Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

Bihar Election: ବିହାରରେ କାଣ୍ଟେ କା ଟକ୍କର, ଟିକେ ଭୁଲ ହେଲେ ବିଗିଡ଼ିଯିବ ଗଣିତ

ପାଟନା: ଆଉ ମାତ୍ର କିଛି ଦିନ ପରେ ବିହାର ନିର୍ବାଚନ । ଏ ନିର୍ବାଚନ ଦେଶ ପାଇଁ ସ୍ୱତନ୍ତ୍ର । ଏଠାରେ ପ୍ରଥମ ଥର ପାଇଁ ଏସଆଇଆର୍ ହୋଇଛି । ଆଉ ଏହା ପରେ ବିହାରରେ ପ୍ରଥମ ଥର ପାଇଁ ମତଦାନ ହେଉଛି । ଅନେକ ବାଦ ବିବାଦ ପରେ ଦୁଇଟି ବଡ଼ ମେଣ୍ଟ ପରସ୍ପର ବିରୋଧରେ ନିର୍ବାଚନ ଲଢୁଛନ୍ତି । ଅନେକ…

BJD: ବିଜେଡିକୁ ସମର୍ଥନ ଜଣାଇଲେ ଭୁଞ୍ଜିଆ ସମ୍ପ୍ରଦାୟ

ନୂଆପଡା: ବିଜେଡି ଶାସନରେ ଆଦିବାସୀମାନଙ୍କ ଉନ୍ନତି ବାସ୍ତବ ରୂପ ନେଇଥିଲା । ଯୁଗ ଯୁଗ ଧରି ଉପେକ୍ଷିତ ଥିବା ଜନଜାତିମାନଙ୍କୁ ସେମାନଙ୍କ ଅଧିକାର ମିଳିଥିଲା । ଏହାକୁ ଛୁକତିଆ ଭୁଞ୍ଜିଆ ଓ ଭୁଞ୍ଜିଆ ଜାତିର ଲୋକେ କେବେ ଭୁଲିବେ ନାହିଁ । ଶନିବାର ନୂଆପଡା ବ୍ଲକ୍ ର  ସେଠଜମ୍ପାନି…

ରିସା ମାଙ୍କଡିଆଙ୍କର ଅନାହାର ମୃତ୍ୟୁ ସମ୍ପର୍କରେ ରାଜ୍ୟପାଳଙ୍କୁ ଭେଟିଲେ କଂଗ୍ରେସର ପ୍ରତିନିଧି ଦଳ

ଭୁବନେଶ୍ୱର: ଆଜି କଂଗ୍ରେସର ଏକ ପ୍ରତିନିଧି ଦଳ ରାଜ୍ୟପାଳଙ୍କୁ ଭେଟିଛନ୍ତି । ଖାଦ୍ୟ ନପାଇ ଭୋକ ଉପାସରେ ମୃତ୍ୟୁବରଣ କରିଥିବା ଯାଜପୁର ଜିଲ୍ଲା ସୁକିନ୍ଦା ବ୍ଲକ ରାଂସୋଳ ଗ୍ରାମ ପଂଚାୟତର ମଲ୍ଲାହାର ସାହି ୧୦ ନମ୍ବର ୱାର୍ଡର ରିସା ମାଙ୍କଡ଼ିଆଙ୍କ ସମ୍ପର୍କରେ ଆଳୋଚନା କରିଛନ୍ତି କଂଗ୍ରେସର ଏହି…

ରାଜଧାନୀରେ ସେମି କଣ୍ଡକ୍ଟର ୟୁନିଟ୍ ପାଇଁ ଭୂମିପୂଜନ, ୨୦୬୭ କୋଟି ଟଙ୍କାର ପୁଞ୍ଜି ନିବେଶ ଯୋଜନା

ଭୁବନେଶ୍ୱର: ଶନିବାର ଦିନ ଭୁବନେଶ୍ୱରର ଇନଫୋଭ୍ୟାଲିରେ SiCSem ପ୍ରାଇଭେଟ୍ ଲିମିଟେଡର ୨୩ ଏକର ଜମିରେ କମ୍ପାଉଣ୍ଡ ସେମିକଣ୍ଡକ୍ଟର ୟୁନିଟର ଭୂମିପୂଜନ ସମାରୋହ ଅନୁଷ୍ଠିତ ହୋଇଥିଲା। ଯେଉଁଥିରେ କେନ୍ଦ୍ର ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଭିଡିଓ…

IAF exercise: ବାଂଲାଦେଶ ଏବଂ ଚୀନ ସୀମାରେ ଭାରତୀୟ ବାୟୁସେନା କରିବ ଯୁଦ୍ଧାଭ୍ୟାସ; ୬ ଦିନ ପାଇଁ NOTAM ଜାରି

ନୂଆଦିଲ୍ଲୀ:ଭାରତ ନିଜର ଉତ୍ତର-ପୂର୍ବ ଅଞ୍ଚଳରେ ଏକ ବଡ଼ ଧରଣର ଭାରତୀୟ ବାୟୁସେନା ଅଭ୍ୟାସ ପାଇଁ ଏୟାରମ୍ୟାନଙ୍କୁ ଏକ ନୋଟିସ (NOTAM) ଜାରି କରିଛି। ଏହି ସମୟରେ ଭାରତୀୟ ସେନା ଚୀନ୍, ଭୁଟାନ, ମିଆଁମାର ଏବଂ ବାଂଲାଦେଶ ସୀମା ନିକଟରେ ଅଭ୍ୟାସ କରିବ। ସେନା ପକ୍ଷରୁ ଛଅ ଦିନ ପାଇଁ NOTAM ଜାରି…

