Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ବୁଡ଼ିଲା ପୋଲ..ମାଲକାନଗିରି -କାଲିମେଳା ଯୋଗାଯୋଗ ବିଚ୍ଛିନ୍ନ;ଏପଟେ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ

କାଲିମେଳା:ଉତ୍ତର-ପଶ୍ଚିମ ତଥା ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ସଂଲଗ୍ନ ଦକ୍ଷିଣ ଓଡ଼ିଶା ଓ ଆନ୍ଧ୍ରପ୍ରଦେଶ ଉପକୂଳରେ ଥିବା ଲଘୁଚାପ କ୍ଷେତ୍ରଟି ସକ୍ରିୟ ରହିଛି । ଏହାସହିତ ଜଡିତ ଘୁର୍ଣ୍ଣିବଳୟ ସମୁଦ୍ର ପତନ ଠାରୁ ୭.୬ କିମି ପର୍ଯ୍ୟନ୍ତ ବିସ୍ତାରିତ ହୋଇ ରହିବା ସହ ଦକ୍ଷିଣ ପଶ୍ଚିମ…

ରିଲ୍ସ କରି ବନ୍ଧା ହେଲେ ୮ ଜଣ; ହାତରେ ଛୁରି ଧରି ଭିଡ଼ିଓ…

ଝାରସୁଗୁଡ଼ା: ରିଲ୍ସ କରିବା ପଡ଼ିଲା ମହଙ୍ଗା । ୮ ଜଣଙ୍କୁ ବାନ୍ଧିଲା ଝାରସୁଗୁଡ଼ା ପୋଲିସ । ହାତରେ ଛୁରି ଧରି ‘ଝାରସୁଗୁଡ଼ାରେ ଖାଲି ଏମିତି ଚାଲେ’ କହି କରିଥିଲେ ରିଲ୍ସ । ଆଉ ତାକୁ ସୋସିଆଲ ମିଡିଆରେ ଅପଲୋଡ୍ କରିଥିଲେ । ବଞ୍ଜାରୀ ଅଞ୍ଚଳର ଏହି ୮ ଯୁବକଙ୍କୁ ବାନ୍ଧିଛି ଝାରସୁଗୁଡ଼ା ପୋଲିସ ।…

ବିଶ୍ୱ ବାଣିଜ୍ୟ ପାଇଁ ସମୁଦ୍ର ପଥର ସୁରକ୍ଷା ଜରୁରୀ: ବ୍ରିକ୍ସ ମଞ୍ଚରୁ ଆମେରିକା ଓ ଇରାନକୁ ମୋଦିଙ୍କ ପରୋକ୍ଷ ବାର୍ତ୍ତା

ନୂଆଦିଲ୍ଲୀ: ବିଶ୍ୱ ଅର୍ଥନୀତି ଏବଂ ଭୂ-ରାଜନୀତିରେ ବ୍ରିକ୍ସ ସମୂହର ଗୁରୁତ୍ୱ କ୍ରମାଗତ ଭାବେ ବୃଦ୍ଧି ପାଉଛି । ବ୍ରିକ୍ସ ବିଜନେସ୍ ଫୋରମକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସଶକ୍ତ ଏବଂ ବିକଶିତ ଭାରତର ଚିତ୍ର ଉପସ୍ଥାପନ କରିବା ସହ ବିଶ୍ୱ ବାଣିଜ୍ୟ ଏବଂ ସୁରକ୍ଷା…

ଜୀବନ ପ୍ରତି ବିପଦ ଥିବା ଦର୍ଶାଇ ମୁଖ୍ୟମନ୍ତ୍ରୀଙ୍କୁ ସୁରକ୍ଷା ମାଗିଲେ ତେଲକୋଇ ବିଧାୟକ ଫକୀର ମୋହନ ନାଏକ

