Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ବିଧାନ ପରିଷଦରୁ ଇସ୍ତଫା ଦେଲେ ନୀତିଶ କୁମାର

ପାଟନା: ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ବିଧାନ ପରିଷଦରୁ ଇସ୍ତଫା ଦେଇଛନ୍ତି। ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ମଧ୍ୟ ତାଙ୍କ ବିଧାୟକ ପଦରୁ ଇସ୍ତଫା ଦେଇଛନ୍ତି। ସମ୍ପ୍ରତି ରାଜ୍ୟସଭାକୁ ନିର୍ବାଚିତ ହେବା ପରେ ସେ ଏବେ ଦିଲ୍ଲୀ ରାଜନୀତିରେ ଏକ ନୂତନ ଇନିଂସ ଆରମ୍ଭ କରିବେ। ନୀତିଶ…

ବରିଷ୍ଠ ବିଜେଡି ନେତାଙ୍କ ପତ୍ନୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ନୂଆପଡ଼ା: ନୂଆପଡ଼ା ଜିଲ୍ଲା ବରିଷ୍ଠ ବିଜେଡି ନେତା ହରିଶ୍ଚନ୍ଦ୍ର ପଣ୍ଡାଙ୍କ ପତ୍ନୀ ପୂଜା ପଣ୍ଡା (୩୫)ଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ନୂଆପଡ଼ା ସହର ମତଗୁଡ଼ିପଡ଼ାରେ ରବିବାର ରାତିରେ ଏକ ବେଲ ଗଛରେ ଝୁଲୁଥିବା ଅବସ୍ଥାରେ ତାଙ୍କର ମୃତଦେହ ଉଦ୍ଧାର କରିଛି ପୋଲିସ । ରାତି ପ୍ରାୟ…

ବିଶ୍ଵପ୍ରସିଦ୍ଧ ରଥଯାତ୍ରା ପାଇଁ ପୁରୀରେ ପହଞ୍ଚିଲା ଚତୁର୍ଥ ଦଫା ରଥ କାଠ

ପୁରୀ: ବିଶ୍ଵପ୍ରସିଦ୍ଧ ରଥଯାତ୍ରା ପାଇଁ ପୁରୀରେ ପହଞ୍ଚିଲା ଚତୁର୍ଥ ଦଫା ରଥ କାଠ। ଏହି ରଥ କାଠ ବୌଦ୍ଧ ବନଖଣ୍ଡ ମାଧୋପୁର ରେଞ୍ଜରୁ ଆସିଛି । ଧଉରା କାଠ ୧୨ ଫୁଟିଆ ୩୭ଟି ଏବଂ ୨୦ ଫୁଟିଆ ୧୫ ଟି କାଠ ଆସିଛି । ମୋଟ ୫୨ ଖଣ୍ଡ କାଠ ଦୁଇଟି ଟ୍ରକରେ ଆସି ପହଞ୍ଚିଛି। ଅକ୍ଷୟ ତୃତୀୟାରୁ ଆରମ୍ଭ ହେବ…

Kalbaisakhi Alert: ଆହୁରି ୫ ଦିନ ଯାଏ କାଳବୈଶାଖୀ: ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି କାଳବୈଶାଖୀର ତାଣ୍ଡବ। ଆହୁରି ୫ ଦିନ ପର୍ଯ୍ୟନ୍ତ ବିଜୁଳି ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ନେଇ ଆକଳନ କରିଛି ପାଣିପାଗ ବିଭାଗ। ଏହି ୫ ଦିନ ରାଜ୍ୟରେ କାଳବୈଶାଖୀର ପ୍ରକୋପ ଜାରି ରହିବ। ରାଜ୍ୟର କେତେକ ସ୍ଥାନରେ ୩୦ରୁ ୪୦ କିଲୋମିଟର ବେଗରେ ପବନ…

LPG ସଙ୍କଟ: ପେଟ୍ରୋଲ ପମ୍ପରେ ଉପଲବ୍ଧ ହେବ କିରୋସିନ୍

ନୂଆଦିଲ୍ଲୀ: ପଶ୍ଚିମ ଏସିଆରେ ଚାଲିଥିବା ଯୁଦ୍ଧ ବିଶ୍ୱ ତୈଳ ଏବଂ ଗ୍ୟାସ ଯୋଗାଣକୁ ଗୁରୁତର ଭାବରେ ପ୍ରଭାବିତ କରିଛି। ଭାରତ ମଧ୍ୟ ଇନ୍ଧନ ସଙ୍କଟର ସମ୍ମୁଖୀନ ହେଉଛି। ଏହି ସଙ୍କଟର ସମାଧାନ ପାଇଁ, କେନ୍ଦ୍ର ସରକାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ସମସ୍ତ ରାଜ୍ୟର ଜିଲ୍ଲାଗୁଡିକରେ…

ରାଜ୍ୟସଭା ନିର୍ବାଚନରେ କ୍ରସ୍ ଭୋଟିଂ ନକରିବାରୁ ବିଧାୟିକାଙ୍କୁ ପୋଲିସ ଦ୍ୱାରା ନିର୍ଯାତନା: ବିଜେଡି

