Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ଅବସରପ୍ରାପ୍ତ ଫରେଷ୍ଟର ଗିରଫ; ଘରୁ ହରିଣ ଛାଲ ସହ…

ଦେବଗଡ଼: ଦେବଗଡ଼ ବନଖଣ୍ଡର ଅବସରପ୍ରାପ୍ତ ଫରେଷ୍ଟର କିଶୋର ଚନ୍ଦ୍ର ପ୍ରଧାନଙ୍କୁ ଗିରଫ କରିଛି ବନ ବିଭାଗ। ବାରକୋଟ ଥାନା ଅକ୍ଷରଶିଳା ଗାଁରୁ ଗିରଫ କଲା ବନ ବିଭାଗ । ଘରୁ ହରିଣ ଛାଲ ଓ ମୟୂର ପୁଚ୍ଛ ମିଳିବାରୁ ତାଙ୍କୁ ଗିରଫ କରାଯାଇଥିବା ଜଣାପଡ଼ିଛି। ସୂଚନାଥାଉକି, ଚାକିରି ସମୟରେ ହରିଣ…

ଏସଆଇ ନିଯୁକ୍ତି ଦୁର୍ନୀତି ମାମଲା; ୨ ଜଣଙ୍କ ବିରୋଧରେ ଲୁକଆଉଟ୍ ସର୍କୁଲାର…

ଭୁବନେଶ୍ୱର: ପୋଲିସ ସବ-ଇନ୍ସପେକ୍ଟର (ଏସଆଇ) ନିଯୁକ୍ତି ଦୁର୍ନୀତି ମାମଲାର ତଦନ୍ତ କରି ଓଡ଼ିଶା କ୍ରାଇମବ୍ରାଞ୍ଚ ଦୁଇ ଜଣ ଫେରାର ବ୍ୟକ୍ତିଙ୍କ ବିରୁଦ୍ଧରେ ଲୁକଆଉଟ୍ ସର୍କୁଲାର ନୋଟିସ ଜାରି କରିଛି। ଅଭିଯୁକ୍ତମାନଙ୍କୁ ଦେଶ ଛାଡିବାରୁ ରୋକିବା ପାଇଁ କ୍ରାଇମବ୍ରାଞ୍ଚ ଇମିଗ୍ରେସନ ବ୍ୟୁରୋକୁ…

ଆସନ୍ତା ବର୍ଷରୁ ହବିଷ୍ୟାଳିଙ୍କ ପାଇଁ ଡିଜିଟାଲ୍ ପଞ୍ଜୀକରଣ ବ୍ୟବସ୍ଥା

ଭୁବନେଶ୍ୱର: ପୁରୀରେ କାର୍ତ୍ତିକ ହବିଷ୍ୟାଳି ବ୍ରତ ୨୦୨୫ ଆୟୋଜନ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନରେନ୍ଦ୍ର କୋଣ ସ୍ଥିତ ବୃନ୍ଦାବତୀ ନିବାସ ଠାରେ ହବିଷ୍ୟାଳି ମା’ମାନଙ୍କ ଆଲୋଚନା କରିଥିଲେ। ଏହି ଅବସରରେ ସେ କହିଥିଲେ ଯେ ହବିଷ୍ୟାଳି ମା’ମାନଙ୍କ ଭକ୍ତି ହେଉଛି ଓଡ଼ିଶାର ନୈତିକ…

ଏଥର ୭ ନୁହେଁ ୯ ଦିନ ହେବ ଭଦ୍ରକ କାଳୀପୂଜା;ପୂଜା ମଣ୍ଡପକୁ ୫୦ ହଜାର…

ଭଦ୍ରକ: ଐତିହାସିକ ଭଦ୍ରକ କାଳୀପୂଜା ପାଇଁ ପୂଜା କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି । ଚଳିତ ବର୍ଷଠାରୁ ପ୍ରତିବର୍ଷ ୯ ଦିନ ଧରି କାଳୀ ପୂଜା ଆୟୋଜନ ହେବ । ଅକ୍ଟୋବର ୨୯ରେ ଭସାଣ ଉତ୍ସବ ଲାଗି ସ୍ଥିର କରାଯାଇଛି। ଏହାସହ ସଂସ୍କୃତି ବିଭାଗ ପକ୍ଷରୁ ଜିଲ୍ଲାର ପ୍ରମୁଖ ୧୦ ମଣ୍ଡପକୁ ୫୦ ହଜାର ଟଙ୍କା…

Nuapada By-Election: ବିଜେପି, ବିଜେଡି ଲଢେଇରେ ଫାଇଦା ନେଇପାରେ କଂଗ୍ରେସ

ଭୁବନେଶ୍ୱର: ନଭେମ୍ବର ୧୧ରେ ହେବ ନୂଆପଡା ଉପନିର୍ବାଚନ । ସେଥିପାଇଁ ଏବେଠାରୁ ରାଜନୀତି ସରଗରମ ହୋଇଛି । ବିଜେଡି, ବିଜେପି ନିଜ ପ୍ରାର୍ଥୀ ଘୋଷଣା କରିନଥିଲେ ମଧ୍ୟ ଭୋଟରେ ଜିତିବା ପାଇଁ ରଣକୌଶଳ ଆରମ୍ଭ କରିଦେଇଛନ୍ତି । ବିଜେପି ତରଫରୁ ଜୟ ଢୋଲକିଆ ପ୍ରାର୍ଥୀ ହେବା ଏକପ୍ରକାର ନିଶ୍ଚିତ ଥିବା…

