Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

୯ ଯୁବ IASଙ୍କୁ ଉପଜିଲ୍ଲାପାଳ ନିଯୁକ୍ତି…

ଭୁବନେଶ୍ୱର: ଟ୍ରେନିଂରୁ ଫେରିବା ପରେ ଓଡ଼ିଶା ସରକାର ଭାରତୀୟ ପ୍ରଶାସନିକ ସେବା (IAS)ର ୯ ଜଣ ୨୦୨୪ ବ୍ୟାଚ୍ ଅଧିକାରୀଙ୍କୁ ବିଭିନ୍ନ ଜିଲ୍ଲାରେ ଉପ-ଜିଲ୍ଲାପାଳ ଭାବରେ ନିଯୁକ୍ତି ଦେଇଛନ୍ତି। ଅଧିକାରୀମାନେ ସେମାନଙ୍କ ନ୍ୟସ୍ତ କ୍ଷେତ୍ରରେ ସବ୍- ଡିଭିଜିନାଲ ମାଜିଷ୍ଟ୍ରେଟ୍ ଭାବରେ ମଧ୍ୟ…

ପାଠ ପଢୁଛନ୍ତି ଆତଙ୍କୀ! ଜୈଶ୍ ମୁଖ୍ୟାଳୟରେ ୨ ମାସର ଟ୍ରେନିଂ

ନୂଆଦିଲ୍ଲୀ: ଭାରତ ବିରୋଧରେ ପାକିସ୍ତାନ ପୁଣି ଏକ ବଡ଼ ଧରଣର ଆତଙ୍କବାଦୀ ଷଡ଼ଯନ୍ତ୍ର ରଚୁଥିବା ଗୁପ୍ତଚର ସୂଚନାରୁ ପ୍ରକାଶ ପାଇଛି। ପାକିସ୍ତାନର ପ୍ରମୁଖ ଆତଙ୍କବାଦୀ ସଂଗଠନ 'ଜୈଶ୍-ଏ-ମହମ୍ମଦ' ଏବଂ 'ଲସ୍କର-ଏ-ତୋଇବା'ର ଆତଙ୍କବାଦୀମାନଙ୍କୁ ଏକାସାଙ୍ଗରେ ଏକାଧିକ ଡ୍ରୋନ୍ ଚଳାଇ ଆକ୍ରମଣ କରିବା…

୧୫ ଦିନ ଭିତରେ ଅସୁରକ୍ଷିତ କୋଠା ଚିହ୍ନଟ ନିର୍ଦ୍ଦେଶ: ମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟବ୍ୟାପୀ ଅସୁରକ୍ଷିତ ଏବଂ ଜରାଜୀର୍ଣ୍ଣ କୋଠା ଚିହ୍ନଟ କରିବା ପାଇଁ ଓଡ଼ିଶା ସରକାର ୧୫ ଦିନିଆ ଯାଞ୍ଚ ଅଭିଯାନ ଆରମ୍ଭ କରିଛନ୍ତି। ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ଜନସାଧାରଣଙ୍କ ସୁରକ୍ଷା ପ୍ରତି ବିପଦ ସୃଷ୍ଟି କରୁଥିବା କୋଠା ବିରୋଧରେ…

ଓଡ଼ିଶା ଜଙ୍ଗଲରୁ ୫ଟି ବିରଳ ଓରାଙ୍ଗଉଟାନ ଠାବ ଘଟଣା: କେଉଁଠୁ ଆସିଲେ ତଦନ୍ତ କରିବ WCCB

ଭୁବନେଶ୍ୱର: ୫ ଓରାଙ୍ଗଉଟାନ ମିଳିବା ଘଟଣାରେ ତଦନ୍ତ ହେବ କହିଲେ ବିଭାଗୀୟ ମନ୍ତ୍ରୀ। ଏହି ଘଟଣାରେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଦେଇଛନ୍ତି ପ୍ରତିକ୍ରିୟା। ୱାଇଲ୍ଡ ଲାଇଫ୍‌ କ୍ରାଇମ୍‌ କଣ୍ଟ୍ରୋଲ ବ୍ୟୁରୋ (WCCB) ତଦନ୍ତ କରିବ ବୋଲି କହିଲେ ମନ୍ତ୍ରୀ। ମନ୍ତ୍ରୀ କହିଛନ୍ତି, ଅନ୍ତର୍ଜାତୀୟ ମାଫିଆ…

ଆଇଫେଲ୍ ଟାୱାର ବନ୍ଦ: ଫ୍ରାନ୍ସରେ ହଙ୍ଗାମା

ପ୍ୟାରିସ୍ : ଫ୍ରାନ୍ସର ରାଜଧାନୀ ପ୍ୟାରିସ୍‌ସ୍ଥିତ ବିଶ୍ୱପ୍ରସିଦ୍ଧ ଆଇଫେଲ୍ ଟାୱାରରେ ଏକ ବଡ଼ ବିବାଦ ଦେଖାଦେଇଛି। ଏକ ହିନ୍ଦୁ ସାଂସ୍କୃତିକ ଓ ଧାର୍ମିକ ସଂଗଠନର ଗସ୍ତ ସମୟରେ ମହିଳା କର୍ମଚାରୀଙ୍କୁ କାର୍ଯ୍ୟରୁ ଦୂରେଇ ରଖାଯାଇଥିବା ଅଭିଯୋଗ କରି କର୍ମଚାରୀମାନେ ଧର୍ମଘଟ କରିଛନ୍ତି, ଯାହା…

