Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ରାଜ୍ୟରେ ଚାଲିଛି ଗୁଜରାଟୀ ଓଡିଆ ଅସ୍ମିତା ସରକାର: ବିଜେଡି

ଭୁବନେଶ୍ୱର: ଗତକାଲି ବିଧାନସଭାରେ ବିରୋଧୀ ଦଳର ଅନୁପସ୍ଥିତି ମଧ୍ୟରେ ଜଳ ସଂପଦ ବିଭାଗର ଖର୍ଚ୍ଚ ଦାବି ଉପରେ ଉତ୍ତର ରଖି ମୁଖ୍ୟମନ୍ତ୍ରୀ ବିଭାଗୀୟ କାର୍ଯ୍ୟ ସମ୍ବନ୍ଧରେ କହିବା ପରିବର୍ତ୍ତେ ବିରୋଧୀ ଦଳକୁ ଆକ୍ରମଣ କରିବା ଦୁର୍ଭାଗ୍ୟଜନକ । ରାଜ୍ୟରେ ଚାଲିଛି ଗୁଜରାଟୀ ଓଡିଆ ଅସ୍ମିତା ସରକାର…

ଉଚ୍ଚ ଶିକ୍ଷାନୁଷ୍ଠାନରେ ଆରମ୍ଭ ହେବ ‘AI for ALL’: ଉଚ୍ଚଶିକ୍ଷା ମନ୍ତ୍ରୀ

ଭୁବନେଶ୍ଵର: ଶିକ୍ଷାନୁଷ୍ଠାନରେ AI (କୃତିମ ବୁଦ୍ଧିମତା)କୁ ନେଇ ବଡ ସୂଚନା ଦେଲେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ । ମନ୍ତ୍ରୀ ବିଧାନସଭାରେ ଲିଖିତ ଉତ୍ତରରେ କହିଛନ୍ତି ଯେ, କଲେଜରେ ଆରମ୍ଭ ହେବ AI ଶିକ୍ଷା । ଉଚ୍ଚ ଶିକ୍ଷାନୁଷ୍ଠାନରେ ଆରମ୍ଭ ହେବ 'AI for ALL' ପାଠ୍ୟକ୍ରମ ।…

RatnaBhandar: ମାର୍ଚ୍ଚ ୨୫ରୁ ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତିମଣତି;3D ମ୍ୟାପିଂ ପାଇଁ ହୋଇଛି ବ୍ୟବସ୍ଥା

ପୁରୀ:ଆସନ୍ତା ୨୫ ତାରିଖ ବୁଧବାର ରତ୍ନଭଣ୍ଡାରରୁ ଅଳଙ୍କାର ଗଣତିମଣତି ପୂର୍ବରୁ ଗୁରୁତ୍ୱପୂର୍ଣ୍ଣ ବୈଠକ ହୋଇଛି । ମାର୍ଚ୍ଚ ୨୫ ଚୈତ୍ର ଶୁକ୍ଳ ସପ୍ତମୀ ତିଥିରୁ ୧୨ଟା ୯ରୁ ୧ ଟା ୪୫ ମଧ୍ୟରେ ଗଣତି ମଣତି ଶୁଭାରମ୍ଭ ହେବ ବୋଲି ବୈଠକରେ ନିଷ୍ପତ୍ତି ହୋଇଛି । ଭିଡିଓଗ୍ରାଫି, ଫଟୋଗ୍ରାଫି, 3D…

Zomatoରୁ ଖାଦ୍ୟ ଅର୍ଡର କରିବା ହେଲା ମହଙ୍ଗା;ପ୍ଲାଟଫର୍ମ ଫି ବୃଦ୍ଧି…

ନୂଆଦିଲ୍ଲୀ: ଯଦି ଆପଣ ଖାଦ୍ୟ ବିତରଣ ପ୍ଲାଟଫର୍ମ ଜୋମାଟୋରୁ ଖାଦ୍ୟ ଅର୍ଡର କରନ୍ତି, ତେବେ ଆପଣଙ୍କୁ ମଧ୍ୟ ଏକ ବଡ ଝଟକା ଲାଗିବ। କମ୍ପାନୀ ପ୍ଲାଟଫର୍ମ ଫି ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛି, ଏବଂ ଏହି ନିଷ୍ପତ୍ତି ଆପଣଙ୍କ ପକେଟ ଉପରେ ଚାପ ପକାଇବ। ଜୋମାଟୋରେ ଉପଲବ୍ଧ ବିବରଣୀ ଅନୁସାରେ,…

ପୋଲିସକୁ ବଡ଼ ସଫଳତା; ୨,୮୬୮କେଜି ଗଞ୍ଜେଇ ଜବତ

ବୌଦ୍ଧ: ବୌଦ୍ଧ ଜିଲ୍ଲା ପୋଲିସ, ମାଲକାନଗିରି ଜିଲ୍ଲା ପୋଲିସ ଓ ଗଜପତି ଜିଲ୍ଲା ପୋଲିସ ପକ୍ଷରୁ ନିଶା କାରବାର ବିରୋଧରେ ଅଭିଯାନକୁ ଜୋରଦାର କରାଯାଇଛି। ସୂଚନା ଅନୁଯାୟୀ ୧୫.୦୩.୨୦୨୬ ରୁ ୨୦.୦୩.୨୦୨୬ ମଧ୍ୟରେ ସର୍ବମୋଟ ୨,୮୬୮ କେଜି ଗଞ୍ଜେଇ ଜବତ କରାଯାଇଛି। ଏହି କ୍ରମରେ ବୌଦ୍ଧ ଜିଲ୍ଲା…

