Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ଓଡ଼ିଶାରେ ଖୋଲିବ ୬ଟି କେନ୍ଦ୍ରୀୟ ବିଦ୍ୟାଳୟ: ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ୍‌ ବୈଠକରେ ଓଡ଼ିଶା ସମେତ ଦେଶର ବେସାମରିକ କ୍ଷେତ୍ରରେ ୫୭ଟି ନୂତନ କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବା ପ୍ରସ୍ତାବକୁ ଅନୁମୋଦନ ମିଳିଛି। ଏହି ପ୍ରସ୍ତାବରେ ଓଡ଼ିଶାର ୬ଟି ସ୍ଥାନରେ ନୂତନ…

ବିସିସିଆଇକୁ କ୍ଷମା ମାଗିବା ଖାରଜ କଲେ ନକଭି, କହିଲେ, ‘ଯଦି ଟ୍ରଫି ଚାହଁ ମୋ ପାଖରୁ ନିଅ…’

ନୂଆଦିଲ୍ଲୀ: ପାକିସ୍ତାନ କ୍ରିକେଟ୍ ବୋର୍ଡ (PCB) ମୁଖ୍ୟ ଏବଂ ଏସୀୟ କ୍ରିକେଟ୍ ପରିଷଦ (ACC) ସଭାପତି ମୋହସିନ୍ ନକଭି ଭାରତୀୟ କ୍ରିକେଟ୍ ନିୟନ୍ତ୍ରଣ ବୋର୍ଡ (BCCI) କୁ କ୍ଷମା ମାଗିଥିବା ରିପୋର୍ଟକୁ ଖାରଜ କରିବା ସହିତ ଏସିଆ କପ୍ ୨୦୨୫ ଫାଇନାଲ୍ ଟ୍ରଫିକୁ ନେଇ ବିବାଦ ତୀବ୍ର ହୋଇଛି। ନକଭି…

ପାର୍ବଣ ସମୟରେ ୩ମନ୍ଦିରରୁ ସିରିଜ୍ ଚୋରି

ପୁରୀ: ପୁରୀ ଜିଲ୍ଲା ନିମାପଡ଼ା ପିପିଲି ମୁଖ୍ୟ ରାସ୍ତାରେ ଥିବା ୩ଟି ମନ୍ଦିରରୁ ଏକା ସାଙ୍ଗରେ ଲୁଟ୍ ହୋଇଥିବା ସୂଚନା ରହିଛି । ତାରିଣୀ ମନ୍ଦିର, ରାମ ମନ୍ଦିର ଓ ବିରିଖାଣୀ ମନ୍ଦିରରରୁ ଲୁଟ୍‌ ଅଭିଯୋଗ ହୋଇଛି। ମନ୍ଦିରରୁ ଲକ୍ଷାଧିକ ଟଙ୍କାର ଅଳଙ୍କାର ସହିତ ଦାନ ବାକ୍ସ ଭାଙ୍ଗି ଟଙ୍କା ଲୁଟ…

ଚର୍ଚ୍ଚାରେ ମା’ଙ୍କ ୬୨ ଫୁଟର ମୃଣ୍ମୟୀ ମୂର୍ତ୍ତି; ଜମୁଛି ଶ୍ରଦ୍ଧାଳୁଙ୍କ ଭିଡ଼

ଭୁବନେଶ୍ବର: ମା'ଙ୍କ ଆଗମନରେ ଚଳଚଞ୍ଚଳ ହୋଇ ଉଠିଛି ପୂରଠୁ ପଲ୍ଲୀ । ସେହିପରି ଭୁବନେଶ୍ୱର ଉପକଣ୍ଠ ବରିମୁଣ୍ଡ ପଞ୍ଚାୟତର ଟାଙ୍ଗୀବନ୍ତ ଦୁର୍ଗା ପୂଜା କମିଟି ପକ୍ଷରୁ ଚଳିତବର୍ଷ ମା’ଦୁର୍ଗାଙ୍କ ୬୨ ଫୁଟ୍ ଉଚ୍ଚ ମୂର୍ତ୍ତି ହୋଇଛି ; ଯାହା ବେଶ୍ ଚର୍ଚ୍ଚାରେ ରହିଛି । ମାଆଙ୍କ ବିରାଟ ମୂର୍ତ୍ତି…

୬୦ କୋଟି ଟଙ୍କା ଠକେଇ ମାମଲା: ଶିଳ୍ପା ସେଟ୍ଟୀଙ୍କ ଫୁକେଟ୍ ଯାତ୍ରା ଆବେଦନକୁ ଖାରଜ କଲେ ହାଇକୋର୍ଟ

ମୁମ୍ବାଇ: ପୁଣି ଅଡ଼ୁଆରେ ପଡ଼ିଛନ୍ତି ବଲିଉଡ଼ ଅଭିନତ୍ରୀ ଶିଳ୍ପା ସେଟ୍ଟୀ ଏବଂ ତାଙ୍କ ସ୍ଵାମୀ ରାଜ କୁନ୍ଦ୍ରା। ୬୦ କୋଟି ଟଙ୍କା ଠକେଇ ମାମଲାରେ ବଲିଉଡ ଅଭିନେତ୍ରୀ ଶିଳ୍ପା ସେଟ୍ଟୀ ଏବଂ ତାଙ୍କ ସ୍ଵାମୀ ରାଜ କୁନ୍ଦ୍ରାଙ୍କ ନାମରେ ଲୁକ ଆଉଟ ସର୍କୁଲାର(ଏଲଓସି) ଜାରି କରାଯାଇଛି। ଶିଳ୍ପା…