ବଦଳିଲା ନିୟମ; ଏଣିକି ୨୫ ଦିନରେ କରିପାରିବେ ଗ୍ୟାସ ବୁକିଂ 

ନୂଆଦିଲ୍ଲୀ: କେନ୍ଦ୍ର ସରକାର ସାରା ଦେଶରେ ଘରୋଇ ଏଲପିଜି ଗ୍ରାହକଙ୍କ ପାଇଁ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଗ୍ରାମାଞ୍ଚଳ ଏବଂ ସହରାଞ୍ଚଳ ଉଭୟ କ୍ଷେତ୍ରରେ ଗ୍ୟାସ ସିଲିଣ୍ଡର ରିଫିଲ୍ ବୁକ୍ କରିବା ମଧ୍ୟରେ ଏବେ ୨୫ ଦିନର ବ୍ୟବଧାନ ନେଇ ଘୋଷଣା କରିଛନ୍ତି। କେନ୍ଦ୍ର ପେଟ୍ରୋଲିୟମ୍ ଏବଂ…

ପୁଣି ଟଙ୍କପାଣି ବ୍ରିଜ୍‌ରୁ ନଦୀକୁ ଡେଇଁଲେ ଯୁବକ

ଭୁବନେଶ୍ୱର: ସୋମବାର ରାତିରେ ଭୁବନେଶ୍ୱରର ଟଙ୍କପାଣି ସେତୁରୁ ଜଣେ ଯୁବକ ଅଟୋ ରଖି କୁଆଖାଇ ନଦୀକୁ ଡେଇଁ ପଡ଼ିଥିବା ଅଭିଯୋଗ ହୋଇଛି। ସୂଚନା ଅନୁଯାୟୀ, ନିଖୋଜ ଯୁବକଙ୍କ ନାମ ସଞ୍ଜୟ ସ୍ୱାଇଁ ବୋଲି ଚିହ୍ନଟ କରାଯାଇଛି, ସେ ପୁରୁଣା ଭୁବନେଶ୍ୱରର ହରଚଣ୍ଡି ସାହିର ବାସିନ୍ଦା। ସଞ୍ଜୟ ରାତି…

Odisha Cabinet:ରାଜ୍ୟ କ୍ୟାବିନେଟରେ ୧୮ ପ୍ରସ୍ତାବକୁ ଅନୁମୋଦନ; ସମୃଦ୍ଧ ଓଡିଶା ପାଇଁ ବଡ଼ ନିଷ୍ପତ୍ତି

ଭୁବନେଶ୍ବର:ରାଜ୍ୟ କ୍ୟାବିନେଟ୍ ବୈଠକରେ ୧୮ଟି ପ୍ରସ୍ତାବ ଉପରେ ବାଜିଲା ମୋହର । ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ ବିଲ୍‌-୨୦୨୬କୁ ଅନୁମୋଦନ ଦେଇଛି ରାଜ୍ୟ କ୍ୟାବିନେଟ୍‌। ଏହା ସହ ଓଡ଼ିଶା ବେସାମରିକ ସେବା (ପେନସନ) ନିୟମାବଳୀ,…

ଓଡ଼ିଶାକୁ ଏବେ ମିଳିବେନି ନୂଆ ଡିଜିପି! ୟୁପିଏସସି ପ୍ୟାନେଲ୍ ପ୍ରସ୍ତୁତି ଉପରେ କଟକଣା ଜାରି ରଖିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ/ଭୁବନେଶ୍ୱର: ଓଡ଼ିଶାର ପରବର୍ତ୍ତୀ ତଥା ସ୍ଥାୟୀ ପୋଲିସ ମହାନିର୍ଦ୍ଦେଶକ ନିଯୁକ୍ତିକୁ ନେଇ ଲାଗି ରହିଥିବା ସସପେନ୍ସ ଏବେ ଆହୁରି ବଢ଼ିଛି। ରାଜ୍ୟ ସରକାରଙ୍କ ଡିଜିପି ଚୟନ ପ୍ରକ୍ରିୟାକୁ ଚ୍ୟାଲେଞ୍ଜ କରି ଦାୟର ହୋଇଥିବା ଜନସ୍ୱାର୍ଥ ମାମଲାର ଗୁରୁତ୍ୱପୂର୍ଣ୍ଣ ଶୁଣାଣିକୁ…

ଆଧୁନିକ ଟ୍ରକ୍ ଟର୍ମିନାଲ୍ ନିମନ୍ତେ ଓଡ଼ିଶା ଓ IOCL ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷରିତ

ଭୁବନେଶ୍ୱର:ଜାତୀୟ ଓ ରାଜ୍ୟ ରାଜପଥରେ ଅବୈଧ ପାର୍କିଂ ଯୋଗୁଁ ଘଟୁଥିବା ସଡ଼କ ଦୁର୍ଘଟଣା ସହ ପ୍ରାଣହାନିକୁ ରୋକିବା ସହ ଭାରୀଯାନ ଚାଳକମାନଙ୍କୁ ଉନ୍ନତ ସୁବିଧା-ସୁଯୋଗ ଯୋଗାଇଦେବା ଲକ୍ଷ୍ୟରେ ରାଜ୍ୟ ସରକାର ଏକ ମହତ୍ତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛନ୍ତି। ରାଜପଥ ପାର୍ଶ୍ୱରେ ନିର୍ମାଣ…