Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

‘ମାର୍ଚ୍ଚ ୩୧ ସୁଦ୍ଧା ସବୁ ଧାନ କିଣିବେ ସରକାର’

ଭୁବନେଶ୍ୱର:କୌଣସି ଟୋକନ ଲାପ୍ସ ହେବନି। ବିଧାନସଭାରେ ଯୋଗାଣ ମନ୍ତ୍ରୀଙ୍କ ପ୍ରତିଶ୍ରୁତି ମାର୍ଚ୍ଚ ୩୧ ତାରିଖ ସୁଦ୍ଧା ସବୁ ଧାନ କିଣିବେ ସରକାର। କୁଇଣ୍ଟାଲ ପିଛା ୩୧ ଶହ ଟଙ୍କାରେ କିଣିବାକୁ ସରକାର ନିର୍ବାଚନ ପ୍ରତିଶୃତି ଦେଇଥିଲେ, ସେହି ହିସାବରେ ସରକାର ଧାନ କିଣୁଛନ୍ତି ସରକା ।…

ରତ୍ନ ଅଳଙ୍କାର ଗଣତିମଣତି ପ୍ରକ୍ରିୟାରେ ଦୁଇଟି ଟିମ୍ ରହିବେ: ମୁଖ୍ୟ ପ୍ରଶାସକ

ପୁରୀ: ଶ୍ରୀମନ୍ଦିର ରତ୍ନ ଅଳଙ୍କାର ଗଣତିମଣତିର ଏସଓପିକୁ ନେଇ ବୈଠକ ଶେଷ ହୋଇଛି । ରାଜ୍ୟ ସରକାର ଏସଓପିକୁ ଅନୁମୋଦନ କରିବା ପରେ ମହାପ୍ରଭୁଙ୍କ ନିକଟରେ ସମର୍ପଣ ହୋଇଥିଲା । ପ୍ରସ୍ତୁତ ଏସଓପିକୁ ହାଇଲେବୁଲ୍ କମିଟି, ବିଧି ସବକମିଟି ଏବଂ ପରେ ପରିଚାଳନା କମିଟିରେ ଆଲୋଚନା ହୋଇଥିଲା । ରାଜ୍ୟ…

ଆମ ବସ୍ ଦୁର୍ଘଟଣାରେ ସର୍ବାଧିକ ଭୁବନେଶ୍ୱରରେ ଯାଇଛି ଜୀବନ,ବର୍ଷକ ଭିତରେ ନେଲାଣି…

ଭୁବନେଶ୍ୱର: ବର୍ଷକ ଭିତରେ ଆମ ବସ୍ ନେଇଛି ୭ ମୁଣ୍ଡ । ଆମ ବସ୍ ଦୁର୍ଘଟଣାରେ ଭୁବନେଶ୍ୱରରେ ସର୍ବାଧିକ ୬ ଜଣ ମୃତ୍ୟୁବରଣ କରିଥିବା ବେଳେ କଟକରେ ଜଣେ ମୃତ୍ୟୁବରଣ କରିଛନ୍ତି । ସେହିପରି ଆମ ବସ୍ ଦୁର୍ଘଟଣାରେ ବର୍ଷକ ମଧ୍ୟରେ ୮ ଜଣ ଗୁରୁତର ହୋଇଛନ୍ତି ବୋଲି ଆଜି ବିଧାନସଭାରେ ଲିଖିତ ଉତ୍ତର…

ଆଗାମୀ ୩ ଘଣ୍ଟା ମଧ୍ୟରେ ୮ ଜିଲ୍ଲାରେ ବର୍ଷା ଓ ବଜ୍ରପାତ ସମ୍ଭାବନା

ଭୁବନେଶ୍ୱର: ମଙ୍ଗଳବାର ସନ୍ଧ୍ୟା ୭.୩୦ ପର୍ଯ୍ୟନ୍ତ ଓଡ଼ିଶାର ଭୁବନେଶ୍ୱର ଏବଂ କଟକ ସମେତ ୮ଟି ସ୍ଥାନରେ ଝଡ଼ବର୍ଷା ସହ ବଜ୍ରପାତ ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ସୂଚନା ପ୍ରଦାନ କରିଛି। ଏଥିସହିତ ୩୦-୪୦ କିଲୋମିଟର ବେଗରେ ପବନ ବହିବା ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ନେଇ…

ବରିଷ୍ଠ ଆଇଏଏସ ଅଧିକାରୀ ଅରିନ୍ଦମ ଡାକୁଆଙ୍କ ନାଁରେ ସାଇବର ଲୁଟ୍‌

ଭୁବନେଶ୍ୱର: ବରିଷ୍ଠ ଆଇଏଏସ ଅଧିକାରୀ ଅରିନ୍ଦମ ଡାକୁଆଙ୍କ ନାଁରେ ସାଇବର ଲୁଟ୍‌। ଡିଜିଟାଲ୍ ଠକେଇରେ ତାଙ୍କ ନାମ ଓ ପରିଚୟର ଅପବ୍ୟବହାର କରିଥିବା ନେଇ ଭୁବନେଶ୍ୱରର ସାଇବର ପୋଲିସ ଷ୍ଟେସନରେ ଏକ ଅଭିଯୋଗ ଦାଖଲ କରିଛନ୍ତି। ଅଭିଯୋଗ ଅନୁଯାୟୀ ସାଇବର ଅପରାଧୀମାନେ ମୋବାଇଲ୍ ନମ୍ବର…