କେନ୍ଦୁଝର: ତେଲକୋଇ ନିର୍ବାଚନମଣ୍ଡଳୀର ବିଜେପି ବିଧାୟକ ଡାକ୍ତର ଫକୀର ମୋହନ ନାଏକ ନିଜ ଜୀବନ ପ୍ରତି ବିପଦ ଥିବା ଆଶଙ୍କା ପ୍ରକାଶ କରିଛନ୍ତି । ନିଜର ତଥା ନିଜ ସମର୍ଥକଙ୍କ ସୁରକ୍ଷା ନିମନ୍ତେ ସେ ରାଜ୍ୟ ସରକାରଙ୍କ ଦ୍ୱାରସ୍ଥ ହୋଇଛନ୍ତି । ସ୍ଥାନୀୟ ଅଞ୍ଚଳରେ ଆଇନଶୃଙ୍ଖଳା ପରିସ୍ଥିତି କ୍ରମାଗତ…

ରାଜସ୍ୱ ପର୍ଷଦର ନୂଆ ୱେବସାଇଟ୍ ଲୋକାର୍ପିତ: ମାମଲା ଫଇସଲା ହେବ ତ୍ୱରିତ ଓ ସ୍ୱଚ୍ଛ

ଭୁବନେଶ୍ୱର: ରାଜ୍ୟର ସାଧାରଣ ଲୋକଙ୍କୁ ସହଜ, ସ୍ୱଚ୍ଛ ଏବଂ ତ୍ୱରିତ ସେବା ଯୋଗାଇଦେବା ଲକ୍ଷ୍ୟରେ ରାଜସ୍ୱ ପର୍ଷଦର ଏକ ନୂତନ ୱେବସାଇଟ୍ ଶୁଭାରମ୍ଭ ହୋଇଛି । ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଆନୁଷ୍ଠାନିକ ଭାବେ ଏହି ଅତ୍ୟାଧୁନିକ ୱେବସାଇଟକୁ ଲୋକାର୍ପିତ କରିଛନ୍ତି ।…

ବନ୍ଦେ ମାତରମ୍ ବିବାଦ:କଂଗ୍ରେସ ଉପରେ ବର୍ଷିଲେ ଓମାର ଅବଦୁଲ୍ଲା

ଶ୍ରୀନଗର: ବନ୍ଦେ ମାତରମ୍ ଗାନକୁ ନେଇ ସହଯୋଗୀ ଦଳ କଂଗ୍ରେସ ଏବଂ ନ୍ୟାସନାଲ କନଫରେନ୍ସ ମଧ୍ୟରେ ସୃଷ୍ଟି ହୋଇଥିବା ବିବାଦ ଉପରେ ଶେଷରେ ମୁହଁ ଖୋଲିଛନ୍ତି ଜମ୍ମୁ-କାଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା। କଂଗ୍ରେସକୁ କଡ଼ା ସମାଲୋଚନା କରି ସେ ପ୍ରଶ୍ନ କରିଛନ୍ତି, "କଂଗ୍ରେସ କ'ଣ ଚାହୁଁଛି ଯେ…

Ama Sathi WhatsApp Bot:ରାଜ୍ୟ ପୋଲିସ ପକ୍ଷରୁ ସରଳ ବ୍ୟବସ୍ଥା :‘ଆମ ସାଥୀ’ ହ୍ୱାଟ୍ସଆପ୍ ବଟ୍‌ ଶୁଭାରମ୍ଭ;ମିଳିବ…

ଭୁବନେଶ୍ବର:ପୋଲିସ ତରଫରୁ ପ୍ରଦାନ କରାଯାଉଥିବା ବିଭିନ୍ନ ଜରୁରୀ ସେବା ପ୍ରାପ୍ତି ନିମନ୍ତେ ଆଉ ପୋଲିସ ଥାନା କିମ୍ବା ସମ୍ପୃକ୍ତ କାର୍ଯ୍ୟାଳୟକୁ ଯିବାର ଆବଶ୍ୟକତା ପଡିବ ନାହିଁ । ପୋଲିସ ସେବା ବ୍ୟବସ୍ଥାକୁ ଅଧିକ ସରଳ, ଦ୍ରୁତ, ସ୍ୱଚ୍ଛ, ନାଗରିକ-କେନ୍ଦ୍ରିକ ଓ ତ୍ଵରିତ ସେବା ଯୋଗାଇ ଦେବାକୁ…

