Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ବ୍ୟାଙ୍କ ଗ୍ରାହକଙ୍କୁ ଆଶ୍ୱସ୍ତି: ୩ ଦିନିଆ ଧର୍ମଘଟ ବେଳେ ମାଗଣାରେ ଏଟିଏମ୍‌ରୁ ଉଠାଇ ପାରିବେ ଟଙ୍କା, ଲାଗିବନି…

ଭୁବନେଶ୍ୱର: ସରକାରୀ ବ୍ୟାଙ୍କ କର୍ମଚାରୀଙ୍କ ଦ୍ୱାରା ଡାକରା ଦିଆଯାଇଥିବା ୩ ଦିନିଆ ଧର୍ମଘଟ ପୂର୍ବରୁ ସାଧାରଣ ଗ୍ରାହକମାନଙ୍କ ପାଇଁ ଏକ ବଡ଼ ଆଶ୍ୱସ୍ତିକର ଖବର ଆସିଛି । ସେପ୍ଟେମ୍ବର ୨୮ରୁ ୩୦ ତାରିଖ ପର୍ଯ୍ୟନ୍ତ ବ୍ୟାଙ୍କଗୁଡ଼ିକରେ କାର୍ଯ୍ୟ ବନ୍ଦ ରହିବାକୁ ଥିବା ବେଳେ, ଏହି ସମୟ ମଧ୍ୟରେ…

ଶସ୍ତା ଇନ୍ଧନ ଓ କମ୍ ପ୍ରଦୂଷଣ: ଖୁବଶୀଘ୍ର ରାସ୍ତାକୁ ଓହ୍ଲାଇବ ଶହେ ପ୍ରତିଶତ ଇଥାନଲ୍ ଚାଳିତ ଗାଡ଼ି

ନୂଆଦିଲ୍ଲୀ: କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନିତିନ ଗଡକରୀ ଭାରତୀୟ ଅଟୋମୋବାଇଲ୍ ବଜାର ପାଇଁ ଏକ ବଡ଼ ତଥା ଐତିହାସିକ ଘୋଷଣା କରିଛନ୍ତି । ଆଗାମୀ ଅକ୍ଟୋବର ମାସରେ ଦେଶରେ ପ୍ରଥମ ଥର ପାଇଁ ୧୦୦ ପ୍ରତିଶତ ଇଥାନଲ୍ ଦ୍ୱାରା ପରିଚାଳିତ ଏକ କାର୍ ଲଞ୍ଚ୍ ହେବାକୁ ଯାଉଛି ବୋଲି ସେ ପ୍ରକାଶ…

ଯାତ୍ରୀଙ୍କ ଭିଡ଼କୁ ଦୃଷ୍ଟିରେ ରଖି ପୂର୍ବତଟ ରେଳପଥର ବଡ଼ ପଦକ୍ଷେପ: ଭୁବନେଶ୍ୱର, ପୁରୀ ଓ ସମ୍ବଲପୁର ଟ୍ରେନ୍‌ରେ ଲାଗିବ…

ଭୁବନେଶ୍ୱର: ପାର୍ବଣ ଋତୁ ଆସିଲେଣି, ଆଉ ଏଥିସହିତ ଆରମ୍ଭ ହୋଇଗଲାଣି ଘରକୁ ଫେରିବାର ପ୍ରସ୍ତୁତି । ଦଶହରା, ଦୀପାବଳି ଓ ଛଠ୍ ପୂଜା ଭଳି ବଡ଼ ପର୍ବ ପାଖେଇ ଆସୁଥିବାରୁ ଏବେଠାରୁ ଟ୍ରେନ୍‌ଗୁଡ଼ିକରେ ଲମ୍ବା ୱେଟିଂ ଲିଷ୍ଟ ଦେଖିବାକୁ ମିଳିଲାଣି । ଟିକେଟ୍ ନପାଇ ଯାତ୍ରୀମାନେ ନାହିଁ ନଥିବା ହଇରାଣ…

ଦେଶରେ ପ୍ରଥମ ଥର ଓଡ଼ିଶାରେ ଉନ୍ମୋଚିତ ହେଲା ‘ମାନସିକ ସ୍ୱାସ୍ଥ୍ୟ ମାର୍ଗଦର୍ଶିକା’

ଭୁବନେଶ୍ୱର: ଆଜି ଭୁବନେଶ୍ୱରସ୍ଥିତ ଓୟୁଏଟି କୃଷି ଶିକ୍ଷା ସଦନଠାରେ ଆୟୋଜିତ ୧୭ତମ ରାଜ୍ୟସ୍ତରୀୟ ନିଯୁକ୍ତି ମେଳାରେ ମୁଖ୍ୟଅତିଥି ଭାବେ ଯୋଗଦେଇ ମୁଖ୍ୟମନ୍ତ୍ରୀ ୪ଟି ବିଭାଗର ସମୁଦାୟ ୧,୧୦୧ ଜଣ ନବନିଯୁକ୍ତ ଅଧିକାରୀଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କରିବା ଅବସରରେ କହିଛନ୍ତି। ଏହି ଅବସରରେ…

Hospital in Western Odisha:ପଶ୍ଚିମ ଓଡ଼ିଶାରେ ୧୦୦୦ ଶଯ୍ୟା ବିଶିଷ୍ଟ ଡାକ୍ତରଖାନା ପ୍ରତିଷ୍ଠା କରିବ ବେଦାନ୍ତ

