Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ରାଜସ୍ୱ ବିଭାଗରେ ସମସ୍ତ ଅଧିକାରୀ ଓ କର୍ମଚାରୀ ପରିଧାନ କଲେ ପାରମ୍ପରିକ ହସ୍ତତନ୍ତ ପୋଷାକ

ଭୁବନେଶ୍ୱର: ରାଜସ୍ୱ ବିଭାଗ ପକ୍ଷରୁ ଆଜି ଶୁକ୍ରବାର ଦିନ ହସ୍ତତନ୍ତ ବସ୍ତ୍ର ପରିଧାନ ଉଦ୍ୟମକୁ ଉତ୍ସାହର ସହିତ ପାଳନ କରାଯାଇଛି । ଏହି ଅବସରରେ ବିଭାଗର ସମସ୍ତ ଅଧିକାରୀ ଓ କର୍ମଚାରୀ ଓଡ଼ିଶାର ସମୃଦ୍ଧ ଓ ପାରମ୍ପରିକ ହସ୍ତତନ୍ତ ପୋଷାକ ପରିଧାନ କରି କାର୍ଯ୍ୟାଳୟକୁ ଆସିଥିଲେ । ଏହା ମାଧ୍ୟମରେ…

ରାଜଧାନୀରେ ଚାଞ୍ଚଲ୍ୟ, ଗୋଟିଏ ଦିନରେ ନିଖୋଜ ହେଲେ ୩ ନାବାଳକ-ନାବାଳିକା

ଭୁବନେଶ୍ବର: ରାଜଧାନୀରୁ ସାମ୍ନାକୁ ଆସିଛି ଏକ ଆଶ୍ଚର୍ଯ୍ୟକର ଖବର । ଆଜି ଗୋଟିଏ ଦିନରେ ୩ ଜଣ ନାବାଳିକା ଓ ନାବାଳକ ନିଖୋଜ ହୋଇଥିବା ଜଣାପଡିଛି । ନିଖୋଜ ନାବାଳିକା ହେଉଛନ୍ତି ସାଲିଆସାହି ତାରିଣୀ ନଗରର ସୁମିତ୍ରା ଦେହୁରୀ, ସାଲିଆ ସାହି ହାତିଆସୁଣୀର ଶୁଭଶ୍ରୀ ନାୟକ । ୩ ଜଣ ନାବାଳକ ଓ…

ଧାର୍ଯ୍ୟ ସୀମାଠାରୁ ଅଧିକ ଭଡ଼ା ଆଦାୟ ବିରୋଧରେ ନିୟମିତ ଯାଞ୍ଚ ପାଇଁ ଆରଟିଓଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର: ଧାର୍ଯ୍ୟ ସୀମାଠାରୁ କୌଣସି ବସ୍ ଅଧିକ ଭଡ଼ା ଆଦାୟ କରିପାରିବେ ନାହିଁ । ଯାତ୍ରୀଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ନିୟମ ଉଲ୍ଲଙ୍ଘନ କରୁଥିବା ବସ୍ ବିରୋଧରେ ମୋଟର ଯାନ ଆଇନ ଅନୁଯାୟୀ କାର୍ଯ୍ୟନୁଷ୍ଠାନ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି…

Amit Shah: ଗୁଜରାଟ ଭଳି ଓଡ଼ିଶାର ମଧ୍ୟ ବିକାଶ ହେବ,ପ୍ରତିଟି ଗାଁରେ ଡାଏରୀ ପହଞ୍ଚିବ: ଅମିତ ଶାହ

ଭୁବନେଶ୍ବର:କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ୩୨୭୫ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ କରିବା ସହ ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟର ଲୋକାର୍ପଣ କରିଛନ୍ତି । ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟରୁ ଦିନକୁ ପ୍ରାୟ ୨ ହଜାର ଟନ୍ ସଲ୍ଫୁରିକ୍ ଏସିଡ୍ ଉତ୍ପାଦନ ହେବ ।…

LPG Supply Amid War: ଯୁଦ୍ଧ ଯୋଗୁଁ ଆସିପାରୁନି LPG;ତେଲ କମ୍ପାନୀଙ୍କୁ ସରକାରଙ୍କ କଡ଼ା ନିର୍ଦ୍ଦେଶ…

ନୂଆଦିଲ୍ଲୀ: ମଧ୍ୟ-ପ୍ରାଚ୍ୟରେ ବଢୁଥିବା ଉତ୍ତେଜନା ମଧ୍ୟରେ ଏବେ ଭାରତ ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି । ଦେଶରେ ରୋଷେଇ ଗ୍ୟାସ ବା LPG ର ସଙ୍କଟକୁ ଏଡ଼ାଇବା ପାଇଁ କେନ୍ଦ୍ର ସରକାର ‘ଇମରଜେନ୍ସି ପାୱାର’ ବ୍ୟବହାର କରିଛନ୍ତି। ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ, ଦେଶର ସମସ୍ତ ତେଲ…

