Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ରାଫେଲ ଉଡ଼ାଇବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ରଚିବେ ଇତିହାସ…

ନୂଆଦିଲ୍ଲୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବୁଧବାର ହରିୟାଣାର ଅମ୍ବାଲା ବାୟୁସେନା ଘାଟିରୁ ଏକ ରାଫେଲ ଯୁଦ୍ଧ ବିମାନ ଉଡ଼ାଣ କରିବା ନେଇ ମଙ୍ଗଳବାର ରାଷ୍ଟ୍ରପତି ଭବନ ତରଫରୁ ସୂଚନା ଦିଆଯାଇଛି। ପୂର୍ବତନ ରାଷ୍ଟ୍ରପତି ଏପିଜେ ଅବଦୁଲ କଲାମ ୮ ଜୁନ୍ ୨୦୦୬ ମସିହାରେ ଏବଂ ପ୍ରତିଭା ପାଟିଲ ୨୫…

Cyclone ‘Montha’ Landfall: ଆରମ୍ଭ ହେଲା ‘ମୋନ୍ଥା’ର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା, ପବନ ଓ ଭୟଙ୍କର ବର୍ଷା ତାଣ୍ଡବରେ…

ଭୁବନେଶ୍ୱର: ଆରମ୍ଭ ହେଲା ଭୀଷଣ ବାତ୍ୟା ‘ମୋନ୍ଥା’ର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା। ଆଇଏମଡି ପକ୍ଷରୁ ମିଳିଛି ବଡ଼ ସୂଚନା। ଆସନ୍ତା ୪ ଘଣ୍ଟା ଧରି ଜାରି ରହିବ ଏହି ପ୍ରକ୍ରିୟା। କାକିନାଡ଼ା ଦେଇ ଅତିକ୍ରମ କରୁଛି ବାତ୍ୟା ‘ମୋନ୍ଥା’। ଲ୍ୟାଣ୍ଡଫଲ ବେଳେ ପବନର ଘଣ୍ଟା ପ୍ରତି ବେଗ ରହିଛି ୯୦ରୁ ୧୦୦…

ବାତ୍ୟା ମୋନ୍ଥା ପାଇଁ ଆସନ୍ତାକାଲି ନନ୍ଦନକାନନ ବନ୍ଦ

ଭୁବନେଶ୍ୱର: ବାତ୍ୟା ମୋନ୍ଥାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ଉପକଣ୍ଠରେ ଥିବା ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଅକ୍ଟୋବର ୨୯ ଦିନ ବନ୍ଦ ରହିବ। ଏନେଇ ମଙ୍ଗଳବାର ଦିନ ଅଧିକାରୀମାନେ ସୂଚନା ଦେଇଛନ୍ତି। ବାତ୍ୟା ପ୍ରଭାବରେ ଖୋର୍ଦ୍ଧା ଜିଲ୍ଲାରେ ପ୍ରବଳ ବର୍ଷା ଏବଂ ପବନ ବହିବାର ସମ୍ଭାବନା ଥିବାରୁ…

ଶ୍ରୀମନ୍ଦିର ପ୍ରଶାସନର ଗୁରୁତ୍ଵପୂର୍ଣ୍ଣ ବୈଠକ: ଖୁବଶୀଘ୍ର ପୂରଣ ହେବ ଖାଲି ଥିବା ପଦବୀ

ଭୁବନେଶ୍ୱର: ଲୋକସେବା ଭବନରେ ପୁରୀ ଶ୍ରୀମନ୍ଦିର ପ୍ରଶାସନର ଗୁରୁତ୍ଵପୂର୍ଣ୍ଣ ବୈଠକ। ଆଇନ ମନ୍ତ୍ରୀ ପୃଥ୍ଵୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିଥିଲା। ଶ୍ରୀମନ୍ଦିର‌ ପ୍ରଶାସନର ବିଭିନ୍ନ ଦିଗ ସମ୍ପର୍କରେ ଏହି ବୈଠକରେ ଆଲୋଚନା ହୋଇଛି। ଶ୍ରୀମନ୍ଦିର ପ୍ରଶାସନ ନିମନ୍ତେ ଆର୍ଥିକ…

India-Russia Deal: ଭାରତୀୟ ବିମାନରେ ଉଡାଣ ଭରିବ ରୁଷ…ମିଳିତ ଭାବରେ SJ-100 ସିଭିଲ୍ ଜେଟ୍ ନିର୍ମାଣ କରିବେ ଭାରତ…

ନୂଆଦିଲ୍ଲୀ: ହିନ୍ଦୁସ୍ତାନ ଏରୋନଟିକ୍ସ ଲିମିଟେଡ୍ (HAL) ଏବଂ ରୁଷିଆନ୍ ପବ୍ଲିକ୍ ଜଏଣ୍ଟ ଷ୍ଟକ୍ କମ୍ପାନୀ ୟୁନାଇଟେଡ୍ ଏୟାରକ୍ରାଫ୍ଟ କର୍ପୋରେସନ (PJSC-UAC) SJ-100 ସିଭିଲ୍ କମ୍ୟୁଟର୍ ବିମାନ ଉତ୍ପାଦନ ପାଇଁ ଏକ ଐତିହାସିକ ବୁଝାମଣାପତ୍ର (MoU) ସ୍ୱାକ୍ଷର କରିଛନ୍ତି। ଏହି ଚୁକ୍ତିନାମା ୨୭…

