Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ଫ୍ଲପ୍ ମାରିଲା ପ୍ରଶାନ୍ତ କିଶୋରଙ୍କ ନିର୍ବାଚନୀ ଡେବ୍ୟୁ, ପାଳନ କରିବେ କି ସନ୍ୟାସ ପ୍ରତିଶ୍ରୁତି !

ପାଟନା: ବିହାର ବିଧାନସଭା ନିର୍ବାଚନର ଫଳାଫଳ ଆସିବା ସହିତ ପ୍ରଶାନ୍ତ କିଶୋରଙ୍କ ଜନ ସୁରାଜ ପାର୍ଟି(ଜେଏସପି) ପ୍ରାର୍ଥୀ ଧରାଶାୟୀ ହୋଇଛନ୍ତି। ସୋସିଆଲ ମିଡିଆରେ ପ୍ରଶାନ୍ତ କିଶୋରଙ୍କ ଜନ ସୁରାଜ ପାର୍ଟିକୁ ଏବେ କିଛି କଥାକୁ ନେଇ ଟ୍ରୋଲ ହେବାକୁ ପଡୁଛି। କାରଣ ନିର୍ବାଚନ ପୂର୍ବରୁ ସନ୍ୟାସ…

Nuapada Result: ରେକର୍ଡ ବିଜୟ ପଥରେ ଜୟ ଢୋଲକିଆ, ୨୧ ରାଉଣ୍ଡରେ ଲକ୍ଷେ ଟପିଲେ…

ନୂଆପଡା: ନୂଆପଡାରେ ବିଜେପିର ବମ୍ପର ବିଜୟ । ନୂଆପଡାରେ ସବୁ ରେକର୍ଡ ଭାଙ୍ଗିଲେ ବିଜେପି ପ୍ରାର୍ଥୀ ଜୟ ଢୋଲକିଆ । ୨୧ ରାଉଣ୍ଡ ସୁଦ୍ଧା ଲକ୍ଷେ ଟପିଲେ ଜୟ । ଦୁଇ ପ୍ରତିଦ୍ୱନ୍ଦ୍ୱୀ ଘାସିରାମ ଓ ସ୍ନେହାଙ୍ଗିନୀଙ୍କ ମୋଟ ଭୋଟ୍‌ଠୁ ବି ଜୟଙ୍କୁ ବହୁ ଅଧିକ ଭୋଟ୍‌ ମିଳିଛି । ଜୟ ଏବେ ୬୯ ହଜାର ୨୨୫…

ଗୋଦାବରୀଶ ଆଦର୍ଶ ବିଦ୍ୟାଳୟର ‘ଲୋଗୋ’ ଉନ୍ମୋଚନ; ପ୍ରଥମ ପର୍ଯ୍ୟାୟରେ ୨୨୦୦ ବିଦ୍ୟାଳୟ ପାଇଁ…

ଭୁବନେଶ୍ବର: ରାଜ୍ୟର ଶିକ୍ଷା ବ୍ୟବସ୍ଥାକୁ ଆହୁରି ସୁଦୃଢ଼ କରିବା ନିମନ୍ତେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧିନରେ ରାଜ୍ୟ ସରକାରଙ୍କ ମହତ୍ଵାକାଂକ୍ଷୀ ଯୋଜନା ଗୋଦାବରୀଶ ଆଦର୍ଶ ବିଦ୍ୟାଳୟ କାର୍ଯ୍ୟକାରିତାକୁ ଆଉ ଗୋଟିଏ ପାଦ ଆଗକୁ ନେଇ ଆଜି ଲୋକସେବା ଭବନ ଠାରେ ଏହି ଯୋଜନାର ଲୋଗୋ ଉନ୍ମୋଚନ…