ଏସବିଆଇ ବ୍ୟାଙ୍କରେ ଦିନଦ୍ୱିପ୍ରହରରେ ଲଙ୍କାଗୁଣ୍ଡ ମାଡ଼, ୪ ଲକ୍ଷ ଟଙ୍କା ଧରି ଫେରାର୍ ହେଉଥିବା ବେଳେ ଧରାପଡ଼ିଲା…

ନାଗପୁର: ମହାରାଷ୍ଟ୍ରର ନାଗପୁର ସହରରେ ଏକ ସାଂଘାତିକ ବ୍ୟାଙ୍କ ଲୁଟ୍ ଘଟଣା ସାମ୍ନାକୁ ଆସିଛି। ଏକ ଫିଲ୍ମ ଷ୍ଟାଇଲ୍‌ରେ ଜଣେ ଯୁବକ ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (ଏସବିଆଇ) ଶାଖାରେ ପଶି କର୍ମଚାରୀଙ୍କ ଆଖିରେ ଲଙ୍କାଗୁଣ୍ଡ ଫିଙ୍ଗି ପ୍ରାୟ ୪ ଲକ୍ଷ ଟଙ୍କା ଲୁଟି ନେଇଥିଲା । ତେବେ ଲୁଟେରା ଜଣକ…

ବାଲେଶ୍ୱରରୁ ଉଦ୍ଧାର ୫ ଛୁଆ ଓରାଙ୍ଗଉଟାନଙ୍କୁ ଫେରାଇ ନେବ ଇଣ୍ଡୋନେସିଆ: ଆରମ୍ଭ ହେଲା କୂଟନୈତିକ ପ୍ରକ୍ରିୟା

ନୂଆଦିଲ୍ଲୀ: ବାଲେଶ୍ୱର ଜିଲ୍ଲା ଭୋଗରାଇ ବ୍ଲକ ଅନ୍ତର୍ଗତ ବିଚିତ୍ରପୁର ଜଙ୍ଗଲରୁ ନିକଟରେ ଉଦ୍ଧାର ହୋଇଥିବା ୫ଟି ବିରଳ ଛୁଆ ଓରାଙ୍ଗଉଟାନଙ୍କୁ ସେମାନଙ୍କ ସ୍ୱଦେଶ ଫେରାଇ ନେବା ପାଇଁ ଇଣ୍ଡୋନେସିଆ ସରକାର ପ୍ରକ୍ରିୟା ଆରମ୍ଭ କରିଛନ୍ତି । ଆନ୍ତର୍ଜାତୀୟ ବନ୍ୟଜନ୍ତୁ ଚୋରାଚାଲାଣର ବଳିପଡ଼ି ଭାରତରେ…

୨୦୨୭ ପଞ୍ଚାୟତ ଓ ପୌର ନିର୍ବାଚନ ପ୍ରସ୍ତୁତି: ଅକ୍ଟୋବର ୨୬ରୁ ଘରକୁ ଘର ବୁଲି ଭୋଟର ତାଲିକା ଯାଞ୍ଚ କରିବେ ଅଧିକାରୀ

ଭୁବନେଶ୍ୱର: ଆଗାମୀ ୨୦୨୭ ମସିହାରେ ଅନୁଷ୍ଠିତ ହେବାକୁ ଥିବା ପଞ୍ଚାୟତ ଏବଂ ମ୍ୟୁନିସିପାଲିଟି ନିର୍ବାଚନ ପାଇଁ ରାଜ୍ୟରେ ଏବେଠାରୁ ପ୍ରସ୍ତୁତି ପର୍ବ ଆରମ୍ଭ ହୋଇଯାଇଛି । ସ୍ଥାନୀୟ ସ୍ୱାୟତ୍ତ ଶାସନ ନିର୍ବାଚନକୁ ସ୍ୱଚ୍ଛ, ଅବାଧ ଏବଂ ସୁରୁଖୁରୁରେ ସମ୍ପନ୍ନ କରିବା ଲକ୍ଷ୍ୟରେ ରାଜ୍ୟ ନିର୍ବାଚନ…