Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ପୋଲିସ ଏସଆଇ ପରୀକ୍ଷା ଦୁର୍ନୀତି; ନକଲି ଅନଲାଇନ୍ ଟେଷ୍ଟ ସେଣ୍ଟରରେ କ୍ରାଇମବ୍ରାଞ୍ଚର ଚଢ଼ାଉ

ଭୁବନେଶ୍ୱର: ପୋଲିସ ସବ-ଇନ୍ସପେକ୍ଟର (ଏସଆଇ) ନିଯୁକ୍ତି ପରୀକ୍ଷାରେ ଠକେଇର ତଦନ୍ତ କରି ରବିବାର ଦିନ ଓଡ଼ିଶା କ୍ରାଇମବ୍ରାଞ୍ଚ ଭୁବନେଶ୍ୱରର ଏକ ନକଲି ଅନଲାଇନ୍ ପରୀକ୍ଷା କେନ୍ଦ୍ର ଉପରେ ଚଢାଉ କରିଥିବା ସୂଚନା ମିଳିଛି। ଏକ ଗୁଇନ୍ଦା ସୂଚନାକୁ ଆଧାର କରି କ୍ରାଇମବ୍ରାଞ୍ଚ ନନ୍ଦନକାନନ…

କଟକ ହିଂସା ଘଟଣାରେ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ

ଭୁବନେଶ୍ୱର: କଟକରେ ଦେଖାଯାଇଥିବା ଗୋଷ୍ଠୀ ବିବାଦ ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିବା ସହିତ ସମସ୍ତଙ୍କୁ ଶାନ୍ତି ଶୃଙ୍ଖଳା ବଜାୟ ରଖିବା ପାଇଁ ନିବେଦନ କରିଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ କଟକ ସହର ହେଉଛି ହଜାର ବର୍ଷର ସହର। ଭାଇଚାରାର ଅନନ୍ୟ…

ଶହୀଦ ବାଜି ରାଉତଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ମୁଖ୍ୟମନ୍ତ୍ରୀ; ୧୨୦ କୋଟିରେ ହେବ ବାଜି ରାଉତ ସ୍ପୋର୍ଟସ କମ୍ପ୍ଲେକ୍ସ

ଢେଙ୍କାନାଳ: ଭାରତର ଗୌରବ, ଓଡ଼ିଶାର ଗର୍ବ ସହିଦ ବାଜି ରାଉତଙ୍କ ସାହସ ଓ ତ୍ୟାଗ ଓଡ଼ିଆ ଜାତିର ବୀରତ୍ବ ବଖାଣେ । ମାତ୍ର ୧୨ବର୍ଷ ବୟସରେ ସେ ବ୍ରିଟିଶ ଗୁଳି ଆଗରେ ଛାତି ପତେଇଦେଇଥିଲେ । ବାଜି ରାଉତଙ୍କ ସାହସ ଯୁବଗର୍ବଙ୍କ ଆଦର୍ଶ । ସମୃଦ୍ଧ ଓଡ଼ିଶା, ବିକଶିତ ଭାରତ ଗଠନରେ ବାଜି ରାଉତଙ୍କ ପଥ…

ନଭେମ୍ବର ୨୨ ପୂର୍ବରୁ ହୋଇପାରେ ବିହାର ନିର୍ବାଚନ

ପାଟଣା: ବିହାର ବିଧାନସଭା ନିର୍ବାଚନକୁ ନେଇ ଚର୍ଚ୍ଚା ଜୋର ଧରିଛି। ଦୁଇ ଦିନିଆ ବିହାର ଗସ୍ତରେ ଥିବା ନିର୍ବାଚନ କମିଶନ ବିଭିନ୍ନ ରାଜନୈତିକ ଦଳଙ୍କ ସହ ବୈଠକ କରି ନିର୍ବାଚନ ପ୍ରସ୍ତୁତି ସମୀକ୍ଷା କରିଛନ୍ତି। ମୁଖ୍ୟ ନିର୍ବାଚନ କମିଶନର (ସିଇସି) ଜ୍ଞାନେଶ କୁମାର କହିଛନ୍ତି ଯେ ବିହାରରେ…

ପ୍ରତ୍ୟେକ ଗାଁର ଭାଗବତ ଟୁଙ୍ଗି ମାନଙ୍କର ହେବ ପୁନରୁଦ୍ଧାର: ମୁଖ୍ୟମନ୍ତ୍ରୀ  

ଭୁବନେଶ୍ୱର: ପ୍ରତ୍ୟେକ ଓଡ଼ିଆ ଘରେ ଭାଗବତ ଏବଂ ପ୍ରତ୍ୟେକ ଗାଁର ଭାଗବତ ଟୁଙ୍ଗି ମାନଙ୍କର ପୁନରୁଦ୍ଧାର ଓ ପ୍ରତିଷ୍ଠା ହେବ। ଧର୍ମ ଜାଗରଣ ସମିତି, ଓଡ଼ିଶା ପକ୍ଷରୁ ଆଜି ଭୁବନେଶ୍ବର-କଟକ ରୋଡ ସ୍ଥିତ ତେରାପନ୍ଥ ଭବନ ଠାରେ ଆୟୋଜିତ ଶ୍ରୀମଦ୍ ଭାଗବତ ମହୋତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…