ବଦଳିଲା କେରଳ ନାଁ…

ନୂଆଦିଲ୍ଲୀ: ନୂତନ ପିଏମଓ କୋଠା ସେବା ତୀର୍ଥରେ ମଙ୍ଗଳବାର ଅନୁଷ୍ଠିତ ପ୍ରଥମ କେନ୍ଦ୍ର କ୍ୟାବିନେଟ ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏହି କ୍ରମରେ ମୋଦି କ୍ୟାବିନେଟ କେରଳ ରାଜ୍ୟର ନାମ ପରିବର୍ତ୍ତନ କରି କେରଳମ କରିଛନ୍ତି। ଏପ୍ରିଲ-ମେ ମାସରେ ହେବାକୁ ଥିବା କେରଳ…

Elephant Death: ଦେଢ଼ ବର୍ଷରେ ଗଲାଣି ୧୧୪ ହାତୀଙ୍କର ଜୀବନ: ମନ୍ତ୍ରୀ

ଭୁବନେଶ୍ୱର: ଚିନ୍ତା ବଢାଇଛି ରାଜ୍ୟରେ ହାତୀ ମୃତ୍ୟୁ ସଂଖ୍ୟା । ହାତୀ ମୃତ୍ୟୁ ନେଇ ବିଧାନସଭାରେ ଉତ୍ତର ରଖିଲେ ଜଙ୍ଗଲ ଓ ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଗଣେଶ ରାମ ସିଂଖୁଣ୍ଟିଆ । ମନ୍ତ୍ରୀ ଦେଇଥିବା ତଥ୍ୟ ଅନୁସାରେ, ଗତ ଦେଢ଼ ବର୍ଷରେ ୧୧୪ ହାତୀଙ୍କର ଜୀବନ ଯାଇଛି । ସେଥିମଧ୍ୟରୁ…

NIT Rourkela: NIT କ୍ୟାମ୍ପସରେ ହାତୀ,ଭୟରେ ଛାତ୍ରଛାତ୍ରୀ

ରାଉରକେଲା: ମଙ୍ଗଳବାର ସକାଳେ ରାଉରକେଲା ଏନ.ଆଇ.ଟି ପରିସରରେ ୫ଟି ହାତୀ ପ୍ରବେଶ କରିଥିବା ବେଳେ ଅନ୍ୟ ୨୧ଟି ହାତୀ ବିଶ୍ରା ବ୍ଲକ ଅଧିନସ୍ଥ ଜାମସେରା ପଞ୍ଚାୟତର ଖାଦାନ ଟୋଲି ଠାରେ ପହଞ୍ଚିଛି। ମାତ୍ର ଏନ.ଆଇ.ଟି ପରିସରରେ ହାତୀ ପ୍ରବେଶ କରିଥିବା ସୂଚନା ପାଇବା ପରେ ଛାତ୍ରଛାତ୍ରୀ ଓ…

ଆମେରିକାରେ ଭାରତୀୟ ସାମଗ୍ରୀ ମହଙ୍ଗା, ଆଜିଠୁ ଲାଗୁ ହେଲା ୧୦% ଅତିରିକ୍ତ ଟ୍ୟାରିଫ୍

ନୂଆଦିଲ୍ଲୀ: ଆମେରିକାକୁ ରପ୍ତାନି କରୁଥିବା ଭାରତୀୟ ବ୍ୟବସାୟୀଙ୍କ ପାଇଁ ଏକ ବଡ଼ ଖବର । ଆଜିଠାରୁ ଆମେରିକା ବଜାରରେ ଭାରତୀୟ ସାମଗ୍ରୀ ଉପରେ ୧୦ ପ୍ରତିଶତ ଅତିରିକ୍ତ ଟ୍ୟାରିଫ୍ ବା ଶୁଳ୍କ ଲାଗୁ ହେବାକୁ ଯାଉଛି । ଟ୍ରମ୍ପ ପ୍ରଶାସନର ଏହି ନୂଆ ନିଷ୍ପତ୍ତି ପରେ ବ୍ୟବସାୟିକ ମହଲରେ ଏବେ ହଲଚଲ…

E-Shram Portal: ଇ-ଶ୍ରମ ପୋର୍ଟାଲରେ ପଞ୍ଜିକରଣ କରନ୍ତୁ, ଏହି ସବୁ ଲାଭ ପାଆନ୍ତୁ..

ନୂଆଦିଲ୍ଲୀ: ଅସଂଗଠିତ କ୍ଷେତ୍ରର ଶ୍ରମିକମାନଙ୍କୁ ସାମାଜିକ ସୁରକ୍ଷା ଯୋଗାଇବାରେ ସହାୟକ ହୋଇଛି ଇ-ଶ୍ରମ ପୋର୍ଟାଲ । ଏଥିରେ ପଞ୍ଜିକରଣ କରିବାରେ ପୁରୁଷଙ୍କ ଅପେକ୍ଷା ମହିଳାମାନେ ଆଗରେ ରହିଛନ୍ତି । ସରକାରୀ ଯୋଜନା ଏବଂ ସାମାଜିକ ସୁରକ୍ଷା ସହ ଯୋଡ଼ି ହେବାକୁ ଦେଶର ଶ୍ରମିକମାନଙ୍କ ପାଇଁ…