Javed Akhtar: ଜାଭେଦ ଅଖତରଙ୍କୁ ସୋଆ ସାହିତ୍ୟ ସମ୍ମାନ ୨୦୨୫ରେ ସମ୍ବର୍ଦ୍ଧିତ କରାଯିବ

ଭୁବନେଶ୍ୱର: ଭାରତୀୟ ଚଳଚ୍ଚିତ୍ର ଓ ସାହିତ୍ୟ କ୍ଷେତ୍ରରେ ଉଲ୍ଲେଖନୀୟ ଓ ଜୀବନବ୍ୟାପୀ ଅବଦାନ ନିମନ୍ତେ ପ୍ରଖ୍ୟାତ କବି, ସଂଳାପ ଲେଖକ, ଗୀତିକାର ଓ ସମାଜ ଚିନ୍ତକ ପଦ୍ମ ଭୁଷଣ ଜାଭେଦ ଅଖତରଙ୍କୁ ସୋଆ ସାହିତ୍ୟ ସମ୍ମାନ ୨୦୨୫ ପ୍ରଦାନ କରାଯିବ । ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟ…

ସିକ୍‌ସେମ୍‌ କମ୍ପାନୀ ପକ୍ଷରୁ ଆଇଆଇଟି ଭୁବନେଶ୍ୱରରେ ୬୪ କୋଟି ଟଙ୍କା ବିନିଯୋଗରେ ‘ରିସର୍ଚ୍ଚ ଓ ଇନୋଭେସନ୍ ସେଣ୍ଟର’…

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ୱରେ ଓଡିଶା ସେମିକଣ୍ଡକ୍ଟର କ୍ଷେତ୍ରରେ ଆଉ ଏକ ପାଦ ଆଗକୁ ବଢିଛି । ଆଜି ଭୁବନେଶ୍ୱରର ଇନ୍‌ଫୋଭ୍ୟାଲି ଠାରେ SiCSem ପ୍ରାଇଭେଟ୍ ଲିମିଟେଡର ଭୂମି ପୂଜନ ସମାରୋହରେ ଯୋଗଦେଇଛନ୍ତି । ସୂଚନାଯୋଗ୍ୟ ଯେ ସମୁଦାୟ ୨୦୦୦ କୋଟି ଟଙ୍କାର…

Kirk Wife On Vance: ଚାର୍ଲି କିର୍କଙ୍କ ପତ୍ନୀ ଏରିକାଙ୍କ ଆଶ୍ଚର୍ଯ୍ୟଜନକ ବୟାନ…କହିଲେ, “ଆମେରିକାର…

ନୂଆଦିଲ୍ଲୀ: ପୂର୍ବତନ ଦକ୍ଷିଣପନ୍ଥୀ କର୍ମୀ ଚାର୍ଲି କିର୍କଙ୍କ ହତ୍ୟାର ପ୍ରାୟ ଦୁଇ ମାସ ପରେ, ତାଙ୍କ ପତ୍ନୀ ଏରିକା କିର୍କ ଏକ ଆଶ୍ଚର୍ଯ୍ୟଜନକ ବିବୃତ୍ତି ଜାରି କରିଛନ୍ତି। କିର୍କଙ୍କ ବିଧବା ସ୍ତ୍ରୀ ଏରିକା କିର୍କ, ଉପରାଷ୍ଟ୍ରପତି ଜେ.ଡି. ଭାନ୍ସଙ୍କୁ ତାଙ୍କ ସ୍ୱାମୀଙ୍କ ପରି ବର୍ଣ୍ଣନା…

Subhadra Yojana: ‘ମାର୍ଚ୍ଚ ୮ରେ ସୁଭଦ୍ରାର ନୂଆ ହିତାଧିକାରୀଙ୍କୁ ୨ଟି କିସ୍ତିର ଟଙ୍କା ମିଳିବ’

ଭୁବନେଶ୍ୱର: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଶନିବାର ବଡ଼ ଘୋଷଣା କରିଛନ୍ତି । ଘୋଷଣା ଅନୁସାରେ ନୂଆ ହିତାଧିକାରୀଙ୍କୁ ମାର୍ଚ୍ଚ ୮ ମହିଳା ଦିବସରେ ସୁଭଦ୍ରା ଟଙ୍କା ମିଳିବ । ଏଥିପାଇଁ ଆଜିଠୁ ଆବେଦନ କରିପାରିବେ ନୂଆ ହିତାଧିକାରୀ । ଆଜିଠୁ ମାସେ ପର୍ଯ୍ୟନ୍ତ ସୁଭଦ୍ରା ପୋର୍ଟାଲରେ ଆବେଦନ…

ଏଣିକି ୪୪ ତହସିଲ ଅଫିସରେ ଜମି କିଣାବିକା…

ଭୁବନେଶ୍ୱର: ଜମି ପଞ୍ଜିକରଣ ସେବାକୁ ଆହୁରି ସରଳ ଓ ସୁବିଧାଜନକ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ଦିନ ତହସିଲ କାର୍ଯ୍ୟାଳୟରେ ଜମି କ୍ରୟ ଏବଂ ବିକ୍ରୟ ସୁବିଧାର ଶୁଭାରମ୍ଭ କରିଛନ୍ତି। ଏହି ନୂତନ ଯୋଜନା ଦ୍ବାରା ଲୋକମାନେ ସହଜରେ ଅନଲାଇନରେ ସ୍ଲଟ୍ ବୁକ୍ କରି ତହସିଲ…