Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ଶ୍ରୀବିଗ୍ରହଙ୍କ ପଇତା ଲାଗି ନୀତି, ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ପୁରୀ: ସୋମବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତା ଲାଗି ନୀତି ସମ୍ପନ୍ନ ହେବ। ଏଥିଲାଗି ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ। ଏନେଇ ବିଶେଷ ସୂତ୍ରରୁ ଖବର ମିଳିଛି। ଦଇତାପତି ସେବକମାନେ ଠାକୁରଙ୍କ ଏହି ସେବା କରିବେ। ଠାକୁରଙ୍କ ଶ୍ରୀଅଙ୍ଗସୁରକ୍ଷା ପାଇଁ ଏହି ନୀତି ହେଉଥିବା ସେବାୟତମାନେ…

ଓଡ଼ିଆ ଅସ୍ମିତା ପାଇଁ ଦୌଡ଼: ଏକାମ୍ର କ୍ଷେତ୍ରରେ ‘ଐତିହ୍ୟ ମାରାଥନ’ ଅନୁଷ୍ଠିତ

ଭୁବନେଶ୍ବର: ଓଡ଼ିଶା ସରକାରଙ୍କ କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ 'ଓଡ଼ିଆ ପକ୍ଷ' ଅବସରରେ ୫ମ ଦିନରେ ଆଜି ରାଜଧାନୀର ଐତିହାସିକ ଏକାମ୍ର କ୍ଷେତ୍ରରେ 'ଐତିହ୍ୟ ଗଣଦୌଡ଼' କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଆଜି ସକାଳ ୫ଟା ୩୦ରେ ସ୍ଥାପତ୍ୟର ଅନନ୍ୟ ନିଦର୍ଶନ ମୁକ୍ତେଶ୍ୱର ମନ୍ଦିର…

Raghav Chadha Joining BJP? ବିଜେପିରେ ଯୋଗଦେବେ କି ରାଘବ ଚଡ୍ଡା? କଳ୍ପନାଜଳ୍ପନା ଭିତରେ ଆପ ନେତାଙ୍କ ବଡ ଦାବି

ନୂଆଦିଲ୍ଲୀ: ଆମ ଆଦମୀ ପାର୍ଟି (AAP) ଛାଡି ଭାରତୀୟ ଜନତା ପାର୍ଟି (BJP) ରେ ଯୋଗଦେବେ ରାଘବ ଚଡ୍ଡା। ଏପରି କଳ୍ପନାଜଳ୍ପନା ବର୍ତ୍ତମାନ ରାଜନୈତିକ ମହଲରେ ଜୋର୍ ଧରିଛି। ସଞ୍ଜୟ ସିଂହଙ୍କ ମନ୍ତବ୍ୟ ପରେ, ଏବେ ଆପ ନେତା ସୌରଭ ଭରଦ୍ୱାଜ ଏହି କଳ୍ପନାଜଳ୍ପନା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ…

ରାଜ୍ୟରେ ଗରମ ଗୁଳୁଗୁଳି ସହ ଝଡବର୍ଷା: ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି ଖରା ତାତି ସାଙ୍ଗକୁ ଝଡ଼ବର୍ଷା ପ୍ରଭାବ। ଅପରାହ୍ଣରେ ବଦଳି ଯାଉଛି ପାଗ। ଆଜି ପାଇଁ ୧୮ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ପବନ ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ତେବେ ଆଜିଠୁ ରାଜ୍ୟରେ କାଳବୈଶାଖୀ ପ୍ରଭାବରେ ବର୍ଷା ବଢ଼ିପାରେ। ଦକ୍ଷିଣ ଓଡ଼ିଶାର…

ଉମରୋକଟ ବ୍ୟବସାୟୀଙ୍କ ଘରେ ଚଢାଉ, ଲକ୍ଷାଧିକ ଟଙ୍କାର ବେଆଇନ୍ ବାଣ ଜବତ

ନବରଙ୍ଗପୁର: ଲକ୍ଷାଧିକ ଟଙ୍କାର ଗଚ୍ଛିତ ବେଆଇନ୍ ବାଣ ଜବତ। ୨ ବ୍ୟବସାୟୀ ଅଟକ। ନବରଙ୍ଗପୁର ଜିଲ୍ଲା ଉମରକୋଟ ପୌରାଞ୍ଚଳ ଡିଏନକେ ଓ ଯୁଭି ୩ ଡଙ୍ଗରୀଗୁଡ଼ାର ୨ ବ୍ୟବସାୟୀଙ୍କ ଘରେ ଚଢାଉ କରିଥିଲା ପୋଲିସ୍। ୨ ବ୍ୟବସାୟୀଙ୍କୁ ଅଟକ ରଖି ପୋଲିସର ପଚରାଉଚରା ଜାରି ରଖିଛି। ବିଜନ ମଲ୍ଲିକ ଓ…

୧୬ ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟରେ ମୋହର

ଭୁବନେଶ୍ୱର: ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୩୭ ତମ ବୈଠକ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି l ରାଜ୍ୟ କ୍ୟାବିନେଟ ବୈଠକରେ ୧୩ଟି ବିଭାଗର ୧୬ଟି ପ୍ରସ୍ତାବକୁ ଅନୁମୋଦନ ମିଳିଥିବା ବେଳେ ଏଥିରେ ବହୁ…

ଉଚ୍ଚଶିକ୍ଷାରେ ବଢ଼ିଲା ସଂରକ୍ଷଣ: SC, ST ଓ ପଛୁଆବର୍ଗଙ୍କୁ ମିଳିଲା ଅଧିକ ସିଟ୍‌

ଭୁବନେଶ୍ୱର: ଓଡ଼ିଶାର ମେଡ଼ିକାଲ, ଇଞ୍ଜିନିଅରିଂ, ଅନ୍ୟାନ୍ୟ ଉଚ୍ଚଶିକ୍ଷା ଓ ପ୍ରଯୁକ୍ତିବିଦ୍ୟା ଶିକ୍ଷା ପାଠ୍ୟକ୍ରମରେ ନାମଲେଖା ପାଇଁ ସଂରକ୍ଷଣ ନୀତିରେ ରାଜ୍ୟ କ୍ୟାବିନେଟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଏହି ନିଷ୍ପତ୍ତି ଦ୍ବାରା ରାଜ୍ୟର ଅନୁସୂଚିତ ଜନଜାତି ୨୨.୫୦…

ରାଜ୍ୟରେ ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା, ଜାଣନ୍ତୁ କେଉଁମାନେ ହେବେ ଉପକୃତ

ଭୁବନେଶ୍ୱର: ରାଜ୍ୟରେ ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା । ଏଥିରେ ହିତାଧିକାରୀଙ୍କୁ ମିଳିବ ଅଧିକ ୫ କିଲୋ ଚାଉଳ । ରାଜ୍ୟରେ ଖାଉଟିଙ୍କୁ ତାଙ୍କ ଆବଶ୍ୟକତା ଅନୁଯାୟୀ ଚାଉଳ ଉପଲବ୍ଧ କରାଇ ଖାଦ୍ୟ ସୁରକ୍ଷାକୁ ଆହୁରି ସୁଦୃଢ କରିବା ଉଦ୍ଦେଶ୍ୟରେ, ଆର୍ଥିକ ବର୍ଷ ୨୦୨୬-୨୭ ପାଇଁ,…