Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ପୁଣି ଶ୍ରୀମୟୀଙ୍କ ପରୋକ୍ଷ ନିଶାନା; ‘ଅଧର୍ମ ଉପରେ ଧର୍ମର ଜୟ ହେବ’

ଭୁବନେଶ୍ବର: ବର୍ତ୍ତମାନ ରାଜ୍ୟ ରାଜନୀତିରେ ଚର୍ଚ୍ଚାରେ ଅଛନ୍ତି ନେତ୍ରୀ ଶ୍ରୀମୟୀ ମିଶ୍ର । ଅଷ୍ଟମୀରେ ସେ ଆଜି ରାଜଧାନୀର ବିଭିନ୍ନ ଦୂର୍ଗାପୂଜା ପେଣ୍ଡାଲ୍ ବୁଲିଛନ୍ତି । ଏହି ଅବସରରେ ସେ ପୁଣି ବିଜେଡିକୁ ତେରଚ୍ଛା ବାଣ ମାରିଛନ୍ତି । ସେ କହିଛନ୍ତି ଅଧର୍ମ ଉପରେ ଧର୍ମର ଜୟ ହେବ, ଅସତ୍ୟ…

ଡାକ ବିଭାଗର ବଡ଼ ପଦକ୍ଷେପ: ସ୍ପିଡ୍ ପୋଷ୍ଟରେ ଘୋଷଣା ହେଲା ନୂଆ ଶୁଳ୍କ

ନୂଆଦିଲ୍ଲ: ଡାକ ବିଭାଗ ଦ୍ୱାରା ଚିଠି ଏବଂ ପାର୍ସଲର ଦ୍ରୁତ ଏବଂ ନିର୍ଭରଯୋଗ୍ୟ ବିତରଣ ପାଇଁ, ଆରମ୍ଭ ହୋଇଥିବା ସ୍ପିଡ୍ ପୋଷ୍ଟ ସେବା, ବିଗତ ସମୟରେ ଦେଶର ସବୁଠାରୁ ବିଶ୍ୱସ୍ତ ଡାକ ସେବା ଭାବେ ନିଜ ସ୍ଥାନ ସୁଦୃଢ କରିଛି । ଏହି ସେବା, ୧ ଅଗଷ୍ଟ ୧୯୮୬ ମସିହାରେ ପ୍ରଥମ କରି ଆରମ୍ଭ ହୋଇଥିଲା ।…

ଏସଆଇ ପରୀକ୍ଷା ବାତିଲ କରିବାରେ ସରକାର ନୂଆ କୀର୍ତ୍ତିମାନ ସ୍ଥାପନ କରିଛନ୍ତି: ବିଜେଡି

ଭୁବନେଶ୍ୱର: ଓଡିଶା ପୋଲିସ ଏସଆଇ ନିଯୁକ୍ତି ପରୀକ୍ଷାକୁ ଆଜି ଓପିଆରବି ଦ୍ୱାରା ସ୍ଥଗିତ ରଖାଯିବାକୁ ନେଇ ଆଜି ବିଜୁ ଜନତା ଦଳ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛି । ଶଙ୍ଖ ଭଵନରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ, ଦଳର ଛାତ୍ର ବିଜୁ ଜନତା ଦଳର ସଭାନେତ୍ରୀ ଇପ୍ସିତା ସାହୁ କହିଥିଲେ, ଗତ ୧୫ ମାସର…

କେନ୍ଦ୍ରୀୟ ବଙ୍ଗୋପସାଗରର ଲଘୁଚାପ କ୍ଷେତ୍ର ସୃଷ୍ଟି: ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର: ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହେଲା ଏକ ଲଘୁଚାପ କ୍ଷେତ୍ର । ଏହା ଅକ୍ଟୋବର ୧ ଅର୍ଥାତ୍ ବୁଧବାର ବେଳକୁ ପଶ୍ଚିମ-କେନ୍ଦ୍ରୀୟ ଏବଂ ପାର୍ଶ୍ୱବର୍ତ୍ତୀ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଅବପାତରେ ପରିଣତ ହେବା ନେଇ ସମ୍ଭାବନା ରହିଛି ।୩ ତାରିଖରେ ବେଳକୁ ଏହା ଦକ୍ଷିଣ ଓଡ଼ିଶା ଓ…

ଦୁଇ ବାଇକ୍ ମୁହାଁମୁହିଁ ଧକ୍କା; ଆଖିବୁଜିଲେ ୩ଯୁବକ

ନୟାଗଡ଼: ଶାରଦୀୟ ଦୁର୍ଗାପୂଜାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଓଡଗାଁ ଥାନା ଗୋଡିପଲ୍ଲୀ ନିକଟରେ ବୁଲେଟ୍ ଏବଂ ବାଇକ୍ ମଧ୍ୟରେ ହୋଇଛି ମୁହାଁମୁହିଁ ଧକ୍କା । ଏହି ଦୁର୍ଘଟଣାରେ ୩ଜଣଙ୍କର ଘଟଣା ସ୍ଥଳରେ ମୃତ୍ୟୁ ଘଟିଛି। ଦୁର୍ଘଟଣା ଏତେ ଭୟଙ୍କର ଥିଲା ଦୁଇ ବାଇକ୍ ୧୦ ଫୁଟ ଉପରକୁ ଉଠି ତଳେ…

ଜିନ୍ଦଲ ଷ୍ଟିଲର ଅନୁଗୁଳ ପ୍ଲାଣ୍ଟରେ ନୂଆ ବିଓଏଫ୍ ଆରମ୍ଭ, ବାର୍ଷିକ ଉତ୍ପାଦନ କ୍ଷମତା ୯ ମିଲିୟନ ଟନକୁ ବୃଦ୍ଧି

