Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

Mark Carney India Visit: ଭାରତ ଆସିବେ କାନାଡ଼ା ପ୍ରଧାନମନ୍ତ୍ରୀ, ପୁଣି ମଜଭୁତ ହେବ ଦୁଇ ଦେଶ ମଧ୍ୟରେ ସମ୍ପର୍କ

ନୂଆଦିଲ୍ଲୀ: ପ୍ରାୟ ଦୁଇ ବର୍ଷର କୂଟନୈତିକ ଉତ୍ତେଜନା ପରେ, ଭାରତ ଏବଂ କାନାଡା ମଧ୍ୟରେ ସମ୍ପର୍କରେ ନୂଆ ମୋଡ଼ ସୃଷ୍ଟି ହେବାକୁ ଯାଉଛି। ଦୁଇ ଦେଶ ମଧ୍ୟରେ ଉନ୍ନତିର ସ୍ପଷ୍ଟ ସଙ୍କେତ ଦେଖାଯାଉଛି। କାନାଡ଼ାର ନୂଆ ପ୍ରଧାନମନ୍ତ୍ରୀ ମାର୍କ କାର୍ନି ପ୍ରଥମ ଥର ପାଇଁ ଭାରତ ଗସ୍ତରେ ଆସିବାକୁ…

Sabarimala ‘Ghee Scam’: ସାବରୀମାଳା ମନ୍ଦିରରେ ‘ପବିତ୍ର ଘିଅ’ ବିକ୍ରି ଘୋଟାଲା:…

ଥିରୁଅନନ୍ତପୁରମ୍: ଧର୍ମ ମନ୍ଦିରରେ ଆର୍ଥିକ ଅନିୟମିତତା ଉପରେ ନ୍ୟାୟ ମନ୍ଦିର କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ସାବରୀମାଳା ଭଗବାନ ଆୟାପ୍ପା ମନ୍ଦିରରେ ପବିତ୍ର 'ଆଦିୟା ସିଷ୍ଟମ ଘିଅ' ବିକ୍ରୟରୁ ପାଣ୍ଠିର ଅପବ୍ୟବହାର ଅଭିଯୋଗରେ କେରଳ ହାଇକୋର୍ଟ ଉଚ୍ଚସ୍ତରୀୟ ଭିଜିଲାନ୍ସ ତଦନ୍ତ ନିର୍ଦ୍ଦେଶ…

Lingaraj Temple: ମକରସଂକ୍ରାନ୍ତିରେ ଲିଙ୍ଗରାଜଙ୍କ ନୀତିକାନ୍ତି ନୀତିରେ ବିଭ୍ରାଟ, ଗତକାଲି ସନ୍ଧ୍ୟାରୁ ଉପବାସରେ…

ଭୁବନେଶ୍ୱର: ତୁଟିଲାନି ନବାଙ୍କ ବେଢ଼ା କ୍ଷୀର ଆଉଟା ସେବା ଅଧିକାର ବିବାଦ। ବନ୍ଦ ରହିଲା ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ନୀତି। ମଙ୍ଗଳବାର ସନ୍ଧ୍ୟାଧୂପଠାରୁ ଉପବାସରେ ମହାପ୍ରଭୁ ଶ୍ରୀଲିଙ୍ଗରାଜ। ମନ୍ଦିରରେ ନୀତିକାନ୍ତି ସବୁ ବନ୍ଦ ରହିଛି। ଗତକାଲି ସନ୍ଧ୍ୟାରୁ ଉପବାସରେ ଠାକୁର। ଆଜି ମକର…

ଓଡ଼ିଆ ଭାଷାରେ ହେବ ସମସ୍ତ ସରକାରୀ କାମ, ସବୁ ବିଭାଗ ଓ ଜିଲ୍ଲାପାଳଙ୍କୁ ସରକାରଙ୍କ ଚିଠି

ଭୁବନେଶ୍ଵର: ଓଡ଼ିଆ ଭାଷାରେ ହେବ ସରକାରୀ କାମ। ସବୁ ବିଭାଗ ଓ ଜିଲ୍ଲାପାଳଙ୍କୁ ରାଜ୍ୟ ସରକାରଙ୍କ ଚିଠି। ବ୍ଲକରୁ ରାଜ୍ୟସ୍ତର ପର୍ଯ୍ୟନ୍ତ ଓଡ଼ିଆ ଭାଷାରେ ହେବ ସରକାରୀ କାମ। ସମସ୍ତ ନୋଟିସ୍, ବିଜ୍ଞପ୍ତି, ପତ୍ର ବିନିମୟ ଓଡ଼ିଆରେ ହେବ। ଏଥିରେ ଖିଲାପ କଲେ ତାଗିଦ୍ ସହ କାରଣ ଦର୍ଶାଅ ନୋଟିସ୍ ଜାରି…

ବେଙ୍ଗାଲୁରୁରୁ-ପ୍ୟାରିସ ବିମାନରେ ଯାନ୍ତ୍ରିକ ତ୍ରୁଟି, ହନ୍ତସନ୍ତ ଯାତ୍ରୀ

ନୂଆଦିଲ୍ଲୀ: ବେଙ୍ଗାଲୁରୁରୁ ପ୍ୟାରିସ ଯାଉଥିବା ଏକ ଏୟାର ଫ୍ରାନ୍ସ ବିମାନର ଇଞ୍ଜିନରେ ତ୍ରୁଟି ଯୋଗୁଁ ଏହାକୁ ତୁର୍କମେନିସ୍ତାନ ପଠାଯାଇଥିଲା। ଏହି ଘଟଣା ମଙ୍ଗଳବାର ଘଟିଛି। ଜାତୀୟ ଗଣମାଧ୍ୟମର ଏକ ରିପୋର୍ଟରେ କୁହାଯାଇଛି ଯେ, ବିମାନଟି ସ୍ଥାନୀୟ ସମୟ ସକାଳ ୩ଟା ୩୭ରେ ଆଶଗାବାତ…

