Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

PT Usha’s Husband Died: ଆଉ ନାହାଁନ୍ତି ଦୌଡ଼ରାଣୀ ପିଟି ଉଷାଙ୍କ ସ୍ୱାମୀ, ଆଇଓଏ ସଭାପତିଙ୍କ ସହ କଥା ହୋଇ…

ନୂଆଦିଲ୍ଲୀ: ଭାରତୀୟ ଅଲିମ୍ପିକ୍ ଆସୋସିଏସନ୍, ଆଇଓଏ ସଭାପତି ଏବଂ ରାଜ୍ୟସଭା ସାଂସଦ ପିଟି ଉଷାଙ୍କ ସ୍ୱାମୀ ଭି ଶ୍ରୀନିବାସନଙ୍କର ୬୭ ବର୍ଷ ବୟସରେ କୋଝିକୋଡରେ ଦେହାନ୍ତ ହୋଇଛି। ସେ ଶୁକ୍ରବାର ସକାଳେ ଘରେ ପଡ଼ିଯାଇଥିଲେ ଏବଂ ପରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲେ ମଧ୍ୟ ଡାକ୍ତର…

Gun Found: ଅଷ୍ଟମ ଶ୍ରେଣୀ ଛାତ୍ରଙ୍କ ବ୍ୟାଗ୍‌ରୁ ମିଳିଲା ବନ୍ଧୁକ

ବାଲେଶ୍ବର: ଅଷ୍ଟମ ଶ୍ରେଣୀ ଛାତ୍ରଙ୍କ ବ୍ୟାଗ୍‌ରୁ ମିଳିଲା ବନ୍ଧୁକ। ଜବତ ପାଇଁ ଆସି ପୋଲିସ ହଟହଟା। ବାଲେଶ୍ବର ଜିଲ୍ଲା ରେମୁଣା ବ୍ଲକ୍‌ ତଥା ଖନ୍ତାପଡ଼ା ଥାନା ଅଧୀନ ଶ୍ରୀଜଙ୍ଗ ହାଇସ୍କୁଲର ଜଣେ ଅଷ୍ଟମ ଛାତ୍ରଙ୍କ ବ୍ୟାଗରୁ ମିଳିଛି ବନ୍ଧୁକ। ଛାତ୍ରଛାତ୍ରୀ ଆତଙ୍କିତ ହୋଇ ପଡ଼ିଥିବା ବେଳେ…

Jaundice Outbreak: ରାୟଗଡ଼ାରେ ଜଣ୍ଡିସ୍ ଆତଙ୍କ, ଗୋଟିଏ ସପ୍ତାହରେ ୧୨ ଆକ୍ରାନ୍ତ

ରାୟଗଡ଼ା: ରାୟଗଡ଼ାରେ ପୁଣି ଖେଳିଯାଇଛି ଜଣ୍ଡିସ୍ ଆତଙ୍କ। ଇନ୍ଦିରା ନଗର, କସ୍ତୁରୀ ନଗର, ଅଶୋକ ନଗର ଓ କତୁରୁ ବସ୍ତିରେ ଏକାଧିକ ଜଣ୍ଡିସ ରୋଗୀ ଚିହ୍ନଟ ହୋଇଛି। ସମସ୍ତଙ୍କ ବୟସ ୧୧ରୁ ୧୭ ବର୍ଷ ମଧ୍ୟରେ। ଏକ ସପ୍ତାହ ମଧ୍ୟରେ ୧୨ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଦୂଷିତ ପାନୀୟ ଜଳ ଓ…

Weather Update: ପୁଣି ଥରେ ଥରାଇବ ଶୀତ, କୁହୁଡ଼ି ନେଇ ୩ ଜିଲ୍ଲାକୁ ୱେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ରାଜ୍ୟରେ ଫେରିନି ଶୀତ। ଆସନ୍ତା ଦୁଇ ସପ୍ତାହ ଯାଏ ସ୍ୱଭାବିକଠାରୁ ଅଧିକ ଶୀତ ରହିବ। ଶୀତ ଲହରି ଜାରି ରହିବ। ଆଜିଠୁ ଫେବ୍ରୁଆରୀ ୫ ତାରିଖ ଯାଏ ସର୍ବନିମ୍ନ ତାପମାତ୍ରା ଆଭ୍ୟନ୍ତରୀଣ ଓଡ଼ିଶାରେ ୧୦ରୁ ୧୪ ଡିଗ୍ରୀ ରହିବ। ଉପକୂଳ ଓ ଏହାର ନିକଟବର୍ତ୍ତୀ ଜିଲ୍ଲାମାନଙ୍କରେ ୧୪ରୁ ୧୮…

ବିରାଟ କୋହଲିଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ ଗାଏବ, ଭାଙ୍ଗିଲା ୨୭୪ ମିଲିୟନ ଫଲୋଅର୍ସଙ୍କ ହୃଦୟ

ନୂଆଦିଲ୍ଲୀ: ଭାରତୀୟ କ୍ରିକେଟର କିମ୍ବଦନ୍ତୀ ବ୍ୟାଟସମ୍ୟାନ ବିରାଟ କୋହଲିଙ୍କ ଅଫିସିଆଲ୍ ଇନଷ୍ଟାଗ୍ରାମ ଆକାଉଣ୍ଟ ହଠାତ୍ ନିଷ୍କ୍ରିୟ ହୋଇଯିବା ଯୋଗୁଁ ଲକ୍ଷ ଲକ୍ଷ ପ୍ରଶଂସକ ଦ୍ୱନ୍ଦ୍ୱରେ ପଡ଼ିଛନ୍ତି। ଏହି ସୂଚନା ଗୁରୁବାର-ଶୁକ୍ରବାର ରାତିରେ ଜଣାପଡ଼ିଛି। ଭାରତର ନ୍ୟୁଜିଲାଣ୍ଡ ବିପକ୍ଷ ଦିନିକିଆ…