ଅନୁଗୁଳ: ଜିନ୍ଦଲ ଷ୍ଟିଲର ଅନୁଗୁଳ ସମନ୍ୱିତ ଷ୍ଟିଲ ପ୍ଲାଣ୍ଟରେ ୨୫୦ ମେଟ୍ରିକ ଟନ କ୍ଷମତାବିଶିଷ୍ଟ ବେସିକ ଅକ୍ସିଜେନ ଫର୍ନେସ କନଭର୍ଟରର ଶୁଭାରମ୍ଭ ହୋଇଛି । ଏହା ଦ୍ୱାରା କମ୍ପାନିର ଷ୍ଟିଲ ଉତ୍ପାଦନ କ୍ଷମତା ବାର୍ଷିକ ୩ ମିଲିୟନ ଟନ୍ ବୃଦ୍ଧି ପାଇଛି । ବର୍ତ୍ତମାନ ଅନୁଗୁଳ ଷ୍ଟିଲ ପ୍ଲାଣ୍ଟର…

ଅକ୍ଟୋବର ୨ରେ ଆରମ୍ଭ ହେବ ଡ୍ରଗ୍ସଫ୍ରି ସଚେତନତା ଅଭିଯାନର ଦ୍ୱିତୀୟ ପର୍ଯ୍ୟାୟ

ଭୁବନେଶ୍ବର: ଡ୍ରଗ୍ସ ଫ୍ରି ଭୁବନେଶ୍ୱର ପାଇଁ ଆୟୋଜନ ହେବ ଦ୍ୱତୀୟ ପର୍ଯ୍ୟାୟ ସଚେତନତା କାର୍ଯ୍ୟକ୍ରମ । ଅକ୍ଟୋବର ୨ରେ ଏହାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଅକ୍ଟୋବର ୨ରୁ ଏକ ମାସ ପାଇଁ ଚାଲିବ କାର୍ଯ୍ୟକ୍ରମ । ପ୍ରଚାର ସମୟରେ ବାର୍ତ୍ତା ପ୍ରସାର ପାଇଁ ପିଆର ଏବଂ…

ଗ୍ରାମାଞ୍ଚଳରେ ବଢିବ ରୋଜଗାର, ଆରମ୍ଭ ହେବ ଓଡ଼ିଶା ହୋମଷ୍ଟେ ପ୍ରତିଷ୍ଠା ଯୋଜନା-୨୦୨୫

ଭୁବନେଶ୍ବର: ଗ୍ରାମାଞ୍ଚାଳ ଲୋକଙ୍କ ରୋଜଗାର ବୃଦ୍ଧି କରିବାକୁ ସରକାରଙ୍କ ବଡ ନିଷ୍ପତ୍ତି । ଏଣିକି ଗ୍ରାମାଞ୍ଚଳରେ ଲୋକଙ୍କ ଘରେ ରହିବେ ପର୍ଯ୍ୟଟକ । ଫଳରେ ଗ୍ରାମାଞ୍ଚଳରେ ବଢ଼ିବ ରୋଜଗାର । ଏଥିପାଇଁ ଓଡ଼ିଶା ହୋମଷ୍ଟେ ପ୍ରତିଷ୍ଠା ଯୋଜନା-୨୦୨୫ କାର୍ଯ୍ୟକାରୀ ହେବ ବୋଲି ଆଜି ସୂଚନା ଦେଇଛନ୍ତି…

ବଡ଼ଦାଣ୍ଡ ସମେତ ଶ୍ରୀମନ୍ଦିରର ୧କିମି ପରିଧି ଭିତରେ ମିଳିବନି ମଦ ଓ ଆମିଷ: ମନ୍ତ୍ରୀ

ଭୁବନେଶ୍ୱର: ଶ୍ରୀମନ୍ଦିରର ବଡ଼ଦାଣ୍ଡ ସମେତ ଏକ ଗୋଟେ କିଲୋମିଟର ପରିଧି ଯାଏଁ ରହିବନି କୌଣସି ମଦ ଦୋକାନ । ଶ୍ରୀକ୍ଷେତ୍ରକୁ ନିଶାମୁକ୍ତ କରିବା ପାଇଁ ମୋହନ ସରକାର ବଡ଼ ପଦକ୍ଷେପ ନେଇଛନ୍ତି । ଏନେଇ ଆଜି ମା’ ଦୁର୍ଗାଙ୍କ ଅଷ୍ଟମୀ ପୂଜା ଅବସରରେ ଏହି ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ…

ଜୈବିକ ବିପଦ ଏବଂ ପରମାଣୁ ଆକ୍ରମଣର ପ୍ରଭାବ ବିରୋଧରେ ପ୍ରସ୍ତୁତି ଜରୁରୀ.. ଏପରି କାହିଁକି କହିଲେ ସିଡିଏସ୍

ନୂଆଦିଲ୍ଲୀ: ଆଜି ପ୍ରତିରକ୍ଷା ବିଭାଗ ମୁଖ୍ୟ (ସିଡିଏସ୍) ଜେନେରାଲ ଅନିଲ ଚୌହାନ ମଙ୍ଗଳବାର ଦିନ ଭବିଷ୍ୟତର ପରମାଣୁ ଅସ୍ତ୍ରରୁ ହେବାକୁ ଥିବା ଜୈବ ବିପଦ ଏବଂ ରେଡିଓ ପ୍ରଦୂଷଣ ବିରୋଧରେ ପ୍ରସ୍ତୁତି ପାଇଁ ଆହ୍ୱାନ ଦେଇଛନ୍ତି। ଦିଲ୍ଲୀ ମାନେକଶା ସେଣ୍ଟରରେ ୧୦୦ତମ ସାମରିକ ନର୍ସିଂ ସେବା (MNS)…