Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

Bangladeshi Fundamentalist Groups: ଉତ୍ତର-ପୂର୍ବକୁ ଅସ୍ଥିର କରିବାର ବଡ଼ ଷଡ଼ଯନ୍ତ୍ର ପଣ୍ଡ…କୁଖ୍ୟାତ JMBର…

ନୂଆଦିଲ୍ଲୀ:ଆସାମରେ କୁଖ୍ୟାତ ଆତଙ୍କବାଦୀ ସଂଗଠନ ଜମାତ-ଉଲ-ମୁଜାହିଦ୍ଦିନ ବାଂଲାଦେଶ (JMB) ସହିତ ଜଡିତ ଏଗାର ଜଣ ଆତଙ୍କବାଦୀଙ୍କୁ ଗିରଫ କରାଯାଇଛି। ଆସାମର ଚାରୋଟି ଭିନ୍ନ ଭିନ୍ନ ଜିଲ୍ଲା: ବରପେଟା, ବକ୍ସା, ଚିରଙ୍ଗ ଏବଂ ଦାରାଙ୍ଗରୁ ଏହି ଗିରଫଦାରୀ କରାଯାଇଥିଲା। ରିପୋର୍ଟ ଅନୁଯାୟୀ,…

Dhruv NG Helicopter Lifts Off:ଭାରତୀୟ ସେନାର ଧ୍ରୁବ-ଏନଜି ହେଲିକପ୍ଟରରେ ଯାତ୍ରା କରିପାରିବେ ସାଧାରଣ ନାଗରିକ ;…

ନୂଆଦିଲ୍ଲୀ: ମଙ୍ଗଳବାର ଦିନ ଭାରତର ଏରୋସ୍ପେସ୍ ହବ୍ ବେଙ୍ଗାଲୁରୁର ଆକାଶରେ ଏକ ଐତିହାସିକ ମୁହୂର୍ତ୍ତ ଦେଖିବାକୁ ମିଳିଛି । ହିନ୍ଦୁସ୍ତାନ ଏରୋନଟିକ୍ସ ଲିମିଟେଡ୍ (HAL)ର ଆଡଭାନ୍ସଡ୍ ଲାଇଟ୍ ହେଲିକପ୍ଟର ଧ୍ରୁବ-ନ୍ୟୁ ଜେନେରେସନ (NG) (Dhruv NG Helicopter Lifts Off)ମଙ୍ଗଳବାର ଦିନ…

ନୂଆ ବର୍ଷର ଶୁଭେଚ୍ଛା ଜଣାଇବାକୁ କେହି ବ୍ୟକ୍ତିଗତ ଭାବେ ସରକାରୀ କାର୍ଯ୍ୟାଳୟ ନଯିବାକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ଭୁବନେଶ୍ୱର:ଇଂରାଜୀ ନୂଆବର୍ଷ ୨୦୨୬ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି। ଏହି ଦିନଟି ସରକାରୀ କାର୍ଯ୍ୟ ଦିବସ ରହୁଥିବାରୁ, ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଏକ ସାଧାରଣ କାର୍ଯ୍ୟ ଦିବସ ଭାବେ ଚାଲିବ। ତେବେ, ମୁଖ୍ୟମନ୍ତ୍ରୀଙ୍କୁ…

Gun Mafia: ବନ୍ଧା ହେଲେ ଚୋରା ବନ୍ଧୁକ ବେପାରୀ, ରାଉରକେଲାର ୫୦ରୁ ଅଧିକ ସ୍ଥାନରେ ପୋଲିସର ଚଢ଼ଉ

ସୁନ୍ଦରଗଡ଼: ରାଉରକେଲା ସହରରେ କଥା କଥାକେ ଗୁଳି ଫୁଟିବା ଜିଲ୍ଲା ପୋଲିସର ଚିନ୍ତା ବଢ଼ାଇଛି। ଗତ ୩୫ ମାସ ମଧ୍ୟରେ ରାଉରକେଲା ଜିଲ୍ଲା ପୋଲିସ ୬୬ ବନ୍ଧୁକ ଜବତ କରିବା ସହ ୧୨୨ଜଣକୁ ଗିରଫ କରି ଜେଲ୍‌ ପଠାଇଥିଲା। ଅବୈଧ ଭାବରେ ବନ୍ଧୁକ ବିକ୍ରି କରୁଥିବା କିଛି ଅଭିଯୁକ୍ତକୁ ଧରିଛି ପୋଲିସ।…

ରେଢ଼ାଖୋଲରେ ବାଇପାସ୍ ନିର୍ମାଣ ପାଇଁ ନୀତିନ ଗଡ଼କରୀଙ୍କୁ ଧର୍ମେନ୍ଦ୍ରଙ୍କ ଅନୁରୋଧ

ସମ୍ବଲପୁର: ରେଢାଖୋଲ ୫୫ ନମ୍ବର ଜାତୀୟ ରାଜପଥ ଦେଇ ପ୍ରତିଦିନ ଶତାଧିକ ଭାରୀ ଯାନ ଯାତାୟାତ କରୁଛି। ଫଳରେ ଭୟଙ୍କର ଟ୍ରାଫିକ ଜାମ୍ ସୃଷ୍ଟି ହେଉଛି। ଦୁର୍ଘଟଣା ବଢ଼ିବା ସହ ଛାତ୍ରଛାତ୍ରୀ, ରୋଗୀ ଏବଂ ବରିଷ୍ଠ ନାଗରିକଙ୍କ ଯାତାୟତରେ ସମସ୍ୟା ସୃଷ୍ଟି ହେଉଛି। ରେଢ଼ାଖୋଲ ସହରବାସୀଙ୍କ ଦୀର୍ଘଦିନର…

