Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

Landmine Explosion: ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣରେ ଯବାନ ଗୁରୁତର, ସନ୍ଧାନୀ କୁକୁର ସହିଦ

ସୁନ୍ଦରଗଡ: ଓଡ଼ିଶା-ଝାଡ଼ଖଣ୍ଡ ସୀମାନ୍ତ ପଶ୍ଚିମ ସିଂହ ଭୂମି ଛୋଟା ନାଗରା ଥାନା ସରଣ୍ଡା ଜଙ୍ଗଲରେ ଆଇଇଡି ବିସ୍ଫୋରଣ । ମାଓବାଦୀଙ୍କ ଆଇଡି ବିସ୍ଫୋରଣରେ ଜଣେ ସିଆରପିଏଫ୍ ଯବାନ ଗୁରୁତର ହୋଇଥିବାବେଳେ, ଏକ ସନ୍ଧାନୀ କୁକୁର ସହିଦ ହୋଇଛି । ଗୁରୁତର ଯବାନ ଜଣକ ହେଲେ ସୁମିତ ଏମ୍ । ତାଙ୍କର…

କଟକରେ କୋଠା ଭୁଶୁଡ଼ିବା ଘଟଣା; ମୃତକଙ୍କ ପରିବାରକୁ ୪ ଲକ୍ଷ କ୍ଷତିପୂରଣ..

କଟକ: କଟକ ମଣିସାହୁ ଛକରେ ଶନିବାର ସନ୍ଧ୍ୟାରେ ଏକ କୋଠା ଭୁଶୁଡ଼ି ୩ଜଣଙ୍କ ମୃତ୍ୟୁ ଘଟିଛି। ମଣିସାହୁ ଛକ ନିକଟରେ ଥିବା ହାଡ଼ିବନ୍ଧୁ ସ୍କୁଲ ନିକଟରେ ପୁରୁଣା କୋଠା ଭୁଶୁଡ଼ିବାରୁ ଏଭଳି ଅଘଟଣ ଘଟିଛି। ଏହି ଘଟଣାରେ ଶୋକ ପ୍ରକାଶ କରିବା ସହ ମୃତକଙ୍କ ପରିବାରକୁ କ୍ଷତିପୂରଣ ଘୋଷଣା କରିଛନ୍ତି…

୨୫ଏକର ଜମିରେ ୧୧ କୋଟି ମୂଲ୍ୟର ଗଞ୍ଜେଇ ଗଛ ନଷ୍ଟ କଲା ପୋଲିସ

କନ୍ଧମାଳ:ବେଆଇନ ଗଞ୍ଜେଇ ଗଛ କାଟି ନଷ୍ଟ । ରାଇକିଆ ପୋଲିସ ଓ ଅବକାରୀ ବିଭାଗ ଚଢ଼ାଉ କରି ସୁଗଡବାଡି ପଞ୍ଚାୟତର ନାଉଡ଼ିମାହା ନିକଟସ୍ଥ ଜଙ୍ଗଲରୁ ୨୫ ଏକର ଜମିରେ ଲାଗିଥିବା ବେଆଇନ ଗଞ୍ଜେଇ ଗଛ କାଟି ନଷ୍ଟ କରିଛି । ସୂଚନାଥାଉକି, ବିଶେଷସୂତ୍ରରୁ ସୂଚନା ପାଇ ରାଇକିଆ ଥାନା ଅଧିକାରୀ ଆଶୁତୋଷ…

କଟକରେ ପୁରୁଣା କୋଠା ଭୁଶୁଡ଼ି ୩ମୃତ

କଟକ:କଟକ ମଣିସାହୁ ଛକରେ ଶନିବାର ସନ୍ଧ୍ୟାରେ ଏକ ବଡ଼ ଅଘଟଣ ଘଟିଛି। କୋଠା ଭୁଶୁଡ଼ି ୩ଜଣଙ୍କ ମୃତ୍ୟୁ ଘଟିଛି। ମଣିସାହୁ ଛକ ନିକଟରେ ଥିବା ହାଡ଼ିବନ୍ଧୁ ସ୍କୁଲ ନିକଟରେ ପୁରୁଣା କୋଠା ଭୁଶୁଡ଼ିବାରୁ ବସ୍ତିରେ ରହୁଥିବା ୩ ଜଣଙ୍କର ମୃତ୍ୟୁ ଘଟିଛି। କମିସନରେଟ୍‌ ପୋଲିସ କହିଛି ଯେ,…

ପୀତବାସ ପଣ୍ଡାଙ୍କ ପତ୍ନୀଙ୍କ ସାଙ୍ଘାତିକ ଅଭିଯୋଗ ପରେ ପରିବାରକୁ ୨୪ ଘଣ୍ଟିଆ ସୁରକ୍ଷା

ବ୍ରହ୍ମପୁର: ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲା। ସାମ୍ବାଦିକ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀଙ୍କୁ ନ୍ୟାୟ ମାଗିଲେ ପୀତବାସଙ୍କ ସ୍ତ୍ରୀ ସୁସ୍ମିତା ପଣ୍ଡା। କହିଲେ ଜୀବନ ପ୍ରତି ବିପଦ ଅଛି। ପୁଅ ପାଖକୁ ମାମଲା ପ୍ରତ୍ୟାହାର କରିବାକୁ ବାରମ୍ବାର ଧମକପୂର୍ଣ୍ଣ କଲ୍ ଆସୁଛି। ମୁଖ୍ୟ ଅଭିଯୁକ୍ତ…