ନିଜ କିଡନୀ ଦେଇ ସ୍ତ୍ରୀର ଜୀବନ ବଞ୍ଚାଇଲେ ସ୍ୱାମୀ

ନୂଆଦିଲ୍ଲୀ: ଆଧୁନିକ ସମାଜରେ ପ୍ରକୃତ ପ୍ରେମ ପାଇବା ଏତେ ସହଜ ନୁହେଁ । ପ୍ରେମ ଭଲ ପାଇବା କାହାପାଇଁ କେମିତି ତାହା ବୁଝିବା ଅତ୍ୟନ୍ତ କଷ୍ଟକର । ଆଜିକାଲିକା ଦୁନିଆରେ ସ୍ୱାର୍ଥପର ହୋଇ ପ୍ରତିଦିନ ହିଂସା ଘଟୁଛି । କେଉଁଠି ସ୍ୱାମୀ ସ୍ତ୍ରୀକୁ ହତ୍ୟା କରୁଛି ତ ଆଉ କେଉଁଠି ସ୍ତ୍ରୀ ସ୍ୱାମୀର…

ରାଜ୍ୟ ସରକାରୀ କୋଠା ବାହାରେ ଲାଗିବ ସିସିଟିଭି; ଏନେଇ ବସିବ ବଡ଼ ବୈଠକ

ଭୁବନେଶ୍ବର: ସୋମବାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର । ରାଜ୍ୟ ସରକାରୀ କୋଠା ବାହାରେ ଲାଗିବ ସିସିଟିଭି । ଏନେଇ ସୂଚନା ଜାରି କରିଛନ୍ତି ବାଣିଜ୍ୟ ଓ ପରିବହନ ବିଭାଗ । ସିସିଟିଭି ଅତିକମ୍‌ରେ ୫୦୦ ମିଟର ଯାଏଁ କଭରେଜ ହେବ । କମାଣ୍ଡ ଆଣ୍ଡ କଣ୍ଟ୍ରୋଲ ରୁମ୍‌ ସହ ସିସିଟିଭି…

ବିଶ୍ୱକୁ ଆଉ ଏକ ଟ୍ରମ୍ପ ଦରକାର; ଆମେରିକା ରାଷ୍ଟ୍ରପତିଙ୍କୁ କାହିଁକି ଇସ୍ରାଏଲର ଏତେ ପ୍ରଶଂସା…

ନୂଆଦିଲ୍ଲୀ: ଇସ୍ରାଏଲର ପ୍ରଧାନମନ୍ତ୍ରୀ ନେତାନ୍ୟାହୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପ୍ରଶଂସାରେ ଶତମୁଖ ହୋଇପଡ଼ିଛନ୍ତି। ସୋମବାର ଇସ୍ରାଏଲୀ ସଂସଦକୁ ସମ୍ବୋଧିତ କରି ନେତାନ୍ୟାହୁ କହିଛନ୍ତି ଯେ ଟ୍ରମ୍ପ ହ୍ୱାଇଟ୍ ହାଉସରେ ଏପର୍ଯ୍ୟନ୍ତ ଇସ୍ରାଏଲର ସବୁଠାରୁ ଭଲ ବନ୍ଧୁ। ସେ…

ରାଜଧାନୀରେ ଅଛନ୍ତି ୪୭ହଜାରରୁ ଉର୍ଦ୍ଧ୍ବ ବୁଲା କୁକୁର; ପ୍ରତି ହଜାରେ ଜନସଂଖ୍ୟାରେ ହାରାହାରି ୩୬ କୁକୁର

ଭୁବନେଶ୍ୱର:ବିଏମ୍ ସି (ଭୁବନେଶ୍ୱର ମହାନଗର ନିଗମ) ଅଞ୍ଚଳରେ ୪୭,୧୨୬ଜଣ ବୁଲା କୁକୁର ଥିବା ନେଇ ସୂଚନା ଦିଆଯାଇଛି। ସେପ୍ଟେମ୍ଵର ୧୮ ରୁ ୨୫ ତାରିଖ ମଧ୍ୟରେ ଦୁଇଟି ପର୍ଯ୍ୟାୟରେ ଭୁବନେଶ୍ଵର ମହାନଗର ନିଗମ ଅଞ୍ଚଳରେ ବୁଲା କୁକୁରଙ୍କ ଗଣନା କାର୍ଯ୍ୟ ହୋଇଥିଲା। ୬୭ଟି ୱାର୍ଡର ସମସ୍ତ ଗଳିକନ୍ଦିରେ…

ମୁଁ ଯୁଦ୍ଧ ସମାଧାନ କରିବାରେ ସିଦ୍ଧହସ୍ତ: ଟ୍ରମ୍ପ୍ 

ନୂଆଦିଲ୍ଲୀ: ବିଶ୍ୱର ବିଭିନ୍ନ ଦେଶରେ ଚାଲିଥିବା ଯୁଦ୍ଧ ବନ୍ଦ କରିବାରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିବା ଦାବି କରିଛନ୍ତି। ତେବେ ମଧ୍ୟପ୍ରାଚ୍ୟ ଗସ୍ତ ସମୟରେ ଟ୍ରମ୍ପ ଏୟାର ଫୋର୍ସ ୱାନରେ ସାମ୍ବାଦିକମାନଙ୍କ ସହ ଆଲୋଚନା ବେଳେ ପାକିସ୍ତାନ…