Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

OSSTET ଗୁଜବକୁ ନେଇ BSEର ଖଣ୍ଡନ, ୩୦ରେ ହେବ ପରୀକ୍ଷା

ଭୁବନେଶ୍ୱର: ଓଡ଼ିଶା ମାଧ୍ୟମିକ ଶିକ୍ଷା ବୋର୍ଡ (BSE) ପକ୍ଷରୁ ଆସନ୍ତାକାଲି 'ସେକେଣ୍ଡାରୀ ସ୍କୁଲ୍ ଟିଚର୍ସ ଏଲିଜିବିଲିଟି ଟେଷ୍ଟ' (OSSTET) ୨୦୨୬ରେ ଅନୁଷ୍ଠିତ ହେବ। ଏହି ପରୀକ୍ଷା ଦୁଇଟି ପର୍ଯ୍ୟାୟ ବା ପେପର (ପେପର-I ଏବଂ ପେପର-II) ରେ ସକାଳ ୯ଟାରୁ ୧୧ଟା ୩୦ ମିନିଟ୍ ପର୍ଯ୍ୟନ୍ତ…

ଅକ୍ଟୋବର ୮ରେ ଓଡ଼ିଶା ବନ୍ଦ ଡାକରା ଦେଲା ‘ଇଣ୍ଡିଆ’ ମେଣ୍ଟ

ଭୁବନେଶ୍ୱର: ରାଜ୍ୟରେ ଶାସକ ବିଜେପି ସରକାର ବିରୋଧରେ ବଡ଼ ଧରଣର ଆନ୍ଦୋଳନ ଲାଗି ଅଣ୍ଟା ଭିଡ଼ିଛି କଂଗ୍ରେସ ଓ ବିରୋଧୀ ‘ଇଣ୍ଡିଆ’ ମେଣ୍ଟ । ଆସନ୍ତା ଅକ୍ଟୋବର ୮ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ଏନେଇ ଘୋଷଣା କଲେ ପିସିସି ସଭାପତି ଭକ୍ତ ଚରଣ ଦାସ। ଓଡ଼ିଶା ବନ୍ଦରେ ସାମିଲ୍‌ ହେବାକୁ…

CEC ଜ୍ଞାନେଶ କୁମାରଙ୍କୁ ନିଲମ୍ବନ ପାଇଁ ଆବେଦନ, ଆସନ୍ତା ସପ୍ତାହରେ ସୁପ୍ରିମକୋର୍ଟରେ ଶୁଣାଣି

ନୂଆଦିଲ୍ଲୀ: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ କାର୍ଯ୍ୟପ୍ରଣାଳୀ ଓ ଏସଆଇଆର ସମ୍ପର୍କୀତ ନିଷ୍ପତିକୁ ଚାଲେଞ୍ଜ କରି ସୁପ୍ରିମକୋର୍ଟରେ ତାଙ୍କ ନିଲମ୍ବନ ପାଇଁ ଏକ ଆବେଦନ କରାଯାଇଛି । ମଙ୍ଗଳବାର ଏହାକୁ ତାଲିକାଭୁକ୍ତ କରିଛନ୍ତି ମାନ୍ୟବର ସର୍ବୋଚ୍ଚ ନ୍ୟାୟାଳୟ । ଆସନ୍ତା ସପ୍ତାହରେ…

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ; ଫ୍ୟାକ୍ଟ୍ରିଜ୍ ଆଣ୍ଡ ବଏଲର୍ସର ସହକାରୀ ନିର୍ଦ୍ଦେଶକଙ୍କ ୭ ସ୍ଥାନରେ ରେଡ୍

ଭୁବନେଶ୍ୱର: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗରେ ସମ୍ବଲପୁରର ଫ୍ୟାକ୍ଟ୍ରିଜ୍ ଆଣ୍ଡ ବଏଲର୍ସ ବିଭାଗର ସହକାରୀ ନିର୍ଦ୍ଦେଶକ ଉମାକାନ୍ତ ସାମନ୍ତରାୟଙ୍କ ସହ ଜଡ଼ିତ ୭ଟି ସ୍ଥାନରେ ଓଡ଼ିଶା ଭିଜିଲାନ୍ସ ବିଭାଗ ପକ୍ଷରୁ ଏକକାଳୀନ ଚଢ଼ଉ କରାଯାଇଛି। ସମ୍ବଲପୁର ଭିଜିଲାନ୍ସ ସ୍ୱତନ୍ତ୍ର…

ଭୂକମ୍ପରେ ଥରିଲା ଓଡ଼ିଶା; ଏହି ସ୍ଥାନରେ ୩.୯ ତୀବ୍ରତାର ଝଟକା…

ଭୁବନେଶ୍ୱର: ଦେବଗଡ଼ ଜିଲ୍ଲା ନିକଟରେ ୩.୯ ତୀବ୍ରତାର ଭୂକମ୍ପ ଅନୁଭୂତ ହେବା ଫଳରେ ପଶ୍ଚିମ ଓଡ଼ିଶାର କିଛି ଅଞ୍ଚଳରେ ସୋମବାର ରାତି ୧୦:୪୮ ସମୟରେ ସାମାନ୍ୟ କମ୍ପନ ଅନୁଭୂତ ହୋଇଥିଲା। 'ନ୍ୟାସନାଲ୍ ଡାଟା ଆଣ୍ଡ ଇନଫର୍ମେସନ୍' (NDI)ର ଭୂକମ୍ପ ବିଶେଷଜ୍ଞଙ୍କ ଅନୁଯାୟୀ, ଏହି ଭୂକମ୍ପ…

