Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

Theater Release 2026: ଶାହରୁଖଙ୍କଠାରୁ ସଲମାନ ଖାନ ପର୍ଯ୍ୟନ୍ତ, ୨୦୨୬ରେ ହଲରେ କରିବେ ସିନେମା ବର୍ଷା, ୮…

ମୁମ୍ବାଇ: ୨୦୨୬ ବଲିଉଡ ଏବଂ ସର୍ବଭାରତୀୟ ସିନେମା ପାଇଁ ଏକ ଅତ୍ୟନ୍ତ ରୋମାଞ୍ଚକର ବର୍ଷ ହେବାକୁ ଯାଉଛି, ଯେଉଁଥିରେ ଶାହରୁଖ ଖାନ, ସଲମାନ ଖାନ, ଅକ୍ଷୟ କୁମାର, ରଣବୀର କପୁର ଏବଂ ସାଉଥ୍ ସୁପରଷ୍ଟାର ପ୍ରଭାସଙ୍କ ପରି ସୁପରଷ୍ଟାର ବଡ଼ ପରଦାରେ ଧମାକା କରିବାକୁ ଯାଉଛନ୍ତି। ଏହି ବର୍ଷ, ଆକ୍ସନ,…

Nicco Park: ନିକୋ ପାର୍କର ହେବ ନବକଳେବର, ଖର୍ଚ୍ଚ ହେବ ଏତିକି କୋଟି…

ଭୁବନେଶ୍ୱର: ଖୁବ ଶୀଘ୍ର ନୂଆରୂପରେ ନଜର ଆସିବ ନିକୋ ପାର୍କ । ୩ଟି ପର୍ଯ୍ୟାୟରେ ନିର୍ମାଣ ହେବ । ଏଥିପାଇଁ ୨ ଶହ କୋଟି ଲେଖାଏଁ ମୋଟ ୬ ଶହ କୋଟି ଟଙ୍କା ବ୍ୟୟ ବରାଦ ହେବ । ଏନେଇ ସୂଚନା ଦେଇଛନ୍ତି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର । ମନ୍ତ୍ରୀ ଆହୁରି କହିଛନ୍ତି ଯେ,…

ରାହୁଲ ଗାନ୍ଧୀଙ୍କୁ ଭଗବାନ ରାମଙ୍କ ସହ ତୁଳନା କଲେ କଂଗ୍ରେସ ନେତା, ଏହା ହିନ୍ଦୁ ଧର୍ମର ଅପମାନ କହିଲା ବିଜେପି

ନୂଆଦିଲ୍ଲୀ: କଂଗ୍ରସେ ନେତା ରାହୁଲ ଗାନ୍ଧୀଙ୍କୁ କରାଯାଉଛି ଭଗବାନ ରାମଙ୍କ ସହ ତୁଳନା। ଯାହାକୁ ନେଇ ରାଜନୀତି ସରଗରମ ହେବାରେ ଲାଗିଛି। ମହାରାଷ୍ଟ୍ର କଂଗ୍ରେସ ନେତା ନାନା ପଟୋଲେ ଲୋକସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କୁ ଭଗବାନ ରାମଙ୍କ ସହ ତୁଳନା କରିଛନ୍ତି। ଯାହାକୁ ନେଇ ଏବେ…

ଏହି ଦେଶରେ ପାଳନ ହୁଏନି ନୂଆ ବର୍ଷ, ଜାନୁଆରୀ ୧ ସେଲିବ୍ରେସନ କଲେ ମିଳେ ଜେଲଦଣ୍ଡ

ନୂଆଦିଲ୍ଲୀ: ଆଜିଠାରୁ ନୂତନ ବର୍ଷ ଆରମ୍ଭ। ବିଶ୍ୱର ଅଧିକାଂଶ ସ୍ଥାନରେ, ଡିସେମ୍ବର ୩୧ ରାତିରେ ଜିରୋ ନାଇଟ ସେଲିବ୍ରେସନ କରିଛନ୍ତି। କିଛି ଦେଶ ଆତସବାଜି, କାଉଣ୍ଟଡାଉନ୍ ଏବଂ ଉତ୍ସବ ସହିତ ନୂତନ ବର୍ଷ ଆରମ୍ଭ କରିଛନ୍ତି। କିନ୍ତୁ ଆପଣ ଜାଣିଛନ୍ତି କି ଆମ ଦୁନିଆରେ ଏପରି କିଛି ଦେଶ ଅଛି…

ଗ୍ରାହକଙ୍କ ପାଇଁ ଖୁସିଖବର: BSNL ଲଞ୍ଚ କଲା ୱାଇଫାଇ କଲିଂ ସର୍ଭିସ୍

ନୂଆଦିଲ୍ଲୀ: ଗ୍ରାହକଙ୍କ ପାଇଁ ଖୁସିଖବର। ନୂଆବର୍ଷରେ BSNLର ନୂଆ ଅଫର୍। ସାରା ଦେଶରେ ଲଞ୍ଚ କଲା ୱାଇଫାଇ କଲିଂ ସର୍ଭିସ୍। ଏହି ଉନ୍ନତ ସେବା ଏବେ ଦେଶର ସମସ୍ତ ଦୂରସଞ୍ଚାର ସର୍କଲର ସବୁ ବିଏସଏନଏଲ ଗ୍ରାହକଙ୍କ ପାଇଁ ଉପଲବ୍ଧ ହେବ। ଚ୍ୟାଲେଞ୍ଜିଂ ସ୍ଥିତିରେ ଅବାଧ ଓ ଉଚ୍ଚଗୁଣବତ୍ତା ସମ୍ପନ୍ନ…

