସେନାପତି। ସହୀଦନଗର ପୋଲିସ ତାଙ୍କୁ ଗିରଫ କରିଛି। ସଚିତ୍ର ସ୍ପେଶାଲ ସିକ୍ୟୁରିଟି…

Trump and Zelenskyy: ଯୁଦ୍ଧ ବନ୍ଦ କର…ଜେଲେନସ୍କିଙ୍କୁ ଶେଷ ଅଲଟିମେଟମ ଦେଲେ ଟ୍ରମ୍ପ…

ନୂଆଦିଲ୍ଲୀ: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରୁଷ-ୟୁକ୍ରେନ ଶାନ୍ତି ଚୁକ୍ତିନାମା ସମ୍ପର୍କରେ ୟୁକ୍ରେନୀୟ ରାଷ୍ଟ୍ରପତି ଭୋଲୋଦିମିର ଜେଲେନସ୍କିଙ୍କୁ ଏକ ଅଲଟିମେଟମ୍ ଦେଇଛନ୍ତି। ଟ୍ରମ୍ପ ୟୁକ୍ରେନୀୟ ରାଷ୍ଟ୍ରପତିଙ୍କୁ କହିଛନ୍ତି ଯେ ଯଦି ସେ ନଭେମ୍ବର ୨୭ ସୁଦ୍ଧା ୨୮-ସୂତ୍ରୀ ଶାନ୍ତି…

ରାଜ୍ୟରେ ୪୭୫ ଇନ୍ସପେକ୍ଟର୍‌ଙ୍କ ବଦଳି

କଟକ: ସବ୍ଇନ୍ସପେକ୍ଟର୍‌ରୁ ଇନ୍ସପେକ୍ଟର ପାହ୍ୟାକୁ ଦେଢ଼ ମାସ ତଳୁ ପଦୋନ୍ନତି ପାଇଥିଲେ ସୁଦ୍ଧା ଥାନା, ଫାଣ୍ଡିରେ ସବ୍ଇନ୍ସପେକ୍ଟର ଭାବେ କାମ କରୁଥିବା ୪୨୬ ଇନ୍ସପେକ୍ଟର୍ ଏବେ ଆଶ୍ୱସ୍ତ ହୋଇଛନ୍ତି। ନୂଆ କରି ପଦୋନ୍ନତି ପାଇଥିବା ଅଧିକାରୀମାନଙ୍କ ସହ ଆଉ ୪୯ ଜଣଙ୍କୁ ମିଶାଇ ମୋଟ ୪୭୫ ଜଣ…

US Arms Sale to India: ସେନାକୁ ମିଳିଲା ଆମେରିକା କାନ୍ଧ…

ନୂଆଦିଲ୍ଲୀ: ଆହୁରି ଘାତକ ହେବ ଭାରତୀୟ ସେନା...କାନ୍ଧ ଦେଲା ଆମେରିକା...ଶତ୍ରୁକୁ ଏବେ ବସି ବସି ନିହତ କରିବ ସେନା...ଜାଭେଲିନ୍ କ୍ଷେପଣାସ୍ତ୍ର ପାଇବ ଭାରତ ଭାରତ ଏବଂ ଆମେରିକା ମଧ୍ୟରେ ପ୍ରତିରକ୍ଷା ସହଯୋଗ ଆହୁରି ଗଭୀର ହେବାକୁ ଯାଉଛି। ଆମେରିକାର ବୈଦେଶିକ ବିଭାଗ ଭାରତକୁ ଦୁଇଟି…

ଅନ୍ୟ ବାଡ଼ିରୁ ଫୁଲ ତୋଳିବା ହେଲା କାଳ,ବିଦ୍ୟୁତ ଆଘାତରେ ଚାଲିଗଲା ଜୀବନ !

ବାଲେଶ୍ୱର:କାଳ ହେଲା ଫୁଲ ଚୋରି । ଫୁଲ ତୋଳିବାକୁ ଯାଇଥିବା ବେଳେ ଲାଗିଲା ବିଦ୍ୟୁତ ଆଘାତ । ଚାଲିଗଲା ଯୁବକଙ୍କ ଜୀବନ ।ବାଲେଶ୍ୱର ଜିଲ୍ଲା ନୀଳଗିରି ଏନଏସି ୫ ନମ୍ବର ଓ୍ବାର୍ଡ ଅଧିନ ସାନଅତା ଗାଁରେ ଘଟିଛି ଏଭଳି ଅଭାବନୀୟ ଘଟଣା । ମୃତକ ହେଉଛନନ୍ତି ତାପସ ଦାସ। ଭୋର ସମୟରେ ପଡୋଶୀ ଦିଲ୍ଲୀପ…