ସର୍ଭେ ରିପୋର୍ଟ : ୭୦% ରୁ ଅଧିକ ୟୁକ୍ରେନବାସୀ ଦୁର୍ନୀତି ପାଇଁ ଜେଲେନସ୍କିଙ୍କୁ ଦାୟୀ ମନେକରୁଛନ୍ତି

କିଭ୍ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କିଙ୍କ ଅତି ନିକଟତର ଏବଂ ସହଯୋଗୀମାନଙ୍କ ମଧ୍ୟରେ ବୃଦ୍ଧି ପାଉଥିବା ଦୁର୍ନୀତିକୁ ନେଇ ଦେଶବାସୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। କିଭ୍ ଇଣ୍ଟରନ୍ୟାସନାଲ୍ ଇନଷ୍ଟିଚ୍ୟୁଟ୍ ଅଫ୍ ସୋସିଓଲୋଜି ଦ୍ୱାରା କରାଯାଇଥିବା ଏକ ଜନମତ ସର୍ଭେ…

ଇରାନ-ଆମେରିକା ସଂଘର୍ଷ: ଭୟ ଆଉ ଚିନ୍ତା ଭିତରେ ଇରାନରେ ଖୋଲିଲା ସ୍କୁଲ୍

ତେହେରାନ: ଆମେରିକା ଓ ଇସ୍ରାଏଲ୍‌ ସହ ଚାଲିଥିବା ଭୟଙ୍କର ଯୁଦ୍ଧ ସ୍ଥିତି ମଧ୍ୟରେ ଇରାନରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଥରେ ପାଠପଢ଼ା ଆରମ୍ଭ ହୋଇଛି। ଦେଶସାରା ବିଦ୍ୟାଳୟଗୁଡ଼ିକର ଖୋଲିଥିଲେ ବି ପିଲାମାନଙ୍କ ମନରୁ ଯୁଦ୍ଧର ଆଶଙ୍କା ଆଦୌ ଦୂର ହୋଇନାହିଁ। ବିମାନ ଆକ୍ରମଣ, ବୋମା ବିସ୍ପୋରଣ…

ବସରୁ ଖସି ପଡ଼ିଲେ ରୋହିତ ଶର୍ମା; ଚିନ୍ତାରେ ଫ୍ୟାନ୍ସ

ନୂଆଦିଲ୍ଲୀ: ତିରୁବନନ୍ତପୁରମରେ ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ପ୍ରଥମ ଏକଦିବସୀୟ ମ୍ୟାଚ୍‌ରେ ଭାରତୀୟ ଦଳ ୮ ୱିକେଟ୍‌ରେ ଏକ ଦମଦାର ବିଜୟ ହାସଲ କରିଛି। ପଡ଼ିଆରେ ଦଳର ପ୍ରଦର୍ଶନ ଯେତିକି ପ୍ରଭାବଶାଳୀ ଥିଲା, ମ୍ୟାଚ୍ ପରେ ସୋସିଆଲ ମିଡିଆରେ ଭାଇରାଲ ଏକ ଖବର ପ୍ରଶଂସକଙ୍କୁ ଆଘାତ ଦେଇଛି।…

ବିଜେପି ନେତାଙ୍କୁ ପ୍ରାଣାନ୍ତକ ଆକ୍ରମଣ; ଡାକ୍ତରଖାନାରେ ଭର୍ତ୍ତି

ଆସିକା:ଆଜି ରାତିରେ ଆସିକା ବ୍ଲକ ହରଡ଼ାପଦର ବିଜେପି ମଣ୍ଡଳ ସଭାପତି କାଳିଆ ନାହାକଙ୍କୁ ପ୍ରାଣାନ୍ତକ ଆକ୍ରମଣ ହୋଇଛି। ଗୁରୁତର ଅବସ୍ଥାରେ ତାଙ୍କୁ ବ୍ରହ୍ମପୁର ସ୍ଥିତ ମହାରାଜା କୃଷ୍ଣଚନ୍ଦ୍ର ଗଜପତି ମେଡିକାଲ୍‌ କଲେଜ ହସ୍‌ପିଟାଲ୍‌ (ଏମ୍‌କେସିଜି)ରେ ଭର୍ତ୍ତି କରାଯାଇଛି। ସୂଚନାପାଇ ଆସିକା…

Odisha Vigilance:୩୫ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡ଼ିଲେ ଆସିଷ୍ଟାଣ୍ଟ ଇଞ୍ଜିନିୟର ଓ ତାଙ୍କ ସହଯୋଗୀ

ଚଣ୍ଡିଖୋଲ:ଠିକାଦାରଙ୍କ ଠାରୁ ଲାଞ୍ଚ ନେଉଥିବା ବେଳେ ଧରାପଡ଼ିଲେ ବଡ଼ଚଣା ବ୍ଲକରେ କାର୍ଯ୍ୟରତ ଆସିଷ୍ଟାଣ୍ଟ ଇଞ୍ଜିନିୟର ବନ୍ଦିତା ଦାସ ଏବଂ ତାଙ୍କ ସହଯୋଗୀ ସୋମନାଥ ସେଠୀ। ଠିକାଦାରଙ୍କ ଠାରୁ ୩୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ କଟକ ଭିଜିଲାଆନ୍ସ ଡ଼ିଏସପିଙ୍କ ନେତୃତ୍ୱରେ ସେଠାରେ ସାଧା…