ଭୁବନେଶ୍ୱର:ପଶ୍ଚିମ ଓଡ଼ିଶାରେ ୧୦୦୦ ଶଯ୍ୟା ବିଶିଷ୍ଟ ଡାକ୍ତରଖାନା ପ୍ରତିଷ୍ଠା ହେବ। ଏହା ସହ ଢେଙ୍କାନାଳରେ ୩ ମିଲିୟନ୍ ଟନ୍ କ୍ଷମତାର ସ୍ମେଲଟର ପ୍ଲାଣ୍ଟ ପ୍ରତିଷ୍ଠା ପାଇଁ ମଧ୍ୟ ବେଦାନ୍ତ ଯୋଜନା କରିଛି । ବେଦାନ୍ତ ଗ୍ରୁପର ଅଧ୍ୟକ୍ଷ ଅନିଲ ଅଗ୍ରୱାଲ ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ…

ମୋଦୀଙ୍କୁ ଭୂୟସୀ ପ୍ରଶଂସା କଲେ ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ:ଭାରତ ନିଜର ରଣନୈତିକ ନୀତି ଯୋଗୁଁ ନିଜର ଇନ୍ଧନ ଯୋଗାଣକୁ…

ଅଷ୍ଟ୍ରେଲିଆ: ଅଷ୍ଟ୍ରେଲିଆର ପ୍ରଧାନମନ୍ତ୍ରୀ ଆନ୍ଥୋନୀ ଆଲବାନୀଜ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱକୁ ଜୋରଦାର ପ୍ରଶଂସା କରିଛନ୍ତି। ଏସିଆ ସୋସାଇଟି ପଲିସି ଇନଷ୍ଟିଚ୍ୟୁଟର ଏକ ବିଶେଷ କାର୍ଯ୍ୟକ୍ରମରେ ବକ୍ତବ୍ୟ ରଖି ସେ କହିଛନ୍ତି ଯେ, ମାନବ ଇତିହାସର ଯେକୌଣସି ଦଶକ,…

Spurious liquor:ମଦ୍ୟପାନ ନିଷିଦ୍ଧ ରାଜ୍ୟରେ ବିଷାକ୍ତ ମଦ ପିଇ ୧୯ ଜଣଙ୍କ ଗଲା ଜୀବନ

ନୂଆଦିଲ୍ଲୀ:ବିଷାକ୍ତ ମଦ ପିଇବା ଫଳରେ ଅତିକମରେ ୧୯ ଜଣ ଲୋକଙ୍କ ମୃତ୍ୟୁ ଘଟିଛି। ନାଗାଲାଣ୍ଡରେ ବିଷାକ୍ତ ମଦ ପିଇ ୧୯ ଜଣ ଲୋକଙ୍କ ମୃତ୍ୟୁ ଘଟିଛି। ରାଜ୍ୟରେ ୧୯୯୦ ମସିହାରୁ ମଦ ଉପରେ କଟକଣା ଲାଗୁ ରହିଛି। ଏହା ସତ୍ତ୍ୱେ ପୋଲିସ୍ ରାଜ୍ୟରୁ ୩,୦୦୦ ବୋତଲ ମଦ ଜବତ କରିଛି। ଏହି ଘଟଣାଗୁଡ଼ିକ…

ବର୍ଷା କ୍ଷୟକ୍ଷତି ସମୀକ୍ଷା କଲେ ରାଜସ୍ୱ ମନ୍ତ୍ରୀ: ବୁଡ଼ିଲା ୪ ହଜାର ହେକ୍ଟର ଫସଲ

ଭୁବନେଶ୍ୱର: ଲଗାଣ ବର୍ଷା ଏବଂ ଲଘୁଚାପ ପ୍ରଭାବରେ ସମଗ୍ର ଓଡ଼ିଶାରେ ବ୍ୟାପକ କ୍ଷୟକ୍ଷତି ଘଟିଛି । ରାଜ୍ୟର ମୋଟ ୧୦ଟି ଜିଲ୍ଲାର ୭୩ ହଜାରରୁ ଅଧିକ ଲୋକ ଏହି ପ୍ରାକୃତିକ ବିପର୍ଯ୍ୟୟ ଦ୍ୱାରା ସିଧାସଳଖ ପ୍ରଭାବିତ ହୋଇଛନ୍ତି ବୋଲି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ…

ଫର୍ମ-୬ ବିବାଦ ଉପରେ ପଡ଼ିଲା ପୂର୍ଣ୍ଣଚ୍ଛେଦ; ସାମ୍ନାକୁ ଆସିଲା ନିର୍ବାଚନ ଆୟୋଗର ଉଚ୍ଚସ୍ତରୀୟ ବୈଠକର ନିଷ୍କର୍ସ

ନୂଆଦିଲ୍ଲୀ: ଭାରତର ମୁଖ୍ୟ ନିର୍ବାଚନ ଆୟୁକ୍ତ ଜ୍ଞାନେଶ କୁମାରଙ୍କୁ ନେଇ ଦେଶରେ ରାଜନୈତିକ ଝଡ଼ ସୃଷ୍ଟି ହୋଇଥିବା ବେଳେ ଶନିବାର ଦିନ ନିର୍ବାଚନ ଆୟୋଗଙ୍କ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି । ଦିଲ୍ଲୀଠାରେ ଆୟୋଜିତ ଏହି ଉଚ୍ଚସ୍ତରୀୟ ବୈଠକରେ ସିଇସି ଜ୍ଞାନେଶ କୁମାରଙ୍କ ସମେତ…