World Bank President:ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ବିଶ୍ୱ ବ୍ୟାଙ୍କ ଅଧ୍ୟକ୍ଷ; ନିଯୁକ୍ତି ସୁଯୋଗ ସୃଷ୍ଟିକୁ କଲେ…

ଭୁବନେଶ୍ବର: ଲୋକସେବା ଭବନରେ ବିଶ୍ୱ ବ୍ୟାଙ୍କର ସଭାପତି ଅଜୟ ବାଙ୍ଗା ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ମଧ୍ୟରେ ଗୁରୁବାର ଏକ ବୈଠକ ଅନୁଷ୍ଠିତ ହୋଇଛି । ଦୀର୍ଘକାଳୀନ ବିକାଶ ଓ ଆର୍ଥିକ ସଂସ୍କାରକୁ ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ ହୋଇଛି । ସ୍ଥାୟୀ ବିକାଶକୁ ତ୍ୱରାନ୍ୱିତ କରିବା, ଭାରତର…

Encounter: ଏନକାଉଣ୍ଟରରେ ୨ମାଓବାଦୀ ନିହତ; ଘଟଣାସ୍ଥଳରୁ AK-47 ରାଇଫଲ୍ ସହ…

ଛତିଶଗଡ:ଜିଲ୍ଲାର ଦକ୍ଷିଣ ଅଞ୍ଚଳରେ ସଶସ୍ତ୍ର ମାଓବାଦୀଙ୍କ ଉପସ୍ଥିତି ସମ୍ପର୍କରେ ସୂଚନା ପାଇ ସୁରକ୍ଷା ବାହିନୀ ଦ୍ୱାରା କରାଯାଇଥିବା ସର୍ଚ୍ଚ ଅପରେସନ୍ ସମୟରେ ଗୁରୁବାର ଏକ ଏନକାଉଣ୍ଟର ହୋଇଥିଲା। ଏପର୍ଯ୍ୟନ୍ତ ଦୁଇ ଜଣ ମାଓବାଦୀଙ୍କ ମୃତଦେହ ଉଦ୍ଧାର କରାଯାଇଛି । ଘଟଣାସ୍ଥଳରୁ AK-47 ରାଇଫଲ୍,…

କଳିକେଶଙ୍କୁ ନେଇ ଦେଇଥିବା ମନ୍ତବ୍ୟର ସ୍ପଷ୍ଟୀକରଣ ରଖିଲେ ଦିବ୍ୟଶଙ୍କର; ସେ ୟୁଥ୍ ଲିଡର, ନବୀନଙ୍କ…

ଭୁବନେଶ୍ୱର: ପୂର୍ବତନ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ଗୁରୁବାର ଦିନ ବିଜେଡିର ଭବିଷ୍ୟତ ନେତୃତ୍ୱ ତଥା ତାଙ୍କର ପୂର୍ବ ମନ୍ତବ୍ୟକୁ ନେଇ ନିଜର ମତ ସ୍ପଷ୍ଟ କରିଛନ୍ତି। ସେ ଦୃଢ଼ ଭାବରେ କହିଛନ୍ତି ଯେ ନବୀନ ପଟ୍ଟନାୟକ ହେଉଛନ୍ତି ଦଳର ଅପ୍ରତିଦ୍ୱନ୍ଦ୍ୱୀ ଏବଂ ସର୍ବୋଚ୍ଚ ନେତା, ଏବଂ ଜନସାଧାରଣଙ୍କ…

Odisha Vigilance: ୨ ଲକ୍ଷ ୬୩ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଧରାପଡିଲେ ଏସସିବି ଡାକ୍ତର

ଭୁବନେଶ୍ୱର: କୁହାଯାଏ ଡାକ୍ତର ହେଉଛନ୍ତି ଦ୍ବିତୀୟ ଭଗବାନ । ସେମାନେ ସେବା ମନଭାବ ରଖି ଏହି ପେଶାକୁ ଆଶିଥାନ୍ତି । ହେଲେ ବର୍ତ୍ତମାନ ଏହା କେବଳ ଲୋକକଥାରେ ହିଁ ସୀମିତ ରହିଯିବା ପରି ଲାଗୁଛି । ଆଜି ଜଣେ ଡାକ୍ତରଙ୍କ ଲଜ୍ଜାଜନକ ଖବର ସାମ୍ନାକୁ ଆସିଛି । ୨ ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କା ନେଇ…

Blackbuck Deer Counting: ଆରମ୍ଭ ହେଲା ବିରଳ କୃଷ୍ଣସାର ମୃଗ ଗଣନା, ୨୮ ଟିମ୍ ନିୟୋଜିତ

ଗଞ୍ଜାମ: ଗଞ୍ଜାମ ଜିଲ୍ଲା ଦକ୍ଷିଣ ଘୁମୁସର ଖଣ୍ଡ ଅଧୀନରେ ଥିବା ଆସିକା ବନାଞ୍ଚଳର ଜଗତି ପିଢ଼ିଆ ଓ ଏହାର ଆଖପାଖ ଅଞ୍ଚଳରେ ଆରମ୍ଭ ହୋଇଛି ବିରଳ କୃଷ୍ଣସାର ମୃଗ ଗଣନା । କୃଷ୍ଣସାର ମୃଗ ଗଣନା ପାଇଁ ୨୮ ଦଳ ଗଠନ କରାଯାଇଛି । ଏଥିରେ ସାମିଲ ହୋଇଛନ୍ତି ଟ୍ରେନର, ବ୍ରହ୍ମପୁର ଏସିଏଫ, ଆସ୍କା…