Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ସକାଳୁ ତାତି ଓ ଗୁଳୁଗୁଳିରେ ସିଝୁଛି ରାଜଧାନୀ

ଭୁବନେଶ୍ବର: ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ। ଏହାରି ମଧ୍ୟରେ ଶନିବାର ଦିନ ସକାଳୁ ତାତି ଓ ଗୁଳୁଗୁଳିରେ ସିଝୁଛନ୍ତି ରାଜଧାନୀବାସୀ। ଭାରତୀୟ ପାଣିପାଗ ବିଭାଗ (IMD)ର ଅନୁଯାୟୀ, ଶନିବାର ସକାଳ ୮:୩୦ ସୁଦ୍ଧା ଭୁବନେଶ୍ୱରର ତାପମାତ୍ରା ୩୩ ଡିଗ୍ରୀ ସେଲସିୟସକୁ ବୃଦ୍ଧି ପାଇଛି।…

Cockroach Janta Party protest: ଦିଲ୍ଲୀରେ ‘କକ୍ରୋଚ୍ ଜନତା ପାର୍ଟି’ ଫାଉଣ୍ଡର, ଶିକ୍ଷାମନ୍ତ୍ରୀଙ୍କ ଇସ୍ତଫା…

ନୂଆଦିଲ୍ଲୀ: ଗୋଟିଏ ଶବ୍ଦରୁ ଆରମ୍ଭ ହୋଇଥିବା ଅଭିଯାନ ଏବେ ସରକାରଙ୍କୁ ଘେରିବାକୁ ସମ୍ପୂର୍ଣ୍ଣ ପ୍ରସ୍ତୁତ । ଜନ୍ତରମନ୍ତର ଠାରେ ଏକାଠି ହେଉଛନ୍ତି କକ୍ରୋଚ୍ । ବାରମ୍ବାର ପ୍ରଶ୍ନପତ୍ର ଲିକ୍, ପରୀକ୍ଷାରେ ହେଉଥିବା ଅନିୟମିତତାକୁ ନେଇ ହେବ ଶାନ୍ତିପୂର୍ଣ୍ଣ ପ୍ରତିବାଦ । କେନ୍ଦ୍ର…

‘Ocean of energy’ found: ତେଲ ଚିନ୍ତା ଗଲା! ପ୍ରାକୃତିକ ଗ୍ୟାସର ଭଣ୍ଡାର ଖୋଜି ପାଇଗଲା ଅଏଲ୍…

ନୂଆଦିଲ୍ଲୀ: ଭାରତକୁ ବଡ ସଫଳତା । ଆଣ୍ଡାମାନ ସାଗର ତଳୁ ମିଳିଲା ଗ୍ୟାସ ଭଣ୍ଡାର । ତୈଳ କମ୍ପାନୀ ଅଏଲ୍ ଇଣ୍ଡିଆ ଲିମିଟେଡ୍ (OIL) ଆଣ୍ଡାମାନ ଅଫଶୋର ଅଞ୍ଚଳରେ ଦ୍ୱିତୀୟ ପ୍ରାକୃତିକ ଗ୍ୟାସ ରିଜର୍ଭ ଆବିଷ୍କାର କରିଛି। ଏହା ଆଗାମୀ ବର୍ଷଗୁଡ଼ିକରେ ସୀମାନ୍ତ ବେସିନ୍ କ୍ଷେତ୍ରର ଏକ…

ITDA ବାଲିଗୁଡ଼ା AEE ବୈକୁଣ୍ଠନାଥ ବେହେରାଙ୍କ ଘରେ ଭିଜିଲାନ୍ସ ରେଡ୍

ଭୁବନେଶ୍ୱର: କନ୍ଧମାଳ ବାଲିଗୁଡ଼ାର ଆଇଟିଡିଏର ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ବୈକୁଣ୍ଠ ନାଥ ବେହେରାଙ୍କ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ ତାଙ୍କ ସହ ଜଡିତ ୯ଟି ସ୍ଥାନରେ ଏକକାଳୀନ ରେଡ୍ ଆରମ୍ଭ କରିଛି। ଭୁବନେଶ୍ୱରର ସ୍ୱତନ୍ତ୍ର ବିଚାରପତି, ଭିଜିଲାନ୍ସ…

Rice Milling: ଚାଉଳ ମିଲିଂ ଖର୍ଚ୍ଚ ୨ ଗୁଣ ବୃଦ୍ଧି କଲେ ରାଜ୍ୟ ସରକାର

ଭୁବନେଶ୍ବର: ଚାଉଳର ମିଲିଂ ଖର୍ଚ୍ଚ ବୃଦ୍ଧି ପାଇଁ ନିଷ୍ପତ୍ତି ଗ୍ରହଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ରାଜ୍ୟର ଚାଷୀମାନଙ୍କ ଠାରୁ ସୁରୁଖୁରୁରେ ଧାନ ସଂଗ୍ରହ ପ୍ରକ୍ରିୟାକୁ ଆଗେଇ ନେବା ପାଇଁ ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ଗ୍ରହଣ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି…

କଟକରେ ଏଫଏମ୍ ମେଡିକାଲ ଛାତ୍ରୀଙ୍କ ମୃତ୍ୟୁ ଘଟଣା;ହତ୍ୟା ଅଭିଯୋଗ ଆଣିଲେ ପରିବାର

କଟକ: କାଠଯୋଡିରୁ ଡାକ୍ତରୀ ଛାତ୍ରୀଙ୍କ ମୃତଦେହ ଉଦ୍ଧାର ଘଟଣା । ଏହା ହତ୍ୟା ନା ଆତ୍ମହତ୍ୟା ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ । କିନ୍ତୁ ବାରଙ୍ଗ ଥାନାରେ ଛାତ୍ରୀଙ୍କ ପୁରୁଷ ବନ୍ଧୁଙ୍କ ନାଁରେ ଏକ ଲିଖିତ ଅଭିଯୋଗ ଦାୟର କରିଛନ୍ତି ମୃତକଙ୍କ ପରିବାର ଲୋକ । ବାଲେଶ୍ୱର ଫକୀର ମୋହନ ମେଡିକାଲ…

ଅପହରଣର ୯ ଦିନପରେ ଗୌରାଙ୍ଗଙ୍କ ମୃତଦେହ ଠାବ; ମିଳିଲା ଖପୁରୀ, ହାଡ଼ ଓ ପୋଷାକ

କେନ୍ଦ୍ରାପଡା: ୯ ଦିନପରେ ଯୁବକ ଗୌରାଙ୍ଗଙ୍କ ମୃତଦେହକୁ ଆଜି ଠାବ କରିଛି ପୋଲିସ । ବହୁ ଚର୍ଚ୍ଚିତ ଆଳି ମହାଦେଇପାଟଣା ଗ୍ରାମର ନିଖୋଜ ଗୌରାଙ୍ଗ ସେଠୀଙ୍କ ଗଳିତ ମୃତଦେହ ୯ ଦିନ ପରେ ଉଦ୍ଧାର ହୋଇଛି। ମରଣାନ୍ତକ ଆକ୍ରମଣ ଓ ଅପହରଣର ୯ ଦିନପରେ ଠାବ ହେଲେ ଯୁବକ । ଆଳି ଥାନା ପେତପଡା ପଞ୍ଚାୟତର…

ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସିଡ଼ି ବାଡ଼ରେ ବେକରେ ଗାମୁଛା ଲଗାଇ ଝୁଲିପଡିଲେ ଯୁବକ

କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଜିଲାପାଳଙ୍କ କାର୍ଯ୍ୟାଳୟରେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ବେକରେ ଗାମୁଛା ବାନ୍ଧି ସିଡ଼ିବାଡ଼ାରେ ଝୁଲି ପଡ଼ିଛନ୍ତି ଯୁବକ । ଆତ୍ମହତ୍ୟା କରିଥିବା ଯୁବକଙ୍କ ନାମ ଶ୍ରୀଚନ୍ଦନ ଦାସ । ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ବ୍ୟବଚ୍ଛେଦ ପାଇଁ…

ସାଂସଦ କଙ୍ଗନା ରାଣାଓ୍ବତଙ୍କ ସହ ଚଳଚ୍ଚିତ୍ର ‘ଭାରତ ଭାଗ୍ୟ ବିଧାତା’ର ସ୍ୱତନ୍ତ୍ର ସ୍କ୍ରିନିଂ ଦେଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱର ସ୍ଥିତ ଉତ୍କଳ ଗ୍ୟାଲେରିଆ ମଲ୍‌ର ‘ପିଭିଆର ସିନେମାସ’ (PVR Cinemas) ଠାରେ ଚଳଚ୍ଚିତ୍ର ‘ଭାରତ ଭାଗ୍ୟ ବିଧାତା’ର ଏକ ସ୍ୱତନ୍ତ୍ର ସ୍କ୍ରିନିଙ୍ଗ୍ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ପ୍ରସିଦ୍ଧ ସିନେ ତାରକା ତଥା…

Lightning strikes:କାଳ ହେଲା ବଜ୍ରପାତ… ଚାଲିଗଲା ତିନି ଜଣଙ୍କ ଜୀବନ

ଭୁବନେଶ୍ବର:ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ହୋଇଛି । ଏହି ସମୟରେ ବଜ୍ରପାତରେ ଏକାଧିକ ମୃତ୍ୟୁ ଖବର ଆସିଛି ।ସୂଚନାନୁସାରେ କେନ୍ଦୁଝରଜିଲ୍ଲା ଘଟଗାଁ ବ୍ଲକ ଅଧୀନ ରୁଟିଶିଳା ଗାଁରେ ବଜ୍ରପାତରେ ଦଂପତିଙ୍କ ମୃତ୍ୟୁ ଘଟିଛି। ସେହିପରି ଯାଜପୁରରେ ଜଣେ ଶ୍ରମିକଙ୍କ ମୃତ୍ୟୁ…