Human Sagar: କଣ୍ଠଶିଳ୍ପୀ ହ୍ୟୁମାନ ସାଗର ଅସୁସ୍ଥ: ଏମ୍ସକୁ ହେଲେ ସ୍ଥାନାନ୍ତର

ଭୁବନେଶ୍ବର: ବିଗିଡ଼ିଲା ହ୍ୟୁମାନ ସାଗରଙ୍କ ସ୍ବାସ୍ଥ୍ୟ ଅବସ୍ଥା । ଓଲିଉଡ୍ ଇଣ୍ଡଷ୍ଟ୍ରିର ଖ୍ୟାତନାମା ସିଙ୍ଗର୍ ହ୍ୟୁମାନ ସାଗର କିଡନି ଓ ଲିଭର୍ ଜନିତ ସମସ୍ୟା ଯୋଗୁଁ ପ୍ରଥମେ ସେ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ, ଏବେ ଅଧିକ ଚିକିତ୍ସା ପାଇଁ ତାଙ୍କୁ ଭୁବନେଶ୍ବର ଏମ୍ସ କୁ…

+2 Internal Exam: +୨ ଇଣ୍ଟରନାଲ୍‌ ପରୀକ୍ଷା ବାଧ୍ୟତାମୂଳକ, ଜାରି ହେଲା ମାର୍ଗଦର୍ଶିକା

ଭୁବନେଶ୍ବର: ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE), ଓଡ଼ିଶା ଦ୍ୱାରା +୨ର ସମସ୍ତ ନିୟମିତ ଛାତ୍ରଛାତ୍ରୀଙ୍କ ପାଇଁ ଇଣ୍ଟରନାଲ ମୂଲ୍ୟାୟନ (Internal Assessment) ଏବଂ ପ୍ରୋଜେକ୍ଟ କାର୍ଯ୍ୟକୁ ବାଧ୍ୟତାମୂଳକ କରାଯାଇଛି। ଇଣ୍ଟରନାଲ୍‌ ଏବଂ ପ୍ରୋଜେକ୍ଟ ପରୀକ୍ଷାକୁ ସୁଚାରୁଭାବେ କରିବା ପାଇଁ…

Nuapada Result: ରାଉଣ୍ଡ ୧୮ ସୁଦ୍ଧା ୫୯ ହଜାରରୁ ଅଧିକ ଭୋଟ ଆଗରେ ଜୟ, ସ୍ନେହାଙ୍ଗିନୀକୁ ଟପିଲେ ଘାସିରାମ…

ନୂଆପଡା: ନୂଆପଡାରେ ବଡ ବିଜୟ ଲକ୍ଷରେ ଆଗକୁ ବଢୁଛନ୍ତି ବିଜେପି ପ୍ରାର୍ଥୀ ଜୟ ଢୋଲକିଆ ।  ରାଉଣ୍ଡ ୧୮ ସୁଦ୍ଧା ୫୯ ହଜାର ୯୧୨ ଭୋଟ ଆଗରେ ରହିଛନ୍ତି । ଏହାରି ଭିତରେ ହଠାତ୍ ଆଗେଇଛି କଂଗ୍ରେସ ।  କଂଗ୍ରେସ ପ୍ରାର୍ଥୀ ଘାସିରାମ ମାଝୀ, ବିଜେଡି ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆଙ୍କୁ…

Bihar Election Result: ‘ମହାଗଠବନ୍ଧନ ପରାଜୟ ପାଇଁ ଦାୟୀ SIR’, ଅଖିଳେଶ ଯାଦବ କହିଲେ, “ଏବେ…

ପାଟନା: ଶୁକ୍ରବାରଠାରୁ ଆରମ୍ଭ ହୋଇଥିବା ବିହାର ବିଧାନସଭା ନିର୍ବାଚନ ପାଇଁ ଭୋଟ ଗଣତିରେ NDA ମେଣ୍ଟ ଏକ ବଡ଼ ବିଜୟ ଆଡକୁ ଅଗ୍ରସର ହେଉଛି। ଏହି ସମୟରେ, ମହାଗଠବନ୍ଧନ ଶୋଚନୀୟ ସ୍ଥିତିରେ ଅଛି। ବିହାର ବିଧାନସଭାର ୨୪୩ ଆସନ ପାଇଁ ଭୋଟ୍ ନଭେମ୍ବର ୬ ଏବଂ ୧୧ ତାରିଖରେ ଦୁଇଟି ପର୍ଯ୍ୟାୟରେ…

