Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

Silent Warriors On Kartavya Path: ସିଆଚେନରୁ କାର୍ତ୍ତବ୍ୟ ପଥ; ‘ମୂକ ଯୋଦ୍ଧା’ ଗଣତନ୍ତ୍ର ଦିବସରେ…

ନୂଆଦିଲ୍ଲୀ: ୨୦୨୬ ମସିହାରେ ଚଳିତ ଗଣତନ୍ତ୍ର ଦିବସରେ କାର୍ତ୍ତବ୍ୟ ପଥ ଉପରେ ଏକ ସ୍ୱତନ୍ତ୍ର ଏବଂ ଭାବପ୍ରବଣ ଦୃଶ୍ୟ ଦେଖିବାକୁ ମିଳିବ। ଏହି ବର୍ଷର ପରେଡରେ ସେନାର 'ମୂକ ଯୋଦ୍ଧା'ମାନେ କାର୍ତ୍ତବ୍ୟ ପଥ ଉପରେ ମାର୍ଚ୍ଚିଙ୍ଗ କରିବେ। ଏହି ମୂକ ଯୋଦ୍ଧାମାନଙ୍କ ମଧ୍ୟରେ ବାକ୍ଟ୍ରିଆନ୍ ଓଟ, ଘୋଡା,…

ଅନ୍ତର୍ଜାତୀୟ ଓଡ଼ିଶୀ ନୃତ୍ୟ ମହୋତ୍ସବ: ୩୫୦ ନୃତ୍ୟଶିଳ୍ପୀ ସହ ବିଦେଶରୁ ଭାଗନେଇଥିଲେ ୧୫ ନୃତ୍ୟଶିଳ୍ପୀ

ଭୁବନେଶ୍ୱର: ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଗୁରୁ କେଳୁଚରଣ ଓଡ଼ିଶୀ ଗବେଷଣା କେନ୍ଦ୍ର ପକ୍ଷରୁ ଆୟୋଜିତ ହେଉଥିବା ଅନ୍ତର୍ଜାତୀୟ ଓଡ଼ିଶୀ ନୃତ୍ୟ ମହୋତ୍ସବର ଉଦ୍‌ଯାପନୀ କାର୍ଯ୍ୟକ୍ରମ ରବୀନ୍ଦ୍ର ମଣ୍ଡପ ଠାରେ ଅନୁଷ୍ଠିତ ହୋଇଯାଇଛି। ଉଦ୍‌ଯାପନୀ ସନ୍ଧ୍ୟାରେ…

Sand Art: ବାଲୁକା କଳାରେ ବିଶ୍ୱକୁ ନବବର୍ଷର ଶୁଭେଚ୍ଛା ଓ ଶାନ୍ତିର ବାର୍ତ୍ତା…

ପୁରୀ: ରାତି ପାହିଲେ ପୁରୁଣା ବର୍ଷକୁ ବିଦାୟ ଦେଇ ନୂଆବର୍ଷକୁ ସ୍ବାଗତ କରିବ ସମସ୍ତ ବିଶ୍ବ । ଏନେଇ ଚାରିଆଡେ ଉତ୍ସବ ମୁଖର । ଏହି ଅବସରରେ ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ମାନସ କୁମାର ସାହୁ ବାଲୁକା କଳା ମାଧ୍ୟମରେ ନୂତନ ବର୍ଷକୁ ସ୍ୱାଗତ କରି ସାରା ବିଶ୍ୱକୁ ଇଂରାଜୀ ନୂତନ ବର୍ଷ ର ଅଭିନନ୍ଦନ…

୧୮ ମାସରେ ୪୦,୯୪୭ ମହିଳାଙ୍କ ବିରୋଧରେ ଅପରାଧ ମାମଲା ରୁଜୁ: ବିଜେଡି

ଭୁବନେଶ୍ୱର: ଗତ ୧୮ ମାସର ବିଜେପି ଶାସନରେ ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି ବିପର୍ଯ୍ୟସ୍ତ ହେବା ସହିତ ଓଡିଶା ସାରା ଦେଶରେ ନିନ୍ଦିତ ଓ ଲଜ୍ଜିତ ହୋଇଛି ବୋଲି ବିଜୁ ଜନତା ଦଳ କହିଛି । ମହିଳାଙ୍କ ବିରୋଧରେ ଅପରାଧ ସଂଖ୍ୟାରେ ଏହି ୧୮ ମାସରେ ଅହେତୁକ ବୃଦ୍ଧି ପାଇଛି ବୋଲି ବିଜେଡି ତଥ୍ୟ…

ଶ୍ରୀମନ୍ଦିର କ୍ୟାଲେଣ୍ଡରରେ ତ୍ରୁଟି; ସ୍ପଷ୍ଟୀକରଣ ରଖିଲା ମନ୍ଦିର ପ୍ରଶାସନ

ପୁରୀ: ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ (ଏସଜେଟିଏ) ଦ୍ୱାରା ପ୍ରସ୍ତୁତ କ୍ୟାଲେଣ୍ଡରରେ ଏକ ତ୍ରୁଟି ଦେଖାଯିବା ପରେ ଭକ୍ତ ଏବଂ ସେବାୟତଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ଯାହାକୁ ନେଇ ସ୍ପଷ୍ଟୀକରଣ ରଖିଛି ମନ୍ଦିର ପ୍ରଶାସନ। ତ୍ରୁଟି ସମ୍ପର୍କରେ ଚିନ୍ତା ପ୍ରକାଶ କରି ମନ୍ଦିର ସେବାୟତ…