୨୫ଟି ଶିଳ୍ପାନୁଷ୍ଠାନକୁ କାରଣ ଦର୍ଶାଅ ନୋଟିସ ଜାରି କଲେ ରାଜ୍ୟ ସରକାର

ଭୁବନେଶ୍ଵର: ଶିଳ୍ପାନୁଷ୍ଠାନ ଉପରେ ବଡ଼ ଆକ୍ସନ ନେଲେ ରାଜ୍ୟ ସରକାର । ୨୫ଟି ଶିଳ୍ପାନୁଷ୍ଠାନକୁ କାରଣ ଦର୍ଶାଅ ନୋଟିସ୍‌ ଜାରି କରିଛନ୍ତି ସରକାର । ଜମି ନେଇ ଶିଳ୍ପ କରୁନଥିବା କାରଣରୁ ଏହି କାର୍ଯ୍ୟାନୁଷ୍ଠାନ ନିଆଯାଇଛି । ୭ଟି ଶିଳ୍ପାନୁଷ୍ଠାନ ଜମି ଆବଣ୍ଟନ ରଦ୍ଦ ହୋଇଛି । ୫ଟି ମାମଲା…

ନିୟମିତ ହେଲେ ୧୩ ହଜାରରୁ ଊର୍ଦ୍ଧ୍ବ ଚୁକ୍ତିଭିତ୍ତିକ ସ୍କିମାଟିକ୍ ଜୁନିୟର ଟିଚର

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ଚୁକ୍ତିଭିତ୍ତିକ ଭାବେ କାମ କରୁଥିବା ସ୍କିମାଟିକ୍ କନିଷ୍ଠ ଶିକ୍ଷକ (Junior Teacher, Schematic) ମାନଙ୍କୁ ନିୟମିତ କରିଛନ୍ତି । ୨୦୨୩-୨୪ ବର୍ଷରେ ନିଯୁକ୍ତି ପାଇଥିବା ଏହି ବର୍ଗର କନିଷ୍ଠ…

IRGC spokesperson:ଇରାନକୁ ଆଉ ଏକ ବଡ଼ ଝଟକା, ଇସ୍ରାଏଲୀ ଆକ୍ରମଣରେ IRGC ମୁଖପାତ୍ରଙ୍କ ମୃତ୍ୟୁ

ନୂଆଦିଲ୍ଲୀ: ଇସ୍ରାଏଲ ଏବଂ ଆମେରିକା ସହିତ ଇରାନର ଯୁଦ୍ଧ ଜାରି ରହିଛି। ଏହି ସଂଘର୍ଷ ମଧ୍ୟରେ ଇରାନକୁ ଆଉ ଏକ ବଡ଼ ଝଟକା ଲାଗିଛି। ଆକ୍ରମଣ ମଧ୍ୟରେ IRGC ମୁଖପାତ୍ର ଅଲି ମହମ୍ମଦଙ୍କ ମୃତ୍ୟୁ ଖବର ସାମ୍ନାକୁ ଆସୁଛି। ରିପୋର୍ଟ ଅନୁଯାୟୀ, ଇସ୍ରାଏଲୀ ଆକ୍ରମଣରେ ଅଲି ମହମ୍ମଦଙ୍କ ମୃତ୍ୟୁ ଘଟିଛି।…

କେନ୍ଦ୍ରୀୟ ବିଦ୍ୟାଳୟରେ ନାମଲେଖା ପାଇଁ ବିଜ୍ଞପ୍ତି; ଏପ୍ରିଲ୍ ୨ ଯାଏଁ ଅନଲାଇନ୍ ପଞ୍ଜୀକରଣ, ଜୁନ୍ ୩୦ ତାରିଖ…

ଭୁବନେଶ୍ୱର: କେନ୍ଦ୍ରୀୟ ବିଦ୍ୟାଳୟରେ ନାମଲେଖା ପାଇଁ ପ୍ରକାଶ ପାଇଛି ବିଜ୍ଞପ୍ତି । ଆଜି ଠାରୁ ଏପ୍ରିଲ୍ ୨ ତାରିଖ ଯାଏ ଅନଲାଇନ୍ ପଞ୍ଜୀକରଣ ସୁଯୋଗ ମିଳିବ । ଏହି ସମୟସୀମା ମଧ୍ୟରେ ବାଲବାଟିକା-୧ ଓ ୩ ଏବଂ ପ୍ରଥମ ଶ୍ରେଣୀରେ ନାମଲେଖା ପାଇଁ ପଞ୍ଜୀକରଣ କରାଯିବ । ଏନେଇ କେନ୍ଦ୍ରୀୟ ବିଦ୍ୟାଳୟ…

FD interest rate: ଏହି ଜମା ଉପରେ SBI FD ସୁଧ ହାର 25 bps ବୃଦ୍ଧି

ନୂଆଦିଲ୍ଲୀ: ଅଧିକାଂଶ ବ୍ୟାଙ୍କ ସ୍ଥାୟୀ ଜମା (FD) ଉପରେ ସୁଧ ହାର ହ୍ରାସ କରୁଥିବା ସମୟରେ, ଭାରତୀୟ ଷ୍ଟେଟ୍ ବ୍ୟାଙ୍କ (SBI) ନିବେଶକମାନଙ୍କୁ କିଛି ଆଶ୍ୱସ୍ତି ପ୍ରଦାନ କରିଛି। ବ୍ୟାଙ୍କ କିଛି ନିର୍ଦ୍ଦିଷ୍ଟ ସ୍ଥାୟୀ ଜମା ଯୋଜନାରେ ସୁଧ ହାର ବୃଦ୍ଧି କରିଛି, ଯାହା ବଡ଼ ନିବେଶ କରୁଥିବା…