Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

Cyber Fraud Busted: ପୋଲିସ ହାତରେ ଧରାପଡିଲେ ୧୨ ଆନ୍ତଃରାଜ୍ୟ ସାଇବର ଲୁଟେରା

ଭୁବନେଶ୍ବର:କମିଶନରେଟ ପୋଲିସକୁ ବଡ଼ ସଫଳତା । ୧୨ଜଣ ଅନ୍ତଃରାଜ୍ୟ ସାଇବର ଲୁଟେରାଙ୍କୁ ଗିରଫ କରିଛି କମିଶନରେଟ ପୁଲିସ । ଏଥିରେ ବିହାରର ୭, କେରଳର ୪, ଓଡ଼ିଶାରୁ ଜଣେ ଗିରଫ । ମେସୋ,naptol, Kerala ଲଟେରି, ବଜାଜ୍ ଫାଇନାସ, ଆଦି ନାମରେ ଖୋଲି ଲଟେରି ବ୍ୟବସ୍ଥା କରି ସାରା ଭାରତ ବର୍ଷରେ…

Hero Hockey India League:ହ୍ୟାଟ୍ରିକ ବିଜୟ ସହ ପଏଣ୍ଟ ଟେବୁଲର ଶୀର୍ଷରେ କଳିଙ୍ଗ ଲାନସର୍ସ

ରାଞ୍ଚି:ପୁରୁଷ ହିରୋ ହକି ଇଣ୍ଡିଆ ଲିଗ୍ (HIL) 2025-26ରେ ବେଦାନ୍ତ କଳିଙ୍ଗ ଲାନସର୍ସର (Vedanta Kalinga Lancers)କ୍ରମାଗତ ହ୍ୟାଟ୍ରିକ ବିଜୟ । ୮ ପଏଣ୍ଟ ସହ କଳିଙ୍ଗ ଦଳ ପଏଣ୍ଟ ଟେବୁଲର ଶୀର୍ଷରେ ରହିଛି । ରବିବାର ଦିନ ରାଞ୍ଚିର ମାରାଙ୍ଗ ଗୋମକେ ଜୟପାଲ ସିଂହ ଆଷ୍ଟ୍ରୋ ଟର୍ଫ ହକି…

Rourkela Plane Crash: ରାଉରକେଲା ବିମାନ ଦୁର୍ଘଟଣା; ସ୍ଥାନୀୟ ଜନସାଧାରଣଙ୍କୁ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ

ରାଉରକେଲା:ରାଉରକେଲା ବିମାନ ଦୁର୍ଘଟଣା ସମୟରେ ସ୍ଥାନୀୟ ଜନସାଧାରଣ ଏବଂ ଉଦ୍ଧାରକାରୀ ଦଳ ଯେଉଁ ସାହସିକତା ଓ ତତ୍ପରତା ପ୍ରଦର୍ଶନ କରିଛନ୍ତି ସେଥିପାଇଁ ସମସ୍ତଙ୍କୁ ଆନ୍ତରିକ ଧନ୍ୟବାଦ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଆହୁରି ମଧ୍ୟ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବିପଦ ସମୟରେ…

ସମ୍ବଲପୁରବାସୀଙ୍କୁ ମିଳିବ ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ, ୪୫୧ କୋଟିର ମେଗା ପ୍ରକଳ୍ପ…

ଭୁବନେଶ୍ବର: ସମ୍ବଲପୁର ସହରବାସୀଙ୍କ ଦୀର୍ଘଦିନର ପିଇବା ପାଣି ସମସ୍ୟାକୁ ଦୃଷ୍ଟିରେ ରଖି ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ ଯୋଗାଇଦେବା ଉଦ୍ଦେଶ୍ୟରେ ୪୫୧ କୋଟି ୨୪ ଲକ୍ଷ ଟଙ୍କା ବ୍ୟୟରେ ଏକ ବୃହତ ୱାଟର ସପ୍ଲାଏ ପ୍ରକଳ୍ପର ଭିତ୍ତିପ୍ରସ୍ତର କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।…

ସମ୍ବଲପୁରରେ ଅତ୍ୟାଧୁନିକ ଟ୍ରମା କେୟାର ସେଣ୍ଟର ଏବଂ OPD ବିଲ୍‌ଡିଙ୍ଗର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁଇଦିନିଆ ସମ୍ବଲପୁର ଗସ୍ତ ଅବସରରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଉଦଘାଟନ କରିଛନ୍ତି। ଆଜି ସମ୍ବଲପୁର ଜିଲ୍ଲା ସଦର ମହକୁମା ଡାକ୍ତରଖାନାରେ ନବ ଲନିର୍ମିତ ଅତ୍ୟାଧୁନିକ ଟ୍ରମା କେୟାର ସେଣ୍ଟର ଏବଂ OPD ବିଲ୍‌ଡିଙ୍ଗର ଶୁଭ ଉଦ୍‌ଘାଟନ…

S-400 Squadron: ଭାରତୀୟ ସେନାରେ ସାମିଲ ହେବାକୁ ଯାଉଛି ଆଉ ଏକ ହିରୋ: ପାକିସ୍ତାନ, ଚୀନର ନିଦ ହଜାଇବ ଏହି…

