Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ବାଘ ଛାଲ ବିକ୍ରି ନେଇ ଯୋଜନା ଚାଲିଥିବାବେଳେ ୨ ଶିକାରୀଙ୍କୁ ମାଡି ବସିଲା ପୋଲିସ, ୨ଟି କଲରାପତରିଆ ଚମଡ଼ା ଜବତ

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାରୁ ପୁଣି ବାଘ ଛାଲ ଜବତ ହୋଇଛି । ଘଟଣାରେ ଦୁଇ ଜଣ ଶିକାରୀଙ୍କୁ ଗିରଫ କରିବାରେ ସଫଳ ହୋଇଛି ପୋଲିସ । ଅଭିଯୁକ୍ତମାନେ ହେଲେ ଗଜପତି ଜିଲ୍ଲା ରାମଗିରି ଥାନା ବଡ଼ଗାଁ କେଶବା ଜମାଦାର (୩୪) ଓ ଜରଡ଼ା ଥାନା ବୁରାତାଲ ଗ୍ରାମର ବୀରା ଜମାଦାର (୪୫ ବର୍ଷ) । ତେବେ…

ଲେବାନନ ଉପରେ ଇସ୍ରାଏଲର ସବୁଠୁ ବଡ଼ ଆକ୍ରମଣ; ଜଣେ ବ୍ରିଗେଡିୟର ଜେନେରାଲଙ୍କ ସମେତ ୧୨ ନିହତ, ହିଜବୁଲ୍ଲାହର…

ନୂଆଦିଲ୍ଲୀ: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ, ଅନ୍ତର୍ଜାତୀୟ ଚାପ ଏବଂ ମଧ୍ୟସ୍ଥତା ପ୍ରୟାସକୁ ଅଣଦେଖା କରି ଦକ୍ଷିଣ ଲେବାନନରେ ହିଜବୁଲ୍ଲହା ବିରୁଦ୍ଧରେ ଏପର୍ଯ୍ୟନ୍ତ ସବୁଠାରୁ ବଡ଼ ସାମରିକ ଅଭିଯାନ ଆରମ୍ଭ କରିଛନ୍ତି । ରିପୋର୍ଟ ଅନୁଯାୟୀ, ଇସ୍ରାଏଲ ପ୍ରତିରକ୍ଷା…

ଦିଗପହଣ୍ଡିରେ ଚାଞ୍ଚଲ୍ୟ; ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ କଲେ ନବମ ଶ୍ରେଣୀ ଛାତ୍ର

ଗଞ୍ଜାମ: ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ କଲେ ନବମ ଶ୍ରେଣୀ ଛାତ୍ର । ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଞ୍ଚଳରେ । ଚଳିତ ବର୍ଷ ୧୦ମ ଶ୍ରେଣୀକୁ ଉତ୍ତୀର୍ଣ୍ଣ ହୋଇଥିବା ୧୫ ବର୍ଷୀୟା ଛାତ୍ରୀଙ୍କୁ ୯ମ ଶ୍ରେଣୀରେ ପଢ଼ୁଥିବା ସେହି ଗ୍ରାମର ଜଣେ ୧୭…

୧୨ ହଜାର କୋଟି ଟଙ୍କା ବିନିଯୋଗରେ ରାଜ୍ୟବ୍ୟାପୀ ନିର୍ମାଣ ହେବ ୨୨୦୦ ଆଦର୍ଶ ବିଦ୍ୟାଳୟ

ଭୁବନେଶ୍ୱର: ଖୋର୍ଦ୍ଧା ଜିଲ୍ଲା କୁମାରବସ୍ତ ଠାରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନାର ଦ୍ୱିତୀୟ ପର୍ଯ୍ୟାୟ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ଅବସରରେ ସେ କହିଛନ୍ତି ଯେ, ସତ୍ୟବାଦୀ ବକୁଳବନ ବିଦ୍ୟାଳୟ ଢାଞ୍ଚାରେ ଗୋଦାବରୀଶ ମିଶ୍ର…

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଫାଇଲ ହଜିବା ଘଟଣା; ଦୋଷୀ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ: ବିଜେଡି

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ୨ଟି ଫାଇଲ ହଜିଯାଇଥିବା କଥା ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ କହିବା ପରେ ରାଜ୍ୟ ରାଜନୀତି ସରଗରମ ହୋଇଛି । ଏହି ପ୍ରସଙ୍ଗରେ ସରକାରଙ୍କୁ ଘେରିଛି ବିଜୁ ଜନତା ଦଳ (ବିଜେଡି) । ଆଜି ନୟାଗଡ଼ର ବିଜେଡି କାର୍ଯ୍ୟାଳୟରେ ଏକ ପ୍ରେସ ବିବୃତ୍ତିରେ…

ରେଳ ଫାଟକ ପକାଇଲେନି କର୍ମଚାରୀ, ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଲା ଟ୍ରେନ୍‌