ଭୁବନେଶ୍ୱର:ସାମ୍ବାଦିକ ସମ୍ମିଳନୀ କରି ବର୍ଷିଲେ ନର୍ଲା ବିଧାୟିକା ମନୋରମା ମହାନ୍ତି। ଭୁବନେଶ୍ବର ସରକାରୀ କ୍ୱାର୍ଟର୍ସରେ କେସିଙ୍ଗା ପୋଲିସ ପଶିଥିବାରୁ ବର୍ଷିଲେ। ରାଜ୍ୟସଭା ନିର୍ବାଚନରେ ନର୍ଲାର ବିଜେଡି ବିଧାୟିକା ମନୋରମା ମହାନ୍ତି, ବିଜେପି ଦଳର ଚାପ ଆଗରେ ମୁଣ୍ଡ ନନୁଆଁଇ କ୍ରସ୍ ଭୋଟିଂ…

Sasmit Patra Resigns:ବିଜୁବାବୁଙ୍କ ଉପରେ ଅପମାନଜନକ ମନ୍ତବ୍ୟ ପାଇଁ ଇସ୍ତଫା ଦେଲେ ସସ୍ମିତ ପାତ୍ର

ଭୁବନେଶ୍ବର:ବିଜୁ ପଟ୍ଟନାୟକଙ୍କ ଉପରେ ବିଜେପିର ସାଂସଦ ନିଶିକାନ୍ତ ଦୁବେ ଦେଇଥିବା ଅପମାନଜନକ ମନ୍ତବ୍ୟକୁ ବିରୋଧ କରି ରବିବାର ରାଜ୍ୟସଭା ସାଂସଦ ସସ୍ମିତ ପାତ୍ର ଯୋଗାଯୋଗ ଏବଂ ଆଇଟି କମିଟିରୁ ମଧ୍ୟ ଇସ୍ତଫା ଦେଇଛନ୍ତି। ସେ ତାଙ୍କର ଇସ୍ତଫା ପତ୍ର ରାଜ୍ୟସଭା ଅଧ୍ୟକ୍ଷଙ୍କ ନିକଟକୁ ପଠାଇଛନ୍ତି।…

Encounter: ସୁକମାରେ ଏନକାଉଣ୍ଟର; ଜଣେ ନକ୍ସଲ କମାଣ୍ଡର ନିହତ

ରାୟପୁର:ଆଜି ସୁକମାରେ ପୋଲିସ ଓ ନକ୍ସଲ ମଧ୍ୟରେ ଗୁଳିବିନିମୟ ହୋଇଛି। । ଏହି ଏନକାଉଣ୍ଟରରେ ନକ୍ସଲ କମାଣ୍ଡର ମୁଚାକି କୈଳାସ ନିହତ ହୋଇଛି। କୈଳାସ ନାମରେ ସରକାର ୫ ଲକ୍ଷ ଟଂକାର ପୁରସ୍କାର ଘୋଷଣା କରିଥିଲେ। ନକ୍ସଲମୁକ୍ତ ଭାରତ ପାଇଁ ଶେଷ ତାରିଖ ଶେଷ ହେବାକୁ ଆଉ ମାତ୍ର ଦୁଇ ଦିନ ବାକି…

ସରକାରଙ୍କ ପାଖରେ ମହଜୁଦ ଅଛି ପେଟ୍ରୋଲ ଏବଂ ଡିଜେଲ: ଭାରତକୁ ଆସୁଛି ଏଲପିଜି ବୋଝେଇ ଆଉ ୨ଟି ଜାହାଜ

ନୂଆଦିଲ୍ଲୀ: ଇରାନ ଏବଂ ଆମେରିକା-ଇସ୍ରାଏଲ ମଧ୍ୟରେ ଚାଲିଛି ଉତ୍ତେଜନା। ହର୍ମୁଜ୍ ପ୍ରଣାଳୀ ସଙ୍କଟ ମଧ୍ୟରେ ଭାରତ ପାଇଁ କିଛି ଆଶ୍ୱସ୍ତି ଖବର ଅଛି। ପେଟ୍ରୋଲିୟମ୍ ଏବଂ ପ୍ରାକୃତିକ ଗ୍ୟାସ ମନ୍ତ୍ରଣାଳୟ, ବନ୍ଦର, ଜାହାଜ ଏବଂ ଜଳପଥ ମନ୍ତ୍ରଣାଳୟର ଉଦ୍ଧୃତି ଦେଇ ରବିବାର ରିପୋର୍ଟ କରିଛି ଯେ…

Prisoner Death: ଜେଲରେ ବିଚାରାଧୀନ କଏଦୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର;ହତ୍ୟା ଅଭିଯୋଗ ଆଣିଲେ…

ପୁରୀ: ପୁରୀ ଜେଲ୍‌ରେ ଥିବା ଜଣେ ବିଚାରାଧୀନ କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ପୁରୀର ରାମଚଣ୍ଡୀ ଥାନା ଅର୍ନ୍ତଗତ ବାଙ୍ଗର ଜେଲ ଭିତରେ କଏଦୀଙ୍କ ସନ୍ଦେହ ଜନକ ମୃତ୍ୟୁ ଘଟିଥିବା ସୂଚନା ମିଳିଛି । ତେବେ ମୃତକ ଜଣକ ହେଉଛନ୍ତି ସାକ୍ଷୀଗୋପାଳ ଡାହାଣ କୁମ୍ଭାରପଡାର ଦିପ୍ତୀରଞ୍ଜନ ସ୍ୱାଇଁ ।…