Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ବିହାର ପରେ ଦେଶବ୍ୟାପୀ SIR ଲାଗୁ ଘୋଷଣା, ୧୨ ରାଜ୍ୟରୁ ଆରମ୍ଭ…

ନୂଆଦିଲ୍ଲୀ: ନିର୍ବାଚନ କମିଶନ ଦେଶବ୍ୟାପୀ ଭୋଟର ତାଲିକା ସଂଶୋଧନ (SIR) ଘୋଷଣା କରିଛନ୍ତି। ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର ସୋମବାର ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଏନେଇ ଘୋଷଣା କରିଛନ୍ତି। ନିକଟ ଭବିଷ୍ୟତରେ ନିର୍ବାଚନ ହେବାକୁ ଥିବା ରାଜ୍ୟଗୁଡ଼ିକରେ SIR ଆରମ୍ଭ ହେବ।…

Cyclone Montha:ଲ୍ୟାଣ୍ଡଫଲ୍‌ ବେଳେ ଭୀଷଣ ବାତ୍ୟା, ଓଡ଼ିଶାରେ ପହଞ୍ଚିଲା ବେଳେ ଦୁର୍ବଳ: ମୃତ୍ୟୁଞ୍ଜୟ ମହାପାତ୍ର

ଭୁବନେଶ୍ବର: ସ୍ଥଳଭାଗକୁ ମାଡ଼ି ଆସୁଛି ବାତ୍ୟା ମୋନ୍ଥା(Cyclonic Storm “Montha” )। ସମୁଦ୍ର ଭିତରେ ଦ୍ରୁତ ଗତିରେ ଆଗକୁ ବଢ଼ୁଛି । ଆସନ୍ତା ୨୮ ତାରିଖ ରାତି ସୁଦ୍ଧା ବାତ୍ୟା ସ୍ଥଳଭାଗ ଛୁଇଁବା ବୋଲି ଆଶଙ୍କା କରାଯାଉଛି । ତେବେ ଓଡ଼ିଶାରେ ପହଞ୍ଚିଲା ବେଳକୁ ବାତ୍ୟା ଦୁର୍ବଳ ହୋଇଥିବ…

Harihara besa: ଆଜି ଶ୍ରୀମନ୍ଦିରରେ ବଡ଼ଠାକୁରଙ୍କ ହରିହର ବେଶ; ରହିଛି ଏହି ବେଶର ମାହାତ୍ମ୍ୟ…

ପୁରୀ: ଆଜି ଅନୁଷ୍ଠିତ ହେବ ବଡ଼ଠାକୁରଙ୍କ ହରିହର ବେଶ । କାର୍ତ୍ତିକ ମାସ ଶୁକ୍ଳପକ୍ଷ ପଞ୍ଚମୀ ସୋମବାର ଅବସରରେ ଶ୍ରୀମନ୍ଦିରରେ ବଡ଼ଠାକୁର ବଳଭଦ୍ର ହରିହର ବେଶରେ ଭକ୍ତଙ୍କୁ ଦର୍ଶନ ଦେବେ । ଦାରୁ ବିଗ୍ରହଙ୍କ ଅବକାଶ ନୀତି ପରେ ବଡ଼ଠାକୁରଙ୍କୁ ହରିହର ବେଶରେ ସଜ୍ଜିତ କରାଯିବ । ପୁଷ୍ପାଳକ…

Cyclone Montha: ବାତ୍ୟା ମୋନ୍ଥାର ପ୍ରଭାବ: ଗଜପତିରେ ପବନ ସହ ପ୍ରବଳ ବର୍ଷା, ୯୪୬ ଜଣଙ୍କୁ ବାତ୍ୟା ଆଶ୍ରୟସ୍ଥଳକୁ…

ଗଜପତି: ବଙ୍ଗୋପସାଗରରେ ସୃଷ୍ଟି ହେଉଥିବା ବାତ୍ୟାର ପ୍ରଭାବ ଗଜପତିରେ ଦେଖିବାକୁ ମିଳିଛି। ଗଜପତି ଜିଲ୍ଲାର ସବୁ ଅଞ୍ଚଳରେ ଆରମ୍ଭ ହୋଇଛି ବର୍ଷା। ଆସନ୍ତାକାଲି ଗଜପତିକୁ ରେଡ ଆଲର୍ଟ ଥିବାରୁ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି। ବର୍ତ୍ତମାନ ସୁଦ୍ଧା ୯୪୬ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ…

Supreme Court: ବୁଲା କୁକୁର ମାମଲାରେ ସବୁ ରାଜ୍ୟ ଉପରେ ବର୍ଷିଲେ ସୁପ୍ରିମକୋର୍ଟ, କହିଲେ, ନଭେମ୍ବର ୩ରେ…

ନୂଆଦିଲ୍ଲୀ: ସମଗ୍ର ଦେଶରେ ବୁଲା କୁକୁରକୁ ନେଇ ସତ୍ୟପାଠ ଦାଖଲ କରିନଥିବାରୁ ରାଜ୍ୟ ଉପରେ ବର୍ଷିଲେ ସୁପ୍ରିମକୋର୍ଟ । କୋର୍ଟ କହିଛନ୍ତି ଯେ, ଏପରି ଘଟଣା ନିରନ୍ତର ଘଟୁଛି, ଯାହା ବିଦେଶରେ ମଧ୍ୟ ଦେଶର ପ୍ରତିଛବିକୁ ଖରାପ କରୁଛି । ତଥାପି, ରାଜ୍ୟଗୁଡ଼ିକ ନିର୍ଦ୍ଦେଶ ପାଳନର ସତ୍ୟପାଠ ଦାଖଲ…