ନୂଆ ବର୍ଷ ପାଳନ ହେଲା କାଳ, ବିସ୍ଫୋରଣ ନେଲା ୪୦ ଜୀବନ

ନୂଆଦିଲ୍ଲୀ: ମନେ ପକାଇଦେଲା ଗୋଆ ନାଇଟ୍ କ୍ଲବ୍ ବିସ୍ଫୋରଣ। ନୂଆ ବର୍ଷ ପାଳନ କରିବା ହେଲା କାଳ। ସ୍ୱିଜରଲ୍ୟାଣ୍ଡରେ ନୂଆବର୍ଷ ପାଳନ କରୁଥିବା ବେଳେ ଏକ ବାର୍‌ରେ ବିସ୍ଫୋରଣ ହୋଇଥିବା ଜଣାପଡ଼ିଛି। ଏହି ବିସ୍ଫୋରଣରେ ୪୦ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ବିସ୍ଫୋରଣଟି ଏକ ବାରରେ…

କୋଟିଆରେ ଆନ୍ଧ୍ର ଅନୁପ୍ରବେଶ ରୋକିବାକୁ ବଡ ପଦକ୍ଷେପ ନେଲେ ରାଜ୍ୟ ସରକାର

ଭୁବନେଶ୍ୱର: କୋରାପୁଟ ଜିଲ୍ଲା କୋଟିଆ ପାଇଁ ତତପରତା ଦେଖାଇଛନ୍ତି ରାଜ୍ୟ ସରକାର । କୋଟିଆରେ ହେଉଥିବା ସମସ୍ତ ବିକାଶ କାର୍ଯ୍ୟର ତଦାରଖ କରିବାକୁ ସ୍ୱତନ୍ତ୍ର ଅଧିକାରୀ ନିଯୁକ୍ତ କରିଛନ୍ତି ରାଜ୍ୟ ସରକାର । ଓଡିଶା ସୀମାନ୍ତ କୋରାପୁଟ ଜିଲ୍ଲା କୋଟିଆକୁ ନିଜର ଦର୍ଶାଇ ଆନ୍ଧ୍ର ପ୍ରଦେଶ…

ବିଶ୍ୱର ଏହି ସହରକୁ ‘ପାପ’ର ନଗରୀ କୁହାଯାଉଥିଲା, ଲୋକଙ୍କୁ ମିଳୁନଥିଲା କୌଣସି ‘ଦଣ୍ଡ’..

ନୂଆଦିଲ୍ଲୀ: ଆଜି ଯେତେବେଳେ "ପାପର ସହର" ଶବ୍ଦଟି ମନକୁ ଆସେ, ସର୍ବପ୍ରଥମେର ଲାସ୍ ଭେଗାସ୍ ନାମଟି ମନେ ପଡ଼େ। କିନ୍ତୁ ବହୁତ କମ୍ ଲୋକ ଜାଣନ୍ତି ଯେ ଲାସ୍ ଭେଗାସ୍ ପୂର୍ବରୁ ଶହ ଶହ ବର୍ଷ ପୂର୍ବେ, ବିଶ୍ୱରେ ଆଉ ଏକ ସହର ଥିଲା ଯାହାକୁ ଆହୁରି କୁଖ୍ୟାତ ବୋଲି ବିବେଚନା କରାଯାଉଥିଲା। ସେହି ସହର…

ଜାତୀୟ ପ୍ରତୀକ ଅଶୋକ ସ୍ତମ୍ଭକୁ ନେତାଙ୍କ ଅପମାନ, “ନୋ ବ୍ୟାନର ଜୋନ୍” ଫଳକ ସ୍ଥାପିତ କରିବା ପାଇଁ…

ଭୁବନେଶ୍ଵର: ଆଜି ଓଡ଼ିଶା ପ୍ରଦେଶ ରାଜଧାନୀ ଭୁବନେଶ୍ଵରର ଝାରପଡ଼ା ଛକ ଉପରେ ଅବସ୍ଥିତ ଦେଶର ଗରିମାମୟ ଜାତୀୟ ପ୍ରତୀକ ‘ଅଶୋକ ସ୍ତମ୍ଭ’କୁ ଘେରି ଅନେକ ନେତାଙ୍କ ପୋଷ୍ଟର ଓ ବ୍ୟାନର ଲଗାଯାଇଥିବା ଦେଖିବାକୁ ମିଳିଛି। ଫଳରେ ଜାତୀୟ ଚିହ୍ନଟି ସମ୍ପୂର୍ଣ୍ଣ ଭାବେ ଲୁଚି ଯାଇଛି, ଯାହା ଗଭୀର କ୍ଷୋଭ ଓ…

Pralay Missile: ଓଡ଼ିଶାରେ ଭାରତର ‘ପ୍ରଳୟ’, ଧଡ୍ ଧଡ୍ ଶତ୍ରୁଙ୍କ ଛାତି

ନୂଆଦିଲ୍ଲୀ: ଶତ୍ରୁଙ୍କ ଉପରେ ବର୍ଷିବ 'ପ୍ରଳୟ' ଓଡ଼ିଶା ମାଟିରୁ ନୂଆବର୍ଷରେ ଶତ୍ରୁଙ୍କୁ ଭାରତର ଭେଟି ଶକ୍ତି ଦେଖି ଛାନିଆ ଚୀନ୍ ଏବଂ ପାକିସ୍ତାନ ଡିଆରଡିଓ ଓଡ଼ିଶାର ଚାନ୍ଦିପୁର ସମନ୍ୱିତ ପରୀକ୍ଷଣ ରେଞ୍ଜ (ITR) ରେ ଦୁଇଟି ପ୍ରଳୟ କ୍ଷେପଣାସ୍ତ୍ର ସଫଳତାର ସହ ଉତ୍ କ୍ଷେପଣ କରିଛି,…