Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ବସରୁ ଖସି ପଡ଼ିଲେ ରୋହିତ ଶର୍ମା; ଚିନ୍ତାରେ ଫ୍ୟାନ୍ସ

ନୂଆଦିଲ୍ଲୀ: ତିରୁବନନ୍ତପୁରମରେ ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ପ୍ରଥମ ଏକଦିବସୀୟ ମ୍ୟାଚ୍‌ରେ ଭାରତୀୟ ଦଳ ୮ ୱିକେଟ୍‌ରେ ଏକ ଦମଦାର ବିଜୟ ହାସଲ କରିଛି। ପଡ଼ିଆରେ ଦଳର ପ୍ରଦର୍ଶନ ଯେତିକି ପ୍ରଭାବଶାଳୀ ଥିଲା, ମ୍ୟାଚ୍ ପରେ ସୋସିଆଲ ମିଡିଆରେ ଭାଇରାଲ ଏକ ଖବର ପ୍ରଶଂସକଙ୍କୁ ଆଘାତ ଦେଇଛି।…

ବିଜେପି ନେତାଙ୍କୁ ପ୍ରାଣାନ୍ତକ ଆକ୍ରମଣ; ଡାକ୍ତରଖାନାରେ ଭର୍ତ୍ତି

ଆସିକା:ଆଜି ରାତିରେ ଆସିକା ବ୍ଲକ ହରଡ଼ାପଦର ବିଜେପି ମଣ୍ଡଳ ସଭାପତି କାଳିଆ ନାହାକଙ୍କୁ ପ୍ରାଣାନ୍ତକ ଆକ୍ରମଣ ହୋଇଛି। ଗୁରୁତର ଅବସ୍ଥାରେ ତାଙ୍କୁ ବ୍ରହ୍ମପୁର ସ୍ଥିତ ମହାରାଜା କୃଷ୍ଣଚନ୍ଦ୍ର ଗଜପତି ମେଡିକାଲ୍‌ କଲେଜ ହସ୍‌ପିଟାଲ୍‌ (ଏମ୍‌କେସିଜି)ରେ ଭର୍ତ୍ତି କରାଯାଇଛି। ସୂଚନାପାଇ ଆସିକା…

Odisha Vigilance:୩୫ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡ଼ିଲେ ଆସିଷ୍ଟାଣ୍ଟ ଇଞ୍ଜିନିୟର ଓ ତାଙ୍କ ସହଯୋଗୀ

ଚଣ୍ଡିଖୋଲ:ଠିକାଦାରଙ୍କ ଠାରୁ ଲାଞ୍ଚ ନେଉଥିବା ବେଳେ ଧରାପଡ଼ିଲେ ବଡ଼ଚଣା ବ୍ଲକରେ କାର୍ଯ୍ୟରତ ଆସିଷ୍ଟାଣ୍ଟ ଇଞ୍ଜିନିୟର ବନ୍ଦିତା ଦାସ ଏବଂ ତାଙ୍କ ସହଯୋଗୀ ସୋମନାଥ ସେଠୀ। ଠିକାଦାରଙ୍କ ଠାରୁ ୩୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ କଟକ ଭିଜିଲାଆନ୍ସ ଡ଼ିଏସପିଙ୍କ ନେତୃତ୍ୱରେ ସେଠାରେ ସାଧା…

ସମ୍ ହସ୍ପିଟାଲରେ ନୂତନ ହୃଦ୍ ଚିକିତ୍ସା: ଟିଏଭିଆର୍ ପଦ୍ଧତିରେ ୭୧ ବର୍ଷୀୟା ମହିଳାଙ୍କୁ ମିଳିଲା ନୂଆ ଜୀବନ

ଭୁବନେଶ୍ୱର: ତୀବ୍ର ହୃଦ୍‌ଯନ୍ତ୍ର ବିଫଳତାରେ ପୀଡ଼ିତା ଜଣେ ୭୧ ବର୍ଷୀୟା ମହିଳାଙ୍କ ଠାରେ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ର ହୃଦ୍‌ରୋଗ ବିଶେଷଜ୍ଞ ଓ ହୃଦ୍‌ଶଲ୍ୟ ଚିକିତ୍ସକଙ୍କୁ ନେଇ ଗଠିତ ଏକ ବହୁବିଭାଗୀୟ ଟିମ୍ ସଫଳତାର ସହ ଟ୍ରାନ୍ସକ୍ୟାଥେଟର ଏଓର୍ଟିକ୍…

Asian Games 2026:ଜାଭେଲିନ୍ ଥ୍ରୋ’ରେ ଭାରତର ଚମତ୍କାର ପ୍ରଦର୍ଶନ: ଯଶ୍‌ବୀରଙ୍କୁ ରୌପ୍ୟ ଓ ରୋହିତଙ୍କୁ ବ୍ରୋଞ୍ଜ

ନୂଆଦିଲ୍ଲୀ: ୨୦୨୬ ଏସୀୟ କ୍ରୀଡ଼ାରେ ଜାଭେଲିନ୍ ଥ୍ରୋ (ବର୍ଚ୍ଛା ଫିଙ୍ଗା) ପ୍ରତିଯୋଗିତାରେ ଭାରତର ଦବଦବା ସ୍ପଷ୍ଟ ଭାବେ ଦେଖିବାକୁ ମିଳିଛି । ଦୁଇଜଣ ଭାରତୀୟ ଖେଳାଳି ଚମତ୍କାର ପ୍ରଦର୍ଶନ କରି ରୌପ୍ୟ ଓ ବ୍ରୋଞ୍ଜ ପଦକ ହାସଲ କରିଛନ୍ତି। ଜାଭେଲିନ୍ ତାରକା ନୀରଜ ଚୋପ୍ରାଙ୍କ ଅନୁପସ୍ଥିତି…