Humane Death Case: ହ୍ୟୁମାନ ମୃତ୍ୟୁ ମାମଲା; ହାଇକୋର୍ଟଙ୍କ ଦ୍ବାରସ୍ଥ ହେଲେ ଅର୍ପିତା ଚୌଧୁରୀ

କଟକ: କଣ୍ଠଶିଳ୍ପୀ ହ୍ୟୁମାନ ସାଗର ମୃତ୍ୟୁ ମାମାଲାରେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ କଣ୍ଠଶିଳ୍ପୀ ଅର୍ପିତା ଚୌଧୁରୀ। ହାଇକୋର୍ଟରେ ଆଗୁଆ ଜାମିନ ପାଇଁ ଅର୍ପିତା ଆବେଦନ କରିଛନ୍ତି। ପୂର୍ବରୁ ଏହି ମାମଲାରେ ସୋମେଶ ଶତପଥୀ ଆଗୁଆ ଜାମିନ ଆବଦେନ କରିଥିଲେ। ହ୍ୟୁମାନ ସାଗରଙ୍କ ମୃତ୍ୟୁ ମମାଲାରେ…

Corruption: ‘ଯେଉଁମାନେ ଆଜି ନୂଆ ଚାକିରି ପାଉଛନ୍ତି, ସମ୍ପତ୍ତି ରଖି ଟିଭିରେ ନ ବାହାରନ୍ତୁ’;…ନିଯୁକ୍ତି…

ଭୁବନେଶ୍ବର: ନବ ନିଯୁକ୍ତ ଅଧିକାରୀଙ୍କୁ ମୁଖ୍ୟମନ୍ତ୍ରୀ ସୁଶାସନର ତିନୋଟି ମନ୍ତ୍ର ଦେଇଛନ୍ତି। ସେ କହିଛନ୍ତି ଯେ, ସ୍ଵଚ୍ଛତା, ଉତ୍ତର ଦାୟିତ୍ୱ, ଅଭିଯୋଗ ଗୁଡିକର ତୁରନ୍ତ ସମାଧାନ କର। ଆଜିର ନିଯୁକ୍ତି ମେଳା ହେଉଛି ୧୪ତମ ନିଯୁକ୍ତି ମେଳା ଏବଂ ପଞ୍ଚମ ବୃହତମ ନିଯୁକ୍ତି ମେଳା ବୋଲି କହିଛନ୍ତି…

CHSE +2 Practical: ଜାନୁଆରୀ ୨ରୁ ଯୁକ୍ତ ଦୁଇ ପ୍ରାକ୍ଟିକାଲ୍

ଭୁବନେଶ୍ୱର: ଜାନୁଆରୀ ୨ରୁ ଯୁକ୍ତ ଦୁଇ ପ୍ରାକ୍ଟିକାଲ୍। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ) ପରିଚାଳିତ ଯୁକ୍ତ ଦୁଇ ପ୍ରାକ୍ଟିକାଲ ପରୀକ୍ଷା ଜାନୁଆରୀ ୨ ତାରିଖରୁ ଆରମ୍ଭ ହେବ। ୧୫ ତାରିଖ ଯାଏ ପରୀକ୍ଷା ହେବ। କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷାର ବିଭିନ୍ନ ବିଷୟର…

New Year crowd: ନୂଆବର୍ଷ ଭିଡକୁ ଦୃଷ୍ଟିରେ ରଖି ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

ପୁରୀ:ଆସୁଛି ନୂଆବର୍ଷ ଏଥିପାଇଁ ସମସ୍ତ ପର୍ଯ୍ୟଟନ ସ୍ଥଳୀରେ  ଜମୁଛି ଭିଡ଼ । ଜମୁଛି ଭୋଜି ଭାତର ଆସର ।  ସେଥିମଧ୍ୟରୁ ଜଗନ୍ନାଥ ଧାମ ପୁରୀରେ ମଧ୍ୟ ବଢିଲାଣି ଶ୍ରଦ୍ଧାଳୁଙ୍କ ଭିଡ଼ । ପ୍ରତିଦିନ ଲକ୍ଷ ଲକ୍ଷ ସଂଖ୍ୟାର ଶ୍ରଦ୍ଧାଳୁଙ୍କ ଭିଡ଼ ସେଠି ଜମୁଛି । ଯାହାକୁ ଦୃଷ୍ଟିରେ ରଖି ପୁରୀ…

ଭଜନ ସମ୍ରାଟ ଭିକାରୀ ବଳଙ୍କ ପତ୍ନୀ ଉଷାରାଣୀଙ୍କ ଦେହାନ୍ତ

କଟକ: ଭଜନ ସମ୍ରାଟ ସ୍ୱର୍ଗତ ଭିକାରୀ ବଳଙ୍କ ପତ୍ନୀ ଉଷାରାଣୀ ବଳଙ୍କର ପରଲୋକ। ଏକ ଘରୋଇ ହସ୍ପିଟାଲ୍‌ରେ ସୋମବାର ସନ୍ଧ୍ୟାରେ ବାର୍ଦ୍ଧକ୍ୟ ଜନିତ ରୋଗରେ ଉଷାରାଣୀଙ୍କର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କର ୮୬ ବର୍ଷ ହୋଇଥିଲା। ଗତ ନଭେମ୍ବର ୨ ତାରିଖରେ ଭଜନ ସମ୍ରାଟଙ୍କ ପୁଣ୍ୟତିଥିରେ ସେ…