Nuapada bypoll results: ଉପନିର୍ବାଚନରେ ପ୍ରଦର୍ଶନକୁ ନେଇ କ୍ଷୋଭ ପ୍ରକାଶ କଲେ ଘାସିରାମ; କହିଦେଲେ ବଡ କଥା…

ନୂଆପଡା: ନୂଆପଡ଼ା ଉପନିର୍ବାଚନରେ ପ୍ରଦର୍ଶନକୁ ନେଇ କ୍ଷୋଭ ପ୍ରକାଶ କରିଛନ୍ତି କଂଗ୍ରେସ ପ୍ରାର୍ଥୀ ଘାସିରାମ ମାଝୀ। ସକାଳ ୮ଟାରୁ ଭୋଟ ଗଣନା ଆରମ୍ଭ ହୋଇଥିବା ବେଳେ ବର୍ତ୍ତମାନ ପର୍ଯ୍ୟନ୍ତ ୧୫ ରାଉଣ୍ଡ ଫଳାଫଳ ଅନୁଯାୟୀ ତୃତୀୟ ସ୍ଥାନରେ ଘାସିରାମ ୨୨,୬୧୮ ଭୋଟ୍ ରେ ରହିଛନ୍ତି । ଏପରି ଫଳାଫଳ…

Bihar Result: ବିହାର ନିର୍ବାଚନ ଫଳାଫଳ: ସଂଖ୍ୟାଗରିଷ୍ଠତା ଟପି ଆଗୁଆ ଅଛି ଏନ୍‌ଡ଼ିଏ

ପାଟନା: ବିହାର ବିଧାନସଭା ନିର୍ବାଚନରେ ୨୪୩ ଆସନର ଫଳାଫଳ ଆଜି ଘୋଷଣା ହେବ। ଭୋଟ୍ ଗଣତି ଜାରି ରହିଚନ୍ତି । ଏନ୍‌ଡିଏ ଏବଂ ବିରୋଧୀ ମହାଗଠବନ୍ଧନ ମଧ୍ୟରେ ବିଗ୍ ଫାଇଟ୍ ଚାଲିଛି । ବିହାର ବିଧାନସଭା ନିର୍ବାଚନରେ ଏପର୍ଯ୍ୟନ୍ତ ଥିବା ଟ୍ରେଣ୍ଡ ଅନୁଯାୟୀ, NDA ସରକାର ପୁଣି ଥରେ ଗଠନ ହେବା…

Deputy Chief Minister Visit New Delhi: ନୂଆଦିଲ୍ଲୀ ଗସ୍ତ ଯିବେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା

ଭୁବନେଶ୍ୱର: ଶୁକ୍ରାବର ନୂଆଦିଲ୍ଲୀ ଗସ୍ତ ଯିବେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ସେଠାରେ ସେ ୪୪ତମ ଅନ୍ତର୍ଜାତୀୟ ବାଣିଜ୍ୟ ମେଳାରେ ଯୋଗଦେଇ ଓଡ଼ିଶା ପାଭିଲିୟନକୁ ଉଦ୍‌ଘାଟନ କରିବେ । ଭାରତ ମଣ୍ଡପମ୍‌ରେ ଆୟୋଜିତ ଏହି ମେଳାରେ ଓଡ଼ିଶା ପ୍ରତ୍ୟେକ ବର୍ଷ ଏକ ପ୍ରମୁଖ ରାଜ୍ୟ ଭାବେ ଯୋଗଦେଇ ନିଜର…