ନୂଆଦିଲ୍ଲୀ: ଭାରତୀୟ ସେନା ଜମ୍ମୁ ଏବଂ କାଶ୍ମୀରରେ ପହଲଗାମ୍ ଆତଙ୍କବାଦୀ ଆକ୍ରମଣକୁ ସଫଳତାର ସହ ପ୍ରତିହତ କରିଛି। ବିଶ୍ୱର ସବୁଠାରୁ ଆଧୁନିକ ବାୟୁ ପ୍ରତିରକ୍ଷା ପ୍ରଣାଳୀ ମଧ୍ୟରୁ ଗୋଟିଏ, S-400 ର ଶକ୍ତି ପାକିସ୍ତାନୀ ଆତଙ୍କବାଦୀ ଶିବିରଗୁଡ଼ିକୁ ଧ୍ୱଂସ କରିଛି। ଭାରତର ହିରୋ ଭାବରେ ଜଣାଶୁଣା…

Khandagiri Jatra: ଖଣ୍ଡଗିରି ଯାତ୍ରାରେ କୌଣସି ବି ପରିସ୍ଥିତିରେ ଅଶ୍ଲୀଳ ନୃତ୍ୟକୁ ପ୍ରଶୟ ଦିଆଯିବନାହିଁ: ଏକାମ୍ର…

ଭୁବନେଶ୍ୱର: ଖଣ୍ଡଗିରି ଯାତ୍ରାରେ ଅଶ୍ଳୀଳ ନୃତ୍ୟକୁ ନେଇ କଡା ତାଗିଦ କଲେ କାମ୍ର ବିଧାୟକ ବାବୁ ସିଂ । ସେ କହିଛନ୍ତି ଖଣ୍ଡଗିରି ମେଳାର ଯାତ୍ରା ପେଣ୍ଡାଲ ଉପରେ କୌଣସି ବି ପରିସ୍ଥିତିରେ ଅଶ୍ଲୀଳ ନୃତ୍ୟକୁ ପ୍ରଶୟ ଦିଆଯିବନାହିଁ । ପୂର୍ବ ବର୍ଷ ଯେଉଁଭଳି ଭାବରେ ଖଣ୍ଡଗିରି ପେଣ୍ଡାଲରୁ ଅଶ୍ଲୀଳ…

Puri Airport: ପ୍ରସ୍ତାବିତ ପୁରୀ ବିମାନବନ୍ଦର ଅଞ୍ଚଳରେ ନିର୍ମାଣ ହେବନି ମନମୁଖୀ ଭାବେ ଉଚ୍ଚ ଅଟ୍ଟାଳିକା…

ପୁରୀ: ପୁରୀରେ ପ୍ରସ୍ତାବିତ ବିମାନବନ୍ଦର ଅଞ୍ଚଳ ଚାରିପାଖେ ଯେଭଳି ମନମୁଖୀ ଭାବେ କୋଠାବାଡ଼ି ଓ ଉଚ୍ଚ ଅଟ୍ଟାଳିକା ଏବଂ ନିର୍ମାଣ ନ ହେବ, ସେଥିପାଇଁ ଏକ ସ୍ୱତନ୍ତ୍ର ସଂସ୍ଥା ଦ୍ୱାରା ସର୍ଭେ କରାଯିବ । ଏ ପ୍ରକଳ୍ପ ପାଇଁ ଜାଗା ଚିହ୍ନଟ ହୋଇସାରିବାରୁ ଏହା ଯେଭଳି ସଂରକ୍ଷିତ ରହିବ, ସେଥିପାଇଁ…

ରାଉରକେଲା ବିମାନ ଦୁର୍ଘଟଣାର ତଦନ୍ତ ପାଇଁ ପହଞ୍ଚିଲେ ୫ ଜଣିଆ ଟିମ୍, ୨ ଗୁରୁତରଙ୍କୁ କରାଗଲା ଏୟାରଲିଫ୍ଟ

ରାଉରକେଲା: ରାଉରକେଲାରେ ଘରୋଇ ବିମାନ ଦୁର୍ଘଟଣାରେ ଗୁରୁତର ହୋଇଥିବା ଦୁଇ ଯାତ୍ରୀ ସ୍ବାମୀ-ସ୍ତ୍ରୀଙ୍କୁ ଅଧିକ ଚିକିତ୍ସା ପାଇଁ ମୁମ୍ବାଇକୁ ଏୟାରଲିଫ୍ଟ କରାଯାଇଛି। ସେମାନେ ହେଲେ ସୁନିଲ୍ ଅଗ୍ରଓ୍ବାଲ ଏବଂ ପତ୍ନୀ ସବିତା ଅଗ୍ରଓ୍ବାଲ । ବିମାନ ଦୁର୍ଘଟଣାରେ ସ୍ୱାମୀ-ସ୍ତ୍ରୀ ସମେତ ୬ ଜଣ…

ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ, ‘ସରପଞ୍ଚ ପାଇଁ କେବଳ ସ୍ୱାକ୍ଷର ଯଥେଷ୍ଟ ନୁହେଁ ଓଡ଼ିଆ ଲେଖି ପଢ଼ି ଜାଣିବା…

କଟକ: ଏଣିକି ସରପଞ୍ଚ ହେଲେ ଓଡ଼ିଆ ଲେଖି ପଢ଼ି ଜାଣିବା ନିହାତି ଆବଶ୍ୟକ । ଏନେଇ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି ହାଇକୋର୍ଟ । କୋର୍ଟ କହିଛନ୍ତି ଯେ, ଗ୍ରାମ ପଞ୍ଚାୟତରେ ସରପଞ୍ଚ ଏକ ସର୍ବୋଚ୍ଚ ତଥା ଗୁରୁତ୍ୱପୂର୍ଣ୍ଣ ପଦବି । ସରପଞ୍ଚଙ୍କୁ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼େ ।…