Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ହର୍ମୁଜରେ ଭାରତୀୟ ଟ୍ୟାଙ୍କର୍ ଉପରେ ଗୁଳିଚାଳନା; କଡ଼ା କାର୍ଯ୍ୟାନୁଷ୍ଠାନ ନେଲା ଏମଇଏ

ନୂଆଦିଲ୍ଲୀ: ହର୍ମୁଜ୍ ପ୍ରଣାଳୀ ଦେଇ ଯାଉଥିବା ଦୁଇଟି ବାଣିଜ୍ୟ ଜାହାଜ ଉପରେ ଗୁଳିଚାଳନା ହୋଇଛି । ଇରାନୀ ନୌସେନା ଗୁଳିଚାଳନା କରିଥିଲା, ଯାହା ଏକ ଭାରତୀୟ ଜାହାଜକୁ ଟାର୍ଗେଟ କରିଥିଲା । ଏହି ସମସ୍ୟାର ସମାଧାନ ପାଇଁ ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟରେ ଇରାନୀ ରାଷ୍ଟ୍ରଦୂତଙ୍କୁ ସମନ…

ବଦଳିଲା ରାଜ୍ୟ ଯୋଜନା ବୋର୍ଡ, ମୁଖ୍ୟମନ୍ତ୍ରୀ ରହିବେ ଗଭର୍ଣ୍ଣିଂ କାଉନ୍‌ସିଲ୍‌ର ଅଧ୍ୟକ୍ଷ

ଭୁବନେଶ୍ୱର: ରାଜ୍ୟ ସରକାର ଖୁବ୍ ଶୀଘ୍ର ଷ୍ଟେଟ୍ ଇନଷ୍ଟିଚ୍ୟୁଟ୍ ଫର ଟ୍ରାନ୍ସଫର୍ମେଟିଭ୍ ଇନିସିଏଟିଭ୍ସ ବା SITI ଓଡିଶା ପ୍ରତିଷ୍ଠା କରିବେ । ଏହା ରାଜ୍ୟ ସରକାରଙ୍କ ଏକ ଥିଙ୍କ ଟ୍ୟାଙ୍କ ବା ଏକ ଶୀର୍ଷସ୍ତରୀୟ ରଣନୈତିକ ପରାମର୍ଶଦାତା ସଂସ୍ଥା ଭାବେ କାର୍ଯ୍ୟ କରିବ । ସମୃଦ୍ଧ ଓଡ଼ିଶା ୨୦୩୬…

ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ; ନୂଆପଡ଼ା ଜିଲ୍ଲାରେ ୩ ଦିନ ସ୍କୁଲ ଛୁଟି ଘୋଷଣା

ନୂଆପଡା: ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ । ପଶ୍ଚିମ ଓଡ଼ିଶାର କେତେକ ଅଞ୍ଚଳରେ ହିଟ୍ ୱେଭ୍ ୱାର୍ଣ୍ଣିଂ ଜାରି କରାଯାଇଛି । ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ନୂଆପଡା ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା କରାଯାଇଛି । ଜିଲ୍ଲାରେ ୩ ଦିନ ସ୍କୁଲ ଛୁଟି ଘୋଷଣା କରାଯାଇଛି । ଆସନ୍ତା…

କିମ୍ସରେ ସୂକ୍ଷ୍ମ ପ୍ରକ୍ରିୟାରେ ଗଣ୍ଠି ପ୍ରତିରୋପଣ ଓ ଶୀଘ୍ର ଆରୋଗ୍ୟ ପାଇଁ ଉନ୍ନତ CORI ରୋବୋଟିକ୍ ବ୍ୟବସ୍ଥା ଆରମ୍ଭ

ଭୁବନେଶ୍ବର: କିମ୍ସ ଭୁବନେଶ୍ୱରରେ ସୂକ୍ଷ୍ମ ଗଣ୍ଠି ପ୍ରତିରୋପଣ ଅସ୍ତ୍ରୋପଚାର ପାଇଁ ଅତ୍ୟାଧୁନିକ CORI ରୋବୋଟିକ୍ ବ୍ୟବସ୍ଥା ଆରମ୍ଭ ହୋଇଛି । ଏହା ଦ୍ଵାରା ରୋଗୀ ଯନ୍ତ୍ରଣା ଶୂନ୍ୟ ସହ ଦ୍ରୁତ ଆରୋଗ୍ୟ ଲାଭ କରିଥାଏ । ବିଶେଷ କରି ଗମ୍ଭୀର ଆଣ୍ଠୁ ଗଣ୍ଠି ରୋଗରେ ପୀଡ଼ିତ ରୋଗୀଙ୍କ ପାଇଁ ଏହା…

ଦେଶରେ ବଡ଼ ଆତଙ୍କବାଦୀ ଯୋଜନା ପଣ୍ଡ; ଓଡିଶା ସହ ଏହି ରାଜ୍ୟରୁ ୪ ଆତଙ୍କୀ ଗିରଫ

ଭୁବନେଶ୍ୱର: ଦେଶରେ ଏକ ବଡ଼ ଆତଙ୍କବାଦୀ ଷଡ଼ଯନ୍ତ୍ରକୁ ପଣ୍ଡ କରାଯାଇଛି । ଦିଲ୍ଲୀ ପୋଲିସର ସ୍ପେଶାଲ ସେଲ୍ ଏହି ଆତଙ୍କବାଦୀ ଯୋଜନାକୁ ପଣ୍ଡ କରିଦେଇଛି । ମହାରାଷ୍ଟ୍ର, ଓଡ଼ିଶା ଏବଂ ବିହାରରୁ ୪ ଜଣ ଆତଙ୍କୀଙ୍କୁ ଗିରଫ କରାଯାଇଛି । ମହାରାଷ୍ଟ୍ରରୁ ୨ ଜଣ, ଓଡ଼ିଶାରୁ ଜଣେ ଏବଂ ବିହାରରୁ ଜଣଙ୍କୁ…

ବିଭାଗର ନୂଆ ଏସଓପି, ହିଟୱେଭ୍ ଆଶ୍ରୟସ୍ଥଳୀ ନିର୍ମାଣ କରିବେ ସରକାର

ଭୁବନେଶ୍ଵର: ତାତିରେ ଜଳୁଛି ସମଗ୍ର ଓଡିଶା । ୨୨ ତାରିଖ ଯାଏଁ ତାତିରୁ ନିସ୍ତାର ନାହିଁ । ଆଗାମୀ ସପ୍ତାହ ପାଇଁ ଉପକୂଳ ଜିଲ୍ଲା ଭୁବନେଶ୍ୱର, କଟକ, ଭଦ୍ରକ, ବାଲେଶ୍ବର ଓ ପୁରୀରେ ତାପମାତ୍ରା ୩୬ରୁ ୪୦ ଡିଗ୍ରୀ ସେଲସିୟସ ଯାଏଁ ରହିବ । ଉପକୂଳରେ ଅଧିକ ଆର୍ଦ୍ରତା ଯୋଗୁଁ ଗୁଳୁଗୁଳି ଅସହ୍ୟ ହେବ ।…

କ୍ରୀଡ଼ା କ୍ଷେତ୍ରରେ କ୍ୟାରିଅର: ସରକାରୀ ଚାକିରିରେ ଠାରୁ ଆରମ୍ଭ କରି ପ୍ରୋଫେସନାଲରେ ମିଳିବ ସୁଯୋଗ

ଭୁବନେଶ୍ୱର: ଆଜିକାଲି କେବଳ ଖେଳ ନୁହେଁ, ବରଂ ଏକ ସମ୍ମାନଜନକ ଏବଂ ଲାଭଦାୟକ ବୃତ୍ତି ଭାବରେ ଉଭା ହୋଇଛି । ଭାରତରେ କ୍ରୀଡ଼ା ସଂସ୍କୃତିର ବିକାଶ ସହିତ ଏହି କ୍ଷେତ୍ରରେ ଅନେକ ସୁଯୋଗ ସୃଷ୍ଟି ହୋଇଛି। ଆଜିକାଲି କ୍ରୀଡା କେବଳ ଏକ ହବି ନୁହେଁ, ବରଂ ଏକ ଆଶାଜନକ କ୍ୟାରିଅର ବିକଳ୍ପ। ଦ୍ୱାଦଶ…

ଅଶୋଧିତ ତୈଳର ମୂଲ୍ୟ ବୃଦ୍ଧି ହେଲେ କେତେ କ୍ଷତି ସହିବ ଭାରତ? ଜାଣନ୍ତୁ କେଉଁ ଜିନିଷ ଉପରେ ପଡିବ ପ୍ରଭାବ

ନୂଆଦିଲ୍ଲୀ: ବିଶ୍ଵରେ ଅଶୋଧିତ ତୈଳ ମୂଲ୍ୟ $୯୦ ପାଖାପାଖି ପହଞ୍ଚିବା ସହିତ, ଭାରତର ଅର୍ଥନୀତି ଉପରେ ଏହାର ପ୍ରଭାବ ପଡ଼ିବା ଆରମ୍ଭ ହୋଇଛି। ଭାରତ ଏହାର ପ୍ରାୟ ୮୫% ଅଶୋଧିତ ତୈଳ ଆବଶ୍ୟକତା ଆମଦାନୀ ମାଧ୍ୟମରେ ପୂରଣ କରେ। ତେଣୁ, ମୂଲ୍ୟରେ ଏକ ଛୋଟ ବୃଦ୍ଧି ମଧ୍ୟ ଗୁରୁତ୍ୱପୂର୍ଣ୍ଣ ଆର୍ଥିକ…

କେନ୍ଦ୍ର ସରକାରୀ କର୍ମଚାରୀମାନଙ୍କୁ ଖୁସି ଖବର ଦେଲେ ମୋଦି ସରକାର

ନୂଆଦିଲ୍ଲୀ: ଲକ୍ଷ ଲକ୍ଷ କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କୁ ଖୁସି ଖବର ଦେଇଛନ୍ତି ମୋଦି ସରକାର । ମହଙ୍ଗା ଭତ୍ତା (DA) ରେ ଦୁଇ ପ୍ରତିଶତ ବୃଦ୍ଧିକୁ ଅନୁମୋଦନ କରିଛନ୍ତି କେନ୍ଦ୍ର କ୍ୟାବିନେଟ୍ । ଏହି ନିଷ୍ପତ୍ତି ପରେ କର୍ମଚାରୀମାନଙ୍କ ପାଇଁ DA ଏବେ ବୃଦ୍ଧି ପାଇବ ।…