Cyclone Montha: ବାତ୍ୟା ପ୍ରଭାବରେ ଉପୁଡିଲା ଗଛ, ଅନେକ ଜିଲ୍ଲାରେ ଭୂସ୍ଖଳନ…

ଭୁବନେଶ୍ୱର: ବାତ୍ୟା 'ମୋନ୍ଥା' ଉପକୂଳ ଆଡକୁ ଗତି କରୁଥିବା ବେଳେ ଏହାର ପ୍ରଭାବରେ ମଙ୍ଗଳବାର ଦିନ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇଛି। ଯାହା ଫଳରେ ଗଜପତି ଏବଂ ରାୟଗଡ଼ା ଭଳି ଜିଲ୍ଲାରେ ଭୂସ୍ଖଳନ, ଗଛ ଉପୁଡ଼ି ପଡ଼ିବା ଏବଂ ଘର କ୍ଷତିଗ୍ରସ୍ତ ହୋଇଥିବା ନଜର ଆସିଛି। ଗଜପତି…

Weather Update: ବାତ୍ୟା ‘ମୋନ୍ଥା’ର ପ୍ରଭାବ: ୫ ଜିଲ୍ଲା ରେଡ୍ ଓ ୬ ଜିଲ୍ଲା ଅରେଞ୍ଜ ଆଲର୍ଟ ଜାରି

ଭୁବନେଶ୍ୱର: ମୋନ୍ଥା କୋପରେ ରାଜ୍ୟରେ ଦୁଇ ଦିନ ଭୀଷଣ ବର୍ଷା। ଆଜି ଓ ଆସନ୍ତାକାଲି ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା। ଆଜି ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, ଗଜପତି ଜିଲ୍ଲା ପାଇଁ ରେଡ୍ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ବାତ୍ୟା ‘ମୋନ୍ଥା’ର…

Train Canceled: ବାତ୍ୟା ‘ମୋନ୍ଥା’ ପାଇଁ ଟ୍ରେନ୍ ବାତିଲ୍; ହେଲ୍ପ ଲାଇନ୍ ନଂ ଜାରି କଲା ପୂର୍ବତଟ ରେଲୱେ

ଭୁବନେଶ୍ବର: ଭୀଷଣ ବାତ୍ୟାର ରୂପ ନେଇ ସାରିଛି ‘ମୋନ୍ଥା’। ଆଜି ରାତିରେ ସ୍ଥଳଭାଗ ଛୁଇଁବ । ତେବେ ବାତ୍ୟାର ପ୍ରକୋପକୁ ଲକ୍ଷ୍ୟ ରଖି ପୂର୍ବତଟ ରେଲଓ୍ବେ ପକ୍ଷରୁ କିଛି ଟ୍ରେନ୍ ବାତିଲ୍ କରାଯାଇଛି । ପ୍ରାୟ ୪୨ଟି ଟ୍ରେନ୍ ବାତିଲ ହୋଇଛି । ଦୁଇଟି ଟ୍ରେନର ଗତପଥ ପରିବର୍ତ୍ତନ ହୋଇଥିବା ବେଳେ ୫ଟି…

8th Pay Commissionକୁ ମିଳିଲା କ୍ୟାବିନେଟ୍ ମୋହର, ୧୮ ମାସ ମଧ୍ୟରେ ସୁପାରିଶ…

ନୂଆଦିଲ୍ଲୀ: କେନ୍ଦ୍ର କ୍ୟାବିନେଟ ୮ମ ବେତନ କମିଶନକୁ ଅନୁମୋଦନ କରିଛନ୍ତି। ତିନି ସଦସ୍ୟ ବିଶିଷ୍ଟ କମିଶନ ୧୮ ମାସ ମଧ୍ୟରେ ଏହାର ସୁପାରିଶ ଦାଖଲ କରିବେ। ଏହା ଦ୍ୱାରା ପ୍ରାୟ ୫୦ ଲକ୍ଷ କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ୬.୯ ଲକ୍ଷ ପେନସନଭୋଗୀ ଉପକୃତ ହେବେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ବେଳାଭୂମିରେ ଲାଇଫଗାର୍ଡଙ୍କୁ ଚପଲରେ ସେକିଲେ ମହିଳା

ପୁରୀ: ପୁରୀ ବେଳାଭୂମିରେ ଲାଇଫ ଗାର୍ଡଙ୍କୁ ପର୍ଯ୍ୟଟକ ଆକ୍ରମଣ କରିଛନ୍ତି । ସମୁଦ୍ର କୂଳ ସେକ୍ଟର ନଂ ୪ରେ ଘଟିଛି ଏଭଳି ଘଟଣା । ସମୁଦ୍ର ସ୍ନାନ ପାଇଁ କଟକଣା ଲଗାଯାଇଥିବା ବେଳେ ଏହାକୁ ବାରଣ କରିବାରୁ ପର୍ଯ୍ୟଟକ ଦମ୍ପତି ଲାଇଫ ଗାର୍ଡଙ୍କୁ ଚପଲରେ କରିଛନ୍ତି ଆକ୍ରମଣ କରିଥିବା ଘଟଣା ସାମ୍ନାକୁ…