ଭଦ୍ରକ:ଭଦ୍ରକ ଜିଲ୍ଲାରେ ମର୍ମନ୍ତୁଦ ରେଳ ଦୁର୍ଘଟଣା । ରେଲୱେ ଲେବୁଲ୍ କ୍ରସିଂ ଗେଟ୍ ପଡ଼ିନଥିବାରୁ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଲା ଟ୍ରେନ୍‌ । ମୃତକ ଯୁବକ ଜଣକ ସାହାପୁର ପଞ୍ଚାୟତ ଅଧୀନ କଣ୍ଡରଗଡ଼ିଆ ଗାଁର ଅଭିମନ୍ୟୁ ପରିଡା । ଭଦ୍ରକ-ତିହିଡି-ପୀରହାଟ ସାହାପୁର ରେଳ ଜଙ୍କସନ ଅନ୍ତର୍ଗତ…

ତାମିଲନାଡୁରେ ତିନି ମାସ ମଧ୍ୟ ତିଷ୍ଠିବ ନାହିଁ ଟିଭିକେ ସରକାର: ଷ୍ଟାଲିନଙ୍କ ଦାବି

ଚେନ୍ନାଇ: ଡିଏମକେ ମୁଖ୍ୟ ତଥା ପୂର୍ବତନ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ୍ ରବିବାର ଏକ ସାହସିକ ଦାବି କରିଛନ୍ତି। ଯାହାକୁ ନେଇ ଏବେ ରାଜନୀତି ସରଗରମ ହେବାରେ ଲାଗିଛି। ସେ କହିଛନ୍ତି ଯେ ଅଭିନେତା ବିଜୟଙ୍କ ନେତୃତ୍ୱରେ ଟିଭିକେ ସରକାର ତିନି ମାସ ମଧ୍ୟ ଚାଲିପାରିବ ନାହିଁ। ଡିଏମକେର…

କୋଟପାଡ୍ ଶାଢ଼ି ପିନ୍ଧି ଚମକିଲେ ଅଭିନେତ୍ରୀ କଙ୍ଗନା ରଣାୱତ

ଭୁବନେଶ୍ୱର: ବଲିଉଡ୍ ଅଭିନେତ୍ରୀ ତଥା ସାଂସଦ କଙ୍ଗନା ରଣାୱତ କୋଟପାଡ୍ ଶାଢ଼ି ପିନ୍ଧି ଭୁବନେଶ୍ୱରରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେବା ଓଡ଼ିଶା ପାଇଁ ଏକ ଗର୍ବର ମୁହୂର୍ତ୍ତ ପାଲଟିଛି। ଓଡିଶାର ପ୍ରସିଦ୍ଧ କୋଟପାଡ୍ ଶାଢ଼ିକୁ ନେଇ ସୋସିଆଲ ମିଡିଆରେ ଏକ ପୋଷ୍ଟ ସେୟାର କରିଛନ୍ତି କଙ୍ଗନା…

Heavy rains with stormy wind: ଟ୍ବିନ୍‌ ସିଟିରେ କାଳବୈଶାଖୀ ବର୍ଷା;ବଜ୍ରାଘାତରେ ଚଣ୍ଡୀମନ୍ଦିର ଚୂଡ଼ାରୁ ଖସିଲା…

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବର ଏବଂ କଟକରେ ଆଜି ସନ୍ଧ୍ୟାରେ ପୁଣି ଥରେ କାଳବୈଶାଖୀ ତାଣ୍ଡବ ରଚିଛି। ଏପଟେ ଝଡ ପବନରେ ମା’ କଟକଚଣ୍ଡୀ ମନ୍ଦିର ଉପରେ ବଜ୍ରପାତ ଯୋଗୁ ମନ୍ଦିରରୁ ପଥର ଖସିଥିବା ଦେଖିବାକୁ ମିଳିଛି । ବଜ୍ରପାତ ଯୋଗୁ ମନ୍ଦିର ଶିଖରରେ ଫାଟ ସୃଷ୍ଟି ହୋଇଛି । ଏହି ସମୟରେ…

ଖୁବଶୀଘ୍ର ଭୁବନେଶ୍ୱରରେ ଖୋଲିବ ନ୍ୟାସନାଲ୍ ଗ୍ୟାଲେରୀ ଅଫ୍ ମଡର୍ଣ୍ଣ ଆର୍ଟ

ଭୁବନେଶ୍ବର: ନ୍ୟାସନାଲ୍ ଗ୍ୟାଲେରୀ ଅଫ୍ ମଡର୍ନ ଆର୍ଟ (NGMA)ର ଏକ ଶାଖା ଭୁବନେଶ୍ୱରରେ ଖୋଲିବାକୁ କେନ୍ଦ୍ରରୁ ଅନୁମୋଦନ ମିଳିଛି l ଏଥିପାଇଁ ଖର୍ଚ୍ଚ ହେବ ୬୩୦ କୋଟି । ସେପ୍ଟେମ୍ବର ୨୦୨୪ରେ ଭାରତ ସରକାରଙ୍କ ସଂସ୍କୃତି ମନ୍ତ୍ରୀ ଗଜେନ୍ଦ୍ର ସିଂହ ଶେଖାୱତଙ୍କ ସହ ସାକ୍ଷାତ କରି ଭୁବନେଶ୍ୱରରେ…