Russia Deploys Oreshnik Hypersonic Missile: ପୁଟିନଙ୍କୁ ଟାର୍ଗେଟ ପରେ… ରୁଷ କଲା ପରାମାଣୁ ମିସାଇଲ…

ନୂଆଦିଲ୍ଲୀ:ପରମାଣୁ କ୍ଷମତାସମ୍ପନ୍ନ ଓରେସନିକ କ୍ଷେପଣାସ୍ତ୍ର ପ୍ରଣାଳୀ ମୁତୟନ କଲା ରୁଷ । ମଙ୍ଗଳବାର ଦିନ ରୁଷ ପ୍ରତିରକ୍ଷା ମନ୍ତ୍ରଣାଳୟ ଘୋଷଣା କରିଛି । ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନ ନିକଟରେ ଡ୍ରୋନ ଆକ୍ରମଣ ପରେ ଏହି ନିଷ୍ପତ୍ତି ନିଆଯାଇଛି । ବେଲାରୁଷ ନିଜ…

Asim Munir: କାହିଁକି ଅସୀମ ମୁନିର ନିଜ ଝିଅର ବିବାହ ଗୁପ୍ତ ଭାବରେ କଲେ? ଭୟ ପଛର କାରଣ…

ନୂଆଦିଲ୍ଲୀ: ପାକିସ୍ତାନର ସେନା ମୁଖ୍ୟ ଅସୀମ ମୁନିର ସେନା ମୁଖ୍ୟାଳୟରେ ତାଙ୍କ ଝିଅର ବିବାହ କରିଛନ୍ତି । ଯାହାକି ବହୁତ ଗୁପ୍ତ ଭାବରେ ହୋଇଥିଲା । ମୁନିର ନିଜ ପୁତୁରା ସହିତ ତାଙ୍କ ଝିଅର ବିବାହ କରିଛନ୍ତି। ତେବେ ମୁନିରଙ୍କ ଏପରି ଭୟର କାରଣ କ’ଣ ବୋଲି ଚର୍ଚ୍ଚା ହେଉଛି । ପାକିସ୍ତାନର…

ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗ; ବାରଙ୍ଗ ଅତିରିକ୍ତ ତହସିଲଦାର ଗିରଫ

କଟକ: କଟକ ବାରଙ୍ଗର ଅତିରିକ୍ତ ତହସିଲଦାର ଜିତେନ୍ଦ୍ର କୁମାର ପଣ୍ଡାଙ୍କୁ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ ଗିରଫ କରିଛି। ତଦନ୍ତ ବେଳେ ତାଙ୍କ ପାଖରେ ଆୟ ବର୍ହିଭୂତ ସମ୍ପତ୍ତି ଥିବା ନେଇ ଜଣାପଡ଼ିଥିଲା। ଯେଉଁଥିରେ ଭୁବନେଶ୍ୱରରେ ୨ଟି ବହୁମହଲା କୋଠା,…

Abhijit Majumdar update: ସୁସ୍ଥ ହେଉଛନ୍ତି ଅଭିଜିତ୍, ଦୁଇଦିନ ଭିତରେ ଏମ୍ସରୁ ହୋଇପାରନ୍ତି ଡିସଚାର୍ଜ

ଭୁବନେଶ୍ବର: ଓଡ଼ିଶା ବାସୀଙ୍କ ପାଇଁ ଖୁସି ଖବର। ସୁସ୍ଥ ହେଉଛନ୍ତି ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ୍ ମଜୁମଦାର । ଦୁଇଦିନ ଭିତରେ ଏମ୍ସରୁ ହୋଇପାରନ୍ତି ଡିସଚାର୍ଜ ।ଲୋକପ୍ରିୟ ସଙ୍ଗୀତକାର ଅଭିଜିତ ମଜୁମଦାରଙ୍କୁ ନେଇ ଆସିଲା ବଡ଼ ଖବର। ସେ ଏବେ ସଙ୍କଟରୁ ବାହାରିଛନ୍ତି ସ୍ବାସ୍ଥ୍ୟବସ୍ଥାରେ ସୁଧାର…

ଭାରତ ପାଇଁ ୟେମେନ କେତେ ଗୁରୁତ୍ୱପୂର୍ଣ୍ଣ? ସାଉଦି ଆରବ ମାଧ୍ୟମରେ କିପରି ସହାୟତା ଯୋଗାଏ ଜାଣନ୍ତୁ..

ନୂଆଦିଲ୍ଲୀ: ୟେମେନର ମୁକାଲ୍ଲା ବନ୍ଦର ଉପରେ ସାଉଦି ଆରବର ଆକ୍ରମଣ ପରେ, ୟେମେନ ପୁଣି ଥରେ ଚର୍ଚ୍ଚାକୁ ଆସିଛି। ଏହି ଆରବ ଦେଶ ଏକ ଦଶନ୍ଧିରୁ ଅଧିକ ସମୟ ଧରି ଯୁଦ୍ଧରେ ଲିପ୍ତ ରହିଛି, ଦେଶ ଭିତରେ ବିଭିନ୍ନ ଗୋଷ୍ଠୀ କ୍ଷମତା ଏବଂ ନିୟନ୍ତ୍ରଣ ପାଇଁ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ୟେମେନରେ…