Destroyed Mao Camp: ପୁଣି ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା: ଧ୍ୱଂସ କଲେ ମାଓ କ୍ୟାମ୍ପ, ବିସ୍ପୋରକ ସାମଗ୍ରୀ ସହ…

ମାଲକାନଗିରି: ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା। ମାଓ ସଙ୍ଗଠନକୁ ଶକ୍ତ ଝଟକା। ପୁଣି ମାଓ କ୍ୟାମ୍ପ ଧ୍ୱଂସ କଲେ ସୁରକ୍ଷାକର୍ମୀ। ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲ୍ଲାରେ ସୁରକ୍ଷା କର୍ମୀଙ୍କୁ ବଡ଼ ସଫଳତା ମିଳିଛି। କଞ୍ଚାଲ ଜଙ୍ଗଲରେ ମାଓବାଦୀଙ୍କ ଏକ ବଡ଼ ଧରଣର କ୍ୟାମ୍ପ…

Odisha Police SI: ଏସଆଇ ପରୀକ୍ଷାରେ ଜାଲିଆତି ମାମଲା: ସିବିଆଇ ତଦନ୍ତ ଦାବି କଲେ ଯୁବ ବିଜେଡି ସଭାପତି

ଭୁବନେଶ୍ୱର: ୧୬ ମାସରେ ୧୬ଟି ନିଯୁକ୍ତି ପରୀକ୍ଷାରେ ବିଭ୍ରାଟ ହେଲାଣି। ଗତକାଲି ବାତିଲ ହୋଇଥିବା ପୋଲିସ ସବ୍ ଇନିସପେକ୍ଟର୍ ପରୀକ୍ଷାରେ କୋଟି କୋଟି ଟଙ୍କାର ଡିଲ୍ ହୋଇଛି। ଏହି କେଳେଙ୍କାରି ଘଟଣା ସାମ୍ନାକୁ ଆସିବା ପରେ ରାଜ୍ୟ ସରକାରଙ୍କର ଅସଲ ଚେହେରା ଲୋକଲୋଚନକୁ ଆସିଯାଇଛି। ଏହା ଏକ…

ପୋଲିସ ମହାନିର୍ଦ୍ଦେଶକ ୱାଇ ବି ଖୁରାନିଆଙ୍କ ମା’ଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀଙ୍କ ଶୋକ…

ଭୁବନେଶ୍ୱର: ପୋଲିସ ମହାନିର୍ଦ୍ଦେଶକ ୱାଇ ବି ଖୁରାନିଆଙ୍କ ମା'ଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ। ଏକ ଶୋକ ବାର୍ତ୍ତାରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ କହିଛନ୍ତି ଯେ, "ପୋଲିସ ମହାନିର୍ଦ୍ଦେଶକ ଶ୍ରୀ ୱାଇ ବି ଖୁରାନିଆଙ୍କ ମାଆ କମଲେଶ…

ଦ କ୍ୟାଚ୍, ଓଡ଼ିଶା ଦ୍ଵାରା ତ୍ରିଦିବସୀୟ ସଂସ୍କୃତ ନାଟ୍ୟ ମହୋତ୍ସବ ଆୟୋଜିତ

ଭୁବନେଶ୍ୱର: ଦ କ୍ୟାଚ୍, ଓଡ଼ିଶା ଦ୍ଵାରା ଆୟୋଜିତ ତ୍ରିଦିବସୀୟ ସଂସ୍କୃତ ନାଟ୍ୟ ମହୋତ୍ସବର ଉଦଘାଟନୀ ସନ୍ଧ୍ୟାରେ ରାଜଧାନୀ ମହାବିଦ୍ୟାଳୟ ଦ୍ଵାରା ଭଗବଦ୍ ଆଜ୍ଜ୍ୟୟକମ ପ୍ରହସନ ପରିବେଷଣ କରାଯାଇଥିଲା, ଯାହା ଲୋକଙ୍କ ମନକୁ ବେଶ୍ ଛୁଇଁଥିଲା। ହାସ୍ୟରସାତ୍ମକ ହୋଇଥିବାରୁ ଲୋକ ମଧ୍ୟ ଖୁବ୍ ଆନନ୍ଦ…

DA Hike: କେନ୍ଦ୍ରୀୟ କର୍ମଚାରୀଙ୍କୁ ଦୀପାବଳି ଭେଟି, ମହଙ୍ଗା ଭତ୍ତା ୩%କୁ ବୃଦ୍ଧି କଲେ ସରକାର…

ନୂଆଦିଲ୍ଲୀ: ଦୀପାବଳି ଉତ୍ସବର ଠିକ୍ ପୂର୍ବରୁ, କେନ୍ଦ୍ର ସରକାର କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କୁ ଏକ ବଡ଼ ଭେଟି ଦେଇଛନ୍ତି। କେନ୍ଦ୍ର କ୍ୟାବିନେଟ ମହଙ୍ଗା ଭତ୍ତା (DA) ରେ ୩ ପ୍ରତିଶତ ବୃଦ୍ଧିକୁ ଅନୁମୋଦନ କରିଛି। ଏହି ବୃଦ୍ଧି ସହିତ, ମୋଟ DA ହାର ବର୍ତ୍ତମାନ ୫୫…