Chief Electoral Officer: ରାଜ୍ୟରେ SIRକୁ ବଡ ସୂଚନା ଦେଲେ ମୁଖ୍ୟ ନିର୍ବାଚନ ଅଧିକାରୀ

ଭୁବନେଶ୍ବର: ରାଜ୍ୟରେ ଆସନ୍ତା ଏପ୍ରିଲ ୧ ତାରିଖରୁ ଆରମ୍ଭ ହେବ ସ୍ବତନ୍ତ୍ର ସଘନ ସଂଶୋଧନ ବା SIR । ଏନେଇ ସୂଚନା ଦେଲେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଆର୍. ଏସ. ଗୋପାଳନ । ପ୍ରାୟ ୯୦ ପ୍ରତିଶତ ମ୍ୟାପିଂ ସରିଛି । ଏହି ୯୦ପ୍ରତିଶତ ଭୋଟର ତାଲିକାରେ ଯେଉଁମାନେ ଅଛନ୍ତି ସେମାନେ ଉଭୟ ୨୦୨୫…

ନିର୍ମାଣ ସାମଗ୍ରୀର ମୂଲ୍ୟ ନିର୍ଦ୍ଧାରଣ ନେଇ ସମୀକ୍ଷା ବୈଠକ; ବଦଳିବ ବାଲି, ଗୋଡ଼ି, ଇଟାର ମୂଲ୍ୟ

ଭୁବନେଶ୍ୱର: ପୂର୍ତ୍ତ, ଆଇନ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ନିର୍ମାଣ ସାମଗ୍ରୀର ମୂଲ୍ୟ ନିର୍ଦ୍ଧାରଣ ନେଇ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ କେନ୍ଦ୍ର ସରକାର, ସଡ଼କ ପରିବହନ ଓ ରାଜମାର୍ଗ ମନ୍ତ୍ରଣାଳୟ…

ପୁରୀ ପୋଲିସର ବଡ଼ ସଫଳତା: ୭୫ ଜଣ ନିଖୋଜ ନାବାଳିକା/ବ୍ୟକ୍ତିଙ୍କୁ ସୁରକ୍ଷିତ ଉଦ୍ଧାର

ପୁରୀ: ଜିଲ୍ଲାରେ ନିଖୋଜ ବ୍ୟକ୍ତିମାନଙ୍କୁ ସନ୍ଧାନ କରି ତାଙ୍କୁ ସୁରକ୍ଷିତ ଭାବରେ ପରିବାର ସହିତ ମିଶାଇବା ପାଇଁ ପୁରୀ ପୋଲିସ ସଦା ସଚେତନ ଓ ପ୍ରତିବଦ୍ଧ ରହିଛି। ୨୦୨୬ ମସିହାରେ ପୁରୀ ଜିଲ୍ଲାର ବିଭିନ୍ନ ପୋଲିସ ଥାନା ଦ୍ୱାରା ଚାଲିଥିବା ତଦନ୍ତ ଓ ସନ୍ଧାନ ଅଭିଯାନର ଫଳସ୍ୱରୂପ ମୋଟ ୭୫ ଜଣ…

ସରିଲା ରାଜ୍ୟସଭା ପ୍ରାର୍ଥୀଙ୍କ ନାମାଙ୍କନ ପତ୍ର ଦାଖଲ, ମଇଦାନରେ ଅଛନ୍ତି ୫ ଯୋଦ୍ଧା

ଭୁବନେଶ୍ୱର: ଶୁକ୍ରବାର ଯାଞ୍ଚ ପରେ ଓଡ଼ିଶାରେ ଆଗାମୀ ରାଜ୍ୟସଭା ନିର୍ବାଚନ ପାଇଁ ସମସ୍ତ ପାଞ୍ଚ ଜଣ ପ୍ରାର୍ଥୀଙ୍କ ନାମାଙ୍କନ ପତ୍ର ଗ୍ରହଣ କରାଯାଇଛି। ରାଜ୍ୟସଭା ନିର୍ବାଚନ ପାଇଁ ପ୍ରାର୍ଥୀମାନେ ହେଲେ ସଂତୃପ୍ତ ମିଶ୍ର, ଡକ୍ଟର ଦତ୍ତେଶ୍ୱର ହୋତା, ମନମୋହନ ସାମଲ, ସୁଜିତ କୁମାର ଏବଂ ଦିଲୀପ…

Rajnath Singh on Middle-East tensions: ଜଳୁଛି ମଧ୍ୟପ୍ରାଚ୍ୟ, ଚିନ୍ତା ପ୍ରକଟ କଲେ ରାଜନାଥ ସିଂହ

ନୂଆଦିଲ୍ଲୀ: ଆଜି ମଧ୍ୟପ୍ରାଚ୍ୟରେ ଯୁଦ୍ଧର ସପ୍ତମ ଦିନ। ଆମେରିକା ଏବଂ ଇସ୍ରାଏଲ ନିରନ୍ତର ଇରାନ ଉପରେ ଆକ୍ରମଣ କରୁଛନ୍ତି। ଇରାନ ମଧ୍ୟ ଛାଡୁନାହିଁ, ନିରନ୍ତର ପ୍ରତିଶୋଧ ନେଉଛି। ଏହାର ବିଶ୍ୱ ବାଣିଜ୍ୟ ଉପରେ ଏକ ବଡ଼ ପ୍ରଭାବ ପଡ଼ିଛି। ଯାହାକୁ ନେଇ ଏବେ ଚିନ୍ତା ପ୍ରକଟ କରିଛନ୍ତି ଭାରତର…