Cyclone Montha: ବାତ୍ୟା ମୋନ୍ଥା ପ୍ରଭାବରେ ୮ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା…

ଭୁବନେଶ୍ୱର: ବାତ୍ୟା "ମୋନ୍ଥା" ସୋମବାର ସକାଳ ୮.୩୦ ସମୟରେ ପଶ୍ଚିମକେନ୍ଦ୍ରୀୟ ଏବଂ ଦକ୍ଷିଣପୂର୍ବ ବଙ୍ଗୋପସାଗରର ଦକ୍ଷିଣ-ପଶ୍ଚିମ ଏବଂ ସଂଲଗ୍ନ ଅଞ୍ଚଳଗୁଡ଼ିକ ଉପରେ ଅବସ୍ଥିତ। ଏହା ପ୍ରଭାବରେ ୯୦ରୁ ୧୦୦ କିଲୋମିଟର ବେଗରେ ପବନ ବହିବା ନେଇ ଆକଳନ କରିଛି ପାଣିପାଗ ବିଭାଗ। ସେହିପରି ଏହା…

Central Teacher Eligibility Test: ଫେବ୍ରୁଆରୀ ୮ରେ ସିଟିଇଟି ପରୀକ୍ଷା

ଭୁବନେଶ୍ୱର: ଫେବ୍ରୁଆରୀ ୮ରେ ସିଟିଇଟି ପରୀକ୍ଷା। ଆସନ୍ତା ୨୦୨୬ ଫେବ୍ରୁଆରୀ ୮ରେ ଅନୁଷ୍ଠିତ ହେବ କେନ୍ଦ୍ରୀୟ ଶିକ୍ଷକ ଯୋଗ୍ୟତା ପରୀକ୍ଷା (ସିଟିଇଟି)। ଏନେଇ କେନ୍ଦ୍ରୀୟ ମାଧ୍ୟମି ଶିକ୍ଷା ପରିଷଦ (ସିବିଏସ୍‌ଇ )ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଦେଶର ୧୩୨ଟି ସହରରେ ପରୀକ୍ଷା ଅନୁଷ୍ଠିତ…

Chief Justice Of India: ଜଷ୍ଟିସ ସୂର୍ଯ୍ୟକାନ୍ତ ହେବେ ପରବର୍ତ୍ତୀ ସିଜେଆଇ

ନୂଆଦିଲ୍ଲୀ: ଯଦି ସବୁକିଛି ନିର୍ଦ୍ଧାରିତ ସମୟ ଅନୁଯାୟୀ ହୁଏ, ତେବେ ଜଷ୍ଟିସ ସୂର୍ଯ୍ୟକାନ୍ତ ନଭେମ୍ବର ୨୪ ତାରିଖରେ ଭାରତର ୫୩ତମ ମୁଖ୍ୟ ବିଚାରପତି (CJI) ଭାବରେ ଶପଥ ଗ୍ରହଣ କରିବେ। ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତି ବି.ଆର. ଗଭାଇ ପରବର୍ତ୍ତୀ ମୁଖ୍ୟ ବିଚାରପତି ପାଇଁ କେନ୍ଦ୍ର ଆଇନ…

Cyclone Montha: ବାତ୍ୟାର ମୁକାବିଲା ପାଇଁ ଶ୍ରୀକାକୁଲମ ଓ ଭାଇଜାଗ୍ ଗଲା ଏନଡିଆରଏଫର ୩ଟି ଟିମ୍‌

ଭୁବନେଶ୍ବର: ବଙ୍ଗୋପସାଗରେ ଗଭୀର ଅବପାତ ରୂପ ନେଇଛି ବାତ୍ୟା ‘ମୋନ୍ଥା’ । ଘଣ୍ଟାପ୍ରତି ୧୫କିମି ବେଗରେ ମାଡି ଆସୁଛି ଏହି ସାମୁଦ୍ରିକ ଝଡ । ଗଞ୍ଜାମ ଓ ଗଜପତି ଜିଲାରେ ସକାଳୁ ପ୍ରବଳ ବର୍ଷା ହେଉଛି । ବାତ୍ୟା ମୋନ୍ଥା ପାଇଁ ୩ ରାଜ୍ୟ ଆନ୍ଧ୍ରପ୍ରଦେଶ, ଓଡ଼ିଶା ଓ ତାମିଲନାଡୁରେ ରେଡ୍ ଆଲର୍ଟ ଜାରି…

Murder: ଭୁଲିଗଲେ ବନ୍ଧୁତା…ଭୋଜି ବେଳେ ବଚସାରୁ ସାଙ୍ଗକୁ ହତ୍ୟା କଲା ସାଙ୍ଗ

ବଲାଙ୍ଗୀର: ଅବସରପ୍ରାପ୍ତ ପୋଲିସ କର୍ମଚାରୀଙ୍କ ପୁଅକୁ ହତ୍ୟା କଲା ସାଙ୍ଗ । ଘଟଣାଟି ସାରା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ଏପରି ଅଭାବନୀୟ ଘଟଣା ଘଟିଛି ବଲାଙ୍ଗୀର ଜିଲ୍ଲାର ଦେଓଗାଁ ଥାନା ଅଞ୍ଚଳର ଅନ୍ତର୍ଲା ଗାଁରେ। ମୃତକ ଅବସରପ୍ରାପ୍ତ ପୁଲିସ୍‌ କର୍ମଚାରୀ ମୀନକେତନ ଭୋଇଙ୍କ ପୁଅ…