ଏହି ଜିଲ୍ଲାରେ ବଢିଛି ସଡ଼କ ଦୁର୍ଘଟଣା; ଗତବର୍ଷ ତୁଳନାରେ ୧୧ % ଅଧିକ ଦୁର୍ଘଟଣା

ଖୋର୍ଦ୍ଧା: ଜିଲ୍ଲାରେ ଗତବର୍ଷ(ଜାନୁଆରୀରୁ ସେପ୍ଟେମ୍ବର) ତୁଳନାରେ ଚଳିତବର୍ଷ ୧୧.୦୧ ପ୍ରତିଶତ ଅଧିକ ଦୁର୍ଘଟଣା ଘଟିଛି । ଜାତୀୟ ରାଜପଥରେ ହିଁ ସର୍ବାଧିକ ମୁଣ୍ଡ ଗଡି଼ଛି । ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଜିଲ୍ଲାସ୍ତରୀୟ ସଡ଼କ ସୁରକ୍ଷା ବୈଠକରେ ଏହି ତଥ୍ୟ ଉପସ୍ଥାପନ କରାଯାଇଛି ।…

ସୁରକ୍ଷାକର୍ମୀଙ୍କ ଗୁଳିରେ ୨ଆତଙ୍କବାଦୀ ସଫା ; ସର୍ଚ୍ଚ ଅପରେସନ ଜାରି

ଶ୍ରୀନଗର: ଜମ୍ମୁ-କାଶ୍ମୀରର କୁପୱାଡ଼ାର କେରନ ସେକ୍ଟରରେ ସୁରକ୍ଷା ବାହିନୀ ଏକ ଅନୁପ୍ରବେଶ ଉଦ୍ୟମକୁ ପଣ୍ଡ କରିଛି। ଶନିବାର ଦିନ ଏହି ଅପରେସନରେ ଦୁଇ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ଶୁକ୍ରବାର ନିୟନ୍ତ୍ରଣ ରେଖା (LoC) ପାର ହୋଇ ଅନୁପ୍ରବେଶ ସମ୍ପର୍କରେ ଗୁପ୍ତ ସୂଚନା ପାଇବା ପରେ ଭାରତୀୟ…

ପୁରୀ ରଥଯାତ୍ରା ଦଳାଚକଟା; ୭ ପୋଲିସ ଅଧିକାରୀଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର: ରଥଯାତ୍ରା ସମୟରେ ପୁରୀ ଶରଧାବାଲିରେ ଦଳାଚକଟା ଘଟଣାରେ ଓଡ଼ିଶା ସରକାର ୭ ଜଣ ପୋଲିସ ଅଧିକାରୀଙ୍କ ବିରୁଦ୍ଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏପରିକି ଏକ ଘରୋଇ ପ୍ରଯୁକ୍ତିବିଦ୍ୟା ସଂସ୍ଥାକୁ କଳା ତାଲିକାଭୁକ୍ତ କରିବାକୁ ନିଷ୍ପତ୍ତି…

China’s Fujian: ଶକ୍ତି ଦେଖାଇଲା ଚୀନ, ଲଞ୍ଚ କଲା ମୃତ୍ୟୁର ଜାହାଜ!

ନୂଆଦିଲ୍ଲୀ: ଚୀନ୍ ତାର ସବୁଠାରୁ ଉନ୍ନତ ଯୁଦ୍ଧଜାହାଜ ନିର୍ମାଣ କରିଛି । ଏକ ଯୁଦ୍ଧଜାହାଜ ଯାହା କେବଳ ମହାସାଗରରେ ଯାତ୍ରା କରେ ନାହିଁ ବରଂ ବିଶ୍ୱର ରଣନୈତିକ ଦୃଶ୍ୟପଟକୁ ପରିବର୍ତ୍ତନ କରିବାର ଶକ୍ତି ମଧ୍ୟ ରଖେ। ଚୀନ୍‌ ଶେଷରେ ଏହାର ସବୁଠାରୁ ଉନ୍ନତ ବିମାନ ବାହକ, ଫୁଜିଆନ୍‌କୁ କାର୍ଯ୍ୟକ୍ଷମ…

ରାଜ୍ୟକୁ ଉତ୍ତର ଦିଗରୁ ଆସୁଛି ଥଣ୍ଡା ପବନ: ଖସିବ ତାପମାତ୍ରା, ଆହୁରି ବଢ଼ିବ ଶୀତ

ଭୁବନେଶ୍ୱର: ରାଜ୍ୟରେ ବଢିବାରେ ଲାଗିଛି ଶୀତର ପ୍ରକୋପ । ଥଣ୍ଡାରେ ଥରହର ହେଲେଣି ପଶ୍ଚିମ ଓଡ଼ିଶାବାସୀ । ଆଗକୁ ରାଜ୍ୟରେ ବୃଦ୍ଧି ପାଇବ ଶୀତର ପ୍ରକୋପ । ରାଜ୍ୟକୁ ଉତ୍ତର ଦିଗରୁ ଥଣ୍ଡା ପବନ ଆସୁଥିବାରୁ ଶୀତର ମାତ୍ରା ବଢିବା ନେଇ ସୂଚନା ଦେଇଛନ୍ତି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଗାମୀ ୭…