ବିହାର ବିଜୟ ମୋଦିଙ୍କ ନେତୃତ୍ୱକୁ ବଡ଼ ସ୍ୱୀକୃତି ଦେଇଛି: ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ବର: ବିହାର ବିଧାନସଭା ନିର୍ବାଚନର ବିନ୍ଧାଣି କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ବରରେ ପହଞ୍ଚିଛନ୍ତି। ବିହାରରେ ଏନ୍‌ଡିଏ ଚମତ୍କାର ପ୍ରଦର୍ଶନ ପରେ ସେ ଓଡ଼ିଶା ଆସୁଥିବା ହେତୁ ତାଙ୍କୁ ଭୁବନେଶ୍ବର ବିମାନବନ୍ଦରରେ ଭବ୍ୟ ସ୍ବାଗତ…

ଅଡ଼ୁଆରେ ହ୍ୟୁମାନ ସାଗରଙ୍କ ମ୍ୟାନେଜର, ବଲାଙ୍ଗୀର ଟାଉନ ଥାନାରେ ଏତଲା

ଭୁବନେଶ୍ଵର: ହ୍ୟୁମାନ ସାଗରଙ୍କ ମୃତ୍ୟୁ ପଛରେ ଅନେକ ଲୋକେ ଦାୟୀ ଥିବା ତାଙ୍କ ମାଆ ଅଭିଯୋଗ କରିଛନ୍ତି। ଏହାରି ଭିତରେ ନୂଆ ତଥ୍ୟ ସାମ୍ନାକୁ ଆସିଛି। ହ୍ୟୁମାନଙ୍କ ୨ ମ୍ୟାନେଜରଙ୍କୁ ନେଇ ଏବେ ସନ୍ଦେହ ସୃଷ୍ଟି ହୋଇଛି। କାରଣ ହ୍ୟୁମାନଙ୍କ ୨ ମ୍ୟାନେଜରଙ୍କ କଥା ଥାନାରେ ପହଞ୍ଚିଛି। ବଲାଙ୍ଗୀର…

ନଭେମ୍ବର ୨୫ରେ କଳିଙ୍ଗ ଷ୍ଟାଡିୟମରେ ନିଯୁକ୍ତି ମେଳା, ନିଯୁକ୍ତି ପତ୍ର ବାଣ୍ଟିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆସନ୍ତା ୨୫ ତାରିଖରେ ମେଗା ନିଯୁକ୍ତି ମେଳା କରିବେ ରାଜ୍ୟ ସରକାର। ୧୩ଟି ବିଭାଗରେ ୭ ହଜାରରୁ ଅଧିକ ଜଣଙ୍କୁ ବଣ୍ଟନ ହେବ ନିଯୁକ୍ତି ପତ୍ର। ଏନେଇ ତାଲିକା ମଧ୍ୟ ପ୍ରସ୍ତୁତ ହୋଇଛି । ୨୫ ତାରିଖରେ କଳିଙ୍ଗ ଷ୍ଟାଡିୟମରେ ଏହି ନିଯୁକ୍ତି ମେଳାରେ ମୁଖ୍ୟ ଅତିଥି ଭାବେ ମୁଖ୍ୟମନ୍ତ୍ରୀ…

IED Defused: ହିଡମା ଏନକାଉଣ୍ଟର ପରେ ମାଓବାଦୀଙ୍କ ବଡ଼ ଷଡ଼ଯନ୍ତ୍ର ପଣ୍ଡ, ୧୦ କେଜିର IED ନିଷ୍କ୍ରିୟ କଲେ ଯବାନ

ମାଲକାନଗିରି:ମାଓବାଦୀଙ୍କ ବିସ୍ଫୋରଣ ଯୋଜନା ପଣ୍ଡ କଲେ ଯବାନ । ନଭେମ୍ବର ୧୮ ତାରିଖରେ ତେଲେଙ୍ଗାନା ଏବଂ ଛତିଶଗଡ଼ ସୀମାନ୍ତ ଅଞ୍ଚଳରେ ଯବାନଙ୍କ ସହ ଏନକାଉଣ୍ଟରରେ କୁଖ୍ୟାତ ନକ୍ସଲ ମାଡଭି ହିଡମା ନିହତ ହୋଇଥିଲା। ହିଡମାର ମୃତ୍ୟୁ ପରଠାରୁ ଯବାନମାନେ ମାଲକାନଗିରି ଜିଲ୍ଲା ସୀମାନ୍ତ ବସ୍ତରରେ…

G20 ସମ୍ମିଳନୀରେ ଯୋଗଦେବା ପାଇଁ ଦକ୍ଷିଣ ଆଫ୍ରିକା ଗସ୍ତରେ ମୋଦି, ଏହି ପ୍ରସଙ୍ଗଗୁଡ଼ିକ ଉପରେ ହେବ ଆଲୋଚନା…

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଦିନ ଦକ୍ଷିଣ ଆଫ୍ରିକାର ଜୋହାନ୍ସବର୍ଗ ଅଭିମୁଖେ ଯାତ୍ରା ଆରମ୍ଭ କରିଛନ୍ତି। ସେ ନଭେମ୍ବର ୨୧ ରୁ ୨୩ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବାକୁ ଥିବା ୨୦ ତମ G20 ଶିଖର ସମ୍ମିଳନୀରେ ଯୋଗଦେବେ। ବିକାଶଶୀଳ ଦେଶମାନଙ୍କରେ ଏହା ଲଗାତାର…