ହରିୟାଣାର କୁଖ୍ୟାତ ଠକଙ୍କୁ ଗିରଫ କଲା କମିଶନରେଟ୍ ପୋଲିସ; ସରକାରଙ୍କ ବଡ଼ ପୋଷ୍ଟରେ ନିଯୁକ୍ତି ଦେବା…

ଭୁବନେଶ୍ବର:ଜାତୀୟ ସାମାଜିକ ନ୍ୟାୟ ମହିଳା ସଶକ୍ତିକରଣ ଆୟୋଗର ଅଧ୍ୟକ୍ଷା ବୋଲି କହି ଲୋକଙ୍କୁ ଠକୁଥିବା ଦୁଇ ଜଣ ଆନ୍ତଃରାଜ୍ୟ ଠକଙ୍କୁ  କମିଶନରେଟ୍ ପୋଲିସ ଗିରଫ କରିଛି। ଭୁବନେଶ୍ୱର ମୈତ୍ରୀବିହାର ଅଞ୍ଚଳରୁ ଦୁଇ ଠକଙ୍କ ଗିରଫ କରିଛି ପୋଲିସ । ଏନେଇ ସାମ୍ବାଦିକ ସମ୍ମିଳନୀରେ ଭୁବନେଶ୍ବର…

ବରଗଡର ୩ ଜେଲରେ ଚଢ଼ାଉ; ମିଳିଲା ବିଡି, ଭାଙ୍ଗ…

ବରଗଡ଼: ବରଗଡ଼ ଜିଲ୍ଲାର ତିନୋଟି ଜେଲରେ ରବିବାର ସକାଳେ ଅତର୍କିତ ଚଢାଉ କରାଯାଇଥିଲା। ଏହି ସମୟରେ ଅନେକ ନିଷିଦ୍ଧ ସାମଗ୍ରୀ ଜବତ କରାଯାଇଛି। ଜିଲ୍ଲା ଜେଲରେ ବରଗଡ଼ ଏସପିଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଏହି ଚଢ଼ାଉ କରାଯାଇଥିଲା। ଏସଡିପିଓଙ୍କ ତତ୍ତ୍ୱାବଧାନରେ ପଦମପୁର ଉପ-କାରାଗାର ଏବଂ…

ବିଷାକ୍ତ କଫ୍ ସିରପରେ ଶିଶୁ ମୃତ୍ୟୁ ଘଟଣା; ସ୍ଵାସ୍ଥ୍ୟ ମନ୍ତ୍ରଣାଳୟର ତଦନ୍ତ ନିର୍ଦ୍ଦେଶ

ନୂଆଦିଲ୍ଲୀ: ଅଗଷ୍ଟ ଶେଷ ପରଠାରୁ ମଧ୍ୟପ୍ରଦେଶ ଏବଂ ରାଜସ୍ଥାନ ରାଜ୍ୟରେ ପାଞ୍ଚ ବର୍ଷରୁ କମ୍ ବୟସର ୯ ଶିଶୁଙ୍କ ମୃତ୍ୟୁ ପରେ ସ୍ଵାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି। ତେବେ ଏହା ପଛରେ ବିଷାକ୍ତ କଫ୍ ସିରପ୍ ଦାୟୀ କି ନାହିଁ ସେନେଇ ତଦନ୍ତ କରିବେ କର୍ତୁପକ୍ଷ। ଔଷଧର…

ଦାନା ବାନ୍ଧିଲାଣି ଆଉଏକ ଲଘୁଚାପ: ୧୦ରୁ ପୁଣି ବର୍ଷା, ଆଗାମୀ ୨୪ ଘଣ୍ଟା ପାଇଁ ୨୦ ଜିଲ୍ଲାକୁ ଓ୍ବାର୍ଣ୍ଣିଂ…

ଭୁବନେଶ୍ବର: ଆସନ୍ତା ୯ ତାରିଖ ବେଳକୁ ବଙ୍ଗୋପସାଗରରେ ପୁଣି ଆଉ ଏକ ଲଘୁଚାପ ସୃଷ୍ଟି ହୋଇପାରେ । ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇପାରେ ବୋଲି ବିଭିନ୍ନ ମଡେଲ ପୂର୍ବାନୁମାନ କରିଛନ୍ତି । ଅନ୍ୟପଟେ, ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି…

ଶିକ୍ଷାନୁଷ୍ଠାନ ନିକଟରେ ସଡ଼କ ସୁରକ୍ଷା ବ୍ୟବସ୍ଥାକୁ ବୃଦ୍ଧି ନେଇ ବିଶ୍ଳେଷଣ କରିବେ ସରକାର

ଭୁବନେଶ୍ବର: ସରକାରଙ୍କୁ ଘାରିଛି ସ୍କୁଲ ଛାତ୍ରଛାତ୍ରୀଙ୍କ ସୁରକ୍ଷା ଚିନ୍ତା । ରାଜ୍ୟର ସମସ୍ତ ଦୁର୍ଘଟଣା ପ୍ରବଣ ଅଞ୍ଚଳ ନିକଟରେ ଥିବା ଶିକ୍ଷାନୁଷ୍ଠାନର ସୁରକ୍ଷା ବ୍ୟବସ୍ଥାକୁ ବୃଦ୍ଧି କରିବାକୁ ସରକାର ନୂଆ ଯୋଜନା କରୁଛନ୍ତି । ବିଶ୍ଳେଷଣ ସମ୍ଭାବ୍ୟ ବିପଦ ଚିହ୍ନଟ କରିବା ଏବଂ ବିପଦ ହ୍ରାସ…