SIR ପାଇଁ ଓଡିଶା ପ୍ରସ୍ତୁତ: ସୃଷ୍ଟି ହେଲା ୭ହଜାର ନୂଆ ବୁଥ୍‌

ଭୁବନେଶ୍ୱର: SIR ପାଇଁ ଓଡିଶା ପ୍ରସ୍ତୁତ। ଫେବ୍ରୁଆରୀ ୨୦୨୭ରେ ରାଜ୍ୟରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ହେବ। ଏହା ପୂର୍ବରୁ ଓଡ଼ିଶାରେ ‌ଭୋଟର ତାଲିକାର ‘ସ୍ବତନ୍ତ୍ର ସଘନ ସଂଶୋଧନ’ (ଏସ୍‌ଆଇଆର୍) ପ୍ରକ୍ରିୟା ଶେଷ କରି ନୂଆ ଭୋଟର ତାଲିକା ଅନୁଯାୟୀ ନିର୍ବାଚନ କରିବାକୁ ପ୍ରସ୍ତୁତି ଆରମ୍ଭ…

ରାଜ୍ୟରେ ଗଠନ ହେଲା ଆଉ ଏକ ପୋଲିସ ଜିଲ୍ଲା

ଭୁବନେଶ୍ୱର: ରାଜ୍ୟରେ ଗଠନ ହେଲା ଆଉ ଏକ ପୋଲିସ ଜିଲ୍ଲା। ନୂଆ ରାଇରଙ୍ଗପୁର ପୋଲିସ ଜିଲ୍ଲା ଗଠନ କଲେ ସରକାର। ମୟୂରଭଞ୍ଜ ପୋଲିସ ଜିଲ୍ଲା ଭାଗ ହୋଇ ଗଠନ ହେଲା। ରାଇରଙ୍ଗପୁରରେ ରହିବ ଏହାର ମୁଖ୍ୟାଳୟ। ନୂଆ ପୋଲିସ ଜିଲ୍ଲାରେ ରହିବ ୧୪ଟି ଥାନା। ଏଥିରେ ୫ ଆଉଟ୍ ପୋଷ୍ଟ ଓ ୨ଟି ବିଟ୍‌ ହାଉସ୍ ମଧ୍ୟ…

ବାଣିଜ୍ୟ ଚୁକ୍ତିନାମା ନେଇ ଆମେରିକୀୟ ପ୍ରତିପକ୍ଷଙ୍କ ସହ କଥା ହେଲେ ଜୟଶଙ୍କର

ନୂଆଦିଲ୍ଲୀ: ଆମେରିକା ସହିତ ବାଣିଜ୍ୟ ଚୁକ୍ତିନାମା ସମ୍ପର୍କରେ ଖବର ମଧ୍ୟରେ ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର ଏବଂ ତାଙ୍କର ଆମେରିକୀୟ ପ୍ରତିପକ୍ଷ ମାର୍କୋ ରୁବିଓ ମଙ୍ଗଳବାର ଫୋନ୍ ଯୋଗେ ପରସ୍ପର ସହିତ କଥା ହୋଇଛନ୍ତି। ଏହି ସମୟରେ ବାଣିଜ୍ୟ, ପ୍ରତିରକ୍ଷା ଏବଂ ସୁରକ୍ଷା କ୍ଷେତ୍ରରେ ସହଯୋଗ…

Clean Survey: ଫେବୃଆରୀରୁ ଆରମ୍ଭ ହେବ ସ୍ୱଚ୍ଛ ସର୍ବେକ୍ଷଣ, ଶ୍ରେଷ୍ଠ ସ୍ୱଚ୍ଛ ବିଦ୍ୟାଳୟକୁ ମିଳିବ ୫୦ ହଜାର ଟଙ୍କାର…

ଭୁବନେଶ୍ୱର: ଫେବୃଆରୀରୁ ଆରମ୍ଭ ହେବ ସ୍ୱଚ୍ଛ ସର୍ବେକ୍ଷଣ ସର୍ଭେ । ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ପ୍ରକ୍ରିୟା ଆରମ୍ଭ ହୋଇଛି । ବିଏମସି ଅଞ୍ଚଳର ଶ୍ରେଷ୍ଠ ସ୍ୱଚ୍ଛ ବିଦ୍ୟାଳୟକୁ ମିଳିବ ୫୦ହଜାର ଟଙ୍କାର ପୁରସ୍କାର । ବିଏମସିର ତିନି ମଣ୍ଡଳରେ ୩ଟି ବିଦ୍ୟାଳୟକୁ ୫୦ହଜାର ଲେଖାଏଁ ଟଙ୍କା…

କେନ୍ଦୁଝରରେ ଖୋଲିବ ଏନଏସଡିର ରାଜ୍ୟ ଶାଖା, ସମସ୍ତ ଖର୍ଚ୍ଚ ବହନ କରିବେ ରାଜ୍ୟ ସରକାର..

ଭୁବନେଶ୍ୱର: ନୃତ୍ୟ ଅନୁଷ୍ଠାନ ସ୍ପିରିଜା ଏବଂ ନ୍ୟାସନାଲ ସ୍କୁଲ ଅଫ ଡ୍ରାମା ପକ୍ଷରୁ ଆୟୋଜିତ ଅଭିନୟ କର୍ମଶାଳାର ଉଦ୍‌ଯାପନୀ ସନ୍ଧ୍ୟାରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ । କେନ୍ଦୁଝର ଜିଲ୍ଲା ଅଡିଟୋରିୟମଠାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି, କଳା ଏବଂ…