ସରିଲା ଓଡ଼ିଶା ବିଧାନସଭା ମୌସୁମୀ ଅଧିବେଶନ, ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବି ଘୋଷଣା

ଭୁବନେଶ୍ୱର: ସମୟ ପୂର୍ବରୁ ସରିଲା ଓଡ଼ିଶା ବିଧାନସଭାର ମୌସୁମୀ ଅଧିବେଶନ। ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବି ଘୋଷଣା କଲେ ବାଚସ୍ପତି ସୁରମା ପାଢ଼ୀ। ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ପ୍ରସ୍ତାବ ଆଣିଥିଲେ ମୁଖ୍ୟ ସଚେତକ। ୯ଟି କାର୍ଯ୍ୟ ଦିବସ ମଧ୍ୟରୁ ମାତ୍ର ୫ ଦିନ ଚାଲିଲା ବିଧାନସଭା…

ତାମିଲନାଡୁରେ ‘ଥାଇମାମନ ଥଙ୍ଗା ମୋତିରମ ଥିଟ୍ଟମ’ ଶୁଭାରମ୍ଭ: ନବଜାତ ଶିଶୁଙ୍କୁ ମିଳିବ ୧ ଗ୍ରାମର ସୁନା ମୁଦି

ମଦୁରାଇ: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ରାଜ୍ୟର ସରକାରୀ ହସ୍ପିଟାଲଗୁଡ଼ିକରେ ଜନ୍ମଗ୍ରହଣ କରୁଥିବା ନବଜାତ ଶିଶୁମାନଙ୍କ ପାଇଁ ଏକ ଅଭିନବ ସରକାରୀ ଯୋଜନା ‘ଥାଇମାମନ ଥଙ୍ଗା ମୋତିରମ ଥିଟ୍ଟମ’ ବା ମାମୁ ସୁନା ମୁଦି ଯୋଜନା ର ଆନୁଷ୍ଠାନିକ ଶୁଭାରମ୍ଭ କରିଛନ୍ତି। ମଦୁରାଇସ୍ଥିତ…

MMDR ବିଲ୍‌କୁ ନେଇ ତେଜିଲା ରାଜନୀତି; ବିଜେଡିକୁ ବିଜେପିର କଡ଼ା ଜବାବ

ଭୁବନେଶ୍ୱର:MMDR (Mines and Minerals Development and Regulation) ସଂଶୋଧନ ବିଲ୍‌କୁ ନେଇ ଓଡ଼ିଶାରେ ରାଜନୈତିକ ତଥା କ୍ଷେତ୍ରୀୟ ସ୍ତରରେ ବ୍ୟାପକ ବିରୋଧ ଏବଂ ଅସନ୍ତୋଷ ଦେଖାଦେଇଛି। ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଏହି ବିଲ୍‌କୁ ଦୃଢ଼ ବିରୋଧ କରି କହିଛନ୍ତି ଯେ, ଏହା ଓଡ଼ିଶାର…

Influencer Nidhi Tiwari Suicide: କ’ଣ ଥିଲା ଶେଷ କଥା ?

ମଧ୍ୟପ୍ରଦେଶ: ଆତ୍ମହତ୍ୟା କଲେ ସୋସିଆଲ ମିଡିଆ ଇନଫ୍ଲୁଏନ୍ସର ନିଧି ତିୱାରୀା ୩୦ ବର୍ଷ ବୟସରଙ୍କ ମଧ୍ୟପ୍ରଦେଶର ସିଙ୍ଗରାଉଲିରେ ଥିବା ମୋରବା ସ୍ଥିତ ଘରେ ଶନିବାର ରାତିରେ ବେକରେ ଦଉଡି ଦେଇ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି । ଆତ୍ମହତ୍ୟା ପଛରେ ଜଣେ ବାହାର ରାଜ୍ୟରେ ରହୁଥିବା ଯୁବକ ଥିବା…

Delhi Air Pollution: ନଭେମ୍ବରରୁ ଅଫିସରେ କମିବେ ଲୋକ, ବଢିବ ପାର୍କିଂ ଫି

ନୂଆଦିଲ୍ଲୀ: ଆସୁଛି ଶୀତ, ଦିଲ୍ଲୀ ସରକାରଙ୍କୁ ଘାରିଛି ପ୍ରଦୂଷଣ ଚିନ୍ତା । ଆଗୁଆ ବାୟୂ ପ୍ରଦୂଷଣ ରୋକିବାକୁ ଅଂଟା ଭିଡିଛନ୍ତି ସରକାର । ଶୀତଦିନେ ଦିଲ୍ଲୀର ଏୟାର କ୍ୱାଲିଟି ଅତ୍ୟନ୍ତ ଖରା ହେଉଥିବାରୁ ନିୟନ୍ତ୍ରଣ ।ଇଁ ସୋମବାର ଦିଲ୍ଲୀ ସରକାର ନୂଆ ନିୟମ ଘୋଷଣା କରିଛନ୍ତି । ନଭେମ୍ବରରୁ…